
'ଝୁମ୍ ଜୋ ପଠାନ' ରିଲିଜ୍ ହେବା ମାତ୍ରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୋଟିଏ ପଟେ ଶାହରୁଖ ଖାନଙ୍କ ପ୍ରଶଂସକମାନେ ଏହି ଗୀତକୁ ପସନ୍ଦ କରୁଥିବା ବେଳେ ଅନ୍ୟପଟେ କିଛି ଲୋକ 'ଝୁମ୍ ଜୋ ପଠାନ' ଗୀତକୁ ନେଇ ମୀମ୍ସ ତିଆରି କରୁଛନ୍ତି ଏବଂ ଏହାକୁ ଭାଇରାଲ୍ କରୁଛନ୍ତି।
୨୦୨୨ରେ ଏମିତି ଅନେକ କିଛି ଘଟି ଯାଇଛି ଯାହା ଅନ୍ୟମାନଙ୍କୁ ପ୍ରେରଣା ଦେଇଥାଏ। କେହି କେହି ସେମାନଙ୍କ ପରିଶ୍ରମ ବଳରେ ସଫଳତା ପାଇଛନ୍ତି ତ ଆଉ କେହି ଏମିତି କିଛି କାମ କରିଛନ୍ତି ଯାହା ଅନ୍ୟମାନଙ୍କ ପାଇଁ ଆଦର୍ଶ ହୋଇଯାଇଛନ୍ତି। ତେବେ ଆସନ୍ତୁ ଏସବୁକୁ ନେଇ ୮ ବ୍ୟକ୍ତିଙ୍କୁ ଜାଣିନେବା।
ବିନା ବିଜୁଳିରେ ପ୍ରଭାବିତ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ, ଏୟାରପୋର୍ଟରେ ଫସି ରହିଛନ୍ତି ହଜାର ହଜାର ଲୋକ
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଟେଲିଭିଜନ ଅଭିନେତ୍ରୀ ତୁନିଶା ଶର୍ମା ମୃତ୍ୟୁ ମାମଲାରେ ସେଜାନ୍ ଖାନଙ୍କୁ ଗିରଫ କଲା ଓ୍ୱାଲିଭ୍ ପୋଲିସ ।
ପୋଲ ତଳେ ଘଷି ହୋଇ ଫାଟିଗଲା ଗ୍ୟାସ ଟ୍ୟାଙ୍କର(fuel tanker explosion) , ୧୦ ଜଣଙ୍କର ଜୀବନ ଚାଲିଗଲା ।
ସେଜାନ୍ ଖାନଙ୍କ ବିରୋଧରେ ତୁନିଶାଙ୍କ ମା’ ଆଣିଲେ ଗମ୍ଭୀର ଅଭିଯୋଗ ।
ସବୁ ପର୍ବ ସାମ୍ନାରେ ହାପି ଲାଗୁଥିବା ବେଳେ ଖ୍ରୀଷ୍ଟମାସ ସାମ୍ନାରେ ମେରୀ ଲାଗୁଥିବା ପଛର କାରଣ କ’ଣ ?
ପ୍ରାୟ ସବୁ ଲୋକ ବେଳେ ବେଳେ ଟିକେଟିକେ ଘୁଙ୍ଗୁଡ଼ି ମାରନ୍ତି, କିନ୍ତୁ କିଛି ଲୋକଙ୍କ ପାଇଁ ଏହା ନିୟମିତ ଏବଂ ଅନିୟନ୍ତ୍ରିତ ହୋଇଥାଏ। ପ୍ରାୟତଃ ଘୁଙ୍ଗୁଡ଼ି ମାରୁଥିବା ମଣିଷଟି ଅପେକ୍ଷା ପାଖରେ ଶୋଇଥିବା ମଣିଷ ଅଧିକ ସମସ୍ୟା ଭୋଗିଥାଏ। ପରବର୍ତ୍ତି ସମୟରେ ଘୁଙ୍ଗୁଡ଼ି ମାରୁଥିବା ବ୍ୟକ୍ତି ମଧ୍ୟ ଅନେକ ଜଟିଳ ସମସ୍ୟାର ସମ୍ମୁଖିନ ହୋଇପାରେ।
ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ଜଣେ ବ୍ୟକ୍ତି ହୃଦ୍ଘାତରେ ପୀଡିତ ହୋଇ ଯନ୍ତ୍ରଣା ଭୋଗିବାକୁ ଲାଗିଲେ। ସେହି ବ୍ୟକ୍ତିଙ୍କ ଏଭଳି ଅବସ୍ଥା ଦେଖି CISF ଅଧିକାରୀମାନେ ସଙ୍ଗେ ସଙ୍ଗେ ଘଟଣାସ୍ଥଳକୁ ଆସି ତାଙ୍କୁ CPR ଦେଇ ତାଙ୍କ ଜୀବନ ବଞ୍ଚାଇ ଦେଲେ।
ଆଜି ଖ୍ରୀଷ୍ଟମାସ ବା ବଡଦିନ। ଏହିଦିନ କେକ୍, ଘଣ୍ଟି, ମହମବତୀ, ମୋଜା ଆଦିର ବିଶେଷ ମହତ୍ୱ ରହିଛି। ତେବେ ଆସନ୍ତୁ ଜାଣିନେବା ଏହି ଉତ୍ସବରେ ଏ ସବୁକୁ କାହିଁକି ବ୍ୟବହାର କରି ଘର ସଜ୍ଜାଯାଏ।
