• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Festivals & Events Updates

Kunjan Yatra
ଉଠୁଛି ପଡ଼ୁଛି ଯାଜପୁରର ହରିପୁର; ରାହାସ ଯାତ୍ରା ପାଇଁ ଲାଗୁଛି ଗହଳି

ପବିତ୍ର କାର୍ତ୍ତିକ ମାସର ପଂଚୁକ ଆରମ୍ଭରୁ ଯାଜପୁର ଜିଲା ରସୁଲପୁର ବ୍ଲକର ହରିପୁର ରାହାସ ଯାତ୍ରା ପାଇଁ ହୋଇଉଠେ ଉତ୍ସବ ମୁଖର । ଅଂଚଳର ବିଭିନ୍ନ ମଠ ମନ୍ଦିରରେ ଭିନ୍ନ ଭିନ୍ନ କୁଞ୍ଜ ତିଆରି ହୋଇ ପୂଜା ପାଇଥା’ନ୍ତି ରାଧାକୃଷ୍ଣ ଓ ମଦନମୋହନ ।

BALI JATRA
ବାଲିଯାତ୍ରାରେ କାମ କରୁନି ଇଣ୍ଟରନେଟ୍, ଲାଗୁନି କଲ...

ମୋବାଇଲ୍ ଫୋନ୍ ରେ କଥା ହୋଇପାରୂନଥିବାରୁ ବହୁ ଦର୍ଶକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

Pitha
ବାଲିଯାତ୍ରାରେ ଭଳିକି ଭଳି ପାରମ୍ପରିକ ପିଠା; ଆରିସା, ମଣ୍ଡା,ଚକୁଳି ଆହୁରି କେତେ କ’ଣ...

ପ୍ରତିବର୍ଷ ଭଳି ଏବର୍ଷ ବି ପ୍ରମୁଖ ଆକର୍ଷଣ ପାଲଟିଛି ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍ । ଆଉ ଏସବୁ ପିଠାକୁ ପ୍ରସ୍ତୁତ କରିଛନ୍ତି ମିଶନ ଶକ୍ତିର ମହିଳା ମାନେ ।

Balijatra 2023
ଜମୁଛି କଟକ ବାଲିଯାତ୍ରା; ଅଣ୍ଡର ୱାଟର୍ ଟନେଲ ଆକ୍ୱାରିୟମ ସାଙ୍ଗକୁ ମିଳିବ ଗାଁର ଅନୁଭୂତି

ଜମୁଛି କଟକ ବାଲିଯାତ୍ରା । ପ୍ରତିଦିନ ମେଳା ବୁଲିବାକୁ ଆସୁଛନ୍ତି ଲକ୍ଷାଧିକ ଲୋକ । ବାଲିଯାତ୍ରାରେ ମିଳିବ ଗାଁର ଅନୁଭୂତି । ଗାଁ ପୋଖରୀ, ମନ୍ଦିର, ଗାଇ ଗୁହାଳ, ଚାଷ ବାସ ସବୁକିଛି ଦେଖିବାକୁ ମିଳିବ ବାଲିଯାତ୍ରାରେ। ପ୍ରଥମଥର ପାଇଁ ତିଆରି ହୋଇଛି ଅଣ୍ଡର ୱାଟର୍ ଟନେଲ ଆକ୍ୱାରିୟମ । ଯେଉଁଠି ଦର୍ଶକ ସମୁଦ୍ର ଭିତରେ ଚାଲି ଚାଲି ଯିବାର ଅନୁଭବ ସହ ଅସଂଖ୍ୟ ମାଛ ଦେଖିବାର ମଜା ଉଠାଇପାରିବେ ।

Aquarium
ବାଲିଯାତ୍ରା ଆସନ୍ତୁ ସମୁଦ୍ର ତଳେ ବୁଲନ୍ତୁ, ରଙ୍ଗୀନ ମାଛ-କୁନି ସାର୍କ-ଜେଲି ଫିସ୍ ଲାଇଭ ଦେଖନ୍ତୁ

ଟନେଲ୍ ଭିତରେ ସମୁଦ୍ର ତଳର ନିଆରା ଅନୁଭୂତି । ଯୁଆଡେ ଆଖି ବୁଲାଇବେ, ଦେଖିବାକୁ ମିଳିବ ଭଳିକି ଭଳି ଜଳଜୀବ ।

Balijatra Wastefood
ଯୋଉଠି ବାସି ଆଉ ଖରାପ ଖାଦ୍ୟ ଦେଖିଲେ, ସବୁ ଫିଙ୍ଗିଲେ

ବ୍ୟବସାୟୀଙ୍କୁ ସିଏମସି ଟିମ ତାଗିଦ କରିବା ସହ ଏପରି ଆଗକୁ କଲେ ବଡ ଫାଇନ ଓ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଚେତାବନୀ ଦେଇଛନ୍ତି।

Lord jagannath banakalagi ritual to be held today
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ...

ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

Chhadakhai
ସରିଲା କାର୍ତ୍ତିକ, ଆଜି ଛାଡ଼ଖାଇ ! ଆମିଷ ଦୋକାନରେ ଲୋକଙ୍କ ଲମ୍ବା ଲାଇନ୍

ଛାଡ଼ଖାଇ ପାଳିବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ....ମାଛ, ଚିଙ୍ଗୁଡ଼ି, କଙ୍କଡ଼ା, ଚିକେନ୍, ମଟନ୍ କିଣୁଛନ୍ତି ଲୋକେ

  • Tuesday, 28 November 2023
actual meaning of chadakhai after kartik purnima
Chhada Khai 2023: ଛାଡଖାଇର ମାନେ କ’ଣ ଆମିଷ ଖାଇବା, ନା ଆଉ କିଛି…

ଲୋକଙ୍କ ବିଶ୍ୱାସ ରହିଛି ଯେ, କାର୍ତ୍ତିକ ମାସ ଏକ ପବିତ୍ର ମାସ। ଏହି ମାସରେ ସେବା ଧର୍ମ କଲେ ପୁଣ୍ୟ ମିଳେ। ସେଥିପାଇଁ କାର୍ତ୍ତିକ ବ୍ରତ ପାଳନ କରୁଥିବା ଲୋକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଆମିଷ ଖାଆନ୍ତି ନାହିଁ। କିନ୍ତୁ ଛାଡଖାଇ ଦିନ ଆମିଷ ବଜାରରେ ଦେଖାଦିଏ ଭିଡ। ତେବେ ଏହିଦିନ ଆମିଷ ଖାଇବା ଠିକ୍ କି…

Dev Deepawali
ଦେବ ଦୀପାବଳିରେ ଝଲସିଲା ବାରାଣସୀର ବିଭିନ୍ନ ଘାଟ, ଏକାଠି ଜଳିଲା ହଜାର ହଜାର ଦୀପ

ମାଟିର ଦୀପ ପ୍ରଜ୍ଜ୍ୱଳନ ସହ ଏହି ଅବସରରେ ଚିତାକର୍ଷକ ଆତସବାଜି ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଛି । ଏହାକୁ ଦେଖିବାକୁ ହଜାର ହଜାର ସଂଖ୍ୟାରେ ଲୋକ ଉତ୍ସବରେ ସାମିଲ ହୋଇଛନ୍ତି ।

Importance of Boating in Kartik Purnima
Kartika Purnima 2023: କାର୍ତ୍ତିକ ମାହାତ୍ମ୍ୟ: ସାଧାରଣ ଜନଜୀବନକୁ ପ୍ରଭାବିତ କରେ ‘ଆ କା ମା ବୈ’

ଧାର୍ମିକ ଭାବନା ଦୃଷ୍ଟିରୁ କାର୍ତ୍ତିକର ଶେଷ ପାଞ୍ଚ ଦିନ ଅତ୍ୟନ୍ତ ପବିତ୍ର। ଓଡ଼ିଶାରେ କାର୍ତ୍ତିକ ପୂର୍ଣ୍ଣିମାକୁ ‘ବୋଇତ ବନ୍ଦାଣ’ ଦିବସ ଭାବରେ ପାଳନ କରାଯାଏ ଆଉ ସବୁ ଜଳାଶୟ ଡଙ୍ଗାରେ ପୂରିଉଠେ। କ’ଣ ରହିଛି ଏହାର ମହତ୍ତ୍ୱ ଆସନ୍ତୁ ଜାଣିବା।

Bali Jatra
ଆଜିଠାରୁ ବାଲିଯାତ୍ରା, ଚଳିତ ବର୍ଷ ୧୪ଶହରୁ ଅଧିକ ଷ୍ଟଲ

ଆଜିଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା । ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଏହି ବାଲିଯାତ୍ରା ଆଜି ସଂନ୍ଧ୍ୟାରେ ଉଦଘାଟିତ ହେବ ।

President in Paradeep
ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି, ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ।

  • Monday, 27 November 2023
Balijatra stands as a witness of Odisha’s boat trade
BaliJatra 2023: ଉତ୍କଳୀୟ ନୌବାଣିଜ୍ୟର ମୁକସାକ୍ଷୀ ଭାବେ ଠିଆ ହୋଇଛି ବାଲିଯାତ୍ରା

ବାଲିଯାତ୍ରା ଉତ୍କଳର ଗୌରବମୟ ସଂସ୍କୃତିର ବାର୍ତ୍ତା ବହନ କରେ। ତଅପୋଇ କିମ୍ବଦନ୍ତୀ ଏହି ପରମ୍ପରାକୁ ଆହୁରି ଲୋକପ୍ରିୟ କରିଛି। ଏହି ସମୟରେ 'ଆକାମାବୈ' ପ୍ରତି ଓଡ଼ିଆଙ୍କ ରକ୍ତବିନ୍ଦୁରେ ଗୁଞ୍ଜରିତ ହୁଏ। ସେହି ପରମ୍ପରାକୁ ଉତ୍ସବ ଭାବେ ପାଳନ କରିବା ପାଇଁ ପ୍ରତିବର୍ଷ ଅନୁଷ୍ଠିତ ହେଉଛି ବାଲିଯାତ୍ରା।

When and why did Balijatra start in Cuttack
Balijatra 2023: କଟକରେ କେବେ ଓ କାହିଁକି ଆରମ୍ଭ ହେଲା ବାଲିଯାତ୍ରା; କ’ଣ କୁହେ ଲୋକମତ ଆଉ ଇତିହାସ

କଟକ ସହରର ବାଲିଯାତ୍ରାର ଓଡ଼ିଶାର ନୌବାଣିଜ୍ୟର ଇତିହାସକୁ ମନେ ପକାଇଦିଏ। ଆଉ ମନେ ପକାଇଦିଏ ସାଧବମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା, ବୋର୍ଣ୍ଣିଓ ଆଦି ସ୍ଥାନକୁ ବେପାର କରି ଯିବାର କଥା। ତେବେ ଏହାକୁ ନେଇ ରହିଛି ବିଭିନ୍ନ ମତ। ଆସନ୍ତୁ ଜାଣିବା…

Kartik snan benefits and importance
Kartika Purnima 2023: କାର୍ତ୍ତିକ ମାସରେ ଶୀତଳ ଜଳରେ କାହିଁକି କରାଯାଏ ପ୍ରାତଃ ସ୍ନାନ

କାର୍ତ୍ତିକ ମାସରେ ଭୋର୍‌ରୁ ଉଠି ସ୍ନାନ କରିବାର ବିଧି ରହିଛି। ଏହାକୁ ଅନେକ ପବିତ୍ର ସ୍ନାନ ବୋଲି ବିବେଚନା କରନ୍ତି। କିନ୍ତୁ ପଛରେ ମଧ୍ୟ ରହିଛି ବୈଜ୍ଞାନିକ କାରଣ। ଏହି ସ୍ନାନ ଯୋଗୁଁ ଶରୀର ରୋଗମୁକ୍ତ ହୁଏ। କିପରି ଆସନ୍ତୁ ଜାଣିବା।

ଆ କା ବା ବୈ ..
'ଆ କା ମା ବୈ .. ଆଜି କାର୍ତ୍ତିକ ପୂର୍ଣ୍ଣିମା'

ଆ କା ମା ବୈ .. ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ।

Why is the sound of 'Aka ma bai' heard in rivers and ponds on Kartik Purnima
Kartika Purnima 2023: କାର୍ତ୍ତିକ ପୂର୍ଣ୍ଣିମାରେ କାହିଁକି ନଦୀ-ପୋଖରୀରେ ଗୁଞ୍ଜରିତ ହୁଏ ‘ଆ କା ମା ବୈ’

କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସା ଅତି ଉତ୍ସାହର ସହ ପାଳନ କରାଯାଏ। ପ୍ରତି ନଦୀ ଆଉ ପୋଖରୀରେ ଓଡ଼ିଆମାନେ ଡଙ୍ଗା ଭସେଇ ‘ଆ କା ମା ବୈ’ର ଡାକ ଦେଇଛନ୍ତି। କ’ଣ ରହିଛି ଏହାର ଗୁରୁତ୍ୱ? ଏହିଦିନ କାହିଁକି ପ୍ରତି ଓଡ଼ିଆଙ୍କୁ ମୁହଁରୁ ଭାସିଆସେ ଏହି ଶବ୍ଦ?

 Kartika Purnima
କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା

ଆଜି ରାତି ସାରା ଶ୍ରୀମନ୍ଦିର ଖୋଲା ରହିବ....ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସୂଚନା...ଭକ୍ତମାନେ ଚାହିଁଲେ ଆଜି ରାତିରେ ଆସି ଦର୍ଶନ କରିପାରିବେ....

Puri Srimandir
ଆଜି ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ, ପ୍ରଶାସନକୁ ଘାରିଛି ଭିଡ଼ ନିୟନ୍ତ୍ରଣ ଚିନ୍ତା...

ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି । ଏଥିଲାଗି ଭିଡ଼ ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।

Famous Gaja Bhoga offered to Lord Shiva at Dhabaleswar temple in Athagarh
ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ, ତରଣ

ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ । ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି ।

The devotees broke the door of Baba Dhabaleswar
ପୂଜକ-ପ୍ରଶାସନ କଳି: ମୁଖ୍ୟ କବାଟ ଭାଙ୍ଗି ଧବଳେଶ୍ୱରଙ୍କ ଦର୍ଶନ କଲେ ଭକ୍ତ

ପଞ୍ଚୁକରେ ଅଘଟଣ । ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ । ଧବଳେଶ୍ବର ମନ୍ଦିରର ମୁଖ୍ୟ ଦ୍ବାର କବାଟ ଭାଙ୍ଗି ଦର୍ଶନ କଲେ ଶ୍ରଦ୍ଧାଳୁ ।

Dhabaleswar
ପୂଜକ-ପ୍ରଶାସନ କଳିରୁ ଧବଳେଶ୍ୱରଙ୍କ ଦୁଆରେ ତାଲା, ଦର୍ଶନରୁ ବଞ୍ଚିତ ଲକ୍ଷାଧିକ ଭକ୍ତ

ସେବାୟତ- ପ୍ରଶାସନ କଳିର କୁପରିଣତି ପଞ୍ଚକରେ ଧବଳେଶ୍ୱର ମହାପ୍ରଭୁଙ୍କ ଦୁଆରେ ପଡ଼ିଲା ତାଲା। ପୂଜକଙ୍କୁ ଚେତାବନୀ ଦେଇ ଆକ୍ସନ ନୋଟିସ୍ ଲଗାଇଲା ପ୍ରଶାସନ ।

Today is the second day of Panchuka
'ପଞ୍ଚୁକ ଦ୍ୱିତୀୟ ଦିନ: ପ୍ରଭୁଙ୍କ ବାଙ୍କଚୂଡ଼ ବେଶ, ବାବା ଧବଳେଶ୍ବରଙ୍କ ଗଙ୍ଗାଧର ବେଶ'

ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ଶ୍ରୀଜିଉଙ୍କର ବାଙ୍କଚୂଡ଼ ବେଶ । ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।

Panchuka
ପଞ୍ଚୁକ ପ୍ରଥମ ଦିନ: ଜଗାର ଲକ୍ଷ୍ମୀନାରାୟଣ ବେଶ, ବାବା ଧବଳେଶ୍ୱରଙ୍କ ଚନ୍ଦ୍ରମଉଳି ବେଶ

ପବିତ୍ର ପଞ୍ଚକର ପ୍ରଥମ ଦିନରେ ଗୋଟେ ପଟେ ଜଗା ଦୁଆରରେ ଦର୍ଶନାଭିଳାଷୀ ଭକ୍ତଙ୍କ ଲମ୍ବା ଲାଇନ୍ ଆର ପଟେ ପ୍ରଭୁଙ୍କ ନାମ ସଂକୀର୍ତ୍ତନ, ନୃତ୍ୟଗୀତ ସହ ଭାବ ଭକ୍ତିରେ ବୁଡ଼ିଯାଇଛି ପୁରୀ ବଡ଼ଦାଣ୍ଡ ।