IOCL ଟ୍ରେନିଂ ଆପ୍ରେଣ୍ଟିସ୍ ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ପୋଷ୍ଟଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜାଣନ୍ତୁ ଅନ୍ୟାନ୍ୟ ତଥ୍ୟ…
ନିକଟରେ ‘ବିଗ୍ ବସ୍ ୧୦’ରେ ଭାଗ ନେଇଥିଲେ ରାହୁଲ ଦେବ। ଏଥିରେ ଭାଗ ନେବାକୁ ସେ ଚାହୁଁନଥିଲେ ବି ତାଙ୍କୁ କରିବାକୁ ପଡିଛି ବୋଲି ସେ କହିଛନ୍ତି। ହେଲେ ତାଙ୍କୁ ଏମିତି କାହିଁକି କରିବାକୁ ପଡିଲା ଆସନ୍ତୁ ଜାଣିବା।
ଉତ୍ତର ପ୍ରଦେଶରେ ବର୍ଷା ବିତ୍ପାତ। ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିବା ଫଳରେ ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଛି। ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ କାନ୍ଥ ପଡି ଏବଂ ବଜ୍ରପାତ ଘଟି ଅତି କମ୍ରେ ୧୦ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏପରି ହୃଦୟ ବିଦାରକ ଘଟଣା ଘଟିଛି ଅଟାୱା, ଫିରୋଜାବାଦ ଏବଂ ବଲରାମପୁରରେ।
ଜନତାଙ୍କ ସେବା କରିବା ନେତା, ମନ୍ତ୍ରୀଙ୍କର ଧର୍ମ ବୋଲି ସେମାନେ ଖୁବ ପ୍ରଚାର ପ୍ରସାର କରିଥାନ୍ତି । ହେଲେ ଏମିତି ପ୍ରଚାର ପ୍ରସାର ଭିତରେ ନିଜ ସେବା ସହ ନିଜ ଖାନଦାନିର ସେବା କେମିତି କରିଥାନ୍ତି ତାହା ସମସ୍ତେ ଜାଣନ୍ତି। କିନ୍ତୁ ଏ ନେତାଙ୍କୁ ଦେଖନ୍ତୁ ତ ଥରେ ! ୟାଙ୍କ କାମ ଦେଖିଲେ ଆପଣ ନିଶ୍ଚୟ ବିଶ୍ୱାସ କରିବେ ଯେ ନେତାମାନେ ବେଳେବେଳେ ଜନତାଙ୍କ ସେବା କରିଥାନ୍ତି ।
ଅକ୍ଷୟ କୁମାର ଅନ୍ଧେରୀ ପଶ୍ଚିମ ଅଞ୍ଚଳରେ ଥିବା ତାଙ୍କର ଏକ ଫ୍ଲାଟ୍କୁ ବିକ୍ରି କରିଛନ୍ତି। ଏହି ଫ୍ଲାଟ୍କୁ ସେ ୬ କୋଟିରେ ବିକ୍ରି କରିଛନ୍ତି। ଜାଣନ୍ତୁ ଏହାକୁ କିଏ ନେଲେ…
ଜାତିସଂଘ ମହାସଭାର ୭୭ ତମ ସମ୍ମିଳନୀରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରୀଫ ଦେଇଥିବା ଭାରତ ବିରୋଧୀ ବୟାନର ମୁହଁତୋଡ ଜବାବ ଦେଇଛି ଭାରତ । ଚିରାଚରିତ ଅଭ୍ୟାସବଶତଃ ବିଶ୍ୱମଞ୍ଚରେ ପାକିସ୍ତାନ ପୁଣି ଉଗାଳିଥିଲା ଭାରତ ବିରୋଧୀ ମନ୍ତବ୍ୟ। ହେଲେ ଭାରତ ପକ୍ଷରୁ ଏହାର କଡା ଜବାବ ଦିଆଯାଇଛି।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ରହିଛି ୪୭ ହଜାର ୭୦୦ ଟଙ୍କା ରହିଛି ।
ସେ ଥିଲେ ମହାରାଣୀ, ସେ ଥିଲେ ବର୍ବର। ନୃଶସ ମହିଳା ସିରିଏଲ୍ କିଲର୍ଭାବେ ସେ ଜଣାଶୁଣା। ନିଜ ସୌନ୍ଦର୍ଯ୍ୟ ପାଇଁ କରୁଥିଲେ ରକ୍ତସ୍ନାନ। ଏଥି ପାଇଁ ମାରି ଦେଇଛନ୍ତି ୬୦୦ରୁ ଅଧିକ ଯୁବତୀ। ସେମାନଙ୍କ ସହ ଆଉ କ’ଣ ସବୁ କରୁଥିଲେ ଜାଣିବା ପାଇଁ ପଢନ୍ତୁ।
ନେପାଳରୁ ଆସି ଭାରତରେ ରହି ପେଟ ପୋଷୁଥିଲେ ଭରତ। ଦୁବାଇରେ ରହି କରୁଥିଲେ କାର୍ ସଫା। ହଠାତ ଲାଗିଗଲା ଲଟେରୀ ଆଉ ସେ ହୋଇଗଲେ କୋଟିପତି।
ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ।
