• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Health Updates

special oil made from curry leaves will make hair black long and thick
Health Tips: ଭୃସଙ୍ଗ ପତ୍ର ବ୍ୟବହାର କରି ତିଆରି କରନ୍ତୁ ସ୍ୱତନ୍ତ୍ର ତେଲ; ଚୁଟି ହେବ କଳା-ମୋଟା

ଭୃସଙ୍ଗ ପତ୍ରକୁ ତରକାରୀରେ ବ୍ୟବହାର କରିବ ସମସ୍ତେ ଜାଣନ୍ତି। କିନ୍ତୁ, ଆପଣ ଜାଣନ୍ତି କି ଏହି ପତ୍ରର ସ୍ୱାଦ ସହିତ ଏହାର ଔଷଧୀୟ ଗୁଣ ମଧ୍ୟ ଅଛି? ଏହି ପତ୍ରକୁ ନଡିଆ ତେଲ ସହିତ ମିଶ୍ରଣ କରି ଏକ ସ୍ୱତନ୍ତ୍ର ତେଲ ପ୍ରସ୍ତୁତ କରାଯାଏ, ଯାହା ଚୁଟିରେ ଲଗାଇବା ପରେ ଚୁଟି କଳା, ମୋଟା ଏବଂ ଲମ୍ବା ହୋଇଥାଏ।

Why December
ସେଇ ଡିସେମ୍ବର .. ସେଇ ଶୀତ.. ପୁଣି କରୋନା .. କାହିଁକି !

୨୦୧୯ ଶୀତ ଦିନ ଥିଲା । ବିଶ୍ୱବାସୀ ନୂଆ ବର୍ଷକୁ ସ୍ୱାଗତ କରିବାକୁ ପ୍ରସ୍ତୁତ ହେଉଥିଲେ । କିନ୍ତୁ ସେ ସମୟରେ କରୋନା ସମସ୍ତଙ୍କ ଜୀବନକୁ ଓଲଟପାଲଟ କରି ଥୋଇଦେଲା ।

Diarrhea
କଣ୍ଟାବାଞ୍ଜି ହସ୍ପିଟାଲରେ ଝାଡ଼ାବାନ୍ତିରେ ୨ ମୃତ୍ୟୁ, ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ

ଗତକାଲି କଣ୍ଟାବାଞ୍ଜି ନିକଟସ୍ଥ ବିଭିନ୍ନ ଗାଁର ୬ ଜଣ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ସକାଳୁ ୨ ଜଣଙ୍କର ମୃତ୍ୟୁ ହୋଇଛି।

Covid returns
କଡ଼ ଲେଉଟାଇଲା କରୋନା, ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ

ଦେଶରେ ଦ୍ରୁତ ଗତିରେ ବଢୁଥିବା ସଂକ୍ରମଣକୁ ଦେଖି ତତ୍ପର ରାଜ୍ୟ ସରକାର। ସତର୍କ ପଦକ୍ଷେପ ସ୍ୱରୂପ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି।

cholera in Rourkela
କଲେରା ଗଡ଼ର ଗୁମର ଖୋଲିଲେ ରାଉରକେଲା ବସ୍ତି ବାସିନ୍ଦା

କିନ୍ତୁ ଲୋକଙ୍କ କହିବା କଥା, ମାସ ମାସ ଧରି ଦୂଷିତ ପାଣି ଆସିବା ପରେ, ଏଇ ୩-୪ ଦିନ ହେବ ଭଲ ପାଣି ଆସୁଛି। ତେଣୁ ଏବେ ନମୁନା ଯାଞ୍ଚ କଲେ ସତ ପଦାକୁ ଆସିବ କୁଆଡ଼ୁ।

cholera in Rourkela
ଗୁମର ଖୋଲିଲେ ବସ୍ତି ବାସିନ୍ଦା; କହିଲେ, ଦୀର୍ଘଦିନରୁ ପାଇପରେ ଆସୁଥିଲା ଦୂଷିତ ଓ ଦୁର୍ଗନ୍ଧ ପାଣି

