
ତୁନିଶା ଶର୍ମାଙ୍କ ମୃତ୍ୟୁ ଆଘାତ ଲୋକଙ୍କ ମନରୁ ଯାଇ ନଥିବା ବେଳେ ଆଉ ଏକ ଦୁଃଖ ଖବର ଆସିଛି। ଏବେ ଏଭଳି ଆଉ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ୨୨ ବର୍ଷ ବୟସ୍କ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଲୀନା ନାଗବଂଶୀ ଆତ୍ମହତ୍ୟା କରିଥିବା ଖବର ଆସିଛି।
ଯେଉଁମାନେ ବିଲ୍କୁଲ ବି ବୁଷ୍ଟର ଡୋଜ୍ ନେଇ ନାହାନ୍ତି, ସେମାନଙ୍କୁ ଏହି ନାସାଲ ଭ୍ୟାକ୍ସିନ୍ ରେକମେଣ୍ଡ କରାଯାଉଛି ବୋଲି କହିଛନ୍ତି ଡାକ୍ତର ଏନ୍କେ ଆରୋରା ।
ଗତ ୮ ମାସ ହେବ ନିଜ ବାପ ଘରେ ରହି ଆସୁଛନ୍ତି ସ୍ତ୍ରୀ ।
ପୂରଣ ହେଲା ମା’ର ଶେଷ ଇଚ୍ଛା ! ଆଇସିୟୁରେ ହେଲା ବାହାଘର । ଝିଅକୁ ବୋହୂ ବେଶରେ ଦେଖିବା ପରେ ଆରପାରିକୁ ଚାଲିଗଲେ ମହିଳା । ଭିଡିଓ ଦେଖି ଭାବୁକ ହେଲେ ଲୋକେ ।
ପୁଣି ଆଉ ଏକ ଷଡ଼ଯନ୍ତ୍ର ପଣ୍ଡ । ସିଧରାରେ ଲୁଚି ରହିଥିବା ତିନି ଆତଙ୍କବାଦୀଙ୍କୁ ନିପାତ କଲା ସେନା ।
ଆଜି ପ୍ରସିଦ୍ଧ ଶିଳ୍ପପତି ରତନ ଟାଟାଙ୍କ ୮୫ତମ ଜନ୍ମଦିନ। ଟାଟା ଗ୍ରୁପ୍କୁ ଉଚ୍ଚ ସ୍ଥାନକୁ ନେବାରେ ତାଙ୍କ ଭୂମିକା ଅତୁଳନୀୟ। ସେ ସିନା ବ୍ୟବସାୟରେ ସଫଳ ହୋଇଗଲେ, ହେଲେ ପ୍ରେମ ଜୀବନକୁ ସଫଳ କରିପାରିଲେ ନାହିଁ। ଜୀବନରେ ଆସିଥିଲେ ୪ ନାୟିକା ହେଲେ ସବୁଠାରୁ ଗଭୀର ପ୍ରେମ ଥିଲା ଆମେରିକୀୟ ଯୁବତୀଙ୍କ ସହ।
ବିଦେଶରୁ ମେଡିକାଲ୍ ଡିଗ୍ରି, ଭାରତରେ ସ୍କ୍ରିନିଂ ଟେଷ୍ଟ ପାସ୍ ନକରି ପ୍ରାକ୍ଟିସ୍ । ରୁଷିଆ, ୟୁକ୍ରେନ୍ ଓ ଚୀନରୁ ପାସ୍ କରିଥିବା ୭୩ ଜଣଙ୍କ ବିରୋଧରେ ମାମଲା ସହ ତଦନ୍ତ କରୁଛି ସିବିଆଇ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ବି ପ୍ରବଳ ଶୀତ(Cold wave)
ଜଣେ ୨୦ ବର୍ଷର ଯୁବତୀଙ୍କୁ ୫୧ ଥର ଆଘାତ କରାଯାଇ ହତ୍ୟା କରାଯାଇଛି। ଯୁବତୀ ଜଣକ ଯୁବକ ସହ କଥାବାର୍ତ୍ତା ନ କରିବାରୁ ସେ ଏପରି କାଣ୍ଡ କରିଛି ବୋଲି ଜଣାଯାଇଛି। ଉଭୟ କିଛି ଦିନ ପୂର୍ବରୁ ପରସ୍ପରକୁ ଜାଣିଥିଲେ।
ଅନ୍ତର୍ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ କରାଚିରେ ବର୍ତ୍ତମାନ ସମୟରେ ଅଟା କିଲୋର ଦାମ୍ ୧୨୫ ଟଙ୍କା ରହିଛି। ଯାହାକି ଇସଲାମବାଦ ଓ ପଞ୍ଜାବ ପ୍ରଦେଶ ତୁଳନାରେ ପାଖାପାଖି ୧୦୦ ପ୍ରତିଶତ ଅଧିକ।
ଏଭଳି କିଛି ଟ୍ୱିଟ୍କୁ ନେଇ ଏବେ ସୋସିଆଲ ମିଡିଆରେ ଝଡ଼ ସୃଷ୍ଟି ହୋଇଛି ।
'ପଠାନ' ରିଲିଜ୍ ହେବା ପୂର୍ବରୁ ବିରୋଧରେ ଛନ୍ଦି ହୋଇଛି। ଏହି ବିରୋଧ କିନ୍ତୁ ଫିଲ୍ମ ପାଇଁ ସୁଯୋଗ ଆଣିଛି। ରିଲିଜ୍ ପୂର୍ବରୁ କରିସାରିଲାଣି ୧୦୦କୋଟି ରୋଜଗାର। କାଟିବ କି KGF ରେକର୍ଡ!
