• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Health Updates

health card
ପଞ୍ଚାୟତ ଭୋଟ୍ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ୍: ଘରେ ଘରେ ବଣ୍ଟାହେବ ସ୍ମାର୍ଟ ହେଲ୍ଥ କାର୍ଡ

ପ୍ରତି ଘରକୁ ଦୁଇଟି କାର୍ଡ ଦିଆଯିବ ବୋଲି ଜଣାପଡ଼ିଛି। ତେଣୁ ରାଜ୍ୟର ୯୨ ଲକ୍ଷ ୫୦ ହଜାର ଘର ପାଇଁ ପ୍ରସ୍ତୁତ ହେବ କୋଟିଏ ୮୫ ଲକ୍ଷ କାର୍ଡ। କାର୍ଡ଼ରେ ବ୍ୟକ୍ତିର ନାଁ ଓ ୧୨ ଡିଜିଟ ୟୁନିକ ରେଜିଷ୍ଟ୍ରେସନ ନମ୍ବର ରହିବ। ସ୍ମାର୍ଟ ହେଲଥ କାର୍ଡ ବଣ୍ଟନବେଳେ ଦିଆଯିବାକୁ ଥିବା କିଟରେ ହସ୍ପିଟାଲର ତାଲିକା ବି ରହିଛି। ସିଲେଟେ୍ ଭେଣ୍ଡର ଜରିଆରେ ଅକ୍ଟୋବର ୨ ତାରିଖ ଭିତରେ ପ୍ରତି ପଞ୍ଚାୟତ ଅଫିସରେ କାର୍ଡ ଡେଲିଭରିର ବ୍ୟବସ୍ଥା ରହିଛି।

Bhadrak
ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଡାକ୍ତର ଖାଦ୍ୟନଳୀ କାଟି ଦେଇଥିବା ଅଭିଯୋଗ, ଯନ୍ତ୍ରଣାରେ ଛଟପଟ୍ ହେଉଛନ୍ତି ମହିଳା

ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଗୋପାଳପୁର ଗାଁର କ୍ଷତିପ୍ରଭା ବାରିକ । ଦୁଇ ସନ୍ତାନ ଥିବାରୁ ଜୁଲାଇ ମାସ ୧୭ ତାରିଖରେ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆୟୋଜିତ ଗର୍ଭନିୟନ୍ତ୍ରଣ ଅସ୍ତ୍ରୋପଚାର ଶିବିରରେ ଅସ୍ତ୍ରୋପଚାର କରାଇଥିଲେ। ସେଠାରେ ସ୍ଵତନ୍ତ୍ର ଡାକ୍ତରୀ ଦଳ ଅସ୍ତ୍ରୋପଚାର କରିବା ସହ ଆବଶ୍ୟକୀୟ ଚିକିତ୍ସା ପରେ ଘରକୁ ପଠାଇଥିଲେ

Woman Attracted
ଜାଣନ୍ତୁ କେଉଁ ପୁରୁଷଙ୍କ ପ୍ରତି ମହିଳା ହୋଇଥାନ୍ତି ବେଶି ଆକର୍ଷିତ

ସମ୍ପ୍ରତି, ବିଶ୍ୱର ବିଭିନ୍ନ ସ୍ଥାନରୁ ବୈଜ୍ଞାନିକମାନେ ଏକ ଆକର୍ଷଣୀୟ ଅନୁସନ୍ଧାନ କରିଥିଲେ ଯେ ସେହି ଜିନିଷ କ’ଣ ଯାହା ଜଣେ ମହିଳାଙ୍କୁ ପୁରୁଷଙ୍କ ପ୍ରତି ଆକର୍ଷିତ କରିଥାଏ ? ଏହି ଜଟିଳ ପଜଲ୍‌କୁ ବୁଝିବା ପାଇଁ ପ୍ରୟାଶ ଚାଲିଛି। ଯଦିଓ ଏହା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରୂପେ ବୁଝା ପଡିନି କିନ୍ତୁ ବୈଜ୍ଞାନିକ ଅନୁସନ୍ଧାନରେ କେତେକ ବିଷୟ ପ୍ରକାଶ ପାଇଛି ଯାହା ଅଧିକାଂଶ ମହିଳାଙ୍କଠାରେ ସାଧାରଣ ଅଟେ।