ଲୋକଙ୍କ ଅଭିଯୋଗ ଶୁଣିଲେ ମନରେ ପ୍ରଶ୍ନ ଆସୁଛି, ପାଇପ ଜଳ ନାଁରେ ଏମାନଙ୍କ ବିଶ୍ୱାସରେ ବିଷ ଦେଇନାହାନ୍ତି ତ ସରକାର ? ଯେଉଁ ଜଳକୁ ବିଶୁଦ୍ଧ କୁହାଯାଉଛି, ତାହା ହିଁ ବେମାରୀ ଡାକୁନି ତ?

Cholesterol Vaccine
ବ୍ୟାଡ୍‌ କୋଲେଷ୍ଟ୍ରୋଲ୍‌ ହ୍ରାସ କରିବାକୁ ଆସିବ ଟିକା, ଜାଣନ୍ତୁ କେତେ ରହିଛି ପ୍ରତି ଡୋଜ୍‌ର ମୂଲ୍ୟ...

ବୈଜ୍ଞାନିକମାନେ କହିଛନ୍ତି ଯେଉଁ ପ୍ରାଣୀମାନଙ୍କୁ ଆମେ ଏହି ଟିକା ଦେଇଥିଲୁ। ସେମାନଙ୍କ ପାଖରେ କୋଲେଷ୍ଟ୍ରୋଲ ସ୍ତରରେ ୩୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ପାଇଥିବାର ଦେଖିବାକୁ ମିଳିଥିଲା। ସବୁଠୁ ବଡ଼ କଥା ହେଉଛି ଏହା ହୃଦଘାତର ଆଶଙ୍କା ମଧ୍ୟ ହ୍ରାସ କରିପାରେ।

Vibrio Cholerae
ହଇଜାର ବାହକ ସାଜିଛି ‘ଡ୍ରିଙ୍କ୍‌ ଫ୍ରମ ଟ୍ୟାପ୍‌’ ! ମୃତ୍ୟୁ ସଂଖ୍ୟା ଲୁଚାଉଛି ସରକାର, ଗ୍ରାଉଣ୍ତ ସ୍ଥିତି ପରଖିଲା ଓଟିଭି..

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଯୋଜନାରେ ସହରବାସୀଙ୍କୁ ପାଣି ଯୋଗା ଯାଉଥିଲା ବେଳେ, ରକ୍ଷଣାବେକ୍ଷଣରେ ଅବ୍ୟବସ୍ଥାରୁ ସରକାରୀ ପାଣି ହିଁ ଏବେ ହଇଜାର ବାହକ ସାଜିଥିବା ଅଭିଯୋଗ ହେଉଛି ।

Sri Jagannath is the Lord of Cultural Integration, says devotee
ଆଉ ଜଣେ ଭକ୍ତ ସାଲବେଗ

ଇଏ ବି ଜଣେ ଭକ୍ତ...କାଳିଆ ଦୁଆରେ ସମସ୍ତେ ସମାନ.... ମୁସଲିମ୍ ସଂପ୍ରଦାୟରେ ଜନ୍ମଗ୍ରହଣ କରିଥିଲେ ସୁଦ୍ଧା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରି ବେଶ ଚର୍ଚ୍ଚାରେ କୋଲକାତାର ଡକ୍ଟର ଶେଖ ମକବୁଲ ଇସଲାମ....

  • Thursday, 21 December 2023
  • Devotee
Health Issue
ବିଗୁଡୁଛି ସ୍ଥିତି, ହଇଜାରେ ଗଲାଣି ୧୩ ଜୀବନ

ଇସ୍ପାତ ନଗରୀ ରାଉରକେଲାରେ ବୋଲ ମାନୁନି ହଇଜା । ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଥିବା ବେଳେ, ଆକ୍ରାନ୍ତ ହେଲେଣି ୧୪ ଶହରୁ ଅଧିକ । ସରକାରୀ ଭାବେ ମୃତ୍ୟୁସଂଖ୍ୟା ୬ କୁହା ଯାଉଥିଲେ ବି ପ୍ରକୃତ ସଂଖ୍ୟା ୧୩ ବୋଲି ସୂଚନା ରହିଛି ।

Vibrio Cholerae
କେଉଁଠୁ, କାହିଁକି ଓ କେମିତି ବ୍ୟାପିଲା ହଇଜା ? ୬ ନୁହେଁ, ନେଲାଣି ୧୩ ଜୀବନ !