ଛୁଟିଦିନ ନିଆରା ହୋଇଥାଏ। ପିଇବା ଏବଂ ଗାଡି ଚଳାଇବା ଠାରୁ ଆରମ୍ଭ କରି ମଜ୍ଜାଳିଆ ଖେଳ ପର୍ଯ୍ୟନ୍ତ, ଏହି ଛୁଟିଦିନଗୁଡିକରେ ଦେଖିବାକୁ ମିଳେ। ଏମିତି ଏକ ଘଟଣା ଅଷ୍ଟ୍ରେଲିଆରେ ଘଟିଛି। ସାଣ୍ଟା ପରି ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍ ଗିରଫ କରିଛି।
ଚୀନରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି।
‘ପଠାନ୍’ର ଗୀତ 'ବେଶରମ୍ ରଙ୍ଗ୍' ରିଲିଜ୍ ହେବା ପର ଠାରୁ ବିବାଦ ପିଛା ଛାଡୁନି। ଏହି ଗୀତରେ ଦୀପିକା ପାଦୁକୋନଙ୍କ ବିକିନିର ରଙ୍ଗ ହିଁ ଅଡୁଆ ସୃଷ୍ଟି କରିଛି। ଶାହରୁଖକୁ ଟାର୍ଗେଟ୍ କରାଯାଉଛି। ଏହାରି ଭିତରେ କିନ୍ତୁ ଶାହରୁଖ ଫ୍ୟାନ୍ଙ୍କ ପାଇଁ ଆସିଛି ଖୁସି ଖବର। ଜାଣନ୍ତୁ…
ମନରେ ଅସୀମ ଦମ୍ଭ । ହାତରେ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର । ବଛାବଛା ବାୟୁବୀରଙ୍କୁ ନେଇ ଗଠିତ ଗରୁଡ଼ ଫୋର୍ସ
ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪,୦୦୦ ଟଙ୍କା ରହିଛି ।
ଦୁର୍ଘଟଣାରେ ୮ ଆୟାପ୍ପା ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି ।
ସେ ଚଳଚ୍ଚିତ୍ର ହେଉ କି ଟିଭି ଇଣ୍ଡଷ୍ଟ୍ରି, ଗ୍ଲାମର୍ ସହ ଜଡିତ ଅଭିନେତ୍ରୀମାନେ ସେମାନଙ୍କ ଫିଟ୍ନେସ୍ ପ୍ରତି ସବୁବେଳେ ସଚେତନ ଥାଆନ୍ତି। ଅଭିନୟ ସହିତ ସେମାନେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବାକୁ କେବେ ବି ଭୁଲନ୍ତି ନାହିଁ। ତେବେ ଆସନ୍ତୁ ସେହି ଫିଟ୍ନେସ୍ ପ୍ରେମୀ ଅଭିନେତ୍ରୀମାନଙ୍କ ବିଷୟରେ ଜାଣିବା, ଯେଉଁମାନେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ।
ଚୀନ, ଜାପାନ ସମେତ ଅନ୍ୟ କିଛି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍ କଟକଣାକୁ ଆହୁରି କଡ଼ାକଡ଼ି କରିଛନ୍ତି।
ମେକ୍ଅପ୍ ପାଇଁ ଓ ହାତ ଖର୍ଚ୍ଚ ପାଇଁ ସ୍ୱାମୀ ଟଙ୍କା ନଦେବାରୁ ଜଣେ ମହିଳା, ସ୍ୱାମୀଙ୍କ ଠାରୁ ତଲାକ୍ ମାଗିଛନ୍ତି। ଏଥିପାଇଁ ମହିଳା ଜଣକ ପ୍ୟାମିଲି କୋର୍ଟରେ ଆବେଦନ କରିଛନ୍ତି।
ବିହାରର ମୋତିହାରିରେ ଏକ ଚିମିନିରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏକ ଇଟା ଭାଟି ଚିମିନିରେ ବିସ୍ଫୋରଣ ହେବା ଯୋଗୁ ୭ ଜଣଙ୍କ ଜୀବନ ଚାଲି ଯାଇଛି।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...