ଅକ୍ଟୋବର ୩୧ ହେଉଛି ଭାରତର ପ୍ରଥମ ଉପମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ। ପ୍ରତିବର୍ଷ ଏହି ଦିନକୁ ‘ଜାତୀୟ ଏକତା ଦିବସ’ ବା ‘ରାଷ୍ଟ୍ରିୟ ଏକତା ଦିବସ’ ଭାବେ ପାଳନ କରାଯାଏ। ଏହି ବର୍ଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୮ ତମ ଜନ୍ମ ବାର୍ଷିକୀ ପାଳନ ହେଉଛି।
ଆଜିଠୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିଛନ୍ତି ବ୍ରତଧାରୀ ।
ପୂର୍ବରୁ କେବଳ ବୃଦ୍ଧମାନଙ୍କଠାରେ ଦେଖାଯାଉଥିବା ଏହି ସମସ୍ୟା ଏବେ ଯୁବପିଢିଙ୍କୁ ମଧ୍ୟ କବଳିତ କରିନେଇଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ, ପ୍ରତିବର୍ଷ ୧.୫ କୋଟିରୁ ଅଧିକ ଲୋକ ଷ୍ଟ୍ରୋକ୍ର ଶିକାର ହୁଅନ୍ତି ଏବଂ ପ୍ରାୟ ୫୦ ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି। ଜାଣନ୍ତୁ ଏଥିରୁ ରକ୍ଷା ପାଇବାର ୬ଟି ସୂତ୍ର।
ଆଗୁଆ ଆରମ୍ଭ ହେଲା ଗଜଲକ୍ଷ୍ମୀ ପୂଜା । ରାତି ୧ଟା ୫ ମିନିଟରୁ ୨ଟା ୨୨ ଯାଏଁ ଗ୍ରହଣ ।
ଜହ୍ନି ଓଷା ପାଳନ କଲେ ଭଲ ବର ଓ ଭଲ ଘର ମିଳିଥାଏ। ଏଭଳି ବିଶ୍ୱାସ ରହିଥିବାରୁ କୁଆଁରୀ କନ୍ୟାମାନେ ଜହ୍ନି ଓଷା ବ୍ରତ କରିଥାନ୍ତି। ବିଶେଷ କରି ଗଞ୍ଜାମ ଓ ଗଜପତି ଜିଲ୍ଲାର ଝିଅମାନେ ଏହି ବ୍ରତକୁ ଅତି ଧୁମଧାମରେ ପାଳନ କରିଥାନ୍ତି।
ଆଜି କୁମାର ପୂର୍ଣ୍ଣିମା। ଆଉ ପୂର୍ଣ୍ଣିମାରେ ଏଥର ଚନ୍ଦ୍ରଗ୍ରହଣବି ଲାଗୁଛି। ରାତି ୧ଟା ୦୫ମି ୨୩ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକ ନିଷେଧ କରାଯାଇଛି । ଅପରାହ୍ନ ୪ଟା ୦୫ ରୁ ହାଣ୍ଡିଛାଡ଼ ଥିବା ବେଳେ ରାତି ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ ।
ଚନ୍ଦ୍ର ଓ ଚଉରାପୂଜା ପାଇଁ ପ୍ରସ୍ତୁତି....ସେପଟେ ଆଜି ଚନ୍ଦ୍ରଙ୍କୁ ଗ୍ରାସିବେ ରାହୁ...ରାତି ୧ଟା ୪୪ ମିନିଟରୁ ଲାଗିବ ଗ୍ରହଣ....ଅପରାହ୍ନ ୪ଟା ୫ରୁ ହାଣ୍ଡିଛାଡ଼...
ରାତି ୧ଟା ୪୪ ମିନିଟରୁ ଲାଗିବ ଗ୍ରହଣ....ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି...
କୁମାରୀମାନଙ୍କ ପର୍ବ କୁମାର ପୂର୍ଣ୍ଣିମା। ଏହି ଦିନ ଧନର ଦେବୀ ଲକ୍ଷ୍ମୀଙ୍କୁ ଗଜବାହନ ସହ ପୂଜା କରାଯାଇଥାଏ। ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ। ତେବେ ଆସନ୍ତୁ ଜାଣିବା ଏଠି କେବେଠାରୁ ପାଳନ ହେଉଛି ଏହି ପୂଜା।
ମନମୋହୁଛି ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକ ସଜ୍ଜା....ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା.... ଉତ୍ସବ ମୁଖର ଗାଁଠୁ ସହର....
ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ବୋଲି କୁହାଯାଏ। ଏହିଦିନ କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି। ଏହିଦିନ କାହିଁକି ହୁଏ ଚନ୍ଦ୍ରପୂଜା ଆସନ୍ତୁ ଜାଣିବା।
ଆସନ୍ତାକାଲି ଗଜଲକ୍ଷ୍ମୀ ପୂଜା ତା ସାଙ୍ଗକୁ ଆଶ୍ୱିନପୂର୍ଣ୍ଣମୀ । ହେଲେ କାଲି ବି ପଡ଼ୁଛି ଚନ୍ଦ୍ର ଗ୍ରହଣ । ଏଥି ଯୋଗୁଁ ସୃଷ୍ଟି ହୋଇଛି ଦ୍ୱନ୍ଦ୍ୱ..
ଶନିବାର ଅପରାହ୍ନ ୪ଟା ୦୫ରୁ ହାଣ୍ଡିଛାଡ଼। ରାତି ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ। କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ।
କେଉଁ କାରିଗର ରଙ୍ଗ ଦେବାରେ ଲାଗି ପଡ଼ିଛନ୍ତି ତ ପୁଣି କେଉଁ କାରିଗର ମା’ଙ୍କ ମେଢ ସଜାଇବାରେ ବ୍ୟସ୍ତ । କିଏ ଉଚ୍ଚ ତୋରଣ କରିବାରେ ବ୍ୟସ୍ତ ତ ଆଉ କିଏ ପାର୍ଶ୍ୱ ଦେବାଦେବୀଙ୍କୁ ଚିତ୍ର କରିବାରେ ବ୍ୟସ୍ତ ।
ଆସନ୍ତାକାଲି ମଧ୍ୟରାତ୍ରରେ ଦୃଶ୍ୟମାନ ହେବ ଆଂଶିକ ଚନ୍ଦ୍ର ଗ୍ରହଣ । ଗ୍ରହଣ ରାତି ୧ଟା ୫ ମିନିଟରୁ ଆରମ୍ଭ ହୋଇ ରାତି ୨ଟା ୨୪ରେ ଶେଷ ହେବ ।
ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।
ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।
ବେବନ୍ଦୋବସ୍ତ ଜମି ବିବାଦକୁ ନେଇ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ । ଆଜି ମଙ୍ଗଳଆଳତି ଠାରୁ ନୀତିକାନ୍ତି ବନ୍ଦ ରହିଛି । ବେବନ୍ଦୋବସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କ ଖାତାକୁ ଫେରୁଥିବା ବେଳେ ବଡୁ ନିଯୋଗ ଦ୍ୱାରା ନିର୍ମାଣାଧୀନ ଦୋକାନ ଘରକୁ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟରୁ ଅନୁମତି ମିଳିଛି ।
ସରିଲା ଦୁର୍ଗାପୂଜା, ଆଜି ମାଆଙ୍କୁ ଦିଆଯାଉଛି ମେଲାଣି । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାକୁ ପୂଜା କମିଟି ବିଭିନ୍ନ ପ୍ରକାର ଆୟୋଜନ କରିଛନ୍ତି ।
ସହରରେ ଟ୍ରାଫିକ ବ୍ୟବସ୍ଥା ସହ ଲୁଟେରାଙ୍କ ଉପରେ ନଜର ରହିବ...କୁଆଖାଇ ଓ ଦୟା ନଦୀରେ ଅସ୍ଥାୟୀ ପୋଖରୀରେ ହେବ ବିସର୍ଜନ...
ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାକୁ ପୂଜା କମିଟି ବିଭିନ୍ନ ପ୍ରକାର ଆୟୋଜନ କରିଛନ୍ତି ।
ଖାଲି ବାହାରେ ନୁହେଁ, ଭିତରେ ବି ଅସୁମାରି ଚମତ୍କାର । ଖମ୍ବ, କାନ୍ଥ ଓ ଛାତ ସାରା ପ୍ରାଚୀନ ମିଶର ସଭ୍ୟତା ଶିଳାଲେଖର ପ୍ରତିକୃତି ଓ ସ୍ଥାନେ ସ୍ଥାନେ ଫାରୋ ବା ମିଶର ଶାସକମାନଙ୍କର ପ୍ରତିମୂର୍ତ୍ତି । ଆଉ ଗର୍ଭଗୃହରେ ସିଂହବାହିନୀ ଦେବୀ ଦୁର୍ଗା, ପାର୍ଶ୍ୱ ଦେବଦେବୀ ଏବଂ ମହିଷାସୁରର ପ୍ରତିମା ବି ନିର୍ମିତ ହୋଇଛି ସେଇ ପ୍ରାଚୀନ ଶୈଳୀରେ ।
କଟକରେ କିଛି ପୂଜା ମଣ୍ଡପରେ ପରମ୍ପରା ଅନୁସାରେ ମାଙ୍କ ନିକଟରେ ଲାଗି ହୋଇଥିଲା ସୁସ୍ୱାଦୁ ଓ ସୁବାସିତ ଦହି ପାଖଳ । ଚାଉଳିଆଗଞ୍ଜରେ ୧୦ ହଜାର ଓ ଗୋପାଳପୁର ପୂଜା କମିଟି ପକ୍ଷରୁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଦହିପଖାଳର ଭୋଗର ବ୍ୟବସ୍ଥା ହୋଇଥିଲା ।
କୃତରେ, ଏହି ମନ୍ଦିର ନୂତନ ମନ୍ଦିର ନୁହେଁ କିମ୍ବା ଏଠିକାର ଲୋକଙ୍କ ପାଇଁ ଏହି ପରମ୍ପରା କୌଣସି ନୂଆ ନୁହେଁ । ବରଂ ଏହି ମନ୍ଦିରଟି ଦଶ ବର୍ଷ ପୂର୍ବେ କୃଷ୍ଣ କୁମାର ତିୱାରୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିଲା ।
କଟକରେ କିଛି ପୂଜା ମଣ୍ଡପରେ ପରମ୍ପରା ଅନୁସାରେ ମାଙ୍କ ନିକଟରେ ଲାଗି ହୋଇଥିଲା ସୁସ୍ୱାଦୁ ଓ ସୁବାସିତ ଦହି ପାଖଳ । ଚାଉଳିଆଗଞ୍ଜରେ ୧୦ ହଜାର ଓ ଗୋପାଳପୁର ପୂଜା କମିଟି ପକ୍ଷରୁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଦହିପଖାଳର ଭୋଗର ବ୍ୟବସ୍ଥା ହୋଇଥିଲା ।