ଭୁବନେଶ୍ୱର : ରାଜ୍ୟରେ କ୍ୟାନସର ରୋଗୀ ଚିହ୍ନଟ, ଚିକିତ୍ସା ସୁବିଧା ଓ ନିରାକରଣରେ ସହାୟତା ଦେବ ଟାଟା। ଏଥିପାଇଁ ଟାଟା ଟ୍ରଷ୍ଟ ଏବଂ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବା ଏମଓୟୁ। ଆଜି ସଚିବାଳୟରେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ରତନ୍ ଏନ୍ ଟାଟା ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସ୍ୱାକ୍ଷର ହୋଇଛି ଏମଓୟୁ। କମ୍ପ୍ରେହେନସିଭ୍ କ୍ୟାନସର କେୟାର କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟରେ କ୍ୟାନସର ହାର କମାଇବା ସହ […]
କଟକ : ଶ୍ରମିକ ମୃତ୍ୟୁକୁ ନେଇ ଆଠଗଡ଼ସ୍ଥିତ ଆରତି ଷ୍ଟିଲ୍ ପ୍ଲାଣ୍ଟରେ ଉତ୍ତେଜନା। ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ପ୍ଲାଣ୍ଟ ଗେଟ୍ ଆଗରେ ଧାରଣା ଦେଇଥିଲେ ଶ୍ରମିକ। ପ୍ଲାଣ୍ଟ ପରିସରରେ ଡମ୍ପର ମାଡ଼ି ଯିବାରୁ ଆହତ ଅବସ୍ଥାରେ ଚିକିତ୍ସାଧୀନ ଥିଲେ ମୃତ ଶ୍ରମିକ। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକଙ୍କ ନାଁ ମାନସ ସ୍ୱାଇଁ। ତାଙ୍କ ଘର ଦ୍ୱାରାବତୀ ପୁରରେ। ତେବେ ସ୍ଥାନୀୟ ପ୍ରଶାସନ ଶ୍ରମିକଙ୍କ ସହ […]