ଭେଜ୍ ହେଉ କି ନନ୍ ଭେଜ୍ ,ଖାଦ୍ୟ ଯଦି ଚଟପଟା ଓ ସୁଆଦିଆ ହୁଏ ଖାଇବାର ମଜା ଦୁଇ ଗୁଣ ହୋଇଯାଏ । ଆଜି ଆମେ ଆପଣଙ୍କ ପାଇଁ ପନିରର ଏକ ଦେଶୀ ସୁଆଦିଆ ରେସିପି ବନେଇବୁ ଯାହା ବନେଇବା ଅତି ସହଜ ଓ ସରଳ ଅଟେ ।
ଘରେ ଆପଣ କଙ୍କଡ଼ାରେ ତିଆରି ବହୁ ରେସିପି ଖାଇଥିବେ । ଆଜି ଆମେ ଆପଣଙ୍କୁ କଙ୍କଡ଼ାର ଦେଶୀ ଶୈଳୀରେ ଏକ ରେପିପି ବିଷୟରେ କହିବୁ । ଏହି ରେସିପି ର ନାଁ ହେଉଛି ‘କଙ୍କଡ଼ା ଗୋଡ଼ ମସଲା’ । ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ କେବେ ‘ଧନିଆପତ୍ର ଚିକେନ’ ରେସିପି ଖାଇଛନ୍ତି କି ? ଯଦି ଖାଇ ନାହାନ୍ତି ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ‘ଧନିଆପତ୍ର ଚିକେନ’ । ତେବେ ଚାଲନ୍ତୁ ଜାଣିବା ଏହାକୁ ଘରେ କିପରି ସହଜରେ ପ୍ରସ୍ତୁତ କରି ପାରିବେ ।
ଆପଣ ମଟନ୍ର ଝୋଳ ଅବା କଷା ଖାଇଥିବେ। ଆଜି କିନ୍ତୁ ଆମେ ଆପଣଙ୍କ ପାଇଁ ସ୍ୱାଦିଷ୍ଟ ଖାସି ମାଂସର ବେସର ପ୍ରସ୍ତୁତ କରିବୁ..
ପୁରୀର ଖାଇବା ନାଁ ଶୁଣିଲେ ଆପଣଙ୍କ ମନରେ କ‘ଣ ଭାବ ଆସେ, ଫେଣୀ ବା ଖଜା, କ୍ଷୀର ସର, ଅବଢ଼ା, ଏହି ସବୁ ଖାଦ୍ୟ ନିଶ୍ଚୟ ଆସୁଥିବ। ହେଲେ ଏହା ବ୍ୟତୀତ ପୁରୀର ଅନ୍ୟ ସୁସ୍ୱାଦୁ ଖାଦ୍ୟମାନଙ୍କ ବିଷୟରେ ଜାଣିଲେ ଆପଣ ତୁରନ୍ତ ପୁରୀ ଆସି ସେସବୁ ଚାଖିବାକୁ ଉଦ୍ୟତ ହେବେ। ଯଦି ଆପଣ ମିଠା ପ୍ରିୟ, ତେବେ ତ ଏ ଲେଖାଟି ଖାସ୍ ଆପଣଙ୍କ ପାଇଁ। ପୁରୀରେ ଆମ ଜଗା ଯାହା ସବୁ ଖାଏ ତାହାର ତ କଳନା ନାହିଁ।
ଟାଇମ୍ସ ମାଗାଜିନ ତାର ୨୦୨୪ ଦୁନିଆର ସବୁଠାରୁ ଶ୍ରେଷ୍ଠ ଜାଗା ତାଲିକାରେ ଦୁଇ ଭାରତୀୟ ରେଷ୍ଟୁରାଣ୍ଟକୁ ସାମିଲ କରିଛି । ଏହି ଦୁଇ ରେଷ୍ଟୁରାଣ୍ଟ ହେଉଛି ହାଇଦ୍ରାବାଦର ମନମ ଚକଲେଟ ଏବଂ ହିମାଚଳ ପ୍ରଦେଶର ନାର । ଏହି ରେଷ୍ଟୁରାଣ୍ଟ ଦୁଇଟିର ବିଶେଷତ୍ୱ ହେଉଛି ଭିନ୍ନ ଷ୍ଟାଇଲରେ ଘରୋଇ ଖାଦ୍ୟକୁ ଲୋକଙ୍କ ସାମ୍ନାରେ ରଖିବା । ଭାରତୀୟ କୋକୋର ପ୍ରଚାର କରୁଥିବା ପ୍ରିମିୟମ ଚକଲେଟର ବ୍ରାଣ୍ଡ ଅଟେ ମନମ ଚକଲେଟ । ମନମ ଚକଲେଟ କାରଖାନା ୨୦୨୩ରେ ହାଇଦ୍ରାବାଦରେ ଖୋଲିଥିଲା ।
