
SBI ବିଜ୍ଞପ୍ତି ପ୍ରକାଶ କରିଛି। sco ପଦବୀରେ ନିଯୁକ୍ତି କରାଯିବ। କେବେ ଅଛି ଶେଷ ତାରିଖ, କିପରି କରିବେ ଆବେଦନ ଜାଣିବା ପାଇଁ ପଢନ୍ତୁ..
ବାଲ୍ୟ ବିବାହ ଓ ଅଳ୍ପ ବୟସରୁ ମାତୃତ୍ୱ ଲାଭ ପ୍ରଥା ରୋକିବାକୁ ଏଭଳି ପଦକ୍ଷେପ ନିଆଯାଉଥିବା କୁହାଯାଇଛି ।
ଅନେକ ଥର ଡ୍ରାଇଭର ରାଇଡ୍ ଆକ୍ସେପ୍ଟ କରିବା ପରେ ବି କ୍ୟାନ୍ସଲ କରିଥାନ୍ତି । କାରଣ ସେମାନଙ୍କୁ ସେହି ସବୁ ଅଞ୍ଚଳରୁ ପୁଣି ଥରେ ରାଇଡ୍ ମିଳିନଥାଏ ବା ଯାତ୍ରୀ ମିଳିନଥାନ୍ତି ।
ସୌରଭ ଗାଙ୍ଗୁଲିଙ୍କ ଜୀବନୀକୁ ବଡ଼ ପରଦାରେ ଦେଖାଯିବ। ସୌରଭ ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କିଏ ହେବେ ସୌରଭ ଆସନ୍ତୁ ଜାଣିବା…
ଫିଲ୍ମ 'RRR' କୁ ମିଳିଛି ଆଉ ଏକ ନୂଆ ସଫଳତା। ଏହା ଜାପାନର ବକ୍ସ ଅଫିସ୍ରେ ୧୦୦ ଦିନ ପୂରଣ କରିଥିବା ପ୍ରଥମ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି।
ଅସୁସ୍ଥ ମା’ର ସେବାଯତ୍ନ ପାଇଁ ଯାଇଥିବା କର୍ମଚାରୀଙ୍କୁ ଚାକିରିରୁ ବିଦା କଲା ଗୁଗଲ ।
ଇସ୍ରାଏଲର ଜେରୁଜେଲମରେ ବଡ ଧରଣର ଗୁଳିକାଣ୍ଡ ହୋଇଛି। ଆତତାୟୀର ଅତର୍କିତ ଗୁଳିମାଡ଼ରେ ୭ ଜଣଙ୍କ ମୃତ୍ୟୁ ହୋଇଛି।
ଏବେ କୋଟିପତି ଭିକାରୀକୁ ବାନ୍ଧିଲା ପୋଲିସ୍ ।
ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି
ପ୍ରେମିକା ଯେବେଠୁ ମୁହଁମୋଡ଼ି ଚାଲିଗଲାଣି ସେବେଠୁ ଡାକ୍ତରବାବୁ ଚିନ୍ତାରେ ବୁଡ଼ି ରହୁଥିଲେ। କିଛି ସହଯୋଗୀଙ୍କ ପରାମର୍ଶ କ୍ରମେ କିଛି ଦିନ ପାଇଁ ଡିପ୍ରେସନ ଟ୍ରିଟ୍ମେଣ୍ଟ ମଧ୍ୟ ନେଇଥିଲେ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୮୦୦ ଟଙ୍କା ରହିଛି ।
ହସ୍ପିଟାଲ୍ରେ ଭୟାବହ ଅଗ୍ନିକାଣ୍ଡ। ଶ୍ୱାସରୁଦ୍ଧ ହୋଇ ଡାକ୍ତର ଦମ୍ପତିଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି।
ଭାରତୀୟ ବାୟୁସେନାର ୨ଟି ବିମାନ କ୍ରାସ୍ ହୋଇଛି। ମଧ୍ୟପ୍ରଦେଶରେ ବାୟୁସେନାର ସୁଖୋଇ-୩୦ ଓ ମିରାଜ୍-୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।
କେତେବେଳେ କାର୍କୁ ରାସ୍ତାରେ ମଝିରେ ଆଣି ଚଲାଉଛନ୍ତି ତ ଆଉ କେତେବେଳେ କାର୍କୁ ହଠାତ୍ ସାଇଡ୍କୁ ନେଇ ଚଲାଉଛନ୍ତି। କଲେଜ ଛାତ୍ରଙ୍କ ଏଭଳି ବେପରୁଆ ଗାଡ଼ି ଚାଳନାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପାଠ ପଢୁଥିବା ପିଲା ଶିକ୍ଷା ଋଣରେ ସୁଧ ରିହାତି ଚାହୁଁଥିବା ବେଳେ ନିଯୁକ୍ତି ସୁଯୋଗ ସୃଷ୍ଟି ଲାଗି ସୀତାରମଣ ପଦକ୍ଷେପ ନେବେ ବୋଲି ଆଶା ବାନ୍ଧି ବସିଛନ୍ତି ଶିକ୍ଷିତ ଯୁବଗୋଷ୍ଠୀ ।
ପସନ୍ଦ, ଅପସନ୍ଦ ବିଷୟକୁ ନେଇ ତାଲିକା ପ୍ରସ୍ତୁତ କର । ଯେଉଁଟା ଅପସନ୍ଦ ବିଷୟ, ତା ପ୍ରତି ବି ଯଥେଷ୍ଟ ଧ୍ୟାନ ଦିଅ ।
ଫାଇନାଲରେ ଭାରତ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ଭେଟିବ ।
ଇଣ୍ଟରଭିୟୁ ମଝିରେ ରିକ୍ରୁଟର ନିଜେ ନିଜର ହିଁ ଚାକିରି ବଞ୍ଚାଇ ପାରିଲେନି ।
କଣ୍ଡୁକୁର ସହରରେ ଏକ ଫଳରସ ଦୋକାନ କରି ମଣିକଣ୍ଠ ନାମକ ଯୁବକ ପରିବାର ଚଳାନ୍ତି । ତେବେ ତାଙ୍କର ନିଶା ହେଉଛି ସେଲ୍ଫି। ଏଥିପାଇଁ ତାଙ୍କୁ କେହି କେହି ସେଲ୍ଫି ମ୍ୟାନ୍ ବୋଲି ଡାକନ୍ତି।
ଟଙ୍କା କେଇଟା ପାଇଁ ଚାଲିଗଲା ଜୀବନ ।
ଏତେ ରାଗ ଯେ, ସ୍ତ୍ରୀ ସହ ଝଗଡ଼ା ପରେ ୩ ବର୍ଷର ପୁଅକୁ ହତ୍ୟା ପରେ ପୋତି ଦେଲା ସ୍ୱାମୀ। ପ୍ରମାଣ ନଷ୍ଟ ପାଇଁ ପୁଅର ମୃତଦେହକୁ ଫାର୍ମ ହାଉସ୍କୁ ନେଇ ସେଠାରେ ପୋତି ଦେଇଥିଲା।
ଜୀବନରେ କ’ଣ କରିବେ, ଏଥିପାଇଁ ଲକ୍ଷ୍ୟ ସ୍ଥିର କରନ୍ତୁ। ଆଉ ଲକ୍ଷ୍ୟକୁ ହାସଲ କରିବାକୁ ଏହା ଉପରେ ଫୋକସ୍ କରି କାମ କରିବାକୁ ମୋଦି କହିଛନ୍ତି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସ୍ଥିର ରହିଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୭,୨୭୦ ଟଙ୍କା ରହିଛି ।