‘ପଠାନ୍’ର ଗୀତ 'ବେଶରମ୍ ରଙ୍ଗ୍' ରିଲିଜ୍ ହେବା ପର ଠାରୁ ବିବାଦ ପିଛା ଛାଡୁନି। ଏହି ଗୀତରେ ଦୀପିକା ପାଦୁକୋନଙ୍କ ବିକିନିର ରଙ୍ଗ ହିଁ ଅଡୁଆ ସୃଷ୍ଟି କରିଛି। ଶାହରୁଖକୁ ଟାର୍ଗେଟ୍ କରାଯାଉଛି। ଏହାରି ଭିତରେ କିନ୍ତୁ ଶାହରୁଖ ଫ୍ୟାନ୍ଙ୍କ ପାଇଁ ଆସିଛି ଖୁସି ଖବର। ଜାଣନ୍ତୁ…
ମନରେ ଅସୀମ ଦମ୍ଭ । ହାତରେ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର । ବଛାବଛା ବାୟୁବୀରଙ୍କୁ ନେଇ ଗଠିତ ଗରୁଡ଼ ଫୋର୍ସ
ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪,୦୦୦ ଟଙ୍କା ରହିଛି ।
ଦୁର୍ଘଟଣାରେ ୮ ଆୟାପ୍ପା ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି ।
ସେ ଚଳଚ୍ଚିତ୍ର ହେଉ କି ଟିଭି ଇଣ୍ଡଷ୍ଟ୍ରି, ଗ୍ଲାମର୍ ସହ ଜଡିତ ଅଭିନେତ୍ରୀମାନେ ସେମାନଙ୍କ ଫିଟ୍ନେସ୍ ପ୍ରତି ସବୁବେଳେ ସଚେତନ ଥାଆନ୍ତି। ଅଭିନୟ ସହିତ ସେମାନେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବାକୁ କେବେ ବି ଭୁଲନ୍ତି ନାହିଁ। ତେବେ ଆସନ୍ତୁ ସେହି ଫିଟ୍ନେସ୍ ପ୍ରେମୀ ଅଭିନେତ୍ରୀମାନଙ୍କ ବିଷୟରେ ଜାଣିବା, ଯେଉଁମାନେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ।
ଚୀନ, ଜାପାନ ସମେତ ଅନ୍ୟ କିଛି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍ କଟକଣାକୁ ଆହୁରି କଡ଼ାକଡ଼ି କରିଛନ୍ତି।
ମେକ୍ଅପ୍ ପାଇଁ ଓ ହାତ ଖର୍ଚ୍ଚ ପାଇଁ ସ୍ୱାମୀ ଟଙ୍କା ନଦେବାରୁ ଜଣେ ମହିଳା, ସ୍ୱାମୀଙ୍କ ଠାରୁ ତଲାକ୍ ମାଗିଛନ୍ତି। ଏଥିପାଇଁ ମହିଳା ଜଣକ ପ୍ୟାମିଲି କୋର୍ଟରେ ଆବେଦନ କରିଛନ୍ତି।
ବିହାରର ମୋତିହାରିରେ ଏକ ଚିମିନିରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏକ ଇଟା ଭାଟି ଚିମିନିରେ ବିସ୍ଫୋରଣ ହେବା ଯୋଗୁ ୭ ଜଣଙ୍କ ଜୀବନ ଚାଲି ଯାଇଛି।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
୮୧.୩ କୋଟି ଗରିବ ଲୋକଙ୍କୁ ବର୍ଷେ ଯାଏ ଅର୍ଥାତ୍ ୨୦୨୩ ମସିହା ଡିସେମ୍ବର ଯାଏ ମାଗଣାରେ ରାସନ୍ ପ୍ରଦାନ ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।
