• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Exclusive Updates

cuttack
ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

କଟକ: ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା କଟକ ଜବାହାରଲାଲ ଇନ୍‌ଡ଼ୋର ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚାମ୍ପିୟନ୍‌ ଟିମ୍‌କୁ ଟ୍ରଫି ପ୍ରଦାନ କରିଥିଲେ। ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ, କଟକ #JawaharlalNehruIndoorStadium ରେ ଏହା ଉଦ୍‌ଯାପିତ ହୋଇଛି #Odisha pic.twitter.com/lHxbjoMf9g — ଓଟିଭି (@otvkhabar) 2 June 2018 ୩୦ଟି ଜିଲ୍ଲାରୁ ମୋଟ୍ […]

  • Saturday, 17 July 2021
Prasanna Acharya
ପ୍ରସନ୍ନ ହୋଇପାରନ୍ତି ରାଜ୍ୟସଭା ଉପାଧ୍ୟକ୍ଷ!

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ଦୌଡ଼ରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ଉପାଧ୍ୟକ୍ଷ ପଦକୁ ନେଇ ଚର୍ଚ୍ଚାରେ ରହିଛି ପ୍ରସନ୍ନଙ୍କ ନାଁ। ଚଳିତ ମାସରେ ବର୍ତ୍ତମାନର ଉପାଧ୍ୟକ୍ଷ ପି.ଜେ କୁରିଏନଙ୍କ କାର୍ଯ୍ୟକାଳ ସରୁଛି। ଫଳରେ ଆସନ୍ତା ମୌସୁମୀ ଅଧିବେଶନରେ ନୂଆ ଉପାଧ୍ୟକ୍ଷ ନିର୍ବାଚନ ହେବ। ସେପଟେ ତୃଣମୂଳ କଂଗ୍ରେସ ସାଂସଦ ସୁଖେନ୍ଦୁ ଶେଖର ରାୟଙ୍କ ନାଁ ବି ଚର୍ଚ୍ଚାରେ ରହିଛି। ଏହି ଘଟଣାକୁ ନେଇ ପ୍ରସନ୍ନ ଆଚାର୍ଯ୍ୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ଏହା ତାଙ୍କ ଦୃଷ୍ଟିକୁ […]

  • Saturday, 17 July 2021
baijayanta
ଦୁର୍ନୀତି ଓ ଗୁଣ୍ଡାଗର୍ଦ୍ଦି ଯୋଗୁଁ ବିଜେଡି ଭିତରେ ଭିତରେ ଘୁଣ ଖାଇ ଗଲାଣି: ବୈଜୟନ୍ତ

ଭୁବନେଶ୍ୱର : ବିଜେଡି ଛାଡ଼ିବା ପରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମୁହଁ ଖୋଲି ନଥିଲେ ମଧ୍ୟ ତାଙ୍କ ଆଭିମୁଖ୍ୟକୁ ନେଇ ଚର୍ଚ୍ଚା ଥମୁନି। ଗତକାଲି ଜାତୀୟ ପତ୍ରିକା ସ୍ୱରାଜ୍ୟରେ ପ୍ରକାଶିତ ସାକ୍ଷାତକାରରେ ରାଜ୍ୟ ରାଜନୀତିକୁ ନେଇ ଖୋଲା ମତବ୍ୟକ୍ତ କରିଛନ୍ତି ବୈଜୟନ୍ତ। କ୍ଷମତାକୁ ଆସିବା ଲାଗି ବିଜେଡିର ସଂଘର୍ଷଠୁ ଆରମ୍ଭ କରି ପ୍ୟାରୀଙ୍କ ବିଦ୍ରୋହ, ପାଣ୍ଡିଆନଙ୍କ ଉତ୍ଥାନ, ନବୀନଙ୍କ ଭାବମୂର୍ତ୍ତି ଓ ଦଳର ଭବିଷ୍ୟତ ଉପରେ ସେ ଆଲୋକପାତ କରିଛନ୍ତି। ୨୦୧୨ର ବିବାଦୀୟ ମିଡ୍‌ନାଇଟ୍ ଅପରେସନ୍ […]

  • Saturday, 17 July 2021
dev-3
ଫିଟୁଛି ଦେବ ପ୍ରସାଦ ଦାଶଙ୍କ ଆକସ୍ମିକ ନିଲମ୍ବନ ପଛର ଗୁମର

ଭୁବନେଶ୍ୱର : ୭ ମାର୍ଚ୍ଚ ୨୦୧୫। ସରକାରୀ ଜମି ଉପରେ ଠିଆ ହୋଇଥିବା ବହୁ ଚର୍ଚ୍ଚିତ ପାଟଶାଣୀ ମଠକୁ ଭାଙ୍ଗିବାକୁ ଆଗକୁ ଆସି ହିରୋ ହୋଇଥିଲେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡର ଅଧିକାରୀ ଦେବ ପ୍ରସାଦ ଦାଶ। ମଠ ସିନା ଭାଙ୍ଗିଗଲା ,ହେଲେ ୭ ଦିନ ପରେ ନିଜ ପଦରୁ ହଟିଗଲେ ଦେବ। ଏପରିକି ବହୁ ସ୍ଥାନରେ ଜବରଦଖଲ ହଟାଇବା ପାଇଁ ଆଗେଇଆସିଥିବା ଏହି ଅଧିକାରୀଙ୍କୁ ଗତ ୪ ବର୍ଷରେ ୬ ଥର ବଦଳି କରାଯାଇଥିଲା। ପାଟ୍ଟଶାଣୀ ମଠ […]

  • Saturday, 17 July 2021
UGC
ଅକ୍ଟୋବର ପହିଲାରୁ ପାଠପଢା

ଦେଶର କୋଭିଡ୍ ସ୍ଥିତିକୁ ଦେଖି ପରୀକ୍ଷା ଓ ନାମଲେଖା ନେଇ ୟୁଜିସ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ପ୍ରଥମ ବର୍ଷର ନାମଲେଖା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।

fire
କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନରେ ନିଆଁ

କେନ୍ଦୁଝର: କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ରେ ନିଆଁ। କେନ୍ଦୁଝର ତିଲିକିଧରା ଷ୍ଟେସନ୍ ନିକଟରେ ଟ୍ରେନ୍‌ର ଏକ ଲଗେଜ ବଗିରେ ନିଆଁ ଲାଗିଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ନେଇ ପୂର୍ବତଟ ରେଳ ପକ୍ଷରୁ ସୂଚନା ମିଳିଛି। ପାସେଞ୍ଜର ଟ୍ରେନ୍‌ଟି ତିଲିକିଧରା ଷ୍ଟେସନରେ ଅଟକି ରହିଛି। କିନ୍ତୁ ଟ୍ରେନ୍‌ରୁ ସମ୍ପୃକ୍ତ ଲଗେଜ ବଗିକୁ ଅଲଗା କରିଦେଇନ୍ତି ରେଳ କର୍ତ୍ତୃପକ୍ଷ। ଖବର ପାଇ କେନ୍ଦୁଝର, ଘଟଗାଁ ଓ  ହରିଚନ୍ଦନପୁରରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ […]

  • Saturday, 17 July 2021