Dengue Panic
କୋଭିଡ୍ ଭୟ ଦୂର ନହେଉଣୁ, ଘାରିଲାଣି ଡେଙ୍ଗୁ ଡର

ଭୁବନେଶ୍ୱର ଭଳି କଟକରେ ବଢିଲାଣି ଡେଙ୍ଗୁ ଭୟ। ସହରରେ ୮ ଜଣ ରୋଗୀ ଚିହ୍ନଟ ହୋଇସାରିଥିବାରୁ ଏବେଠୁ ସତର୍କ ନହେଲେ ଆଗକୁ ସ୍ଥିତି ଜଟିଳ ହେବା ଆଶଙ୍କା ବଢିଯାଇଛି। ସମ୍ଭାବ୍ୟ ସ୍ଥିତିରୁ ରକ୍ଷା ପାଇବାକୁ ହେଲେ ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାକୁ ପ୍ରଥମେ ସଜାଡିବାର ଆବଶ୍ୟକତା ରହିଛି। ସିଏମସି ସହରର ନିୟମିତ ସଫେଇ ସାଙ୍ଗକୁ ମଶା ତେଲ ସିଞ୍ଚନ କରୁନଥିବା ଅଭିଯୋଗ ଉଠିଛି।

dengue
ଡେଙ୍ଗୁ ମୁକାବିଲାରେ ବିଫଳତା ଅଭିଯୋଗ : ରାଜ୍ୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗ ଉପରେ ବର୍ଷିଲା କଂଗ୍ରେସ

ପୌର ପରିଷଦରେ ନିର୍ବାଚିତ ପ୍ରତିନିଧି ନଥିବାରୁ ସମସ୍ୟା ବଢୁଥିବା ଦର୍ଶାଇ ନଗର ଉନ୍ନୟନମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛି କଂଗ୍ରେସ । ସ୍ମାର୍ଟସିଟି ସହ ଅନ୍ୟ ସବୁ ମେଡିକାଲରେ ସ୍ୱତନ୍ତ୍ର ଡେଙ୍ଗୁ ଓ୍ୱାର୍ଡ ସ୍ଥାପନ ପାଇଁ ଦାବି ଜଣାଇଛି ଦଳ ।

Curd and Banana
ଜଳଖିଆରେ ଦହି-କଦଳୀ ଖାଆନ୍ତୁ; ମିଳିବ ଏହିସବୁ ଲାଭ

କଦଳୀ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ହିତ ହୋଇଥାଏ। ଏହା ଶରୀରରେ ଆଇରନର ଅଭାବକୁ ପୂରଣ କରିଥାଏ ଓ ଶରୀରକୁ ଶକ୍ତି ମଧ୍ୟ ପ୍ରଦାନ କରିଥାଏ। ସେହିପରି ଦହି ମଧ୍ୟ ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ। ଏଥିରେ ଥିବା ହିତକର ବ୍ୟାକ୍ଟେରିଆ ହଜମ ପ୍ରକ୍ରିୟାକୁ ଦୃଢ ରଖିବା ସହିତ ପେଟଜନିତ ସମସ୍ୟା ଦୂର କରେ।

kaj999999
କାଜୁ ଖାଆନ୍ତୁ, ମିଳିବ ଏହିସବୁ ରୋଗରୁ ଉପଶମ

ଭୁବନେଶ୍ୱର: ଡ୍ରାଏ ଫୁଡ୍‌ ବିଷୟରେ ଆଲୋଚନା କଲେ ପ୍ରଥମେ ମନକୁ ଆସିଥାଏ କାଜୁ । ସାଧାରଣତଃ କାଜୁକୁ ଆମେ ମିଠା, ଖୀରି ଏବଂ ବିଭିନ୍ନ ପ୍ରକାରର ସ୍ୱାଦିଷ୍ଟ ଖାଦ୍ୟରେ ବ୍ୟବହାର କରିଥାଉ । କାଜୁ ଏମିତି ଏକ ଜିନିଷ, ଯେ କୌଣସି ଖାଦ୍ୟରେ ମିଶାଇଲେ ତା’ର ସ୍ୱାଦ ବଢ଼ି ଯାଇଥାଏ।  ଏତିକି ନୁହେଁ,  ସ୍ୱାସ୍ଥ୍ୟ ପ୍ରତି ମଧ୍ୟ ବହୁତ ଉପକାରୀ କାଜୁ । ତେବେ ଆସନ୍ତୁ ଜାଣିବା ସେହି ବିଷୟରେ… -ଗର୍ଭାବସ୍ଥାରେ ସାଧାରଣତଃ ରକ୍ତହୀନତା ଦେଖାଯାଇଥାଏ। ଏହି […]

  • Monday, 26 July 2021
haladi
ଆରେ ବାଃ... ହଳଦୀ ମିଶା କ୍ଷୀରରେ ଏମିତି ଔଷଧୀୟ ଗୁଣ ଅଛି !

