ଫ୍ଲୋରିଡାର ନିୟମ ଅନୁଯାୟୀ ଏଭଳି ଘଟଣାରେ ଜଣେ ବ୍ୟକ୍ତିକୁ ୩୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ଭୋଗିବାର ସମ୍ଭାବନା ରହିଛି ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର ।
ଦେଶ ବୁଡ଼ିଯିବା ଅବସ୍ଥାକୁ ଆସିଥିବାରୁ ବହୁ ମନ୍ତ୍ରୀ ଓ ବରିଷ୍ଠ ସରକାରୀ ଅଧିକାରୀ ମାନେ ନିଜ ଆଡ଼ୁ ଦରମା ଓ ଭତ୍ତା ଆଦି ନେବାକୁ ମନା କରିଦେଇଛନ୍ତି ।
ସୁପ୍ରିମକୋର୍ଟ ଏହି ମାମଲାର ବିଚାର କରିବାକୁ ମନା କରିଦେଇଛନ୍ତି କିନ୍ତୁ ଏହା ପଲିସି ମ୍ୟାଟର ହୋଇଥିବାରୁ କେନ୍ଦ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗରେ ଆବେଦନ କରିବାକୁ ପରାମର୍ଶ ଦେବା ସହିତ ଆଗତ ମାମଲାକୁ ଖାରଜ କରିଦେଇଛନ୍ତି
ଟ୍ରେନ୍ରେ ଆମକୁ ସୁରକ୍ଷିତ ଭାବେ ଗନ୍ତବ୍ୟସ୍ଥଳରେ ପହଞ୍ଚେଇବାର ଦାୟିତ୍ୱ ଲୋକୋ ପାଇଲଟଙ୍କର ଥାଏ। ଲୋକୋ ପାଇଲଟଙ୍କ ଦାୟିତ୍ୱ ଏକ ବିମାନ ପାଇଲଟଙ୍କ ଭୂମିକା ସହିତ ସମାନ। ତେବେ ଆପଣ ଯଦି ଲୋକୋ ପାଇଲଟ୍ ହେବାକୁ ଚାହାନ୍ତି ତେବେ କ’ଣ କରିବାକୁ ହେବ ଆସନ୍ତୁ ଜାଣିବା।
ଲଗାତାର ଖରାପ ପ୍ରଦର୍ଶନ, ଦୁର୍ବଳ ସଟ୍ ଚୟନ ଓ ଦୟନୀୟ ଫର୍ମ ସତ୍ତ୍ୱେ ଲୋକେଶ ରାହୁଲ ଭାରତୀୟ ଟେଷ୍ଟ ଟିମ୍ରେ ନିଜ ସ୍ଥାନ ସୁରକ୍ଷିତ ରଖିବାରେ ସଫଳ ହୋଇଛନ୍ତି । କ୍ରିକେଟ୍ ପଡ଼ିଆ, ଇଣ୍ଟର୍ନେଟ୍ ମିଡିଆ, କ୍ରିକେଟ୍ ପ୍ରଶଂସକ ମହଲରେ ଚର୍ଚ୍ଚା ହେଉଛି ଯେ ରାହୁଲଙ୍କ ପାଖରେ ଏମିତି କେଉଁ ପ୍ରତିଭା ଅଛି ଯେ ଟିମ୍ ଇଣ୍ଡିଆରୁ ତାଙ୍କୁ କଢ଼ାଯାଇପାରୁନି? ତାଙ୍କ ଉପରେ ଟିମ୍ ମ୍ୟାନେଜ୍ମେଣ୍ଟର ଏତେ ଭରସା କାହିଁକି?
