
ମୃତ୍ୟୁ କେତେବେଳେ କାହା ଜୀବନରେ କେମିତି ଆସିବ ତାହା କେହିବି କହିପାରିବେନି। ହେଲେ କିଛି ଲୋକ ନିଜ ମୃତ୍ୟୁକୁ ନେଇ ମିଛ ଅଭିନୟ କରିଥାନ୍ତି। ଉଦ୍ଦେଶ୍ୟ ଭିନ୍ନ ଭିନ୍ନ ଥିବାବେଳେ ସତ ଜଣାପଡ଼ିବା ପରେ ସେମାନଙ୍କୁ ଟ୍ରୋଲ୍ ହେବାକୁ ପଡ଼ିଥାଏ।
ମୃତ୍ୟୁ ସତରେ ଖୁବ୍ ନିଷ୍ଠୁର । କେତେବେଳେ ଯେ ମାଡ଼ି ଆସେ ଜଣାପଡ଼େ ନାହିଁ ।
ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ରେକର୍ଡ କରାଯାଇଥିବା ବେଳେ ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ୪୪୦ ଜଣ ଆହତ ହୋଇଥିବା ନେଇ ସୂଚନା ମିଳିଛି।
ସୋସିଆଲ୍ ମିଡିଆରେ ପିଲାମାନଙ୍କର ଭିଡିଓକୁ ଖୁବ ବହୁତ ଭଲପାଇବା ମିଳେ। ଏସବୁ ଦେଖି ଲୋକେ ଖୁବ୍ ମନୋରଞ୍ଜନ ମଧ୍ୟ କରନ୍ତି। ବର୍ତ୍ତମାନ ଏହିପରି ଏକ ଭିଡିଓ ଇଣ୍ଟରନେଟରେ ହଇଚଇ ସୃଷ୍ଟି କରୁଥିବା ଦେଖାଯାଉଛି। ଏହାକୁ ଲୋକମାନେ ମଧ୍ୟ ବହୁତ ପସନ୍ଦ କରୁଛନ୍ତି।
ସଞ୍ଚୟ ବୃଦ୍ଧି ଲାଗି ମିଳିବ କି ଅଧିକ ଟିକସ ରିହାତି ? ୨୦୧୪ରୁ ବଢ଼ିନି ଆୟକର ସୀମା ।
ଅଭ୍ୟାସ ସମୟରେ ମଝି ଆକାଶରେ ସୁୁଖୋଇ-ମିରାଜ ଧକ୍କା ଆଶଙ୍କା । ମିରାଜ୍ ପାଇଲଟ୍ ୱିଙ୍ଗ୍ କମାଣ୍ଡର ହନୁମନ୍ଥ ରାଓ ସାରଥୀଙ୍କ ପ୍ରାଣହାନୀ ।
ମାଆଙ୍କ କଣ୍ଠ ସ୍ୱର ଏତେ ମଧୁର ଯେ, ଝିଅ ରେକର୍ଡିଂ କରିଥିବା ଉକ୍ତ ଭିଡିଓ ଖୁବ୍ ଭାଇରାଲ ହେଲା ।
ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ରେ କ୍ୱାର୍ଟର-ଫାଇନାଲ୍କୁ ବି ଯାଇପାରିଲାନି ଆୟୋଜକ ଭାରତ। ୧୯୭୫ ପରଠାରୁ ଭାରତ ବିଶ୍ୱକପ୍ରେ କେବେ ପଦକ ଜିତିପାରି ନାହିଁ। ଏବେ ବଡ଼ ପ୍ରଶ୍ନ ହେଉଛି ଯେ ଟିମ୍ କାହିଁକି ବିଫଳ ହେଲା? ଭୁଲ୍ ରହିଲା କେଉଁଠି?
ଲଦାଖକୁ ବଞ୍ଚାଇବା ପାଇଁ ଅପିଲ୍ କରିଛନ୍ତି ।
ଚୁକ୍ତି ଉଲ୍ଲଂଘନ ପାଇଁ ନୋଟିସ୍ ପଠାଇଲା ଭାରତ, ଆଲୋଚନା ପାଇଁ ଦେଲା ୯୦ ଦିନର ମହଲତ୍
SBI ବିଜ୍ଞପ୍ତି ପ୍ରକାଶ କରିଛି। sco ପଦବୀରେ ନିଯୁକ୍ତି କରାଯିବ। କେବେ ଅଛି ଶେଷ ତାରିଖ, କିପରି କରିବେ ଆବେଦନ ଜାଣିବା ପାଇଁ ପଢନ୍ତୁ..