ଭୁବନେଶ୍ୱର: କ୍ଷୀରରେ ହଳଦୀ ମିଶାଇ ପିଇବା ଏକ ପୁରଣା ପ୍ରକ୍ରିୟା। ଏହାର ଅନେକ ଔଷଧୀୟ ଗୁଣ ଥିବାରୁ ଘରର ବୟସ୍କ ବ୍ୟକ୍ତିମାନେ ଏହାକୁ ପିଇବା ସହିତ ଅନ୍ୟ ସଦସ୍ୟଙ୍କ ମଧ୍ୟ ହଳଦି ମିଶା କ୍ଷୀର ପିଇବାକୁ କୁହନ୍ତି। ହଳଦି ମିଶା କ୍ଷୀର ଆପଣଙ୍କୁ ଅନେକ ପ୍ରକାରର ସଂକ୍ରମଣରୁ ରକ୍ଷା କରିଥାଏ। ଏହା କେମିତି ଆସନ୍ତୁ ଜାଣିବା। କ୍ଷୀରରେ ଥିବା ପୋଷକ ତତ୍ତ୍ୱ ଓ ହଳଦୀରେ ଥିବା ଔଷଧୀୟ ଗୁଣର ମିଶ୍ରିଣ ହେଲେ ଏହା ଔଷଧ ଭଳି କାମ […]

  • Monday, 26 July 2021
teeth7777
ରୋଷେଇ ଘରେ ଥିବା ଏହି ଜିନିଷ ଖୁବ୍‌ ଦରକାରୀ: ବନ୍ଦ କରିଦେବ ମାଢ଼ିରୁ ରକ୍ତସ୍ରାବ

ଭୁବନେଶ୍ୱର: ମାଢ଼ିରୁ ରକ୍ତସ୍ରାବ ହେବା ଏକ ସାଧାରଣ ସମସ୍ୟା। ସାଧାରଣ ଚିକିତ୍ସା କଲେ ଏହି ସମସ୍ୟାକୁ ଦୂରେଇ ଦେଇ ହେବ। ତେବେ ଆସନ୍ତୁ ଜାଣିବା ଏହାର ଘରୋଇ କିଛି ଉପଚାର। ଆପଣଙ୍କ ରୋଷେଇ ଘରେ ଏମିତି ଅନେକ ଜିନିଷ ଅଛି, ଯାହା ଏହି ସମସ୍ୟାକୁ ସହଜରେ ଦୂର କରିପାରିବ। ମାଢ଼ିରୁ ରକ୍ତସ୍ରାବର ଲକ୍ଷଣ ଓ କାରଣ: ଭିଟାମିନ୍ ‘ସି’ର ଅଭାବ, ଯକୃତ ସମ୍ବନ୍ଧୀୟ ରୋଗ, କର୍କଟ, ଭିଟାମିନ୍ ‘କେ’ ଅଭାବ, ମହିଳାମାନଙ୍କର ହରମୋନ୍‌ରେ ପରିବର୍ତ୍ତନ ଓ ପାଟିର […]

  • Monday, 26 July 2021
wait loss
ମୋଟାପଣ ପାଇଁ ଚିନ୍ତିତ କି ? ଏସବୁ ଖାଦ୍ୟ କମାଇ ଦିଅନ୍ତୁ

