“କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ”। ଶୁଣନ୍ତୁ କୁମାର ପୂର୍ଣ୍ଣିମାକୁ ନେଇ କ'ଣ କହୁଛନ୍ତି କୁମାରୀ ମାନେ...
ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣମୀ ନୀତି ପରଦିନ ଅର୍ଥାତ୍ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ପାଇଁ ଜ୍ୟୋତିର୍ବିଦ୍ ମତ ରଖିଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ବି ୧୮ରୁ ହବିଷ୍ୟାଳି ଯୋଜନା ଆରମ୍ଭ ହେଉଥିବା କହିଛି।
ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣମୀ ନୀତି ପରଦିନ ଅର୍ଥାତ୍ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ପାଇଁ ଜ୍ୟୋତିର୍ବିଦ୍ ମତ ରଖିଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ବି ୧୮ରୁ ହବିଷ୍ୟାଳି ଯୋଜନା ଆରମ୍ଭ ହେଉଥିବା କହିଛି।
କେଉଁଦିନଠୁ ହବିଷ୍ୟାଳି ଆରମ୍ଭ କରିବେ କାର୍ତ୍ତିକ ବ୍ରତ । ୧୭ ନା ୧୮ ତାରିଖ ।
ଖାଁ ଖାଁ ପୂଜା ମଣ୍ଡପ । ଶାରଦୀୟ ପୂଜା ପରେ ମା'ଙ୍କୁ ବିଦାୟ ଦେଉଛନ୍ତି ଭକ୍ତ । ପୁଣି ଆସନ୍ତା ବର୍ଷକୁ ଅପେକ୍ଷା । ଦୀର୍ଘ ୯ଦିନ ଧରି ଜଗତଜନନୀ ମା' ଦୁର୍ଗାଙ୍କୁ ବିଭିନ୍ନ ପୂଜା ମଣ୍ଡପରେ ପୂଜାର୍ଚ୍ଚନା ପରେ ବିସର୍ଜନ କରାଯାଇଛି।
ଧରାପୃଷ୍ଠରେ ଲୀଳାଖେଳା ସାରି ଭକ୍ତଙ୍କ ଗହଣରୁ ମେଲାଣି ନେଲେ ମା’ ଦଶଭୂଜା। ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରା ହୋଇଛି। ପୌରୁଷ ଓ ବୀରତ୍ୱର ପ୍ରତୀକ ନାଗା ଶ୍ରୀକ୍ଷେତ୍ରରେ ଦୀର୍ଘ ବର୍ଷ ଧରି ପୂଜା ପାଇ ଆସୁଛନ୍ତି। ଗୋଷାଣୀ ଏବଂ ନାଗା ପୂଜା ପୁରୀରେ ସ୍ବତନ୍ତ୍ର ଓ ନିଆରା ପରମ୍ପରା ରହିଛି। ଦେଖନ୍ତୁ ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରାର କିଛି ଝଲକ୍...
ବଡ଼ ନିଆରା ଏ ପରମ୍ପରା... ଅଦ୍ଭୂତ ଏମାନଙ୍କ ନୀତିକାନ୍ତି । ମହିଳାଙ୍କ... ଦେହରେ ଆସନ୍ତି ଠାକୁରାଣୀ । ଚାଲନ୍ତୁ ଜାଣିବା ଏହି ଲାଠିଯାତ୍ରାକୁ ବିଷୟରେ, କଣ ରହିଛି ଏହାର ମାହତ୍ମ୍ୟ...
