• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Ratha Jatra Updates

Suna Besha
ମହାପ୍ରଭୁଙ୍କ ଶ୍ରୀପୟର ଦର୍ଶନ କଲେ ମୋକ୍ଷ ମିଳେ

ଆଜି ମହାପ୍ରଭୁଙ୍କ ସୁନାବେଶ.. ୧୩୮ ପ୍ରକାର ସ୍ୱର୍ଣ୍ଣାଭୂଷଣରେ ସଜେଇ ହେବେ ଜଗନ୍ନାଥ ।

Puri Suna Besha 2023 | Auspicious Suna Besha ritual of Holy Trinity to begin soon
ଶ୍ରୀଜିଉ ପିନ୍ଧିବେ ମହଣ ମହଣ ସୁନା

ଡଦାଣ୍ଡରେ ଲାଗିଲାଣି ପ୍ରବଳ ଗହଳି ।

Ratha Jatra- Suna Besha- Bahuda Jatra
ଫରଫର ହୋଇ ଉଡୁଛି ଶ୍ରୀମନ୍ଦିର ନେତ

ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ ।

Suna Besha
ଶ୍ରୀଜିଉଙ୍କୁ ଦର୍ଶନ କରିବାକୁ ଅସମ୍ଭାଳ ହେଲାଣି ଭକ୍ତ ପ୍ରାଣ

ଶ୍ରୀଜିଉଙ୍କୁ ଦର୍ଶନ କରିବାକୁ ଅସମ୍ଭାଳ ହେଲାଣି ଭକ୍ତ ପ୍ରାଣ

Suna Besha
ଶ୍ରୀମନ୍ଦିର ସାମ୍ନାରେ ଛିଡା ହୋଇଛନ୍ତି ରଥ

ମଣିମାଙ୍କୁ ଶାଢି ପିନ୍ଧାଇ ସଜ କରୁଛନ୍ତି ସେବାୟତ

Lord Jagannath's Badagrahi, Jagannath Swain Mohapatra
‘ରତ୍ନଭଣ୍ଡାରରେ ଯେମିତି ପାଣି ଗଳୁଛି, ଦିନେ ଭୁଶୁଡ଼ି ପଡ଼ିବ’

'ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲି ନପାରିବା ଲଜ୍ଜାଜନକ ଘଟଣା' ।

Suna Besha
ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା, କେଉଁଠି କରିବେ ପାର୍କିଂ ?

ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା ଉପରେ ନଜର ରଖିବା ପାଇଁ ଡ୍ରୋନ୍ ନିୟୋଜିତ କରାଯାଇଛି । ଭୁବନେଶ୍ୱରରୁ ଆସୁଥିବା ୨ ଚକିଆ ଯାନଗୁଡ଼ିକ ପାଇଁ ଜଗନ୍ନାଥ ବଲ୍ଲଭରେ ପାର୍କିଂ ବ୍ୟବସ୍ଥା ହୋଇଛି

Five unknown facts of Lord jagannath and puri temple
Ratha Jatra 2023: ଜଗନ୍ନାଥ ମନ୍ଦିରକୁ ସୁବର୍ଣ୍ଣ ମନ୍ଦିର ଠାରୁ ବି ଅଧିକ ସୁନା ଦାନ କରିଥିଲେ ଏହି ରାଜା; ଜାଣନ୍ତୁ କିଏ....

କଳିଯୁଗରେ ଶ୍ରୀକ୍ଷେତ୍ରରେ ଜଗନ୍ନାଥ ରୂପୀ କୃଷ୍ଣଙ୍କ ଚାଲିଛି ଲୀଳାଖେଳା। ଶେଷ ହୋଇଛି ଜଗନ୍ନାଥଙ୍କର ବାହୁଡା ଯାତ୍ରା। ଆଜି ସୁନାବେଶ। ପୁରୀ ଏବେ ଜନ ସମୁଦ୍ର। ଏହି ପବିତ୍ର ମୁହୂର୍ତ୍ତରେ ଆସନ୍ତୁ ଜଗନ୍ନାଥ ଓ ପୁରୀ ମନ୍ଦିରର ୫ଟି ଅଜଣା କଥା ବିଷୟରେ ଜାଣିନେବା।

Suna Besha of Lord Jagannath and His siblings to be held today
ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ, ମହଣ ମହଣ ସୁନାରେ ସଜ୍ଜିତ ହେବେ...

