• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

school open
ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।

tree plantation
ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ

ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।

Bus
ସ୍ୱାଭାବିକ ହେଉନି ବସ ସେବା

ଲକଡାଉନ୍ କୋହଳ ହେବା ପରେ ସାରା ରାଜ୍ୟରେ ବସ ସେବା ସ୍ୱଭାବିକ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଏଯାଏଁ ଅଧିକାଂଶ ରୁଟରେ ବସ ଚଳାଚଳ ହୋଇପାରୁନାହିଁ ।

fire on tube well
ନଳକୂପରେ ନିଆଁ

କେନ୍ଦ୍ରାପଡ଼ା: ନଳକୂପରୁ ବାହାରୁଛି ନିଆଁ। ଏହି ଘଟଣା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ଏମିତି ଏକ ଘଟଣା କେନ୍ଦ୍ରାପଡ଼ା ଗରଦପୁର କାଳବୁଡ ଅଞ୍ଚଳରେ ଘଟିଛି । ନୂଆ କରି ଖୋଳା ଯାଇଥିବା ଏକ ନଳକୂପର ଖନନ କାମ ସାରି ପୂଜା କରିବାବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା। ଲୋକମାନେ ନିଆଁକୁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ନିଆଁ ଆୟତ୍ତକୁ ଆସିନଥିଲା।  ପରେ କୋରୁଆ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ ନଳକୂପ ମଧ୍ୟରୁ ବାହାରୁଥିବା […]

  • Saturday, 17 July 2021