ଫ୍ୟାଶନ୍ ସୋ ଠାରୁ ଆରମ୍ଭ କରି ଚଳଚ୍ଚିତ୍ର ପ୍ରଚାର ଏବଂ ରେଡ୍ କାର୍ପେଟ୍ ପର୍ଯ୍ୟନ୍ତ, ଏହି ଅଭିନେତାମାନେ ନିଜ ପ୍ରତିଭା ଏବଂ ଷ୍ଟାଇଲରେ ପ୍ରଶଂସକଙ୍କୁ ପାଗଳ କରିବା ପାଇଁ କୌଣସି ବି ମୌକା ଛାଡି ନାହାଁନ୍ତି। ଆସନ୍ତୁ ଜାଣିବା ଏମାନେ କିଏ…
ପ୍ରତି ବର୍ଷ ପରି ଏଥର ମଧ୍ୟ ହ୍ୱାଟ୍ସଆପ୍, ୟୁଜର୍ସଙ୍କୁ ଦେଇଛି ବଡ଼ ଝଟ୍କା ।
ପ୍ରେମିକ ପାଇଁ ବିପଦରେ ଚାକିରି । ସରକାରୀ ଚାକିରି କରିଥିବା ଜଣେ ଯୁବତୀ ପ୍ରେମିକ ପାଇଁ ପରୀକ୍ଷା ଦେବାକୁ ଯାଇ ଧରାପଡ଼ି ଯାଇଛନ୍ତି ।
ମହିଳା ଜଣଙ୍କ ପୂର୍ବ ସ୍ୱାମୀଙ୍କ ପାଖକୁ ଫେରିବାକୁ ମନା କରିବାରୁ ଏଭଳି କ୍ରୋଧର ଶିକାର ହୋଇଛନ୍ତି ।
ବୁଡ, ଭାରତୀୟ ସଂସ୍କୃତିର ଏକ ପବିତ୍ର ପରମ୍ପରା। ଶହ ଶହ ବର୍ଷ ପୂର୍ବରୁ ଶୀତଦିନେ ଏହି ପରମ୍ପରା ପାଳନ ହୋଇଆସୁଛି। କିନ୍ତୁ, କଥା ହେଉଛି ଏହି ପାଗରେ ଥଣ୍ଡା ପାଣିରେ ପଶିବା ଅନେକଙ୍କ ପକ୍ଷେ କଷ୍ଟକର। ସେମାନଙ୍କ ପାଇଁ ଜଣେ ବ୍ୟକ୍ତି ଏମିତି ଏକ ଅଜବ ସୁଯୋଗ ନେଇ ଆସିଛନ୍ତି। ଦେଖନ୍ତୁ…
ଘର ଲୋକଙ୍କ ଠାରୁ ଲୁଚି ନିରୋଳା ମୁହୂର୍ତ୍ତ ବିତାଇବା ପାଇଁ ଯାଇଥିଲେ । ହେଲେ ସେଠାରେ ଜୀବନ ନେଇଗଲା ପ୍ରେମିକ ।
ନିଜକୁ ସମ୍ଭାଳି ପାରୁନାହାନ୍ତି ତୁନିଶାଙ୍କ ମା’
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ସ୍ଥିର ରହଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪,୦୦୦ ଟଙ୍କା ରହିଛି ।
ବ୍ୟବସ୍ଥା ନାଚାର୍, ଝେଜିଆଙ୍ଗ ପ୍ରଦେଶରେ ଦୈନିକ ୧୦ ଲକ୍ଷ ସଂକ୍ରମଣ
ବରଫ ପାହାଡ଼ ତଳେ ଦେଶର ୬୦% । ପଶ୍ଚିମ ନ୍ୟୁୟର୍କର ବୁଫାଲୋ ସହର ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ।
ବିଶ୍ୱର ଅନେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣର ଆଶଙ୍କା ପୁଣି ବଢିଛି। ଭାରତରେ ମଧ୍ୟ ଏହାର ବିପଦକୁ ଧ୍ୟାନରେ ରଖି ଲୋକଙ୍କୁ ସତର୍କ କରାଯାଉଛି। ଏହି ନୂଆ ଭାରିଆଣ୍ଟ କେବଳ ସେହିମାନଙ୍କ ପାଇଁ କ୍ଷତିର କାରଣ ହେବ ଯେଉଁମାନଙ୍କ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ। ତେବେ ଆସନ୍ତୁ ଜାଣିବା, କିପରି ବଢେଇବା ଇମ୍ୟୁନିଟି।