ସରକାର କହୁଛନ୍ତି, ରାଉରକେଲା ଝାଡ଼ାବାନ୍ତିରେ କେବଳ ୬ ଜଣଙ୍କ ମୃତ୍ୟୁ ହୋଇଛି । କିନ୍ତୁ ରାଉରକେଲାରେ ଝାଡ଼ାବାନ୍ତି ଓ ହଇଜାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେଲାଣି । ଆଉ ଏ ସଂଖ୍ୟା ବଢ଼ି ଚାଲିଛି ।

Cholera
ରାଉରକେଲାରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, କେମିତି ବ୍ୟାପେ ଏ ରୋଗ ?

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ...ବିଭିନ୍ନ କାରଣରୁ ବ୍ୟାକ୍ଟେରିଆ ଖାଦ୍ୟ ନଳୀକୁ ସଂକ୍ରମଣ କରିଥାଏ...ବହୁତ ଶୀଘ୍ର ଏହା ଶରୀରରେ କ୍ଷତି ପହଞ୍ଚାଏ...

Period Pain
ପିରିୟଡ୍‌ରେ ପେନ୍‌ ହେଉଥିଲେ ଖାଆନ୍ତୁ ନାହିଁ ପେନ୍‌କିଲର, ଚାଲିଯିବ ଜୀବନ...

ନଭେମ୍ବର ୨୫ରେ ସେ ପ୍ରଥମ ଥର ଏହି ଔଷଧ ଖାଇବା ଆରମ୍ଭ କରିଥିଲେ । ଏହାର ୪୮ ଘଣ୍ଟା ପରେ ସେ ଅସୁସ୍ଥ ହୋଇଥିଲେ । ତାଙ୍କର ଜୋରଦାର ମୁଣ୍ଡ ବିନ୍ଧା ଆରମ୍ଭ ହୋଇଥିଲା ।

  • Tuesday, 19 December 2023
  • UK
Rourkela
ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ପଛରେ କଲେରା ଜୀବାଣୁ !

ପାଣି ସାମ୍ପଲରୁ କଲେରା ଜୀବାଣୁ ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା...ଭିବ୍ରିଓ କଲେରା ଜୀବାଣୁ ମିଳିଥିବା ନେଇ ମିଳିଲା ବଡ଼ ସୂଚନା...

Marigold flower cures many diseases
Health Tips: ରୁପି ହେଉଥିଲେ, ଚୁଟି ଝଡୁଥିଲେ ଏମିତି ବ୍ୟବହାର କରନ୍ତୁ ଗେଣ୍ଡୁ ଫୁଲ; ଦୂର ହେବ ସମସ୍ୟା

ଲୋକମାନେ ସାଧାରଣତଃ ଘର ସଜାଇବା ପାଇଁ ଫୁଲ ବ୍ୟବହାର କରନ୍ତି। କିନ୍ତୁ ଏଠାରେ ଏମିତି ଅନେକ ଫୁଲ ଅଛି ଯାହା ଔଷଧୀୟ ଗୁଣରେ ଭରପୂର। କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନେ ଏହା ବିଷୟରେ ଜାଣନ୍ତି ନାହିଁ। ସେଥିମଧ୍ୟରୁ ଗେଣ୍ଡୁଫୁଲ ଗୋଟିଏ।

diarrhea in rourkela
ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି, ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଗୋଟେ ସ୍ଥାନରୁ ନୁହେଁ ୧୨ ରୁ ୧୪ ଟି ୱାର୍ଡରୁ ଝାଡ଼ାବାନ୍ତି କେସ୍ ଆସୁଛି । ସେଥିପାଇଁ ୬ ଟି ରାପିଡ୍ ରେସପନ୍ସ ଟିମ୍ ନିୟୋଜିତ ହୋଇଛନ୍ତି ।