ଭୁବନେଶ୍ୱର: ବ୍ୟସ୍ତ ବ୍ୟସ୍ତବହୁଳ ଜୀବନରେ ଆମର ବେପରୁଆ ଜୀବନ ଶୈଳୀ ପାଇଁ ଆମକୁ ଅନେକ ସମୟରେ ନାନା ରୋଗ ହେଉଛି। ଖାଦ୍ୟପାନୀୟର ଅସାବଧାନତା ଯୋଗୁ ଶରୀର ସନ୍ତୁଳନ ବିଗୁଡ଼ୁଛି। ତଥାପି ଆମକୁ ଫିଟ୍ ରହିବାକୁ ହେବ। ଏଥିପାଇଁ ଖାଦ୍ୟପାନୀୟରେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ତେବେ କେତେକ ଫଳ ଓ ପନିପରିବା ଅତ୍ୟଧିକ ପରିମାଣରେ ଖାଇଲେ ମଧ୍ୟ ଶରୀରର ସନ୍ତୁଳନ ବିଗିଡ଼ିଥାଏ। କାରଣ ଏଥିରେ ଗ୍ଲାଇସେମିକ୍ ପରିମାଣ ଅଧିକ ଥାଏ। ଏହା ଶରୀର ଓଜନ ବଢ଼ାଇଥାଏ। ତେଣୁ […]

  • Monday, 26 July 2021
sleep222
ରାତିରେ ନିଦ ହେଉନି? ଆପଣାନ୍ତୁ ଏପରି ଉପାୟ…

ଠିକ୍ ସମୟରେ ନିଦ ହେଲେ ମଣିଷ ଶରୀର ସୁସ୍ଥ ରହେ। କିନ୍ତୁ ମାନସିକ ଚିନ୍ତା ଥିଲେ ରାତିରେ ଭଲ ନିଦ ହୁଏନାହିଁ। କିଛି ଖାଦ୍ୟ ଅଛି ଯାହାକୁ ରାତିରେ ଖାଇବା ଦ୍ୱାରା ଭଲ ନିଦ ହୋଇଥାଏ। ଆସନ୍ତୁ ଜାଣିବା ସେହି ଖାଦ୍ୟଗୁଡ଼ିକ ବିଷୟରେ ବାଦାମ: ବାଦାମ ଖାଇବା ଦ୍ୱାରା ଭଲ ନିଦ ହୋଇଥାଏ। ରାତିରେ ଶୋଇବା ପୂର୍ବରୁ ଯଦି ଆପଣ ବାଦାମକୁ ଖାଇବେ ତେବେ ଭଲ ନିଦ ହୋଇଥାଏ। କାରଣ ବାଦାମରେ ହରମୋନ‌୍ ମେଲାଟୋନିନର ଗୁଣ ରହିଥାଏ। […]

  • Monday, 26 July 2021
baby333
ଶିଶୁର ତ୍ୱଚାକୁ ସୁନ୍ଦର କରିବାକୁ ଚାହୁଁଛନ୍ତି? ଆପଣାନ୍ତୁ ଘରୋଇ ଉପଚାର…

ଜନ୍ମ ସମୟରେ ଶିଶୁଟି ବହୁତ ସୁନ୍ଦର ଦେଖାଯାଏ। ଶିଶୁର ରଙ୍ଗ ଗୋରା ହେଉ ଅବା କଳା ସୁନ୍ଦରତା ଉପରେ କିଛି ବି ଫରକ୍ ପଡ଼େନି। ଆମେ ଚାହିଁଲେ ଶିଶୁଙ୍କ ତ୍ୱଚାକୁ ଆହୁରି ସୁନ୍ଦର କରିପାରିବା। ଘରୋଇ ଉପଚାର ଦ୍ୱାରା ଶିଶୁର ତ୍ୱଚାରେ ଅଧିକ ସୁନ୍ଦରତା ଆଣିପାରିବା। ଆପଣମାନେ ବଜାରରେ ମିଳୁଥିବା କେମିକାଲଯୁକ୍ତ କ୍ରିମ୍ ଓ ଲୋଶନକୁ ବ୍ୟବହାର କରନ୍ତୁ ନାହିଁ। ଏହାକୁ ବ୍ୟବହାର କଲେ ଶିଶୁର କୋମଳ ତ୍ୱଚା ନଷ୍ଟ ହୋଇଯିବ। ଯଦି ଆପଣମାନେ ନିଜ ଶିଶୁର […]

