ଏ କୁନି ହାତ ତତଲା କଡେଇରୁ ବାହାରକରୁଛି ଗରମ ଗରମ ପୁରି... ପାଖରେ ମାଆ ଅଟା ଦଳି ପୁରି ବେଲି ଝିଅକୁ ବଢ଼ାଇ ଦେଉଛନ୍ତି... ଗରମ କଡେଇ ପାଖରେ ଛିଡା ହୋଇ ପୁରି ସାଙ୍ଗକୁ ସିଙ୍ଗଡ଼ା, ବରା, ଚାଓମିନ୍ ରୋଲ ଭଳି ବିଭିନ୍ନ ଖାଦ୍ୟ ଜିନିଷ ତିଆରି କରୁଛନ୍ତି ଏ ମା’ ଝିଅ ।
କିଛି ନୂଆକରି ଦେଖାଇବାର ଆଶା... ଆଜି ଦେଇଛି ନୂଆ ପରିଚୟ । ସଫଳ ଧଳା ଘୁଷୁରୀ ପାଳନ କରି ନିଜ ଅଞ୍ଚଳରେ ଏବେ ବେଶ୍ ଜଣାଶୁଣା କୃତାର୍ଥ ପ୍ରଧାନ। ଦେଢ଼ ବର୍ଷ ତଳେ ଆରମ୍ଭ କରିଥିବା ଏହି ଫାର୍ମରେ ଏବେ ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଛୋଟ ବଡ଼ ଘୁଷୁରୀ ଅଛନ୍ତି ।
ଶୋଇବା ପାଇଁ ମିଳୁଛି ଏତେ ଟଙ୍କା ! ଆପଣ କେବେ ଭାବିଛନ୍ତି କି କେବଳ ଶୋଇବା ପାଇଁ ମଧ୍ୟ ମିଳିପାରେ ଲକ୍ଷ ଲକ୍ଷ ଟଙ୍କା ।
୬ ଦିନର କୁନି ଝିଅ ୪ଜଣଙ୍କର ଜୀବନ ବଞ୍ଚାଇଲା। ବ୍ରେନ୍ ଡେଡ୍ ହେବା କାରଣରୁ ପିତାମାତା କୁନି ଝିଅଟିର ଅଙ୍ଗଦାନ କରିଦେଲେ। ସୁରତରୁ ଏଭଳି ଏକ ଘଟଣା ସମ୍ନାକୁ ଆସିଛି। କୁନି ଝିଅଟି ୪ଜଣଙ୍କ ଜୀବନ ବଞ୍ଚାଇଛି
ଇଏ ପ୍ରକୃତିର ଓଢ଼ଣୀ... ଯୁଆଡ଼େ ଚାହିଁବେ ସବୁଜବନାନୀ । ପାହଡ଼ ଆଉ ଗଛଲତାରେ ଭରପୂର ଏ ସ୍ଥାନ । କଳା ମଚମଚ ପଥରରେ ଅଚ୍ଛାଦିତ ହୋଇଛି ପାହାଡ଼ର ଛାତି । ଦେଖୁନାହାନ୍ତି ଏ ସୁନ୍ଦର ଦୃଶ୍ୟକୁ... ଯାହା ପ୍ରକୃତିପ୍ରମୀଙ୍କୁ ଏଠାକୁ ଟାଣି ଆଣୁଛି ।
କ୍ଷେତରେ ହସୁଛି ମାଣ୍ଡିଆ । ଶତାଧିକ ହେକ୍ଟର ଚାଷ ଜମିରେ କରାଯାଇଛି ମାଣ୍ଡିଆ ଚାଷ । ଏ ଦୃଶ୍ୟ ହେଉଛି ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକର । ବ୍ଲକରେ ଥିବା ୧୧୦ ଟି ଗାଁରେ ମାଣ୍ଡିଆ ଚାଷ ହେଉଛି । ଚାଷୀମାନଙ୍କୁ ଉନ୍ନତମାନର ବିହନ ସାଙ୍ଗକୁ ପ୍ରଥମ ବର୍ଷ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ସହଯୋଗ କରାଯାଉଛି ।
ଏଣିକି ଗାଁରେ ଆଉ କେହି କରିପାରିବେନି ନିଶା ସେବନ । ନିଶା ସେବନ କଲେ ଦେବାକୁ ପଡ଼ିବ ଜରିମାନା । ଯିଏ ନିୟମ ଭାଙ୍ଗିବ ୫ ହଜାର ଟଙ୍କା ଜରିମାନା ଦେବ ।
୨ଶହରୁ ଊର୍ଦ୍ଧ୍ୱ ପ୍ରଶ୍ନର ଉତ୍ତର ତା’ ମୁହେଁ ମୁହେଁ ଅଛି । ଯାହା ତା’ ପାଇଁ ଆଣି ଦେଇଛି ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ସଫଳତା ।
କଥାରେ ଅଛି... କୃଷ୍ଣ ନାମେ କି ରସ ଅଛି, ଗାନକଲା ଲୋକ ସିନା ଜାଣିଛି । ଏଇ ଦେଖୁନାହାନ୍ତି ଏ କୁନି ବାଳକକୁ... ଦୁନିଆକୁ ଭଲକି ଜାଣିନି... କିନ୍ତୁ ଏ ଅଢ଼େଇ ବରଷର ଶିଶୁ ଅନର୍ଗଳ ଗାଇଚାଲିଛି କୃଷ୍ଣ ନାମ । ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀକୃଷ୍ଣଙ୍କ ଭଜନ କୀର୍ତ୍ତନରେ ବ୍ୟସ୍ତ । ସେଥିପାଇଁ ତାଙ୍କୁ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ମିଳିଛି ।
କୁନି ଓଠରେ ଅନେକ ପ୍ରଶ୍ନର ଉତ୍ତର ଦେଇଚାଲିଛି କୁନିଝିଅ ବଂଶିକା । ଏମିତି ଗୋଟିଗୋଟି କରି ୨ଶହରୁ ଊର୍ଦ୍ଧ୍ୱ ପ୍ରଶ୍ନର ଉତ୍ତର ତା’ ମୁହେଁ ମୁହେଁ ଅଛି । ଯାହା ତା’ ପାଇଁ ଆଣି ଦେଇଛି ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ସଫଳତା । ଏ ସୁନା ଝିଅ ହେଉଛନ୍ତି କଟକ ଜିଲ୍ଲା ଆଠଗଡ ଅଞ୍ଚଳର ବଂଶିକା ପ୍ରିୟଦର୍ଶିନୀ ।
ଏ ଲଡୁ ହୁଏତ ଆପଣ ଟେକି ପାରିବେନି। କାରଣ ଏହି ବିଶାଳକାୟ ଲଡୁର ଓଜନ ପ୍ରାୟ ୭୭ କେଜି। ହେଲେ ଆପଣ କହିପାରିବେ କି ଏହାର ଦାମ୍ କେତେ ? ଏହାର ଅସଲି ମୂଲ୍ୟ ଆପଣଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବ ।
କଞ୍ଚା ମାଟିରୁ ଦୀପ, ମାଟିହାଣ୍ଡି, ଗରା, କଳସ, ପାଣି ବୋତଲ ଭଳି କେତେ କ’ଣ ସାମଗ୍ରୀ ଅତି ଯତ୍ନର ସହ ତିଆରି ହେଉଛି ।
ଜନ୍ମରୁ ଦିବ୍ୟାଙ୍ଗ। କିନ୍ତୁ କେବେ ଜୀବନ ଯୁଦ୍ଧରେ ହାରି ନାହାନ୍ତି। ଶାରୀରିକ ଅକ୍ଷମତା ସତ୍ତ୍ବେ ସ୍ବାବଲମ୍ବୀ ହୋଇଛନ୍ତି। ଟେଲର ଦୋକାନ କରି ଚଳାଉଛନ୍ତି ପରିବାର।
୧୭ବର୍ଷ ତଳେ ଅପହୃତ ହୋଇଥିବା ପିଲା ଏବେ ନିଜ କିଡନାପ କେସ୍ ଲଢି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛି। ଏହି ଅପରାଧ ପଛରେ ଥିବା କାହାଣୀ ଏବଂ ଏହା ପରେ ସେହି ପିଲାର ଓକିଲ ହେବା ନିଷ୍ପତ୍ତି ଏକ ଚଳଚ୍ଚିତ୍ର କାହାଣୀଠାରୁ କମ୍ ନୁହେଁ।
ଜନ୍ମରୁ ଦିବ୍ୟାଙ୍ଗ। କିନ୍ତୁ କେବେ ଜୀବନ ଯୁଦ୍ଧରେ ହାରି ନାହାନ୍ତି। ଶାରୀରିକ ଅକ୍ଷମତା ସତ୍ତ୍ବେ ସ୍ବାବଲମ୍ବୀ ହୋଇଛନ୍ତି।
ପାଦରେ ବଳ ନାହିଁ... ହେଲେ ହାତ ଠାରି ଡାକିଛି କାଳିଆ ସାଆଁନ୍ତ । ଚାଲିବାକୁ ଶକ୍ତି ନାହିଁ... ହେଲେ ଜଗା ଲଗେଇ ଦେଇଛି ଭାବର ଡୋରୀ । ଏଇ ବାଡ଼ି ଖଣ୍ଡକ ଯୁବତୀଙ୍କ ପାଇଁ ସାଜିଛି ସାହାରା... ଧୀରେ ଧୀରେ ବଡ଼ଦାଣ୍ଡ ଅତିକ୍ରମ କରି ସିଂହ ଦ୍ୱାର ଦେଇ ଚଢ଼ି ଚାଲିଛନ୍ତି ୨୨ ପାହାଚ ।
ବାରିପଦାରେ ପୁଣି ଲଜ୍ଜା। ପରିଣତ ବୟସରେ କରୁଣ କାହାଣୀ । ବୟସର ଅପରାହ୍ନରେ ବୃଦ୍ଧ ଦମ୍ପତି ଖୋଜୁଛନ୍ତି ଆଶ୍ରୟ ।
ଚର୍ଚ୍ଚାରେ କ୍ୟାନସର ପୀଡ଼ିତ ଶିଶୁଙ୍କ ସେବା ପାଇଁ ସମର୍ପିତ ସଂସ୍ଥା । ଭୁବନେଶ୍ୱର ଏମସ ନିକଟରେ ଅଛି ସେବା ହୋମ୍ ।
ଭାରତର ସର୍ବକନିଷ୍ଠ ମହିଳା ଆଇଏଏସ୍ ଅଧିକାରୀ ସ୍ମିତା ସଭରୱାଲ । UPSC ପରୀକ୍ଷାରେ କରିଥିଲେ କମାଲ୍ ।
କୋଟିପତି କରାଇଛି ଧଳା ଘୁଷୁରୀ ଚାଷ। ନିଜେ ସ୍ୱାବଲମ୍ୱୀ ହେବା ସହ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି ମହିଳା ଚାଷୀ। ଦେଖନ୍ତୁ ଏହି ରିପୋର୍ଟ ।
ହଁ ଏମିିତି ଜଣେ ନିଆରା ପ୍ରତିଭା ହେଉଛନ୍ତି ବ୍ରହ୍ମପୁର ଉପକଣ୍ଠ ବଡ଼କୁଶସ୍ଥଳରୀର ଫାଇନ୍ ଆର୍ଟ ଆଟିଷ୍ଟ ପ୍ରତାପ ବାଡ଼ତ୍ୟା । ନିକଟରେ ସେ ରାଷ୍ଟ୍ରପତି ଭବନରେ ଆୟୋଜିତ ପ୍ରଦର୍ଶନୀରେ ନିଜର ଜାଦୁଗରି ଦ୍ୱାରା ମହାମହିମଙ୍କୁ ପ୍ରଭାବିତ କରିପାରେ ସଫଳ ହୋଇଛନ୍ତି ।
କୁକୁରଟିର ଅସୁସ୍ଥ ମାଲିକଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ ନିଆଯାଉଛି । ହେଲେ ବିଶ୍ୱସ୍ତ କୁକୁରଟି ମାଲିକଙ୍କୁ ପାଖରୁ ଛାଡ଼ିବାକୁ ନାରାଜ ।
ସାଉଦି ଆରବରୁ ଫେରିଲେ ଫସିଥିବା ୬ ଓଡ଼ିଆ । କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲେ । କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଖୋର୍ଦ୍ଧାରୁ ୬ ଜଣ ଓଡ଼ିଆ ଫେରିଛନ୍ତି ।
ଦେଶୀ ବଡି ସାଙ୍ଗକୁ ସିକ୍ସ ପ୍ୟାକ୍... ଆଦିବାସୀ ଗାଁର ଯୁବକଟିଏ... ସକାଳୁ ସକାଳୁ ବ୍ୟାୟାମ କରନ୍ତି... ନିଜ ସ୍ୱାସ୍ଥ୍ୟ ପ୍ରତି ଖୁବ୍ ଯତ୍ନବାନ ଏହି ଯୁବକ । ଚାଲନ୍ତୁ ଜାଣିବା ଏହି ଯୁବକଙ୍କ ସଫଳତାର କାହାଣୀ
ଡାକ୍ତର ବେଶରେ ବିଘ୍ନହର୍ତ୍ତା ଶ୍ରୀଗଣେଶ। ପାଖରେ ଔଷଧ ଓ ଅନ୍ୟାନ ଉପକରଣ ଧରି ଛିଡା ହୋଇଛନ୍ତି ମୂଷକ ମହାରାଜ। ଏପଟେ ହାତରେ ସ୍ତେଥୋଷ୍କୋପ ଧରି ଅସୁସ୍ଥ ମୂଷକର ଚିକିତ୍ସା କରୁଛନ୍ତି ବିଘ୍ନବିନାଶକ। ତେବେ ସବୁଠାରୁ ରୋଚକର କଥା ହେଉଛି ସେଠାରେ ଲେଖାଯାଇଥିବା ସୁନ୍ଦର ବାର୍ତ୍ତା ।