MRI & CT Scan
କ୍ୟାପିଟାଲ ହସ୍ପିଟାଲରେ କଡ଼ାକଡି ହେଲା ନିୟମ, ବିନା ପ୍ରେସ୍‌କ୍ରିପ୍ସନରେ ଏଣିକି MRI/CT ସ୍କାନ୍ ମନା

MRI / CT ସ୍କାନ୍ ପାଇଁ ଲେଖା ଯାଇଥିବା ସମସ୍ତ ପ୍ରେସ୍‌କ୍ରିପସନ୍‌ ରେଫେରାଲର ଯାଞ୍ଚ କରାଯିବ। ସମ୍ପୃକ୍ତ ଡାକ୍ତରଙ୍କ ଦସ୍ତଖତ ସମେତ ତାରିଖ ରହିଥିବା ଆବଶ୍ୟକ।

5 yogasana for height increase
Yogasana: ଆପଣ କମ ଉଚ୍ଚତାକୁ ନେଇ ଚିନ୍ତାରେ ପଡିଛନ୍ତି କି; କରନ୍ତୁ ଏହି ୫ ଆସନ… ବଢିଯିବ ଉଚ୍ଚତା

କିଶୋର ଅବସ୍ଥାରେ ଥିବା ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ଭାବରେ ତାଙ୍କର ଉଚ୍ଚତା ବଢେଇବା ପାଇଁ ଚିନ୍ତା କରନ୍ତି। କାରଣ ଲମ୍ବା ଲୋକମାନେ ଅଧିକ ଆକର୍ଷଣୀୟ ଲାଗନ୍ତି। ତେବେ ଆସନ୍ତୁ ଏମିତି ୫ଟି ସହଜ ଓ ଚମତ୍କାର ଯୋଗାସନା ବିଷୟରେ ଜାଣିବାଯାହା ଉଚ୍ଚତା ବୃଦ୍ଧିରେ ସାହାଯ୍ୟ କରେ।

how to make bajra khichdi  recipe
ଶୀତଦିନେ ଦେହକୁ ଗରମ ରଖେ ବାଜରା ଖେଚେଡି; ଜାଣନ୍ତୁ ଏହାର ପ୍ରସ୍ତୁତି ପ୍ରଣାଳି

ଶୀତଦିନେ ଦେହକୁ ଭିତରୁ ଗରମ ରଖିବା ପାଇଁ ବାଜରା ଖେଚେଡି ଖାଇବା ଜରୁରୀ। ଏହା ଖାଲି ସ୍ୱାସ୍ଥ୍ୟକର ନୁହେଁ ଏହା ମଧ୍ୟ ବହୁ ସୁସ୍ୱାଦୁ। ଏହାକୁ କିପରି ତିଆରି କରିବେ ଆସନ୍ତୁ ଜାଣିବା।

Health Issue
ଖତ ଖାଉଛି ମହାପ୍ରୟାଣ ଗାଡ଼ି, ମୃତଦେହ ନେବାକୁ ହନ୍ତସନ୍ତ ସଂପର୍କୀୟ

ଗରିବ ରୋଗୀଙ୍କ ପାଇଁ ସରକାରଙ୍କ କାହିଁରେ କେତେ ଯୋଜନା । ମେଡିକାଲରୁ ମୃତଦେହ ନେବା ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା ଆରମ୍ଭ କରିଥିଲେ । ହେଲେ କଟକ ସହରରେ ଏହି ଯୋଜନା ଏବେ କୋମା ଅବସ୍ଥାରେ ।

Smriti Irani on Menstruation
'ଏହା ସ୍ୱାଭାବିକ ପ୍ରକ୍ରିୟା, ଏନେଇ ଛୁଟିର ଆବଶ୍ୟକତା ନାହିଁ'