ଆଜି ଶ୍ରୀଜିଉଙ୍କ ସୁନାବେଶ। ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି।

Suna Besa 2023
ମହଣ ମହଣ ସୁନାରେ ଝଲସୁଛନ୍ତି ତିନି ଠାକୁର

ଆଜି ଶ୍ରୀଜିଉଙ୍କ ସୁନାବେଶ । ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଲକ୍ଷ

Ratha Jatra 2023 Suna Besa
Ratha Jatra 2023: ଆଜି ସୁନାବେଶ: ମହାପ୍ରଭୁଙ୍କ ରାଜାବେଶ ଦେଖି ଧନ୍ୟ ହେବେ ଭକ୍ତ

ଆଜି ରଥାରୁଢ ଶ୍ରୀବିଗ୍ରହଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ। ମହଣ ମହଣ ସୁନାରେ ଝଟକିବେ ଚତୁର୍ଦ୍ଧାମୂର୍ତ୍ତି। ଭିଡ ଓ ଠେଲାପେଲାକୁ ଖାତିର ନ କରି କାଳିଆ ଠାକୁରକୁ ଏହି ଅପୂର୍ବ ବେଶରେ ଦେଖି ନିଜକୁ ଧନ୍ୟ କରିବାକୁ ଚାହାନ୍ତି ପ୍ରତ୍ୟେକ ଭକ୍ତ।

Bahuda Jatra
ବାହୁଡ଼ିଲେ ଶ୍ରୀଜିଉ, ବାଟରେ ମହାଲକ୍ଷ୍ମୀଙ୍କ ମାନଭଂଜନ କଲେ ମହାପ୍ରଭୁ

ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆରମ୍ଭ କରିଥିଲେ ଛେରାପହଁରା। ଏହାପରେ ପହଞ୍ଚିଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ।

Ratha Jatra 2023
ଭଗବାନଙ୍କ ପାଇଁ ନାଚୁଛି ଭକ୍ତର ପ୍ରାଣ; ପାଦ ନାଚୁଛି ଯେମିତି, ମନ ନାଚୁଛି ସେମିତି

ରାଧା କାନ୍ଦୁଛି କହ୍ନେଇଁ ପାଇଁ । ବଡ଼ଦାଣ୍ଡରେ କାଳିଆ ପାଦରେ ପାଦ ଛନ୍ଦି ନାଚିଲା ବେଳକୁ ଆଖି ତାର ଓଦା, ମନ ଜଗା ପ୍ରେମରେ ବନ୍ଧା । ଏତେ ଭାବବିହ୍ୱଳ ହୋଇ ପଡୁଛି ଯେ, କହୁଛି ଏଥର ଯଦି କାଳିଆ ଡୋରି ଲାଗି ନ ଥାଆନ୍ତା, ଆଉ କେବେ ତା ଦୁଆର ମାଡିନଥାନ୍ତି । ତା ଆଶୀର୍ବାଦ ଅଛି ବୋଲି ଆଜି ତା ଦୁଆରେ ନାଚୁଛି ।

Ratha Jatra 2023
ଭଗବାନଙ୍କ ପାଇଁ ନାଚୁଛି ଭକ୍ତର ପ୍ରାଣ; ପାଦ ନାଚୁଛି ଯେମିତି, ମନ ନାଚୁଛି ସେମିତି

ରାଧା କାନ୍ଦୁଛି କହ୍ନେଇଁ ପାଇଁ । ବଡ଼ଦାଣ୍ଡରେ କାଳିଆ ପାଦରେ ପାଦ ଛନ୍ଦି ନାଚିଲା ବେଳକୁ ଆଖି ତାର ଓଦା, ମନ ଜଗା ପ୍ରେମରେ ବନ୍ଧା । ଏତେ ଭାବବିହ୍ୱଳ ହୋଇ ପଡୁଛି ଯେ, କହୁଛି ଏଥର ଯଦି କାଳିଆ ଡୋରି ଲାଗି ନ ଥାଆନ୍ତା, ଆଉ କେବେ ତା ଦୁଆର ମାଡିନଥାନ୍ତି । ତା ଆଶୀର୍ବାଦ ଅଛି ବୋଲି ଆଜି ତା ଦୁଆରେ ନାଚୁଛି ।

 All three Chariots reach Singhadwar at Srimandir
ବାହୁଡ଼ିଲେ ଶ୍ରୀଜିଉ: ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣ ଭେଟ କରାଇଲେ ଗଜପତି ମହାରାଜା

ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆରମ୍ଭ କରିଥିଲେ ଛେରାପହଁରା।  ଏହାପରେ ପହଞ୍ଚିଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ।

Bahuda Jatra 2023 Updates: All three Chariots reach Singhadwar at Srimandir
ବାହୁଡିଲେ ମହାବାହୁ: ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାବାହୁ ।  ସିଂହଦ୍ୱାର ସାମ୍ନାରେ ଲାଗିଲା ୩ ରଥ । ତାଳଧ୍ୱଜ, ଦର୍ପଦଳନ ପରେ ନନ୍ଦିଘୋଷ ରଥ ଲାଗିଛି । ସଂଧ୍ୟା ୬ଟା ୪୩ରେ ସିଂହଦ୍ୱାର ସାମ୍ନାରେ ଲାଗିଲା ନନ୍ଦିଘୋଷ । 

10 miracles of puri jagannath mandir
Ratha Jatra 2023: ପୁରୀ ଜଗନ୍ନାଥ ମନ୍ଦିରର ୧୦ଟି ଚମତ୍କାରିତା; ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଭଉଣୀ ସୁଭଦ୍ରା ଓ ଭାଇ ବଳଭଦ୍ରଙ୍କ ସହ ସ୍ୱଗୃହକୁ ଆସୁଛନ୍ତି କାଳିଆ ସାଆନ୍ତ। ବଡଦାଣ୍ଡ ଭକ୍ତମୟ। ଚାରିଆଡେ ଆଧ୍ୟାତ୍ମିକ ପରିବେଶ। ତେବେ ଆସନ୍ତୁ ଏହି ଅସରରେ ଆଜି ପୃଥିବୀର ବୈକୁଣ୍ଠ ଶ୍ରୀମନ୍ଦିରକୁ ନେଇ ୧୦ଟି ଚମତ୍କାର ବିଷୟରେ ଜାଣିନେବା।

Ratha Jatra
ଭାଇ ଊଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରୁଛନ୍ତି କାଳିଆ ସାଆନ୍ତ..

