ବର୍ଷ ଧରି ଏକାଠି ମିଶି ଦୁର୍ଗା ପୂଜା କରୁଛନ୍ତି ହିନ୍ଦୁ ଓ ମୁସଲିମ୍ ସମ୍ପ୍ରଦାୟ। ଦୀର୍ଘ ୪୭ ବର୍ଷ ଧରି ଉଭୟ ସମ୍ପ୍ରଦାୟ ମିଶି ଶାନ୍ତିଶୃଙ୍ଖଳାର ସହ ମହା ଆଡମ୍ବରରେ ମାଙ୍କ ପୂଜା କରୁଛନ୍ତି।
ଶ୍ରୀକ୍ଷେତ୍ରକୁ ଜଗଛନ୍ତି ଅଷ୍ଟଚଣ୍ଡୀ ବା ଅଷ୍ଟଶକ୍ତି । ସେମାନଙ୍କ ମଧ୍ୟରୁ ଏ ହେଉଛନ୍ତି ସ୍ୱତନ୍ତ୍ର । କାରଣ ଜାଣିଲେ, ଆପଣଙ୍କର ବି ଉତ୍ସୁଖତା ବଢିଯିବ, ମା’ଙ୍କ ସମ୍ପର୍କରେ ଅଧିକ ଜାଣିବା ଲାଗି । ଏହା ହେଉଛି ଶ୍ରୀକ୍ଷେତ୍ରରୁ ସବୁଠାରୁ ରହସ୍ୟମୟ ସ୍ଥାନ । ଦିନ ଥିଲା ଏଠାକୁ ଆସିବାକୁ ଲୋକେ ଡରୁଥିଲେ । ଦର୍ଶକବନ୍ଧୁ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଏହି ମଶାଣିରେ ପୂଜା ପାଆନ୍ତି ମା’ ଚଣ୍ଡି । ହେଲେ ଏ ମଶାଣିରେ ଜୁଇ ଜଳେନି ।
ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ । ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି ପୁରା ସହର । କଟକ ସହରର ପ୍ରସିଦ୍ଧ ଦଶହରା ପୂଜା ଦେଖିବାକୁ ବିଭିନ୍ନ ସ୍ଥାନରୁ ଏଠି ଜମୁଛି ହଜାର ହଜାର ଲୋକଙ୍କ ଭିଡ଼ ।
ମାତା ଦୁର୍ଗାଙ୍କର ନବମ ଶକ୍ତି ହେଉଛନ୍ତି ମା’ ସିଦ୍ଧିଦାତ୍ରୀ। ସେ ହେଉଛନ୍ତି ସମସ୍ତ ସିଦ୍ଧି ସଫଳତା ପ୍ରଦାନକାରୀ। ନବରାତ୍ରୀ ପୂଜାର ନବମ ଦିନରେ ଏହି ଦେବୀଙ୍କୁ ପୂଜା କରିବାର ବିଧି ରହିଛି।
ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।
ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।
ନିଆରା ଏହି ଶକ୍ତିପୀଠ, ଅନନ୍ୟ ମା ଡମଣେଇଙ୍କ ପରମ୍ପରା।
ରାଜବାଟି ସ୍ଥିତ ମା' ମାଣିକେଶ୍ୱରୀ ମନ୍ଦିରରେ ପହଞ୍ଚିବ ବିଜୟ ଛତର । ମା'ଙ୍କ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ ।
ଚାରିଆଡ ଲାଇଟ୍ ଗେଟ୍ ଓ ଆକର୍ଷଣୀୟ ସାଜସଜ୍ଜା । ସନ୍ଧ୍ୟା ହେଲେ ବଢୁଛି ଭିଡ଼, ଜାମ୍ ହେଉଛି ରାସ୍ତାଘାଟ ।