ICICI ବ୍ୟାଙ୍କ ଋଣ ଠକେଇ ମାମଲା(ICICI Bank Fraud Case)ରେ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର(Chanda Kochhar) ଓ ତାଙ୍କ ସ୍ୱାମୀ ଦୀପକ କୋଚରଙ୍କୁ ଶୁକ୍ରବାର ଦିନ ସିବିଆଇ ଗିରଫ କରିଛି।
ଭାରତରେ ପ୍ରତିବର୍ଷ ଡିସେମ୍ବର ୨୪ରେ “ଜାତୀୟ ଖାଉଟି ଅଧିକାର ଦିବସ” ପାଳନ କରାଯାଏ। କ’ଣ ଏହାର ଉଦ୍ଦେଶ୍ୟ, ଏହା ପଛରେ କ’ଣ ରହିଛି ଇତିହାସ, କ’ଣ ରହିଛି ନିୟମ ଜାଣିବା ପାଇଁ ପଢନ୍ତୁ।
ଖ୍ରୀଷ୍ଟମାସ ମଧ୍ୟରେ ଆମେରିକାରେ ବମ୍ ସାଇକ୍ଲୋନ୍ ବିପଦ ଦେଖାଦେଇଛି। ବାତ୍ୟା ବିପଦକୁ ଦୃଷ୍ଟିରେ ରଖି ପାଞ୍ଚ ହଜାରରୁ ଅଧିକ ବିମାନ ବାତିଲ କରାଯାଇଛି। ଏହା ଖୁବ ଭୟଙ୍କର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
କରନଙ୍କ ପାଇଁ ନିଲାମୀ ମୈଦାନକୁ ଏଣ୍ଟ୍ରୀ କରିଥିଲା ଚେନ୍ନାଇ ସୁପରକିଙ୍ଗ୍ସ କିନ୍ତୁ...
ଭେଇକିଲ୍ ପ୍ରେମୀଙ୍କ ପାଇଁ ଆଉ ଏକ ଖୁସି ଖବର। ଖୁବ୍ ଶୀଘ୍ର ଏଭଳି ଏକ ଇଲେକ୍ଟ୍ରିକ୍ କାର୍ ବଜାରକୁ ଆସୁଛି ଯାହାର ରେଞ୍ଜ୍ ଖୁବ୍ ଜବରଦସ୍ତ ହେବ। ଏହା ଥରେ ଚାର୍ଜ ହେଲେ ୧୦୦୦କିମି ପର୍ଯ୍ୟନ୍ତ ଚାଲିପାରିବ। ଆସନ୍ତୁ ଜାଣିବା ଏହି କାର୍ ବିଷୟରେ।
ପୁଣି ଭାଇରାଲ୍ ହେଲେ ରାନୁ ମଣ୍ଡଳ। ଜଣେ ଯୁବକଙ୍କ ସହ ରୋମାଣ୍ଟିକ୍ ମୁଡ୍ରେ ରାନୁ ମଣ୍ଡଳଙ୍କର ଭିଡିଓ ଭାଇରାଲ୍ ହେଉଛି। ଯୁବକ ଜଣଙ୍କ ବାଇକ୍ ଆଗରେ ବସିଥିବା ବେଳେ ରାନୁ ତାଙ୍କ ବାଇକ୍ ପଛରେ ବସିଛନ୍ତି। ଦେଖନ୍ତୁ ଏହି ଭିଡିଓ…
ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଚାକିରି କରିବାକୁ ଚାହୁଁଥିବା ଆଶାୟୀଙ୍କ ଭଲ ଖବର। ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ SBI ବିଜ୍ଞପ୍ତି ପ୍ରକାଶ କରିଛି। ୧,୪୩୮ ପଦବୀ ପୂରଣ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।
ସରକାରୀ ଅବହେଳା ପାଇଁ ଲିଙ୍ଗଗତ ଭିନ୍ନତା ସୃଷ୍ଟି ହୋଇଛି । ଏବେ ଜିଲ୍ଲା ପ୍ରଶାସନ କନ୍ୟା ଖୋଜି ଆଣି ଦେଉ ବୋଲି ଦାବି ହୋଇଛି ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୫୦୦ ଟଙ୍କା ରହିଛି ।
ଯେଉଁଠି ଦୁଲ୍ହନ ନିଜ ବାପାମା’ଙ୍କ ପାଇଁ ଷ୍ଟେଜ୍ ଉପରେ ଡ୍ୟାନ୍ସ କରୁଛନ୍ତି ଓ ଏହି ସମୟରେ ସେ ଭୋ ଭୋ ହୋଇ କାନ୍ଦୁଛନ୍ତି। ଯାହାର ଏକ ଝଲକ୍ ଏକ ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି।