ପ୍ରତିବର୍ଷ ଅଗଷ୍ଟ ୬ରେ ହିରୋସିମା ଦିବସ ପାଳନ କରାଯାଏ। ଏହି ଦିନ ଆମକୁ ୧୯୪୫ ମସିହାର ଜାପାନର ହିରୋସୀମା ସହର ଉପରେ ପରମାଣୁ ବୋମାର ଭୟାବହ ରୂପକୁ ମନେ ପକାଇଦିଏ। ଏହି ଘଟଣାର ଠିକ୍ ତିନି ଦିନ ପରେ ନାଗାସାକୀରେ ହୋଇଥିବା ବୋମା ବିସ୍ଫୋରଣ ସହିତ ଏହି ଘଟଣା ଦ୍ୱିତୀୟ ବିଶ୍ୱଯୁଦ୍ଧକୁ ସମାପ୍ତ କରିଥିଲା ସତ, କିନ୍ତୁ ପରମାଣୁ ଯୁଗର ଆରମ୍ଭ ହୋଇଗଲା…
ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ...ଶିବ...ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ।
ଭାରତୀୟ ପୁରାଣରେ ବନ୍ଧୁତ୍ୱର ଅନେକ ଉଦାହରଣ ରହିଛି। ତେବେ ଆଜି ଅନ୍ତର୍ଜାତୀୟ ବନ୍ଧୁତା ଦିବସ ଅବସରରେ, ଆସନ୍ତୁ ଜାଣିବା ପୁରାଣର କେଉଁ ସବୁ ଚରିତ୍ର ବନ୍ଧୁତାର ଉଦାହରଣ ଦିଅନ୍ତି।
ଓଡ଼ିଶାର ସାମ୍ବାଦିକଙ୍କ ପାଇଁ ଏକ ବଡ଼ ଦିନ । ଆଜିର ଦିନକୁ ଅର୍ଥାତ୍ ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି ।
କୁହାଯାଏ 'କୁକୁର ହେଉଛି ମଣିଷର ସର୍ବୋତ୍ତମ ବନ୍ଧୁ'। କାରଣ କୁକୁର ପ୍ରେମୀଙ୍କ ପାଇଁ ଆଜିକାଲି କୁକୁର କେବଳ ଗୃହପାଳିତ ପଶୁ ନୁହେଁ ବରଂ ପରିବାରର ଜଣେ ସଦସ୍ୟ। ଆପଣ ଜାଣିଛନ୍ତି କି ଏହି କଥା ପ୍ରଥମେ କିଏ କହିଥିଲେ। ଆସନ୍ତୁ ଜାଣିବା…
କୌଣସି ବି ବ୍ୟକ୍ତି ନିଜ ବନ୍ଧୁଠାରୁ ଅଲଗା ହେବାକୁ ଚାହାନ୍ତି ନାହିଁ। କିନ୍ତୁ ବେଳେବେଳେ ଏମିତି ସମୟ ଆସିଥାଏ ଭଲ ବନ୍ଧୁ ବି ପର ହୋଇଯାଏ। ଏଭଳି ପରିସ୍ଥିତିକୁ ଏଡେଇବା ପାଇଁ କେତେକ ଦିଗ ପ୍ରତି ଧ୍ୟାନଦେବା ନିହାତି ଜରୁରୀ। ଆସନ୍ତୁ ସେ ବିଷୟରେ ଜାଣିନେବା।
ଯଦି ବାଘ ବଂଶ ଲୋପ ପାଇଯାଏ, ତେବେ ସମଗ୍ର ଇକୋସିଷ୍ଟମରେ ନକରାତ୍ମକ ପ୍ରଭାବ ପଡିପାରେ। ତେଣୁ ଏମାନଙ୍କ ଗୁରୁତ୍ୱକୁ ବୁଝିବା ଜରୁରୀ। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ୨୯ ଜୁଲାଇରେ ସମଗ୍ର ବିଶ୍ୱରେ ‘ଅନ୍ତର୍ଜାତୀୟ ବାଘ ଦିବସ’ ପାଳନ କରାଯାଏ।
ଆଜି ଶ୍ରାବଣ ସୋମବାର । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ପ୍ରସିଦ୍ଧ ଲିଙ୍ଗରାଜ ପୀଠରେ ସକାଳୁ ସକାଳୁ ଭିଡ଼ ଦେଖିବାକୁ ମିଳିଛି । ଶ୍ରାବଣରେ ମନସ୍କାମନା ପୂରଣ ପାଇଁ ମହାଦେବଙ୍କୁ ଜଳଲାଗି କରିବାକୁ ଦୂର ଦୂରାନ୍ତରୁ ଶୈବପୀଠକୁ ପାଣି ଆଣି ଆସିଛନ୍ତି କାଉଡ଼ିଆ । ମହାପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ଜଳ ଲାଗି ପାଇଁ ଭକ୍ତଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଛି ।
ଆମେ ସମସ୍ତେ ଜାଣୁ ଯେ ସମଗ୍ର ଦେଶ ଶାନ୍ତିରେ ଶୋଇବା ପାଇଁ କାର୍ଗିଲ ଯୁଦ୍ଧ ସମୟରେ ସେନାର ବୀରମାନେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ସେମାନଙ୍କର ସାହସ ଏବଂ ବୀରତ୍ୱର କାହାଣୀ ଜୀବନଠାରୁ ବି ବଡ଼। ତେବେ ଆସନ୍ତୁ ଏମିତି ୫ ଜଣ ବୀରଙ୍କ ବିଷୟରେ ଜାଣିବା ଯିଏ ଦେଶ ପାଇଁ ନିଜକୁ ବଳିଦାନ ଦେଇଛନ୍ତି।
କେବଳ ଭାରତରେ ନୁହେଁ ବିଶ୍ୱରେ ରେଡିଓର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ଏହାର ଉଦାହରଣ ଆଜି ବି ଗ୍ରାମାଞ୍ଚଳରେ ରେଡିଓ ଦେଖିବାକୁ ମିଳେ। ଭାରତରେ ରେଡିଓ ପ୍ରସାରଣ ୮୮ ବର୍ଷରୁ ଅଧିକ ସମୟ ଧରି ଚାଲିଛି। ଭାରତରେ ପ୍ରଥମ ପ୍ରସାରଣର ମାଧ୍ୟମ ହେଉଛି ଅଲ୍ ଇଣ୍ଡିଆ ରେଡିଓ।
ସଫଳତାର ସହ ଅବତରଣ କରି ଇତିହାସ ସୃଷ୍ଟି କରିଥିବା ଚନ୍ଦ୍ରୟାନ-୩ କୁ ବିଶ୍ୱ ମହାକାଶ ପୁରସ୍କାରରେ ସମ୍ମାନିତ କରାଯିବ। ଏହି ପୁରସ୍କାର ଘୋଷଣା କରି ଆନ୍ତର୍ଜାତୀୟ ମହାକାଶ ଯାତ୍ରୀ ମହାସଂଘ କହିଛି ଯେ ଏହା ଏକ ଐତିହାସିକ ସଫଳତା।
ଆଜିକାଲି ବୋଲ୍ବମ୍ ଯାତ୍ରା ଖୁବ୍ ଲୋକପ୍ରିୟ ହେବାରେ ଲାଗିଛି। ପିଲା, ବୃଦ୍ଧ, ଯୁବକ, ମହିଳା ଏହାକୁ ଆପଣେଇ ନେଲେଣି। ବର୍ଷକୁ ବର୍ଷ କାଉଡିଆମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ଏହି ବୋଲ୍ବମ୍ ଯାତ୍ରାର ଅନେକ ନିୟମ ରହିଛି। ଆପଣ ଯଦି ଜାଣି ନାହାନ୍ତି ତେବେ ଜାଣିବା ପାଇଁ ପଢନ୍ତୁ।
କାଲିଠୁ ଆରମ୍ଭ ହେଉଛି ଶ୍ରାବଣ ମାସ । ପ୍ରଥମ ସୋମବାରରେ ମହାଦେବଙ୍କ ଠାରେ ଜଳ ଲାଗି ପାଇଁ ବାହାରିଛନ୍ତି କାଉଡିଆ।
ନିଆରା ପରମ୍ପରା... ଭଲ ଚାଷ ପାଇଁ ଏଠି ହୁଏ ଯାତ୍ରା । ଚାଷ ପାଇଁ କଳାହାଣ୍ଡି କୋକସରା ଟେମରାଠାରେ ଆଦିବାସୀ ପରମ୍ପରାରେ ପାଳିତ ହୁଏ ଆଷାଢ କେନା ମଣ୍ଡେଇ ଯାତ୍ରା । ଚାଲନ୍ତୁ ଜାଣିବା କ’ଣ ଏହି ଯାତ୍ରା...କ’ଣ ଏହି ନିଆରା ପରମ୍ପରା...
