ମାଙ୍କଡ଼ ସହ ସେଲ୍ଫି ନେବା ବେଳେ ଜଣେ ବ୍ୟକ୍ତି ୫୦୦ ଫୁଟ୍ ଗଭୀର ଖାତକୁ ଖସି ପଡ଼ିବା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି।
ଏଣିକି ଟିକେଟ କ୍ୟାନ୍ସଲ କରି ପୁଣି ଥରେ ଟିକେଟ ବୁକ୍ କରିବାକୁ ପଡ଼ିବ ନାହିଁ କି ଏଥି ପାଇଁ କ୍ୟାନ୍ସଲେସନ ଫି’ କଟିବ ନାହିଁ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୯୦୦ ଟଙ୍କା ରହିଛି ।
ସୁଶାନ୍ତଙ୍କ ମୃତ୍ୟୁର ଅଢ଼େଇ ବର୍ଷ ପରେ ଏହି ଫ୍ଲାଟ୍ରେ ରହିବା ପାଇଁ ନୂଆ ଭଡ଼ାଟିଆ ମିଳିଛନ୍ତି। ଘରର ମାଲିକ ବିଦେଶରେ ରହୁଥିବା ବେଳେ ଦୀର୍ଘ ଦିନ ଧରି ଏହି ଫ୍ଲାଟ୍ରେ ରହିବା ପାଇଁ ସେ ଭଡ଼ାଟିଆ ଖୋଜୁଥିଲେ।
ସୌଭାଗ୍ୟବଶତଃ ଗାଡ଼ିଟିର ଆଗ ଚକା ନଥିଲେ ମଧ୍ୟ ତାହା ସେମିତି ଛିଡ଼ା ହୋପାରୁଥିଲା ।
ONGC ମାଙ୍ଗାଲୋର ରିଫାଇନାରି ଆଣ୍ଡ୍ ପେଟ୍ରୋକେମିକାଲ୍ସ ଲିମିଟେଡ୍(MRPL)ରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ଆସିଷ୍ଟାଣ୍ଟ ଏକ୍ସକ୍ୟୁଟିଭ୍ (ONGC MRPL Recruitment) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଜଣେ ଡେଲିଭରୀ ବୟଙ୍କ ଗାଡ଼ିକୁ ଏକ କାର୍ ଧକ୍କା ଦେବା ସହ ତାଙ୍କୁ ୫୦୦ ମିଟର ଯାଏ ଘୋଷାଡ଼ି ନେଇଥିଲା। ସାରା ଦେଶରେ ନୂଆବର୍ଷ ସେଲିବ୍ରେସନ୍ ଚାଲି ଥିବାବେଳେ ଦିଲ୍ଲୀରେ ଏହି ଛାତିଥରା ଦୁର୍ଘଟଣା ଘଟିଥିଲା।
ମଦ ପିଇ ଗାଡ଼ି ଚଳାଉଥିଲେ ୧୦ ହଜାର ଟଙ୍କା ଜୋରିମାନା ସହ ୬ ମାସ ଜେଲ ଦଣ୍ଡର ବ୍ୟବସ୍ଥା ମଧ୍ୟ ରହିଛି ।
ୟେ ଦିଲ୍ ମାଙ୍ଗେ ମୋର୍ ! ନୂଆବର୍ଷରେ ପାକିସ୍ତାନୀ ବ୍ୟକ୍ତିଙ୍କ ଘରକୁ ଆସିଲା ୬୦ ନମ୍ବର ଛୁଆ ।
ଟ୍ରିବ୍ୟୁନାଲ ପକ୍ଷରୁ ସିସିଆଇକୁ ନିର୍ଦେଶ ଦିଆଯାଇଛି ଯେ, ଆଗାମୀ ଫେବ୍ରୁଆରୀ ୧୩ ତାରିଖରେ ପରବର୍ତ୍ତୀ ଶୁଣାଣୀ ପାଇଁ ପ୍ରସ୍ତୁତ ରୁହ ।
ପୁଅ, ଝିଅ ଓ ସ୍ତ୍ରୀକୁ ମାରିବାକୁ ଭୟଙ୍କର ଯୋଜନା । ହେଲେ ଭଗବାନ ଆଉ କିଛି ଚାହୁଁଥିଲେ . .