ଯେଉଁମାନେ ସୋରିଷ ତେଲ ଅଧିକ ବ୍ୟବହାର କରନ୍ତି, ସେମାନେ ନିଶ୍ଚୟ ଜାଣିବା ଉଚିତ୍ ଯେ ସେମାନେ ଖାଉଥିବା ତେଲ ଅସଲି ନା ନକଲି। କାରଣ ଆଜିକାଲି ବଜାରରେ ନକଲି ଜିନିଷର ବହୁଳ ପ୍ରସାର ହେଲାଣି। ସୁତରାଂ ଆପଣ ଖାଉଥିବା ସୋରିଷ ତେଲ ଅସଲି ନା ନକଲି ଜାଣିବା ପାଇଁ କିଛି କିଛି ଉପାୟ ଆମେ ଆପଣଙ୍କୁ କହିବୁ।
ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ଆମେ ନୂଆ ଓ ଭିନ୍ନ ଷ୍ଟାଇଲରେ ଚିକେନର ଏକ ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି 'ଚିକେନ୍ ଓନିଅନ୍
ଆୟୁର୍ବେଦ ମତ ଅନୁଯାୟୀ, ଶୀତଦିନେ କାଞ୍ଜି ଶରୀର ପାଇଁ ବେଶ୍ ଲାଭଦାୟକ। ଏହା ପେଜ ଓ ତୋରାଣିରୁ ପ୍ରସ୍ତୁତ ହେଉଥିବାରୁ ଏହାକୁ ଖାଇଲେ ପେଟ ଥଣ୍ଡା ରହିଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟାନ୍ୟ ଫାଇଦା।
କେବଳ ସୁସ୍ଥ ଖାଦ୍ୟ ଏବଂ ଘରୋଇ ଉପଚାର ୟୁରିକ୍ ଏସିଡ୍ ସମସ୍ୟା ନିୟନ୍ତ୍ରଣ କରିବାରେ ଅତ୍ୟନ୍ତ ପ୍ରଭାବଶାଳୀ ହୋଇପାରେ। ବିଶେଷକରି ଯଦି ଆମେ ଆୟୁର୍ବେଦକୁ ଯାଇ ଏକ ସୁସ୍ଥ ଖାଦ୍ୟ ଶୈଳୀକୁ ଗ୍ରହଣ କରିବା, ତେବେ ମୂଳରୁ ୟୁରିକ୍ ଏସିଡ୍ ସମସ୍ୟା ସମାଧାନ ହୋଇପାରିବ।
ଫାଷ୍ଟ ଫୁଡ୍, ରେଡ଼ିମେଡ୍ ଫୁଡ୍, ଜଙ୍କ୍ ଫୁଡ୍, ହେଲଦି ଫୁଡ୍, ଆଉ ଗୋଟେ ଟ୍ରେଣ୍ଡ୍ ହେଲା ଷ୍ଟ୍ରିଟ୍ ଫୁଡ୍। ମାନେ ଯାହା ଷ୍ଟ୍ରିଟ୍ରେ ମିଳେ। ଷ୍ଟ୍ରିଟ୍ ମାନେ ସହରର ଗଳିକୁ ବୁଝାଏ। ଷ୍ଟ୍ରିଟ୍ ଫୁଡ୍ ହେଲା ଲୋକମାନଙ୍କ ଦ୍ୱାରା ଅସ୍ଥାୟୀ ଠେଲା।
ଶୀତୁଆ ପାଗରେ ସଂଧ୍ୟା ଟିଫିନ୍ ପାଇଁ ଗରମାଗରମ ଜଳଖିଆ ଖାଇବାକୁ ସମସ୍ତେ ପସନ୍ଦ କରନ୍ତି । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଏକ ଗରମାଗରମ ଚଟପଟା ଜଳଖିଆ ରେସିପି । ଏହି ରେସିପିର ନାଁ ହେଉଛି ‘ଚାଉଳ ବରା' । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଘରେ ବନାନ୍ତୁ ଟେଷ୍ଟି ଟେଷ୍ଟି କନ୍ଦମୂଳ ପଲାଉ । ତିଆରି କରନ୍ତୁ ନିଜେ ଖାଆନ୍ତୁ ଘରେ ସମସ୍ତଙ୍କୁ ଖୁଆନ୍ତୁ...