ବାହୁଡ଼ିବେ ଜଗା, ବଳିଆ ସହ ଭଉଣୀ ସୁଭଦ୍ରା । ନବଦିନାତ୍ମକ ଯାତ୍ରାର ଆଜି ଆଉ ଏକ ପର୍ବ, ବାହୁଡ଼ା । ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ପୁଣି ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂରତି।

Puri Bahuda Jatra 2023
ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ସରିଲା ଶ୍ରୀଜିଉଙ୍କ ପହଣ୍ଡି

ସମସ୍ତ ନୀତିକାନ୍ତି ସଅଳ ଚାଲି ଥିବାବେଳେ ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହୋଇଛି।

Bahuda Jatra, Sudarshan Pahandi
ଆରମ୍ଭ ହେଲା ପହଣ୍ଡି, ପ୍ରଥମେ ଚକ୍ରରାଜ ସୁଦର୍ଶନ ଚଢ଼ିଲେ ରଥରେ

ଦର୍ପଦଳନରେ ବିରାଜମାନ କଲେ ଶ୍ରୀସୁଦର୍ଶନ ।

Ratha Jatra 2023 Bahuda Yatra
Ratha Jatra 2023: ଉତ୍କଳୀୟ ସଂସ୍କୃତିରେ ଏକ ମହାନ ଆଦର୍ଶର ପ୍ରତୀକ ମହାପ୍ରଭୁଙ୍କ ଘୋଷଯାତ୍ରା

ମହାପ୍ରଭୁଙ୍କ ନବଦିନ ବ୍ୟାପି ଯାତ୍ରାର ଆଜି ଶେଷ ଦିନ ବାହୁଡା ଯାତ୍ରା। ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରିଯିବ ମହାପ୍ରଭୁଙ୍କ ଲୀଳାଖେଳା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି।

Why did Lord Jagannath's 9 days Yatra start in Puri
Ratha Jatra 2023: ପୁରୀରେ କାହିଁକି ଆରମ୍ଭ ହେଲା ମହାବାହୁଙ୍କ ନବଦିନ ଘୋଷଯାତ୍ରା; କ’ଣ କୁହେ ପୁରାଣ

ଆଜି ମହାବାହୁଙ୍କ ଘର ବାହୁଡା। ସାତଦିନ ଗୁଣ୍ଡିଚାବାଡିରେ ରହିବା ପରେ ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରିବେ କଳା ଠାକୁର। ଏହି ଅବସରରରେ ଆସନ୍ତୁ ଜାଣିବା ମହାବାହୁଙ୍କ ଏହି ନଅଦିନ ଯାତ୍ରା କ’ଣ ପାଇଁ।

Ratha Jatra 2023 Jagannatha devotee Bandhu Mohanty
Ratha Jatra 2023: ବନ୍ଧୁ ମହାନ୍ତିଙ୍କ ବନ୍ଧୁତାରେ ବନ୍ଧା କାଳିଆ ଠାକୁର

ଭକ୍ତ ବନ୍ଧୁ ମହାନ୍ତିଙ୍କ ସହିତ ଶ୍ରୀଜଗନ୍ନାଥଙ୍କ ଅତୁଟ ବନ୍ଧୁତା ଆଜି ମଧ୍ୟ ଅଗଣିତ ଭକ୍ତ ଜନମାନସରେ ଭକ୍ତିର ଭାବଧାରା ବୃଦ୍ଧି କରିଥାଏ। ଆଜି ମହାପ୍ରଭୁଙ୍କ ବାହୁଡା ଯାତ୍ରା ଅବସରରେ ଆସନ୍ତୁ ବନ୍ଧୁ ମହାନ୍ତିଙ୍କ ବିଷୟରେ ଜାଣିନେବା।

Bahuda Jatra
ନବଦିନାତ୍ମକ ଯାତ୍ରାର ଆଉ ଏକ ପର୍ବ ବାହୁଡ଼ା, ଭାଇ ଭଉଣୀଙ୍କ ସହ ରତ୍ନବେଦୀକୁ ଫେରିବେ ମହାବାହୁ

ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ।

Bahuda Jatra
ନବଦିନାତ୍ମକ ଲୀଳା ସାରି ବାହୁଡ଼ିଲେ ମହାବାହୁ

ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ବେଳାବେଳି ବାହୁଡ଼ିଛନ୍ତି ତିନି