ମାସିକ ଋତୁସ୍ରାବ ପାଇଁ ଛୁଟିର ଆବଶ୍ୟକତା ନାହିଁ । ଏହା ପାଇଁ କୌଣସି ଦରମା ସହ ଛୁଟିର ଆବଶ୍ୟକତା ନାହିଁ । ଏହା ଜୀବନର ଏକ ସ୍ୱାଭାବିକ ପ୍ରକ୍ରିୟା । ଏପରି ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ।

  • Thursday, 14 December 2023
  • Health
Man Tears Windpipe
ଅଟକାଇଲେ ଛିଙ୍କ, ପରିଣାମ ହେଲା ଭୟଙ୍କର

ବ୍ୟକ୍ତି ଜଣକ ନିଜର କାର ଚଳାଇବା ସମୟରେ ପ୍ରଥମେ ଜର ଅନୁଭବ କରିଥିଲେ । ପରେ ପରେ ଛିଙ୍କ ଲାଗିଥିଲା । ତେବେ ସେ ଛିଙ୍କ ହେବାକୁ ନଦେଇ, ନାକକୁ ଚାପି ପାଟି ବନ୍ଦ କରିଦେଲେ । ଛିଙ୍କର ପ୍ରବଳ ପ୍ରେସରକୁ ସମ୍ଭାଳି ପାରିନଥିଲା ତାଙ୍କର ଶ୍ୱାସନଳୀ ।

  • Thursday, 14 December 2023
  • Health
Using headphone and earphone for a long time can cause many problems
Health Tips: ଘଣ୍ଟା ଘଣ୍ଟା ଧରି ଇୟରଫୋନ୍‌ ବ୍ୟବହାର କରୁଥିଲେ ସାବଧାନ! ହୋଇପାରେ ଅନେକ ରୋଗ

ଆଜିକାଲି ଯୁବକମାନେ ଇୟରଫୋନ୍‌ର ବ୍ୟବହାରକୁ ଏକ ଫ୍ୟାଶନ୍ ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ଆପଣ ଜାଣିଛନ୍ତି କି ଦୀର୍ଘ ସମୟ ଧରି ହେଡ୍‌ଫୋନ୍ କିମ୍ବା ଇୟରଫୋନ୍ ବ୍ୟବହାର କରିବା ଦ୍ୱାରା ଆପଣଙ୍କ କାନରେ କି ପ୍ରଭାବ ପକାଇଥାଏ? ଯଦି ଜାଣି ନାହାଁନ୍ତି, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ।

millet increases beneficial many diseases
Health Tips: ଶୀତ ଦିନେ ଗହମ ଅଟା ନୁହେଁ, ଖାଆନ୍ତୁ ଏହି ଖାଦ୍ୟ… କୋଲେଷ୍ଟ୍ରଲ ହ୍ରାସ ହେବ

ଶୀତଦିନରେ ଅନେକ ଶାରୀରିକ ସମସ୍ୟା ଦେଖାଯାଏ। ଏଥିରୁ ମୁକ୍ତି ପାଇବା ପାଇଁ ଜୀବନଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବାକୁ ପଡେ। ଶୀତଦିନେ ବାଜରା ରୁଟି ସ୍ୱାସ୍ଥ୍ୟ ପାଇଁ ବହୁ ଉପକାରୀ।

Rourkela Medical
ନାହିଁ ନାହିଁରେ ଚାଲିଛି ରାଉରକେଲା ସରକାରୀ ମେଡିକାଲ, ରୋଗୀ ହନ୍ତସନ୍ତ

ରାଜ୍ୟର ଦ୍ୱିତୀୟ ସ୍ମାର୍ଟସିଟି ତଥା ମିନି ଇଣ୍ଡିଆର ସ୍ବାସ୍ଥ୍ୟବସ୍ଥା କେମିତି ଅଛି? ଏଠାକାର ଲୋକେ ଠିକ ଭାବେ ସ୍ବାସ୍ଥ୍ୟସେବା ପାଉଛନ୍ତି ତ ?

  • Monday, 11 December 2023