ପଛଘୁଞ୍ଚା ଦେଉନି କିଭ୍ କି ଯୁଦ୍ଧରେ ପଡୁନି ଯବନୀକା । ଅନିଶ୍ଚିତତା ଭିତରେ ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ।
ପୋଲିସ ଉପସ୍ଥିତରେ ଗଣ୍ଡଗୋଳ ଚାଲିଥିଲା । ଗତ ଦୁଇ ଦିନ ତଳେ ହିଁ ଦିଲ୍ଲୀରେ ମେୟର ନିର୍ବାଚନ ସରିଛି ।
ଏହି ସ୍କିମ୍କୁ ପ୍ରାୟ ସମସ୍ତେ ପିପିଏଫ୍ ନାଁରେ ଜାଣିଥାଆନ୍ତି । ଯୋଜନାରେ ଆପଣ ଗୋଟିଏ ଆର୍ଥିକ ବର୍ଷରେ ମିନିମମ୍ ୫ଶହ ଟଙ୍କା ନିବେଶ କରିପାରିବେ । ଏହି ଯୋଜନାରେ ଆପଣଙ୍କୁ ପାଖାପାଖି ଦେଢ଼ଲକ୍ଷ ଟଙ୍କା ମିଳିପାରେ । ତାହା ସହ ଆପଣ ଏହି ପିପିଏଫ୍ ଖାତାରେ ଲୋନ୍ ମଧ୍ୟ ନେଇପାରିବେ ।
ବ୍ୟାଙ୍କ୍ ଅଫ୍ ବରୋଦାରେ ଅଫିସର୍ ପଦବୀ ପାଇଁ ନିଯୁକ୍ତି ବାହାର କରିଛି। ବିଜ୍ଞପ୍ତି ଅନୁଯାୟୀ, ବ୍ୟାଙ୍କ ଅଫ୍ ବରୋଦା ଏକ୍ୱିଜିସନ ଅଫିସର୍ ପଦ ପାଇଁ ୫୦୦ଟି ପଦବୀ ବାହାର କରିଛି। ଚୟନ ପ୍ରାର୍ଥୀ ବର୍ଷକୁ ୫ ଲକ୍ଷ ଟଙ୍କା ପାଇବେ।
ବିବାହ ଉତ୍ସବରେ ଯୋଗଦେବାକୁ ଥିବା ଅତିଥିଙ୍କ ପାଇଁ କିଛି ବିଶେଷ ସୂଚନା ଦେଇଛନ୍ତି ବର-କନ୍ୟା ପକ୍ଷ । ଛପା ଯାଇଥିବା ବିବାହ କାର୍ଡରେ ଅତିଥିମାନେ ମଦ୍ୟପାନ କରି ବିବାହ କାର୍ଯ୍ୟରେ ଯୋଗଦେବାକୁ ବାରଣ କରାଯାଇଛି।
ବଲିଉଡ୍ରେ ଅନେକ ଭୟଙ୍କର ଭିଲେନ୍ ନଜର ଆସିଛନ୍ତି। ସେ କିନ୍ତୁ ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଏମିତି ଜଣେ ଭିଲେନ୍ ଯିଏ ପାଖାପାଖି ୫୦୦ ଚଳଚ୍ଚିତ୍ର କରିଛନ୍ତି, ଏଥିରୁ ୩୦୦ରୁ ଅଧିକ ଏମିତି ଫିଲ୍ମ ଅଛି ତାଙ୍କୁ ଜଣେ ବଳାତ୍କାରୀ ଭାବେ ଦେଖାଯାଇଛି।
ଯଦି ଆପଣ UPI ଜରିଆରେ କୌଣସି ବ୍ୟକ୍ତିଙ୍କ ନିକଟକୁ ଟଙ୍କା ପଠାଇଛନ୍ତି ଆଉ ତାହା ଭୁଲ ଲୋକଙ୍କ ନିକଟକୁ ଚାଲିଯାଇଛି, ତେବେ ଆପଣ ଆପଣଙ୍କ ଟଙ୍କା ପୁଣି ଫେରିପାଇବେ ?
ନୱାଜୁଦ୍ଦିନ ସିଦ୍ଦିକିଙ୍କ ପତ୍ନୀ ତାଙ୍କ ଉପରେ ଓ ତାଙ୍କ ପରିବାର ଉପରେ ମାରପିଟ୍ ଓ ଘରେ ତାଲା ପକାଇବା ଭଳି ଅନେକ ଗୁରୁତର ଅଭିଯୋଗ ଲଗେଇଛନ୍ତି। କିନ୍ତୁ, ବର୍ତ୍ତମାନ ଏହି ତାଲିକାରେ ଆଉ ଏକ ଅଭିଯୋଗ ଯୋଡି ହୋଇଛି ଏବଂ ଏହା ଅତ୍ୟନ୍ତ ଗମ୍ଭୀର।
ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି। ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୬,୫୧୦ ଟଙ୍କା ହୋଇଛି।
ଗାଡ଼ି ଖର୍ଚ୍ଚ ଓ ଅନ୍ୟାନ୍ୟ ଖର୍ଚ୍ଚ ଯିବା ପରେ କୃଷକ ରାଜେନ୍ଦ୍ରଙ୍କୁ ମାତ୍ର ୨ଟଙ୍କା ୪୯ ପଇସା ଲାଭ ମିଳିଥିଲା । ତାହାପୁଣି ଚେକ୍ ମାଧ୍ୟମରେ ତାଙ୍କୁ ଦିଆଯାଇଥିଲା । ଯାହା ୧୫ ଦିନ ପରେ ତାଙ୍କ ଆକାଉଣ୍ଟକୁ ଆସିବ ବୋଲି କୁହାଯାଇଥିଲା ।
ଯାଞ୍ଚ କରୁକରୁ ହାବୁଡ଼ରେ ପଡ଼ିଗଲେ ଜଣେ ବ୍ୟବସାୟୀ। ତାଙ୍କ ଗାଡ଼ି ଗାଡ଼ି ଚେକ୍ କରୁ କରୁ ଗାଡ଼ି ଭିତରେ ୫ ଲକ୍ଷ ଟଙ୍କା ଥିବା ପୋଲିସ ବାବୁ ଜାଣିପାରିଲେ। ବାସ୍, ଏଇଠୁ ଆରମ୍ଭ ହେଲା ଅସଲ ଖେଳ।
ବିବାହ ପାଇଁ ହଳଦୀ ସେରିମୋନି ଚାଲିଥିବା ବେଳେ ଏଥିରେ ଯୋଗ ଦେଇଥିବା ଜଣେ ୪୦ ବର୍ଷୀୟ ବ୍ୟକ୍ତିଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି।
ମାର୍ଚ୍ଚ ମାସ ଆରମ୍ଭ ହେଉ ହେଉ ହୋଲି ସମେତ ଅନେକ ପର୍ବପର୍ବାଣୀ ଚଳିତ ମାସରେ ପଡ଼ୁଛି। ତେଣୁ ଯଦି ଆସନ୍ତା ମାସରେ ବ୍ୟାଙ୍କରେ କିଛି ଜରୁରୀ କାମ ଅଛି ତା’ହେଲେ ଏହା ପୂର୍ବରୁ ଛୁଟି ତାଲିକା ଚେକ୍ କରନ୍ତୁ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପିକ୍ଅପ୍ ଭ୍ୟାନ୍-ଟ୍ରକ୍ ଧକ୍କାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଛତିଶଗଡ଼ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଅନ୍ତର୍ଜାତୀୟ ଟିଭି ଚାନେଲରେ ପ୍ରାଇମ୍ ଟାଇମ୍ ସାକ୍ଷାତକାର ଦେଇ ସେ ନିଜ ରାଷ୍ଟ୍ରପତି ପ୍ରାର୍ଥିତ୍ୱ ଘୋଷଣା କରିବା ପରେ, ରାମସ୍ୱାମୀଙ୍କୁ ମିଳିଛି ଆମେରିକାବାସୀଙ୍କ ବିପୁଳ ସମର୍ଥନ ।
ଫିଲ୍ମଟି ଏକ ବଙ୍ଗାଳୀ ପରିବାରର କାହାଣୀ ଉପରେ ଆଧାରିତ । ଦେବୀକା ଚାଟାର୍ଜୀ ଭୂମିକାରେ ରାନୀଙ୍କୁ ଦେଖିବାକୁ ମିଳିବ । ଏହି ଫିଲ୍ମରେ ରାନୀ ଓରଫ ଦେବୀକାଙ୍କ ୨ଟି ସନ୍ତାନ ରହିଛି । ଯାହାକୁ ଦେବୀକା ଖୁବ୍ ଭଲ ପାଇବା ସହ ସ୍ନେହ ଦେଉଥିବା ଦେଖିବାକୁ ମିଳିବ ।
ସରକାରଙ୍କ କିଛି ବିଭାଗ ପକ୍ଷରୁ ନିଯୁକ୍ତି ଦିଆଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାହା ପାଇଁ ଆବେଦନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ଯେଉଁମାନେ ଚାକିରି କରିବାକୁ ଇଚ୍ଛୁକ ଅଛନ୍ତି, ସେମାନେ ଏବେଠାରୁ ଆବେଦନ କରିପାରିବେ । HPSC, JNU ଓ IWST ପରି ଅନେକ ବିଭାଗରେ ଚାକିରି କରିବାର ସୁଯୋଗ ମିଳିବ ।
ବିକ୍ଷୋଭ କରୁଥିବା ବେଳେ ଆସାମ ପୋଲିସ୍ର ଗୋଟିଏ ଟିମ ବିମାନବନ୍ଦରରେ ପହଞ୍ଚି ପବନ ଖେଡାଙ୍କୁ ଗିରଫ କରିଛି ।