  • Monday, 26 July 2021
kala jeera55
ଏହିସବୁ ରୋଗ ପାଇଁ ଲାଭଦାୟକ କଳାଜିରା

ଭୁବନେଶ୍ୱର: କଳାଜିରାର ଅନେକ ଔଷଧୀୟ ଗୁଣ ରହିଛି ।  ଆୟୁର୍ବେଦ ବିଶେଷଜ୍ଞଙ୍କ ମତ ଅନୁସାରେ,  କଳାଜିରା କେବଳ ଏକ ମସାଲା ନୁହେଁ, ଏହା ଶରୀରରେ ଥିବା ଅନେକ ରୋଗକୁ ଭଲ କରିଥାଏ। ତେବେ ଆସନ୍ତୁ ଜାଣିବା କଳାଜିରାରୁ କେଉଁ କେଉଁ ସ୍ୱାସ୍ଥ୍ୟଜନିତ ଲାଭ ମିଳିଥାଏ। -ରକ୍ତଚାପ ରୋଗୀଙ୍କ ପାଇଁ ଔଷଧ ପରି କାମ କରିଥାଏ କଳାଜିରା। ସପ୍ତାହକୁ ଦୁଇଥର କଳାଜିରା ଖାଇଲେ ହାଇପର୍ ଟେନ୍‌ସନରୁ ମୁକ୍ତି ମିଳିବା ସହିତ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। […]

  • Monday, 26 July 2021
MILK
ମୋଟାପଣକୁ ନେଇ ଚିନ୍ତିତ ଅଛନ୍ତି କି? ଏମିତି ଉପାୟ ଆପଣାନ୍ତୁ...

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଶରୀରର ଓଜନ ବଢ଼ିବା ସହ ପେଟ ବଢ଼ିବା ହେଉଛି ବଡ଼ ସମସ୍ୟା। ଏହି ସମସ୍ୟାକୁ ନେଇ ସମସ୍ତେ ଚିନ୍ତିତ। ନିଜକୁ ଫିଟ୍ ରଖିବା ପାଇଁ ସମସ୍ତଙ୍କର ଇଛା। କିନ୍ତୁ ବ୍ୟସ୍ତ ବହୁଳ ଜୀବନ ମଧ୍ୟରେ ସମୟର ଘୋର ଅଭାବ। ଯଦି ଆପଣଙ୍କ ପେଟରେ ଚର୍ବି ବଢ଼ୁଛି ତେବେ ଆପଣମାନେ କୌଣସି ଚିନ୍ତା କରନ୍ତୁ ନାହିଁ। ଅଶ୍ୱଗନ୍ଧା ଗୁଣ୍ଡ ଏ ସମସ୍ତ ସମସ୍ୟାକୁ ସମାଧାନ କରିଥାଏ। ପ୍ରତ୍ୟେକ ଦିନ ଆପଣ କ୍ଷୀର ସହ ମିଶାଇ […]

holi
ଶରୀରରୁ ହୋଲି ରଙ୍ଗ ଛଡ଼ାଇବାର ଜବରଦସ୍ତ ଫର୍ମୁଲା: ଘରେ ଏହି ଜିନିଷ ଅଛି ତ ?

ହୋଲିରେ ରଙ୍ଗ ଖେଳିବାକୁ ସମସ୍ତଙ୍କର ଇଛା। ବର୍ଷକୁ ‌ଥରେ ହୋଲି ପଡୁଥିବାରୁ ସମସ୍ତେ ଖୁସିରେ ଅପେକ୍ଷା କରିଥାନ୍ତି ଏହି ଦିନକୁ। କିନ୍ତୁ ରଙ୍ଗରେ କେମିକାଲ୍ ମିଶୁଥିବାରୁ ତାହା ଶରୀର ପ୍ରତି କ୍ଷତିକାରକ ହୋଇଥାଏ। ତେବେ ଆପଣମାନେ ଯଦି ହୋଲି ଖେଳୁଛନ୍ତି, ଶରୀର ପ୍ରତି ସାବଧାନ ରୁହନ୍ତୁ।  ତେବେ କ’ଣ କଲେ ଆପଣ ସୁରକ୍ଷିତ ଭାବେ ହୋଲି ଖେଳିପାରିବେ ଆସନ୍ତୁ ଜାଣିବା।ରଙ୍ଗ ଲଗାଇବା ପାଇଁ ମଜା ତ ଲାଗେ କିନ୍ତୁ ଶରୀରରୁ ରଙ୍ଗ ଛଡ଼ାଇବା କଷ୍ଟ। ତେବେ ରଙ୍ଗ […]