ବଡ଼ ନିଆରା ଏ ପରମ୍ପରା... ଅଦ୍ଭୂତ ଏମାନଙ୍କ ନୀତିକାନ୍ତି । ଏଇ ଦେଖୁନାହାନ୍ତି ଏ ମହିଳାଙ୍କୁ... ଲୋକେ କହୁଛନ୍ତି ୟାଙ୍କ ଦେହରେ କୁଆଡେ ଠାକୁରାଣୀ ସବାର ହୋଇଛନ୍ତି... ଆଉ ଦେଖନ୍ତୁ ଏ ଲାଠିଯାତ୍ରାକୁ ।
ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା । ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ଭୁବନେଶ୍ବର ଓ କଟକରେ ଭସାଣୀ ପାଇଁ କଟକଣା ଜାରି ହୋଇଛି।
କେଉଁଠି ଦହିପଖାଳ, ତ କେଉଁଠି ସିନ୍ଦୂର ଖେଳ। କେଉଁଠି ଲାଖବିନ୍ଧା ତ କେଉଁଠି ବାଡ଼ି ଓ ଅସ୍ତ୍ର ପ୍ରଦର୍ଶନ। ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ବ ବିଜୟା ଦଶମୀରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି ବିବିଧ ପରମ୍ପରାର ଝଲକ୍।
କେଉଁଠି ଦହିପଖାଳ, ତ କେଉଁଠି ସିନ୍ଦୂର ଖେଳ । କେଉଁଠି ଲାଖବିନ୍ଧା ତ କେଉଁଠି ବାଡ଼ି ଓ ଅସ୍ତ୍ର ପ୍ରଦର୍ଶନ ।
କୁହାଯାଏ ଯେ ଶ୍ରୀଲଙ୍କାରେ ଭଗବାନ ଶ୍ରୀରାମ ଏବଂ ରାବଣର ଲଙ୍କା ସହ ଜଡିତ ଅନେକ ପ୍ରତୀକ ଏବଂ ପ୍ରମାଣ ବର୍ତ୍ତମାନ ମଧ୍ୟ ରହିଛି। ଏକ ଅନୁସନ୍ଧାନରେ କୁହାଯାଇଛି ଯେ ଶ୍ରୀଲଙ୍କାରେ ଥିବା ଏକ ପାହାଡରେ ନିର୍ମିତ ଗୁମ୍ଫାରେ ରାବଣର ମୃତ ଶରୀର ଏବେ ମଧ୍ୟ ସୁରକ୍ଷିତ ଅଛି। ଆସନ୍ତୁ ଏ ବିଷୟରେ ପୂରା ଜାଣିବା।
ଶ୍ରୀକ୍ଷେତ୍ରରେ ନାଗାର୍ଜୁନଙ୍କୁ ବନଯାଗ ମନ୍ତ୍ରରେ ଉପାସନା କରାଯାଏ । ଶ୍ରୀଜଗନ୍ନାଥଙ୍କ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ନାଗାର୍ଜୁନ ପରମ୍ପରା ।
ଅସତ୍ୟ ଉପରେ ସତ୍ୟର ବିଜୟର ସବୁଠାରୁ ବଡ ପର୍ବ ଦଶହରା। ଏହାକୁ ବିଜୟାଦଶମୀ ଭାବେ ସାରା ଭାରତରେ ଖୁବ ଧୂମଧାମ୍ରେ ପାଳନ କରାଯାଏ। ଏହିଦିନ କାହିଁକି ରାବଣର କୁଶପୁତ୍ତଳିକା ପୋଡାଯାଏ ଆସନ୍ତୁ ଜାଣିବା।
ପୂଜା ମଣ୍ଡପରେ ମହାନବମୀ। ଶକ୍ତିପୀଠରେ ଦଶମୀ ପୂଜା। ଶାରଦୀୟ ଦୁର୍ଗାପୂଜାର ଆଜି ମହାନବମୀ ତିଥିରେ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ମହାସମାରୋହରେ ପାଳିତ ହୋଇଛି ଭିନ୍ନ ଭିନ୍ନ ପରମ୍ପରା।
ପୂଜା ମଣ୍ଡପରେ ମହାନବମୀ। ଶକ୍ତିପୀଠରେ ଦଶମୀ ପୂଜା। ଶାରଦୀୟ ଦୁର୍ଗାପୂଜାର ଆଜି ମହାନବମୀ ତିଥିରେ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ମହାସମାରୋହରେ ପାଳିତ ହୋଇଛି ଭିନ୍ନ ଭିନ୍ନ ପରମ୍ପରା।
ବର୍ଷ ଧରି ଏକାଠି ମିଶି ଦୁର୍ଗା ପୂଜା କରୁଛନ୍ତି ହିନ୍ଦୁ ଓ ମୁସଲିମ୍ ସମ୍ପ୍ରଦାୟ। ଦୀର୍ଘ ୪୭ ବର୍ଷ ଧରି ଉଭୟ ସମ୍ପ୍ରଦାୟ ମିଶି ଶାନ୍ତିଶୃଙ୍ଖଳାର ସହ ମହା ଆଡମ୍ବରରେ ମାଙ୍କ ପୂଜା କରୁଛନ୍ତି।
ଶ୍ରୀକ୍ଷେତ୍ରକୁ ଜଗଛନ୍ତି ଅଷ୍ଟଚଣ୍ଡୀ ବା ଅଷ୍ଟଶକ୍ତି । ସେମାନଙ୍କ ମଧ୍ୟରୁ ଏ ହେଉଛନ୍ତି ସ୍ୱତନ୍ତ୍ର । କାରଣ ଜାଣିଲେ, ଆପଣଙ୍କର ବି ଉତ୍ସୁଖତା ବଢିଯିବ, ମା’ଙ୍କ ସମ୍ପର୍କରେ ଅଧିକ ଜାଣିବା ଲାଗି । ଏହା ହେଉଛି ଶ୍ରୀକ୍ଷେତ୍ରରୁ ସବୁଠାରୁ ରହସ୍ୟମୟ ସ୍ଥାନ । ଦିନ ଥିଲା ଏଠାକୁ ଆସିବାକୁ ଲୋକେ ଡରୁଥିଲେ । ଦର୍ଶକବନ୍ଧୁ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଏହି ମଶାଣିରେ ପୂଜା ପାଆନ୍ତି ମା’ ଚଣ୍ଡି । ହେଲେ ଏ ମଶାଣିରେ ଜୁଇ ଜଳେନି ।
ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ । ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି ପୁରା ସହର । କଟକ ସହରର ପ୍ରସିଦ୍ଧ ଦଶହରା ପୂଜା ଦେଖିବାକୁ ବିଭିନ୍ନ ସ୍ଥାନରୁ ଏଠି ଜମୁଛି ହଜାର ହଜାର ଲୋକଙ୍କ ଭିଡ଼ ।
ମାତା ଦୁର୍ଗାଙ୍କର ନବମ ଶକ୍ତି ହେଉଛନ୍ତି ମା’ ସିଦ୍ଧିଦାତ୍ରୀ। ସେ ହେଉଛନ୍ତି ସମସ୍ତ ସିଦ୍ଧି ସଫଳତା ପ୍ରଦାନକାରୀ। ନବରାତ୍ରୀ ପୂଜାର ନବମ ଦିନରେ ଏହି ଦେବୀଙ୍କୁ ପୂଜା କରିବାର ବିଧି ରହିଛି।
ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।
ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।
ନିଆରା ଏହି ଶକ୍ତିପୀଠ, ଅନନ୍ୟ ମା ଡମଣେଇଙ୍କ ପରମ୍ପରା।
ରାଜବାଟି ସ୍ଥିତ ମା' ମାଣିକେଶ୍ୱରୀ ମନ୍ଦିରରେ ପହଞ୍ଚିବ ବିଜୟ ଛତର । ମା'ଙ୍କ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ ।
ଚାରିଆଡ ଲାଇଟ୍ ଗେଟ୍ ଓ ଆକର୍ଷଣୀୟ ସାଜସଜ୍ଜା । ସନ୍ଧ୍ୟା ହେଲେ ବଢୁଛି ଭିଡ଼, ଜାମ୍ ହେଉଛି ରାସ୍ତାଘାଟ ।