ଅନୁକୂଳ ପାଗ ଯୋଗୁ ଭୁବନେଶ୍ୱର ରସୁଲଗଡ଼ ପୂଜା ମଣ୍ଡପରେ ବେଶ୍ ଭିଡ଼ ।
ଅନ୍ଧବିଶ୍ୱାସ ଆଢୁଆଳରେ ଶତ୍ରୁଙ୍କୁ ଚକମା ଦେଉଥିଲେ ରାଜା । ଶତ୍ରୁଙ୍କୁ ଭ୍ରମିତ ପାଇଁ ରାଜାଙ୍କର ଥିଲା ଯୋଜନା କହିଲେ ନୀଳଗିରି ରାଣୀ ।
ମା’ଙ୍କ ଚକ୍ଷୁଦାନ ସହ ହେଲା ପ୍ରାଣ ପ୍ରତିଷ୍ଠା । ବିଭିନ୍ନ ଶକ୍ତିପୀଠରେ ପାଳିତ ହେଉଛି ମହାଷ୍ଟମୀ ।
କାକର ଭିଜା ସରୁ ଓଢଣୀ ଟାଣି ହସୁଛି କାଶତଣ୍ତୀ ଫୁଲ । ସକାଳର ସୁରୁଜର ପହିଲି ଛୁଆଁରେ ଯେମିତି ଫୁଲେଇ ହେଉଛି । ହାଲକା ପବନରେ ନବ ବିବାହିତା ବୋହୂଟିଏ ପରି କେତେବେଳେ ନଇଁପଡ଼ୁଛି ତ ପୁଣି କେତେବେଳେ ମୁଣ୍ଡଟେକି ମୁରୁକି ହସି ଦେଉଛି ।
ଭକ୍ତମାନେ ନବରାତ୍ରୀର ଅଷ୍ଟମୀରେ ଏବଂ କେତେକ ନବମୀ ତିଥିରେ ମଧ୍ୟ ପୂଜା କରନ୍ତି। କିନ୍ତୁ କ୍ୟାଲେଣ୍ଡର ଅନୁଯାୟୀ, ଚଳିତ ବର୍ଷ ଅଷ୍ଟମୀ ଏବଂ ନବମୀ ତିଥି ଗୋଟିଏ ଦିନରେ ପଡୁଛି। ତେଣୁ କନ୍ୟା ପୂଜା କେବେ କରାଯିବା ଉଚିତ ସେନେଇ ଭକ୍ତଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଛି।
ମାନସିକ ସ୍ୱାସ୍ଥ୍ୟ ଠିକ ରଖିବା ପାଇଁ ସଠିକ୍ ଖାଦ୍ୟ ଅଭ୍ୟାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସଠିକ୍ ଡାଏଟ୍ ମସ୍ତିଷ୍କର କାର୍ଯ୍ୟକୁ ପ୍ରୋତ୍ସାହିତ କରିଥାଏ ଏବଂ ମାନସିକ ସ୍ୱାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ। ତେବେ କ’ଣ ଖାଇବା ଓ ନ ଖାବା ଦ୍ୱାରା ମାନସିକ ସ୍ୱାସ୍ଥ୍ୟ ଠିକ୍ ରୁହେ ଆସନ୍ତୁ ଜାଣିବା।
ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣ ମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।
ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣ ମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।
ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ।