  • Monday, 26 July 2021
pregent 5 copy
ଗର୍ଭାବସ୍ଥାରେ ମହିଳାମାନେ କିପରି ସଚେତନ ରହିବେ

ଭୁବନେଶ୍ୱର: ଗର୍ଭାବସ୍ଥାରେ ମହିଳାମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେମିତିକି ଥଣ୍ଡା, କାଶ, ଜ୍ୱର ଓ ସଂକ୍ରମଣ ହେବାର ଭୟ ରହିଥାଏ। ଏଭଳି ପରିସ୍ଥିତିରେ କିପରି ନିଜକୁ ସୁସ୍ଥ ରଖିବେ? ଆସନ୍ତୁ ଜାଣିବା କିଛି ଘରୋଇ ଉପଚାର। ସାଧାରଣତଃ ମହିଳାମାନେ ଗର୍ଭାବସ୍ଥାରେ ନିଜକୁ ଥକାପଣ ଅନୁଭବ କରିଥାନ୍ତି। ଏଭଳି ଅବସ୍ଥାରେ ଶରୀରର ଗଠନରେ କିଛି ପରିବର୍ତ୍ତନ ଦେଖାଯାଇଥାଏ। ଶରୀରରେ ଥିବା ରୋଗ ପ୍ରତିରୋଧକ ଶକ୍ତିର ପରିମାଣ  କମି ଯାଇଥାଏ। ଏହି ସମୟରେ ସଂକ୍ରମଣ ହେବାର ବହୁତ […]

  • Saturday, 24 July 2021
dengue
କରୋନା ମହାମାରୀ ଭିତରେ ଡରାଇଲାଣି ଡେଙ୍ଗୁ

କରୋନା ମହାମାରୀ ଭିତରେ ଖୋର୍ଦ୍ଧାବାସୀଙ୍କୁ ଡେଙ୍ଗୁ ଚିନ୍ତା ଘାରିଛି। ଦୁଇ ମାସ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ଶହ ପାର୍‌ କରିଛି। 

virus
କରୋନା ଭାଇରସ୍‌ରୁ କିପରି ବର୍ତ୍ତିବେ ?

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ କେତେକ ପରାମର୍ଶ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ସାବୁନରେ ଭଲ ଭାବେ ହାତ ଧୋଇବା ସହିତ କାଶ ବା ଛିଙ୍କ ସମୟରେ ନାକ ଓ ମୁହଁକୁ ରୁମାଲରେ ଘୋଡ଼ାଇ ରଖିବାକୁ କୁହାଯାଇଛି। ତା ସହିତ ସର୍ଦ୍ଦି ଓ କାଶ ହେଉଥିବା ଲୋକଙ୍କଠାରୁ ନିଜକୁ ଦୂରେଇ ରଖିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ମାଂସ ଓ ଅଣ୍ଡା ଖାଉଥିଲେ, ତାକୁ ଭଲ ଭାବେ ସିଝାଇବାକୁ […]

  • Friday, 23 July 2021
prickly-heat
ଖରାଦିନେ ଘିମିରିକୁ ନେଇ ଚିନ୍ତିତ କି? ଆପଣାନ୍ତୁ ଏହିସବୁ ଉପାୟ

ଭୁବନେଶ୍ୱର: ଅସହ୍ୟ ତାତିରେ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଟାଣ ଖରା ସାଙ୍ଗକୁ ଗୁଳୁଗୁଳି ସମସ୍ତଙ୍କୁ ନାକେଦମ କରି ଦେଉଛି। ଆଉ ଏହି ଗରମରେ ଯେଉଁଟା ମୁଖ୍ୟ ସମସ୍ୟା ହୋଇ ଠିଆ ହୋଇଛି ସେଇଟା ହେଉଛି ଘିମିରି। ଗରମ ଦିନରେ କେମିତି ଏହି ସମସ୍ୟାରୁ ମୁକ୍ତି ପାଇପାରିବେ, ଆସନ୍ତୁ ତା’ର କିଛି ଘରୋଇ ଉପଚାର ଜାଣିବା। ଟି ବ୍ୟାଗ୍‌ ଏଥିରେ ଆପଣଙ୍କୁ ସାହାଯ୍ୟ କରିବ ସବୁଦିନେ ପିଉଥିବା ଟି ବ୍ୟାଗ୍। ଆପଣ ବ୍ୟବହାର କରୁଥିବା ଟି ବ୍ୟାଗରୁ ଚା’ପିଇ […]