ଭାଇକୁ କୋଚିଂ ଛାଡ଼ିବାକୁ ଯାଇ ଆଉ ଫେରିଲେନି ମହିଳା ସପ୍ଟୱେର ଇଞ୍ଜିନିୟର । ଝିଅକୁ ହରାଇ କାନ୍ଦୁଛି ପୂରା ପରିବାର ।
ଅଭିଯୋଗ ଆସିଲେ, କାହିଁକି ବିଧାୟକ ଚାପୁଡ଼ା ମାରିଲେ ସେନେଇ ଘଟଣାର ଯାଞ୍ଚ କରାଯିବ ।
ପ୍ରେମିକ ସହ କଥାବାର୍ତ୍ତା ବନ୍ଦ କରି ଦେଇଥିଲା ପ୍ରେମିକା। ହେଲେ ବ୍ରେକ୍ଅପ୍କୁ ସହ୍ୟ କରିପାରି ନଥିଲେ ପ୍ରେମିକ।
ଡିସେମ୍ବର ୩୦ରେ ଦୁର୍ଘଟଣାର ଶିକାର ହୋଇଥିଲେ ରିଷଭ
ବିମାନ ଭିତରେ ମହିଳାଙ୍କ ଉପରେ ପରିସ୍ରା କରିଦେଲେ ମଦ୍ୟପ ଯାତ୍ରୀ। ଏଥିରେ ମହିଳାଙ୍କ ଡ୍ରେସ୍, ଜୋତା ଓ ବ୍ୟାଗ୍ ଓଦା ହୋଇଯାଇଥିବା ଅଭିଯୋଗ ହୋଇଛି।
ବେଙ୍ଗାଲୁରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଜଣେ ମହିଳା ଯାତ୍ରୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଚେକିଂ ନାଁରେ ଡ୍ରେସ୍ ଖୋଲିବାକୁ କୁହାଯାଇଥିବା ମହିଳା ଜଣକ ଅଭିଯୋଗ ଆଣିଛନ୍ତି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୭୫୦ ଟଙ୍କା ରହିଛି ।
ଦିଲ୍ଲୀ ସୁଲତାନପୁରୀରେ ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଞ୍ଜଳି ସିଂ ମୃତ୍ୟୁ ମାମଲାରେ ଆଉ ଏକ ନୂଆ ଖୁଲାସା ହୋଇଛି।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପ୍ରଥମେ ଅପହରଣ, ପରେ ଦୁଷ୍କର୍ମ। ଏହାକୁ ବିରୋଧ କରିବାରୁ ଯୁବତୀଙ୍କୁ ମାଡ଼ ମାରିବା ସହ ବିଷ ଦେଇଦେଲେ ପଡ଼ୋଶୀ।
କ୍ୟାପଟେନ ଶିବା ଚୌହାନ ସିଆଚେନ୍ ଗ୍ଲାସିଅରର ସର୍ବୋଚ୍ଚ ଯୁଦ୍ଧକ୍ଷେତ୍ରରେ ପୋଷ୍ଟ ହୋଇଥିବା ପ୍ରଥମ ମହିଳା ଅଧିକାରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କର ଏହି ସଫଳତାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା।
ସିନେମା ହଲ୍ ଭିତରେ ଖାଦ୍ୟ ଓ ପାନୀୟ ବିକ୍ରି ସଂପର୍କିତ ସର୍ତ୍ତ ମଧ୍ୟ ଧାର୍ଯ୍ୟ କରିପାରିବେ ହଲ ମାଲିକ ।
ଜାତୀୟ କ୍ରିକେଟ ଏକାଡେମୀ ବୁମରାଙ୍କୁ ଫିଟ୍ ଘୋଷଣା କରିବା ପରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସ୍କ୍ୱାଡରେ ତାଙ୍କୁ ସାମିଲ କରାଯାଇଛି ।