ରାଜ୍ୟରେ ୨୪ ଘଣ୍ଟାରେ ୧୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଜିଲ୍ଲାରୁ ମୋଟ୍୧୩୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬ ଜିଲ୍ଲାରୁ କୌଣସି ବ୍ୟକ୍ତି ଆକ୍ରାନ୍ତ ଚିହ୍ନଟ ହୋଇନଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି