ରଜରେ ପାନ ଖାଇ ଦୋଳି ଖେଳନ୍ତି, ରଜଦୋଳି ଗୀତ ଗାଆନ୍ତି । କେବଳ ଝିଅ ନୁହେଁ ରଜ ତିନିଦିନ ପୁଅମାନେ ବି ମଉଜରେ ମାତନ୍ତି।
ଗାଁରେ ପରମ୍ପରାର ମହକ... ସହରରେ ସ୍ୱତନ୍ତ୍ର ପ୍ରସ୍ତୁତି... ସମସ୍ତଙ୍କ ଅପେକ୍ଷା କାଲି ସକାଳକୁ। କାରଣ ରାତି ପାହିଲେ ଓଡ଼ିଆ ଘରର ବଡ଼ ପର୍ବ- ରଜ। ରଜବତୀ ହେବ ମାଟି ମାଆ। ସେଥିପାଇଁ କୁହାଯାଏ ରଜ ହେଉଛି କୁଆଁରୀ ଝିଅଙ୍କ ପର୍ବ
ସହରୀ ପବନରେ ଆଜିକାଲି ଫିକା ପଡିଲାଣି ରଜଗୀତ। ନୂଆ ପିଢି ଆଉ ଏହି ଲୋକଗୀତକୁ ମନେ ରଖୁ ନାହାନ୍ତି। ତେବେ ଓଡିଶାର ଜନ ଜୀବନ ସହ ଜଡିତ ଏହି ଲୋକଗୀତ ଯେ କେତେ କଥା କୁହେ ତାହା ଜାଣି ନଥିବା ଲୋକ ବୁଝିବ ବା କେମିତି। ଆସନ୍ତୁ ପୂରା ଗୀତଟିକୁ ଜାଣିବା ଆଉ ଏଇ ରଜରେ ସମସ୍ତେ ଗାଇବା।
ରଜ ନେଇଆସେ ମୌସୁମୀର ଲହରୀ। ଆଦ୍ୟ ଆଷାଢର ପ୍ରଥମ ବର୍ଷାରେ ପୃଥିବୀ ହୋଇଉଠେ ଋତୁମତୀ। କୃଷକ ଘରେ ଖେଳିଯାଏ ଆନନ୍ଦ ଉଲ୍ଲାସ। ଚାଷୀ ଭାଇ ହଳ ଲଙ୍ଗଳ ଧରି ସଜହୁଏ କ୍ଷେତକୁ ଯିବା ପାଇଁ। ତେବେ ଚାଷୀ ଘରେ କିପରି ପାଳନ ହୁଏ ଏହି ରଜ ମଉଜ ଆସନ୍ତୁ ଜାଣିବା…
ହଜି ହଜି ଯାଉଛି ରଜ ମହକ। ଆଧୁନିକତାର ଛାପରେ ଢାଙ୍କି ହୋଇଯାଇଛି ଆମ ଅଳଙ୍କୃତ ପରମ୍ପରା। ଏବେ ପିଲାମାନେ ଆମ୍ବ ତୋଟା ଭୁଲି ପାର୍କ ଯାଉଛନ୍ତି । ବାଗୁଡିର ଶବ୍ଦ ଆଉ ଶୁଣିବାକୁ ମିଳୁନି। ପିଲା ଏବେ ମୋବାଇଲ୍ ଧରି ଫ୍ରି-ଫାୟାର ଆଉ ପବ୍ଜି ଖେଳରେ ବ୍ୟସ୍ତ । ପୋଡ ପିଠାର ସ୍ଥାନ ନେଇଛି ଆଧୁନିକ କେକ୍।
ପାନ ବିନା ରଜ ମଉଜ ଫିକା। ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା। ପ୍ରୀତିର ବନ୍ଧନ ହେଉଛି ପାନ। ଅନ୍ୟ ଦିନରେ ପାନ ନ ହେଲେ ନାହିଁ, କିନ୍ତୁ ରଜରେ ଝିଅମାନେ ପାନ ଖାଇବା ଥୟ। କାହିଁକି…
ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଏହି ରଜ ପର୍ବ ପାଳନ ଅବସରରେ ଜଣେ ନାରୀଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ। ଏହି ଦିନ ଧରିତ୍ରୀମାତାକୁ ରଜସ୍ୱଳା ନାରୀ ସହିତ କାହିଁକି ତୁଳନା କରାଯାଏ ଆସନ୍ତୁ ଜାଣିବା।
ରଜରେ ମହିଳାମାନଙ୍କୁ ବିଶ୍ରାମ ଦିଆଯାଏ; ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ପିଠା ତିଆରି କରାଯାଇଥାଏ। ଏହି ପିଠା ସହଜରେ ନଷ୍ଟ ହୁଏ ନାହିଁ।
ରଜରେ ସଜବାଜ ହୋଇ ଦୋଳି ଖେଳିଲେ ଓ ପରସ୍ପର ପିଠା ଖୁଆଇଲେ ୩ ଦଳର ନାରୀ ନେତ୍ରୀ ।
ରଜର ଶେଷ ଦିନରେ ସବୁଆଡ଼େ ଛୁଟୁଛି ପିଠା, ମିଠା ଓ ରଜପାନର ମହକ...
ରଜର ତୃତୀୟ ଦିନକୁ ବସୁମତୀ ସ୍ନାନ କୁହାଯାଏ ...ହେଲେ କାହିଁକି ?
ଆଜି ହେଉଛି ରଜ ସଂକ୍ରାନ୍ତି । ବିନା ପାନରେ କଣ ରଜ ଉତ୍ସବ ସମ୍ଭବ । ମିଠା ପାନ ହିଁ ରଜରେ ଆଉ ଟିକେ ମିଠା ଭରି ଦେଇଥାଏ । ଏଣୁ ବଜାରଘାଟରେ ଲାଗିଲାଣି ରଜପାନର ପସରା ।
ଆଉ କ’ଣ ଅଛି ଆଗ ଭଳି ରଜ? ରଜ ଆସିଲେ ମନରେ ଯେଉଁ ପୁଲକ ଜାଗି ଉଠୁଥିଲା ଆଉ ସେ ପୁଲକ ଅଛି କି? ଆଧୁନିକତାର ସ୍ପର୍ଶରେ ଏ ସବୁ ଫିକା ପଡିଯାଇନି ତ…
ରଜପାନ ତ ଖାଇଥିବେ। ଖାଇଛନ୍ତି କି କେବେ ଗୁପ୍ଚୁପ୍ ପାନ। ଗୋଟାକୁ ୧୧ହଜାର ଟଙ୍କା ପର୍ଯ୍ୟନ୍ତ ଅଛି। ଏହା ଭୁବନେଶ୍ୱରରେ ମିଳୁଛି।
ରଜ ଗୀତ ଓ ଓଡ଼ିଆ ଆଧୁନିକ ଗୀତର ତାଳେ ତାଳେ ନାଚଗୀତ ଆରମ୍ଭ କଲେଣି କଟକ, ସାଲେପୁର ଅଞ୍ଚଳର କୁନି କୁନି ପଲାମାନେ । ଭଳିକି ଭଳି ଡିଜାଇନର ମେହେନ୍ଦି ସାଙ୍ଗକୁ ଅଳତା ବି ନାଇଛନ୍ତି ପାଦରେ ।
ଆଜି ରଜ ସଜବାଜ । କୋଭିଡ୍ କଟକଣା କୋହଳ ଥିବାରୁ ଏଥର ଜମିବ ରଜ ମଉଜ..
ରଜ ଆସିଲେ ଆନନ୍ଦ ଆସେ। କୃଷକ ଘରେ ଖେଳିଯାଏ ଉଲ୍ଲାସ। ଚାଷୀଟିଏ କିପରି ପାଳନ କରେ ରଜ ମଉଜ ଆସନ୍ତୁ ଜାଣିବା…
ହଜି ହଜି ଯାଉଛି ରଜ ଗୀତ। ଆଧୁନିକତାର ମାଡରେ ନୂଆ ପିଢି ଆଉ ଏହି ଲୋକଗୀତକୁ ମନେ ରଖୁ ନାହାନ୍ତି। ତେବେ ଓଡିଶାର ଜନ ଜୀବନ ସହ ଅତି ପରିଚିତ ଥିବା ଏହି ଲୋକଗୀତ ଯେ କେତେ କଥା କୁହେ ତାହା ଜାଣି ନଥିବା ଲୋକ ବୁଝିବ ବା କେମିତି। ଆସନ୍ତୁ ଏହାର ସଂପୂର୍ଣ୍ଣ ଗୀତଟିକୁ ଜାଣିବା ଆଉ ଏଇ ରଜରେ ସମସ୍ତେ ଗାଇବା।
ଓଡିଆ ପରମ୍ପରାରେ ଚୁଲି ଲଗାଇ ନିୟମିତ ରୋଷେଇ କରିବା ମହିଳାଙ୍କ କାର୍ଯ୍ୟ। ଯେହେତୁ ରଜରେ ମହିଳାମାନଙ୍କୁ ବିଶ୍ରାମ ଦିଆଯାଏ; ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ।
ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା। ପ୍ରୀତିର ବନ୍ଧନ ହେଉଛି ପାନ। ଭୋଜନ ଶେଷରେ ତାମ୍ବୁଳ(ପାନ) ସେବା ଏକ ନିଆରା ଓଡିଆ ବ୍ୟବସ୍ଥା। ଓଡ଼ିଆ ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନ ଶେଷରେ ତାମ୍ବୁଳ ସେବା କରି ନିଦ୍ରା ଯିବା ପରମ୍ପରା ରହିଛି
ଓଡ଼ିଶାର ପ୍ରାଚୀନ ଲୋକକଥା ଅନୁସାରେ ଯଦି କେହି ରଜରେ ଦୋଳି ନ ଖେଳନ୍ତି ତା’ ହେଲେ ସେ ପରଜନ୍ମରେ କାଠ ବେଙ୍ଗ ହୋଇ ଜନ୍ମ ନିଅନ୍ତି। ତେଣୁ କୁମାରୀ ଝିଅଙ୍କଠାରୁ ଆରମ୍ଭ କରି ସମସ୍ତେ ଏହି ସମୟରେ ଦୋଳି ଖେଳର ମଜା ନେଇଥାନ୍ତି।
ଓଡ଼ିଶାର ଜାତୀୟ ପର୍ବ ରଜ। ବସୁଧା, ପ୍ରକୃତି ମାତାକୁ ପୂଜା କରିବାର ଏକ ଅନନ୍ୟ ପରମ୍ପରା। କୃଷିଭିତିକ ସାମାଜିକ ଚଳଣିରେ ଏକ ଗୁରୁତ୍ୱପୂର୍ଣ୍ଣ ମନୋରଞ୍ଜନର ଆସର ହେଉଛି ରଜ। ରାଜ୍ୟର ଏହି ଗଣପର୍ବକୁ କାହିଁକି ଓ କିପରି ପାଳନ କରାଯାଏ ଆସନ୍ତୁ ଜାଣିବା।