ଶୂନଶାନ ରାତିରେ ଲୋକାରଣ୍ୟ ରାଜବାଟି । ଟାଙ୍ଗିଆ ଧରି ମନ୍ଦିରରୁ ବାହାରୁଛନ୍ତି ବଳି ନାୟକ। ଆଉ ତାଙ୍କୁ ଦେଖି ଧାଉଁଛନ୍ତି ଜନତା। ଧିରେ ଧିରେ ବେଗ ଧରୁଛି କାଳିସୀଙ୍କ ଗତି, ମାନେ ସେ ବି ଧାଉଁଛନ୍ତି ଖୁବ୍ ଜୋରରେ। ଦର୍ଶକବନ୍ଧୁ ଏ ପରାମ୍ପରା ସାରା ଓଡ଼ିଶାରେ ନିଆରା।
ଜଗତଜନନୀ ମା’ଙ୍କ ଶାରଦୀୟ ପୂଜା । ମା’ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି ।
ସମସ୍ତ ମନ୍ଦ ଶକ୍ତିକୁ ନିଜ ପାଖରୁ ଦୂରେଇ ରଖିବା ନେଇ ନବରାତ୍ରୀର ସପ୍ତମ ଦିନରେ ଦେବୀ କାଳରାତ୍ରୀଙ୍କୁ ପୂଜା କରିବାର ପରମ୍ପରା ରହିଛି। ଜାଣନ୍ତୁ ଦେବୀଙ୍କ ରୂପ କିପରି…
ସାରା ଭାରତରେ ଏବେ ପୂଜାର ମାହୋଲ୍। ଚାଲିଛି ମା’ଙ୍କ ନବରାତ୍ରୀ ପୂଜା। ୩ ଅକ୍ଟୋବରରୁ ଆରମ୍ଭ ହୋଇଥିବା ଏହି ନବରାତ୍ରୀରେ ଦେବୀ ଦୂର୍ଗାଙ୍କର ବିଭିନ୍ନ ରୂପକୁ ପୂଜା କରାଯାଉଛି। ଆଜି ହେଉଛି ଷଷ୍ଠ ଦିନ। ଏହି ଦିନ ମା’ଙ୍କ ଆଶୀର୍ବାଦ ସହିତ ଦାମ୍ପତ୍ୟ ଜୀବନ ସୁଖୀକୁ ଖୁସି କରିବା ନେଇ ଶ୍ରଦ୍ଧାଳୁ ଭକ୍ତ ଦେବୀଙ୍କ କାତ୍ୟାୟନୀଙ୍କ ରୂପକୁ ପୂଜା କରନ୍ତି।
ଭାରତୀୟ ବାୟୁସେନା ୮ ଅକ୍ଟୋବର ୧୯୩୨ରେ ପ୍ରତିଷ୍ଠା ହୋଇଥିଲା, ସେହି ଦିନଠାରୁ ପ୍ରତିବର୍ଷ ୮ ଅକ୍ଟୋବରରେ ଏହି ଦିନ ପାଳନ କରାଯାଏ। ଏୟାର ମାର୍ଶଲ ସୁବ୍ରତ ମୁଖାର୍ଜୀ ଭାରତୀୟ ବାୟୁସେନାର ପ୍ରତିଷ୍ଠାତା ବୋଲି ବିବେଚନା କରାଯାଏ।
ନନ୍ଦପୁରର ପ୍ରସିଦ୍ଧ ବତ୍ରୀଶ ସିଂହାସନ, ଏହା ମନ୍ଦିର ନୁହେଁ ଏକ ଶକ୍ତି ପୀଠ। ୩୨ ପାହାଚରେ ରହିଛନ୍ତି ୬୪ ଯୋଗିନୀ। ଆଉ ପୀଠରେ ପୂଜା ପାଆନ୍ତି କନ୍ଧୁଣି ଦେବୀ ଓ କନକ ଦୁର୍ଗା।
ଐତିହାସିକ ଉଦାହରଣରୁ ଜାଣିବାକୁ ମିଳେ ଯେ, ଚୈତନ୍ୟ ମହାପ୍ରଭୁ ପ୍ରାୟ ୪୦୦ ବର୍ଷ ପୂର୍ବେ କଟକରେ ଏହି ପୂଜା ଆରମ୍ଭ କରିଥିଲେ। ଚୈତନ୍ୟଦେବ ନଦିଆଠାରୁ ବାହାରି ବାଟରେ ରହି ରହି ଆସୁଥିଲେ। କଟକ ରହଣି କାଳରେ ସେ ସ୍ଥାନୀୟ ବିନୋଦବିହାରୀ ପୀଠରେ ରହି ୧୫୦୯ ମସିହାରେ ପ୍ରଥମେ ମା’ଙ୍କ ଘଟପୂଜା ଆରମ୍ଭ କରିଥିଲେ।