• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

sakalara-khabara-head
ବର୍ତ୍ତମାନର ମୁଖ୍ୟ ଖବର

https://youtu.be/D5oj_99RkmQ

  • Monday, 19 July 2021
3 Maoists Surrender
୩ କ୍ୟାଡର୍ ମାଓବାଦୀଙ୍କ ଆତ୍ମସମର୍ପଣ

ଲାଲ୍ ଶିବିର ପ୍ରତି ଓଡ଼ିଆ କ୍ୟାଡର୍ ମାଓବାଦୀଙ୍କର ମୋହଭଙ୍ଗ ହେଉଛି କି ? କାରଣ ଗୋଟିଏ ଦିନରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ୩ ଜଣ ଓଡ଼ିଆ କ୍ୟାଡର୍ ମାଓବାଦୀ ଡିଜିପି ଅଭୟଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ୩ ଜଣଙ୍କ ମଧ୍ୟରୁ ୨ ଜଣ ମହିଳା ମାଓବାଦୀ ଅଛନ୍ତି।

corona
ରାଜ୍ୟରେ ଖସୁଛି ସଂକ୍ରମଣ,୧୬୪୮ କରୋନା ସଂକ୍ରମିତ ଚିହ୍ନଟ

ଲଗାତାର ଚାରିଦିନ କରୋନା ସଂକ୍ରମଣ ବଢ଼ିବା ପରେ ଆଜି ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪କୁ ବୃଦ୍ଧି ପାଇଛି ।