ବାଲ୍ୟ ବିବାହ ଓ ଅଳ୍ପ ବୟସରୁ ମାତୃତ୍ୱ ଲାଭ ପ୍ରଥା ରୋକିବାକୁ ଏଭଳି ପଦକ୍ଷେପ ନିଆଯାଉଥିବା କୁହାଯାଇଛି ।
ଅନେକ ଥର ଡ୍ରାଇଭର ରାଇଡ୍ ଆକ୍ସେପ୍ଟ କରିବା ପରେ ବି କ୍ୟାନ୍ସଲ କରିଥାନ୍ତି । କାରଣ ସେମାନଙ୍କୁ ସେହି ସବୁ ଅଞ୍ଚଳରୁ ପୁଣି ଥରେ ରାଇଡ୍ ମିଳିନଥାଏ ବା ଯାତ୍ରୀ ମିଳିନଥାନ୍ତି ।
ସୌରଭ ଗାଙ୍ଗୁଲିଙ୍କ ଜୀବନୀକୁ ବଡ଼ ପରଦାରେ ଦେଖାଯିବ। ସୌରଭ ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କିଏ ହେବେ ସୌରଭ ଆସନ୍ତୁ ଜାଣିବା…
ଫିଲ୍ମ 'RRR' କୁ ମିଳିଛି ଆଉ ଏକ ନୂଆ ସଫଳତା। ଏହା ଜାପାନର ବକ୍ସ ଅଫିସ୍ରେ ୧୦୦ ଦିନ ପୂରଣ କରିଥିବା ପ୍ରଥମ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି।
ଅସୁସ୍ଥ ମା’ର ସେବାଯତ୍ନ ପାଇଁ ଯାଇଥିବା କର୍ମଚାରୀଙ୍କୁ ଚାକିରିରୁ ବିଦା କଲା ଗୁଗଲ ।
ଇସ୍ରାଏଲର ଜେରୁଜେଲମରେ ବଡ ଧରଣର ଗୁଳିକାଣ୍ଡ ହୋଇଛି। ଆତତାୟୀର ଅତର୍କିତ ଗୁଳିମାଡ଼ରେ ୭ ଜଣଙ୍କ ମୃତ୍ୟୁ ହୋଇଛି।
ଏବେ କୋଟିପତି ଭିକାରୀକୁ ବାନ୍ଧିଲା ପୋଲିସ୍ ।
ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି
ପ୍ରେମିକା ଯେବେଠୁ ମୁହଁମୋଡ଼ି ଚାଲିଗଲାଣି ସେବେଠୁ ଡାକ୍ତରବାବୁ ଚିନ୍ତାରେ ବୁଡ଼ି ରହୁଥିଲେ। କିଛି ସହଯୋଗୀଙ୍କ ପରାମର୍ଶ କ୍ରମେ କିଛି ଦିନ ପାଇଁ ଡିପ୍ରେସନ ଟ୍ରିଟ୍ମେଣ୍ଟ ମଧ୍ୟ ନେଇଥିଲେ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୮୦୦ ଟଙ୍କା ରହିଛି ।
ହସ୍ପିଟାଲ୍ରେ ଭୟାବହ ଅଗ୍ନିକାଣ୍ଡ। ଶ୍ୱାସରୁଦ୍ଧ ହୋଇ ଡାକ୍ତର ଦମ୍ପତିଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି।
ଭାରତୀୟ ବାୟୁସେନାର ୨ଟି ବିମାନ କ୍ରାସ୍ ହୋଇଛି। ମଧ୍ୟପ୍ରଦେଶରେ ବାୟୁସେନାର ସୁଖୋଇ-୩୦ ଓ ମିରାଜ୍-୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।
କେତେବେଳେ କାର୍କୁ ରାସ୍ତାରେ ମଝିରେ ଆଣି ଚଲାଉଛନ୍ତି ତ ଆଉ କେତେବେଳେ କାର୍କୁ ହଠାତ୍ ସାଇଡ୍କୁ ନେଇ ଚଲାଉଛନ୍ତି। କଲେଜ ଛାତ୍ରଙ୍କ ଏଭଳି ବେପରୁଆ ଗାଡ଼ି ଚାଳନାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।