ସ୍ୱାମୀ ଓ ଶାଶୁଙ୍କୁ ହତ୍ୟା କରି ମୃତଦେହକୁ ଖଣ୍ଡ ଖଣ୍ଡ କରି ଫ୍ରିଜ୍ରେ ରଖିଲା ବୋହୂ। ଗତବର୍ଷ ଅଗଷ୍ଟ ୧୭ରେ ହତ୍ୟାକାଣ୍ଡ ଘଟିଥିବା ବେଳେ ଚଳିତ ବର୍ଷ ଫେବୃଆରୀ ୧୯ରେ ସାମ୍ନାକୁ ଆସିଥିଲା।
ଜାତୀୟ ରାଜପଥରେ ଟ୍ରାଫିକ୍ ଜାମ୍। ପରିସ୍ଥିତି ଏମିତି ହେଲା ଯେ, ପଛକୁ ପଛ ଶହ ଶହ ଗାଡ଼ି ଅଟକି ରହିଲା। ଶେଷରେ ପରୀକ୍ଷାର୍ଥୀ କାଳ ବିଳମ୍ବ ନକରି ଜାତୀୟ ରାଜପଥର କଡ଼େ କଡ଼େ ଧାଇଁବାକୁ ଲାଗିଲେ।
ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି। ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୬,୮୩୦ ଟଙ୍କା ହୋଇଛି।
ଜଣେ ଯୁବକ ଆଇଫୋନ୍ ପାଇଁ ପୁରା ପ୍ଲାନିଂ ସହ ନା କେବଳ ଜଣେ ଡେଲିଭରୀ ବୟଙ୍କୁ ହତ୍ୟା କରିଛନ୍ତି, ବରଂ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ଜାଳିଦେଇଥିଲେ।
ଆପଣ କଳ୍ପନା କରିପାରିବେ କି କେବଳ ପାଣି ପିଇ କେହି ବଞ୍ଚିପାରିବେ! ସମ୍ଭବତଃ ନୁହେଁ। କିନ୍ତୁ ଜଣେ ବ୍ୟକ୍ତି କେବଳ ପଇଡ ପାଣି ପିଇ ବଞ୍ଚିଛନ୍ତି। ସେ ୨୪ ବର୍ଷ ହେଲା ଏପରି କରିଆସୁଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ମଧ୍ୟ ଭଲ ଅଛି। ବୃଦ୍ଧ ହୋଇଥିଲେ ମଧ୍ୟ ତାଙ୍କ ମୁହଁରେ ଚିକ୍କଣତା ରହିଛି ଏବଂ ସେ ନିଜ ଶରୀରକୁ ନେଇ ବହୁତ ଖୁସି ବି ଅଛନ୍ତି।
ନିଜ ଝିଅ ବୟସର ନାବାଳିକାଙ୍କୁ ବିବାହ କରିବାକୁ ଚାହୁଁଥିଲେ ୪୭ ବର୍ଷୀୟ ବ୍ୟକ୍ତି। ହେଲେ ତାଙ୍କର ଏହି ପ୍ରସ୍ତାବରେ ରାଜି ହୋଇନଥିଲେ ୧୬ ବର୍ଷୀୟ ନାବାଳିକା। ଶେଷରେ ସମ୍ପୃକ୍ତ ନାବାଳିକାଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିଥିଲା।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ନ୍ୟାୟର ପରିଭାଷାକୁ ଜୀବନ୍ତ ରଖିବା ପାଇଁ ୨୦ ଫେବୃଆରୀରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଏ। ଏହା ୨୦୦୯ରେ ଆରମ୍ଭ ହୋଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ ବ୍ୟକ୍ତି ଏବଂ ସମାଜର ପ୍ରତ୍ୟେକ ବିଭାଗକୁ ସାଧାରଣ ଅଧିକାର ପ୍ରଦାନ କରିବା।
ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟରେ ଗତକାଲି ପୁଣିଥରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଛାତ୍ର ଗୋଷ୍ଠୀ।