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଘରେ ବିଭିନ୍ନ ପର୍ବରେ ମିଠା ଓ ପିଠା ତିଆରି କରାଯାଏ । ଏବେ ଚାଲିଛି ପାର୍ବଣର ଋତୁ । ଆଜି ଆମେ ବନେଇବା ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଜିଲାପି ‘।
ଘରେ ତିଆରି କରନ୍ତୁ ମାଣ୍ଡିଆ କଦଳି ତାୱା ସେକା । ଜାଣି ନିଅନ୍ତୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଣାଳୀ ।
ଘରେ ନିରାମିଷରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ ବାଇଗଣରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘ବାଇଗଣ ଟିକିରି’ ।
ଏବେ ଚାଲିଛି ପାର୍ବଣର ଋତୁ । ଘରେ ଘରେ ଏବେ ପିଠା ଓ ମିଠାର ଆସର । ଏଇ ନବରାତ୍ରୀରେ ଘରେ ମିଠାର ସୁଆଦିଆ ରେସିପି ‘ବରଫି’ ବନେଇ ମାଆଙ୍କୁ ଭୋଗ ଲଗାନ୍ତୁ ।
ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ଦେଶୀ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ' କଞ୍ଚା ଲଙ୍କା ମଟନ୍। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଘରେ ନିରାମିଷରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ ବାଇଗଣରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘ବାଇଗଣ କୋର୍ମା’ ।
କେବେ ‘କଞ୍ଚା ଇଲିସି ମାଛ ବେସର ବନାଇ ଖାଇଛନ୍ତି? ଆସନ୍ତୁ ଜାଣିବା ଏହାକୁ କିପରି ପ୍ରସ୍ତୁତ କରାଯାଏ
ପ୍ରାୟତଃ ସମସ୍ତେ ଚାହାନ୍ତି ଘର ଖାଦ୍ୟରେ ମଧ୍ୟ ରେଷ୍ଟୁରାଣ୍ଟ ଭଳି ସ୍ୱାଦ ପାଇବା ପାଇଁ । ଆଜି ଆମେ ଆପଣଙ୍କ ପାଇଁ ପନିରର ରେଷ୍ଟୁରାଣ୍ଟ ଶୈଳୀରେ ଏକ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ପନିର ରେଶମି ।
କଙ୍କଡ଼ା ତରକାରୀ ପ୍ରାୟ ସମସ୍ତଙ୍କୁ ପସନ୍ଦ ଆସିଥାଏ । ଆଜି ଆମେ ଆପଣଙ୍କ ପାଇଁ ଓଡ଼ିଆ ଘରର ଦେଶୀ ରେସିପି ‘କଙ୍କଡ଼ା ବେସର’ ପ୍ରସ୍ତୁତ କରିବୁ। ଏହି ରେସିପିଟିକୁ ଦେଶୀ ଶୈଳୀରେ ଆମେ ବନେଇବୁ ।
ସାଧାରଣତଃ ମିଠା ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ । ଆମ ଓଡ଼ିଆ ଘରର ପାରମ୍ପରିକ ଏହି ମିଠା ରେସିପିର ସ୍ୱାଦ ପୂରା ନିଆରା । ଆଗକୁ ଆସୁଛି ଗଣେଶ ପୂଜା । ଏହି ଅବସରରରେ ଆଜି ପ୍ରସ୍ତୁତ କରିବା ସୁଆଦିଆ ‘ରସାବଳୀ’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଯଦି କିସ୍ମିସ୍ ଖାଇବାକୁ ପସନ୍ଦ କରନ୍ତି, ତେବେ ଆପଣ ତାଜା ଅଙ୍ଗୁର ସାହାଯ୍ୟରେ ନିଜେ ଘରେ ତାଜା କିସ୍ମିସ୍ ତିଆରି କରିପାରିବେ। ପ୍ରକୃତରେ ଏହା ତିଆରି କରିବା ବହୁତ ସହଜ ଏବଂ ଏହି ପଦ୍ଧତି ମଧ୍ୟ ବହୁତ କମ ଖର୍ଚ୍ଚରେ ହୋଇଥାଏ।
ଘରେ ଖାଦ୍ୟରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ ଆଳୁରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘ଆଳୁ ମୁଗଲାଇ’।