ଚେସ୍ ହେଉଛି ଏକ ପ୍ରାଚୀନ ଖେଳ, ଯାହା ଷଷ୍ଠ ଶତାବ୍ଦୀରେ ଭାରତରେ ଚତୁରଙ୍ଗ ଏକ ଖେଳ ସହିତ ଆରମ୍ଭ ହୋଇଥିଲା। ଏହା ଧୀରେ ଧୀରେ ପଶ୍ଚିମ ଦିଗକୁ ବ୍ୟାପିଥିଲା ଏବଂ ପଞ୍ଚଦଶ ଶତାବ୍ଦୀ ପର୍ଯ୍ୟନ୍ତ ଏହା ୟୁରୋପର ସବୁଠାରୁ ଲୋକପ୍ରିୟ ଖେଳ ହୋଇପାରିଥିଲା।
ମଣ୍ଡେଲା ଦିବସ ୨୦୧୯-୨୦୨୯ ପାଇଁ ପାଞ୍ଚଟି ମୁଖ୍ୟ ଦିଗ ପ୍ରତି ଧ୍ୟାନ ଏବଂ ଲକ୍ଷ୍ୟର ରୂପଦେଖ ପ୍ରସ୍ତୁତ କରିଛି, ଯାହା ଦକ୍ଷିଣ ଆଫ୍ରିକା ଏବଂ ବିଶ୍ୱର ଗରିବୀ ଜୀବନ ବିତାଉଥିବା ଲୋକଙ୍କୁ ସାହାଯ୍ୟ କରିବ। ଆସନ୍ତୁ ସେ ବିଷୟରେ ଜାଣିବା।
ଶ୍ରୀମନ୍ଦିରର ରାଜଭୋଗ ଏବଂ ଛପନ ଭୋଗ ମଧ୍ୟରେ ପଣା ଭୋଗ ଅନ୍ୟତମ। ପଣା ଭୋଗ ଠାକୁରଙ୍କ ନିତିଦିନିଆ ନୀତି ସମେତ କେତେକ ବିଶେଷ ପର୍ବପର୍ବାଣିରେ ମଧ୍ୟ ହୋଇଥାଏ। ଶ୍ରୀମନ୍ଦିର ଭୋଗ ପରମ୍ପରା ମଧ୍ୟରେ ତିନିପ୍ରକାର ପଣା ଭୋଗ ହୋଇଥାଏ। ଆସନ୍ତୁ ସେସବୁ ବିଷୟରେ ଜାଣିବା।
କେବଳ ସୁନାବେଶ ନୁହେଁ, ଦୈନିକ ନୀତିକାନ୍ତିରେ ବି ଶ୍ରୀଜିଉ ମାନଙ୍କୁ ସେଇ ପୁରୁଣା ଅଳଙ୍କାର ପିନ୍ଧାଯାଉଛି। ଖାଲି ପୁରୁଣା ନୁହେଁ ଦୁଇ ବର୍ଷ ତଳେ ଅର୍ଥାତ୍ ୨୦୨୧ ସୁନାବେଶ ବେଳେ ଜଗନ୍ନାଥଙ୍କ ମସ୍ତକରେ ଲାଗିଥିବା ଭଙ୍ଗା କିରୀଟର କିଆଫଳିକୁ ଲୁଚାଇବାକୁ ଯାଇ ସେଇ ସ୍ଥାନରେ ମଲ୍ଲିଫୁଲ ଲଗାଯାଇଥିଲା। ଯାହା ବ୍ୟଥିତ କରିଥିଲା ଭକ୍ତ-ସେବାୟତ ଓ ପ୍ରତିଟି ଜଗନ୍ନାଥପ୍ରେମୀଙ୍କୁ।
ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବାକୁ ଥିବାରୁ ଆଜି ସୁନାବେଶ ଦର୍ଶନ ସମୟ ରାତି ୧୧ଟା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।
ପ୍ରତି ଓଡ଼ିଆଙ୍କ ମନର ରାଜା ଆଜି ସମସ୍ତଙ୍କ ସମ୍ମୁଖରେ ଧାରଣ କରିବେ ରାଜରାଜେଶ୍ୱର ରୂପ। କିଏବା ଏହାକୁ ହାତଛଡା କରିବ। ଏନେଇ ଦେଶ ବିଦେଶରୁ ଛୁଟିଆସିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଆଜି ରଥ ଉପରେ ଦର୍ଶନ କରିବେ କାଳିଆର ସୁନାବେଶକୁ। ଏହି ପବିତ୍ର ମୁହୂର୍ତ୍ତରେ ଆସନ୍ତୁ ଜଗନ୍ନାଥ ଓ ପୁରୀ ମନ୍ଦିରର ୫ଟି ଅଜଣା କଥା ବିଷୟରେ ଜାଣିନେବା।
ଯୁବକମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ଏକ ଉତ୍ତମ ଭବିଷ୍ୟତ ଗଠନ ପାଇଁ ଆବଶ୍ୟକ କୌଶଳ ଯୋଗାଇଦେବା ଜରୁରୀ। ତେବେ ଆସନ୍ତୁ ଏମିତି ୧୦ଟି ଉପାୟ ବିଷୟରେ ଜାଣିବା ଯାହା ଯୁବକଙ୍କ ଦକ୍ଷତାକୁ ବଢାଇଥାଏ।
ଆଜି ଜଗନ୍ନାଥଙ୍କର ବାହୁଡା ଯାତ୍ରା। ଭଉଣୀ ସୁଭଦ୍ରା ଓ ଭାଇ ବଳଭଦ୍ରଙ୍କ ସହ ସ୍ୱଗୃହକୁ ଆସିବେ କାଳିଆ ସାଆନ୍ତ। ପୁରୀ ଆଜି ଜନସମୁଦ୍ରରେ ପରିପୂର୍ଣ୍ଣ। ଏହି ପବିତ୍ର ମୁହୂର୍ତ୍ତରେ ଆସନ୍ତୁ ପୃଥିବୀର ବୈକୁଣ୍ଠ ଶ୍ରୀମନ୍ଦିରକୁ ନେଇ ୧୦ଟି ଚମତ୍କାର ବିଷୟରେ ଜାଣିନେବା।
ଆଡ଼ପ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟା ଦର୍ଶନ ଅତ୍ୟନ୍ତ ପୁଣ୍ୟଦାୟକ। ନୀଳାଦ୍ରି ମହୋଦୟରେ ବର୍ଣ୍ଣିତ ହୋଇଛି ଯେ, ନୀଳାଚଳରେ ଦଶ ବର୍ଷ ପର୍ଯ୍ୟନ୍ତ ତ୍ରିକାଳ ପୂଜା କାଳରେ ଭକ୍ତ ଶ୍ରୀବିଗ୍ରହମାନଙ୍କର ଦର୍ଶନରେ ଯେଉଁ ଫଳ ପାଏ, ସେହି ଫଳ ମହାବେଦୀ ବା ଆଡ଼ପ ମଣ୍ଡପରେ ଗୋଟିଏ ଦିନର ଦର୍ଶନରେ ମିଳେ।
ଜନସଂଖ୍ୟା ଦୃଷ୍ଟିରୁ ଭାରତ କେବଳ ଚୀନ୍ ପଛରେ ଅଛି, କିନ୍ତୁ ଆଗାମୀ ବର୍ଷରେ ଏହା ଚୀନ୍କୁ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହି କାରଣରୁ ହେଉଥିବା ଗୁରୁତର ପରିସ୍ଥିତିକୁ ଧ୍ୟାନରେ ରଖି ପ୍ରତିବର୍ଷ ୧୧ ଜୁଲାଇରେ ‘ବିଶ୍ୱ ଜନସଂଖ୍ୟା ଦିବସ’ ପାଳନ କରାଯାଏ।
ମହାପ୍ରଭୁଙ୍କ ଲୀଳା ଅନନ୍ୟ। କାଳିଆ ଠାକୁରଙ୍କ ଏହି ମାନବୀୟ ଲୀଳା ଭିତରେ ହେରା ପଞ୍ଚମୀ ଅନ୍ୟତମ। ରଥଯାତ୍ରା ପାଳନ ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ସାଧାଣତଃ ରଥଯାତ୍ରାଠାରୁ ପଞ୍ଚମ ଦିନରେ ଅର୍ଥାତ ଆଷାଢ଼ ଶୁକ୍ଳ ଷଷ୍ଠୀ ଦିନ ହେରା ପଞ୍ଚମୀ ଉତ୍ସବ ପାଳିତ ହୋଇଥାଏ।