ଜବାହିରୀକୁ ଆମେରିକା ସେନା ହତ୍ୟା କରିବା ପରେ ଅଲ୍-କାଏଦାର ନେତୃତ୍ୱ ପଦ ଖାଲି ପଡିଥିଲା। ଏବେ ଯେତେବେଳେ ଆଦେଲକୁ ସଂଗଠନ ମୁଖ୍ୟ ଭାବେ ଅବସ୍ଥାପିତ କରିଛି ଏହାର ସିଧାସଳଖ ଅର୍ଥ ଆମେରିକା ଉପରେ ପୁଣିଥରେ ଆକ୍ରମଣ ଆଶଙ୍କା ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ ମତପୋଷଣ କରୁଛନ୍ତି।
କ୍ଷୀର ଲିଟର ୨୫୦, ଚିକେନ୍ କେଜି ୭୮୦, ମଉଳିବାରେ ଲାଗିଛି IMF ପ୍ୟାକେଜ୍ ଆଶା । ତେଣେ କାଙ୍ଗାଳ ଦେଶକୁ ଲଜ୍ଜିତ କଲା ତୁର୍କୀକୁ ରିଟର୍ଣ୍ଣ ରିଲିଫ ଖୁଲାସା ।
ଶିବସେନା-ଉଦ୍ଧବ ଠାକରେ ଗୋଷ୍ଠୀର ମୁଖପାତ୍ର ସଂଜୟ ରାଉତ ଆଣିଲେ ଏଭଳି ସାଂଘାତିକ ଅଭିଯୋଗ । ସିନ୍ଦେ ଗୋଷ୍ଠୀ ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବଡ ଡିଲ୍ ।
ଜାତୀୟ ଓ ଅନ୍ତର୍ଜାତୀୟ ଗଣମାମଧ୍ୟରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ନିକଟରେ ଭୂକମ୍ପ କ୍ଷତିଗ୍ରସ୍ତ ତୁର୍କୀକୁ ରିଲିଫ୍ ସାମଗ୍ରୀ ପଠାଇଥିଲା ପାକିସ୍ତାନ ।
IOCLରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। ଇଞ୍ଜିନିୟର୍ ପଦବୀରେ ନିଯୁକ୍ତି ପାଇଁ IOCL ଆବେଦନ ମାଗିଛି। ୫୧୩ଟି ପ୍ରାର୍ଥୀ ପାଇବେ ନିଯୁକ୍ତି। ଦରମା ୧ ଲକ୍ଷ ଉପରେ।
ପ୍ରକାଶ ରାଜ 'ଦ କାଶ୍ମୀର ଫାଇଲ୍ସ'କୁ ନିନ୍ଦା କରିଛନ୍ତି। ଚଳଚ୍ଚିତ୍ର ଉପରେ ଏକ ସମାଲୋଚନାମୂଳକ ମତ ଦେଇଛନ୍ତି, ଯାହାକୁ ଅନୁପମ ଖେର ଆଦୌ ପସନ୍ଦ କରି ନାହାନ୍ତି। ଅନୁପମ ଖେର ବର୍ତ୍ତମାନ ଏହାର ଜବାବରେ କହିଛନ୍ତି….
କମେଡି କିଙ୍ଗ୍ ଗୋବିନ୍ଦା ଏବଂ ଚୁଲ୍ବୁଲି ନାୟିକା କରିସ୍ମା କପୁରଙ୍କ ବଲିଉଡ୍କୁ ଦେଇଛନ୍ତି ୧୧ଟି ହିଟ୍ ଫିଲ୍ମ। କିନ୍ତୁ ଆଶ୍ଚର୍ଯ୍ୟର କଥା ଏହା ଯେ ଏମିତି ହଠାତ କ’ଣ ହେଲା ଯେ ସେମାନଙ୍କ ଯୋଡି ଭାଙ୍ଗିଗଲା। ଆସନ୍ତୁ ଏହା ପଛର କାରଣ ଜାଣିନେବା।
ଫ୍ୟାସନର କଥା କହିଲେ ଆପଣ ବିଭନ୍ନ ପ୍ରକାର ସାର୍ଟ, ଲେହେଙ୍ଗା, ଶାଢ଼ି ଓ ଅନେକ ଡିଜାଇନର ପୋଷାକ କିଣିଥିବେ ଏବଂ ପିନ୍ଧିବି ଥିବେ ନିଶ୍ଚୟ । ହେଲେ ଆପଣ କେବେ ଭାବିଛନ୍ତି କି ଫ୍ୟାସନ ପାଇଁ ଅଖାରେ ତିଆରି ପ୍ୟାଣ୍ଟ ପିନ୍ଧିବା କଥା ।
ଜଣେ ମହାନ ଯୋଦ୍ଧା ଥିଲେ ଛତ୍ରପତି ଶିବାଜୀ। ମରାଠା ସମାଜ ପ୍ରତିଷ୍ଠା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବାହୁବଳରେ ସେ ଅନେକ ଯୁଦ୍ଧ ଲଢିଛନ୍ତି ଆଉ ଜିତିଛନ୍ତି। ହେଲେ କିପରି ହେଲା ଏହି ମହାନ ନାୟକଙ୍କ ମୃତ୍ୟୁ?