  • Wednesday, 21 July 2021
5
ଘରୋଇ ଉପାୟରେ ଛୋଟପିଲାଙ୍କୁ ମଶାଠୁ ଦୂରେଇ ରଖନ୍ତୁ

ଭୁବନେଶ୍ୱର: ଘର ଯେତେ ସଫା ରଖିଲେ ବି ଖରା ଓ ବର୍ଷା ଦିନେ ମଶା ସମସ୍ୟା ଦେଖା ଦେଇଥାଏ। ଘର ଚତୁଃପାର୍ଶ୍ୱରେ ଅଳିଆ ଆବର୍ଜନା ଜମା ହେଲେ ଓ ପାଣି ନିଷ୍କାସିତ ହୋଇ ନ ପାରିଲେ ମଶା ବଂଶ ବୃଦ୍ଧି ହୋଇଥାଏ। ମଶା ହେଲେ ଛୋଟ ଛୁଆଙ୍କ ପାଇଁ ବେଶି ଚିନ୍ତା। କାରଣ ମଶା କାମୁଡ଼ା ଜନିତ ବେମାରରେ ସେମାନେ ହିଁ ଆଗେ ପଡ଼ିଥାନ୍ତି। ଛୋଟ ଛୁଆଙ୍କ ଇମ୍ୟୁନିଟି ସିଷ୍ଟମ ଦୁର୍ବଳ ଥିବାରୁ ସେମାନେ ବେମାର ହେବାର […]

  • Wednesday, 21 July 2021
15
ଏହି ସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ୍‌ ଷ୍ଟ୍ରୋକ୍‌ !

ଭୁବନେଶ୍ୱର: ହାର୍ଟ ଷ୍ଟ୍ରୋକ୍, ବ୍ରେନ ଷ୍ଟ୍ରୋକ୍‌ ଏପରି ଘାତକ ରୋଗ ଯାହାକି ସଙ୍ଗେ ସଙ୍ଗେ ହୋଇଥାଏ ଏବଂ ଏଥିରେ ରୋଗୀଙ୍କ ବଞ୍ଚିବା ଆଶା ବହୁତ କ୍ଷୀଣ। ହେଲେ ଯଦି ଆପଣ ଏହା ପୂର୍ବରୁ ଶରୀରରେ ଦେଖାଦେଉଥିବା ପରିବର୍ତ୍ତନ ଓ ଲକ୍ଷଣକୁ ଚିହ୍ନଟ କରି ସଙ୍ଗେ ସଙ୍ଗେ ଡାକ୍ତରଙ୍କ ପରାମର୍ଶ ନେବେ, ତେବେ ଏପରି ରୋଗ କବଳରୁ ମଧ୍ୟ ମୁକ୍ତି ପାଇପାରିବେ। ଆଜି ଆମେ ଜାଣିବା ବ୍ରେନ ଷ୍ଟ୍ରୋକ୍‌ କ’ଣ ପାଇଁ ହୁଏ କ’ଣ ଏହାର ଲକ୍ଷଣ ଓ […]

  • Wednesday, 21 July 2021
999
ଖରାଦିନ ପାଇଁ ଉପକାରୀ ପୁଦିନା

ଭୁବନେଶ୍ୱର: ଆମେ ଖାଦ୍ୟରେ ପୁଦିନା ବ୍ୟବହାର କରିଥାଉ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ଆପଣମାନେ ପ୍ରାୟ ଜାଣିଥିବେ। ଏହାର ତାଜା ସ୍ୱାଦ ମସ୍ତିସ୍କକୁ ମଧ୍ୟ ତାଜା କରିଥାଏ। ଏହାକୁ ଖାଦ୍ୟ ରୂପେ ବ୍ୟବହାର କଲେ ଆପଣଙ୍କୁ ବହୁତ ଅନାବଶ୍ୟକ ଔଷଧ ଖାଇବାକୁ ପଡ଼ିବ ନାହିଁ। ତେବେ ଜାଣି ରଖନ୍ତୁ ଏହାର କିଛି ଫାଇଦା ବିଷୟରେ। ପେଟ ପାଇଁ ଅମୃତ ପୁଦିନା ପୁଦିନା ଆମର ପାଚନ କ୍ରିୟାକୁ ସଠିକ୍‌ ରୂପେ ତ୍ୱରାନ୍ୱିତ କରିଥାଏ। ଏହା ଆପଣଙ୍କ ସବୁ […]

  • Wednesday, 21 July 2021
55
ଖରାଦିନ ପାଇଁ ଉପକାରୀ ଲିଚୁ

ଭୁବନେଶ୍ୱର: ଗରମ ଦିନ ଆସିବା ମାତ୍ରେ ଆମ ଶରୀରରେ ପାଣିର ମାତ୍ରା ଖୁବ୍‌ ଅଧିକ ପରିମାଣରେ ଆବଶ୍ୟକ ଥାଏ। ଅଧିକରୁ ଅଧିକ ପାନୀୟ ପଦାର୍ଥ ସେବନ କରିବା ନିମନ୍ତେ ଆମେ ଚେଷ୍ଟା କରୁ। ଆପଣ ଜାଣିଛନ୍ତି, ଏମିତି କିଛି ଫଳମୂଳ ବି ଅଛି ଯାହା ଶରୀର ପାଇଁ ଖୁବ୍‌ ଉପକାରୀ। ସେଥିମଧ୍ୟରେ ରହିଛି ଲିଚି। ଖରାଦିନେ ଲିଚୁ ଆମ ଶରୀର ପାଇଁ ଖୁବ୍‌ ଉପକାରୀ। ଲିଚୁରେ ପାଣିର ମାତ୍ରା ଅଧିକ ପରିମାଣରେ ଥିବାରୁ ଆମ ଶରୀରରେ ପାଣିର […]

  • Wednesday, 21 July 2021
2
ଆନ୍ଦୋଳନ କଲେ ଡିଗ୍ରୀ କଲେଜ୍‌ ଛାତ୍ରଛାତ୍ରୀ,  ଜୁନ୍‌ ୧୭କୁ ଘୁଞ୍ଚିଲା ପରୀକ୍ଷା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଡିଗ୍ରୀ କଲେଜର ଯୁକ୍ତ ତିନି ଚତୁର୍ଥ ସେମିଷ୍ଟାର ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ତାରିଖରେ ହେବନାହିଁ। ଛାତ୍ରଛାତ୍ରୀମାନେ ଆନ୍ଦୋଳନ କରିବାରୁ କଲେଜ୍ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି। ଫଳରେ ମେ ୪ରେ ଚତୁର୍ଥ ସେମିଷ୍ଟାର ପିଲାମାନଙ୍କର ହେବାକୁ ଥିବା ଥିଓରି ପରୀକ୍ଷା ଜୁନ୍ ୧୭ରେ ହେବ ବୋଲି ସୂଚନା ମିଳିଛି। ସେହିପରି ପ୍ରାକ୍ଟିକାଲ୍ ପରୀକ୍ଷା ମେ ୪ରେ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ଅଭିଯୋଗ ଅନୁସାରେ ଚତୁର୍ଥ ସେମିଷ୍ଟାରର […]

  • Wednesday, 21 July 2021
dibetes2
ଡାଇବେଟିସ୍‌ ରୋଗୀମାନେ ଖାଆନ୍ତୁ ଏହି ସବୁ ଫଳ

ଡାଇବେଟିସ୍‌ ଏକ ରୋଗ ନୁହେଁ। କିନ୍ତୁ ସବୁ ରୋଗର ଜନନୀ। ଏହା ଏପରି ଏକ ଶାରୀରିକ ଅବସ୍ଥା ଯାହା ଧିରେ ଧିରେ ମଣିଷକୁ ମୃତ୍ୟୁମୁଖକୁ ଟାଣି ନେଇଥାଏ। ଡାଇବେଟିସ୍‌ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନ୍‌ସୁଲିନ୍‌ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ର ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ୍‌ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପଡ଼ନ୍ତି। ତେଣୁ ଡାଇବେଟିସ୍‌ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଫଳାହାର ଡାଇବେଟିସ୍‌ ରୋଗୀ ପାଇଁ ନିହାତି […]

  • Tuesday, 20 July 2021