ଗୁଡ଼ ଓ ଚଣା ଖାଇବା ଦ୍ୱାରା ରକ୍ତର ଶର୍କରା ମଧ୍ୟ ନିୟନ୍ତ୍ରଣ ହୋଇଥାଏ । ସବୁଠାରୁ ବଡ଼ କଥା କ’ଣ ଜାଣିଛନ୍ତି ? ଏଥିରେ ଭରପୁର ଆଇରନ୍ ରହିଥାଏ । ଯାହାକି ରକ୍ତ ଅଭାବଠୁ ଦୂରରେ ରଖିଥାଏ । ଗର୍ଭବତୀ ମହିଳା ମାନେ ଚଣା ସେବନ କରିବା ଦ୍ୱାରା ବେଶ୍ ଉପକାର ମିଳିଥାଏ ।
ରାଜା ପଞ୍ଚମ ଜର୍ଜଙ୍କ ଚିତ୍ର ଥିବା ଗୋଟିଏ ଏକ ପଇସିଆ ମୂଲ୍ୟର ଡାକ ଟିକେଟ୍ ଲଗାଯାଇଥିବା ଏହି ଚିଠିଟିରେ ବେଥ୍ ଓ ସିଡେନ୍ହାମ୍ ଡାକ ମୋହର ବି ବାଜିଛି । ଏହି ଚିଠିଟିକୁ ୨୦୨୧ରେ ଥିଏଟର୍ ନିର୍ଦ୍ଦେଶକ ଫିନ୍ଲେ ଗ୍ଲେନ୍ଙ୍କ ‘କ୍ରିଷ୍ଟାଲ୍ ପାଲେସ୍’ ଫ୍ଲାଟ୍ରେ ଥିବା ଚିଠି ବାକ୍ସରେ ପକାଯାଇଥିଲା । ହେଲେ ନିର୍ଦ୍ଧିଷ୍ଟ ସ୍ଥାନରେ ପହଞ୍ଚିନଥିଲା ।
ବିବାହର କିଛି ଦିନ ଯାଏଁ ସବୁକିଛି ଠିକ୍ଠାକ୍ ଚାଲିଥିଲା । ହେଲେ ବାହାଘରର କିଛି ଦିନ ବିତିବାପରେ ଲଭଲୀଙ୍କୁ ତାଙ୍କ ଘରୁ ଏକ ବୁଲେଟ୍ ଆଣିବାକୁ ଶାଶୁଘର ଲୋକେ କହିଥିଲେ । ସ୍ୱାମୀ, ଶାଶୁ, ଶ୍ୱଶୁର ଓ ନଣନ୍ଦ ଏଥିପାଇଁ ଲଭଲୀଙ୍କୁ ନିର୍ଯାତନା ଦେବା ସହ ମାଡ଼ ମଧ୍ୟ ମାରୁଥିଲେ ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
କେନ୍ଦ୍ର ସରକାର ତାଙ୍କ ବିରୋଧରେ ସିବିଆଇ ଓ ଇଡିର ପୁରା ଶକ୍ତି ପ୍ରୟୋଗ କରୁଥିବା ସିସୋଦିଆ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ପୂର୍ବରୁ ସିବିଆଇ ତାଙ୍କ ଘର ରେଡ୍ କରିଛି । ବ୍ୟାଙ୍କ ଲକ୍କର ମଧ୍ୟ ଯାଞ୍ଚ୍ କରିଛି । ହେଲେ ଯାଞ୍ଚ କରିବା ସତ୍ତ୍ୱେ କିଛି ବି ପାଇନାହିଁ ।
ବାୟୁସେନାର MI-17 ହେଲିକପ୍ଟରରେ ଚିତାମାନେ ଆସିଥିଲେ ୧୬୫ କିଲୋମିଟର ଦୂର ନିଜର ସ୍ଥାୟୀ ନିବାସ କୁନୋ ଅଭିମୁଖେ । କୁନୋ ଜାତୀୟ ଉଦ୍ୟାନରେ ନବନିର୍ମିତ ସ୍ୱତନ୍ତ୍ର ୧୦ଟି କ୍ୱାରେଣ୍ଟିନ ଏନକ୍ଲୋଜରରେ ୧୨ଟି ଚିତାକୁ ଛଡ଼ାଯାଇଥିବା ବେଳେ, ଏବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ଗତିବିଧି ଉପରେ ୨୪ ଘଣ୍ଟିଆ ନଜର ରଖାଯିବ ।
IDBI ବ୍ୟାଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ମାଧ୍ୟମରେ ଆସିଷ୍ଟାଣ୍ଟ ମ୍ୟାନେଜର ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରିକରିଛି। ଆବେଦନ ପ୍ରକ୍ରିୟା ଫେବୃଆରୀ ୧୭ରୁ ଆରମ୍ଭ ହୋଇଛି। ମନୋନୀତ ପ୍ରାର୍ଥୀ ମାସକୁ ୬୩ ହଜାର ଉପରେ ଦରମା ପାଇବେ।