ଯୁଦ୍ଧକୁ ନେଇ ହରଡ଼ଘଣାରେ ପୁଟିନ୍। ରିଜର୍ଭ ଫୋର୍ସ ମୁତୟନ ଲାଗି ଘୋଷଣା ପରେ ଛନକା। ତୁଚ୍ଛାଟାରେ ଯୁଦ୍ଧ ନ ଲଢ଼ିବାକୁ ଦେଶ ଛାଡୁଛନ୍ତି ଋଷୀୟ ନାଗରିକ।
SBI, PO ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ପୋଷ୍ଟ୍ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପୂରଣ ହେବ ୧୬୭୩ ପଦବୀ। ଜାଣନ୍ତୁ ଯୋଗ୍ୟତା, ବୟସ ସୀମା, ଫି’, ଦରମା ଓ ଅନ୍ୟାନ୍ୟ ତଥ୍ୟ।
ମୋ ଡେଥ ସାର୍ଟିଫିକେଟ ହଜି ଯାଇଛି। ୨୦୨୨ ସେପ୍ଟେମ୍ବର ୭ ତାରିଖ ସକାଳ ୧୦ଟା ସମୟରେ ଏହା ଲମ୍ଡିଙ୍ଗ ବଜାରରେ ହଜିଯାଇଛି।’ ଆଶ୍ଚର୍ଯ୍ୟ ହଉଛନ୍ତି କି ? ଏକଥା ଆମେ କହୁନୁ। ଏମିତି ବିଜ୍ଞାପନ ଭାଇରାଲ ହୋଇଛି ସୋସିଆଲ ମିଡ଼ିଆରେ ।
ରୁଷିଆ-ୟୁକ୍ରେନ ଥମିବାର ନାଁ ଧରୁନି। ଏମିତି ସ୍ଥିତିରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ବୋଲି ରୁଷ ରାଷ୍ଟ୍ରପତି ପୁଟିନ ଧମକ ଦେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଯଦି ଆଣିବକ ଯୁଦ୍ଧ ହୁଏ ମଣିଷ କେମିତି ଏଥିରୁ ନିଜକୁ ସୁରକ୍ଷିତ ରଖି ପାରିବ ? କ’ଣ କଲେ ଆଣବିକ ବିସ୍ଫୋରଣର ରେଡିଏସନ ପ୍ରଭାବ କମ ରହିବ ? କୁହାଯାଇଛି, ଆଣବିକ ଯୁଦ୍ଧ ସମୟରେ ଚୁଟିରେ ଆଦୌ କଣ୍ଡିସନର ଲଗାନ୍ତୁ ନାହିଁ। ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ କାହିଁକି ? ଆଣବିକ ଯୁଦ୍ଧ ସହ କଣ୍ଡିସନର କ’ଣ ସମ୍ପର୍କ ରହିଛି ?
'RRR ଓସ୍କାର ପୁରସ୍କାର ନାମାଙ୍କନରେ ସ୍ଥାନ ପାଇବାରେ ବିଫଳ ହୋଇଛି। ଏନେଇ ଭାରତୀୟ ଜୁରୀ ଗୁଜୁରାଟୀ ଫିଲ୍ମ 'ଛେଲୋ ଶୋ'କୁ ଚୟନ କରିଛନ୍ତି। ତେବେ ଜୁରୀର ଏହି ନିଷ୍ପତ୍ତିକୁ ଲୋକମାନେ ପସନ୍ଦ କରୁନାହାଁନ୍ତି।
କାନାଡା ବୁଲିବାକୁ ଓ ସେଠାରେ ପାଠପଢ଼ିବାକୁ ଯାଉଥିବା ଭାରତୀୟଙ୍କୁ ମଧ୍ୟ ସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି।
ବାପା-ମା’ଙ୍କର ସ୍ୱପ୍ନ, ପିଲାଟି ତାଙ୍କର ଭଲ ପାଠ ପଢିବ । ଟପ୍ପର ହେବ । କାରଣ ଭଲ ପାଠ ପଢି ଟପ୍ପର ନ ହେଲେ ଭଲ ଚାକିରିଟିଏ ଯେ ମିଳିବ ନି ! ଆଉ ଭଲ ଚାକିରିଟିଏ ନ ମିଳିଲେ ଭବିଷ୍ୟତ ତ ପୂରା ଅନ୍ଧାର ହିଁ ଅନ୍ଧାର । ହେଲେ ଆଜିକାଲି ବାପା-ମା’ଙ୍କର ଏମିତି ଧାରଣାର ଯେ କିଛି ମାନେ ନାହିଁ, ୧୯ ବର୍ଷୀୟ କୈବଲ୍ୟ ଭୋରା ଓ ଅଦିତ ପାଲିଚା ପ୍ରମାଣିତ କରି ଦେଇଛନ୍ତି। ଉଭୟେ ଅଧାରୁ ପାଠ ଛାଡ଼ି ନିଜର ବ୍ୟବସାୟ ଆରମ୍ଭ କରିଥିଲେ ଆଉ ଏବେ ୧୦୦୦ କୋଟି କ୍ଲବରେ ସାମିଲ ହୋଇ ପାରିଛନ୍ତି। କୈବଲ୍ୟ ଏହି କ୍ଲବର ସର୍ବ କନିଷ୍ଠ ବ୍ୟକ୍ତି।
ଗୁଗୁଲ୍ ତା’ର ୟୁଜର୍ସଙ୍କ ତଥ୍ୟ ସୁରକ୍ଷିତ ରଖିବା ପାଇଁ ସବୁବେଳେ ଚେଷ୍ଟା କରି ଆସୁଛି। ଯଦି ଗୁଗୁଲ୍ରେ ଆପଣଙ୍କର ବ୍ୟକ୍ତିଗତ ତଥ୍ୟ କିଛି ରହିଛି ତେବେ ଜଣେ ଚାହିଁଲେ ସହଜରେ ପାଇପାରିବ। ହେଲେ ୟୁଜର୍ସଙ୍କର ଏହି ତଥ୍ୟକୁ ଗୁପ୍ତ ରଖିବା ପାଇଁ ଗୁଗୁଲର ଏକ ନୂଆ ଟୁଲ ଆସୁଛି। ଏହି ଟୁଲ୍ର ନାଁ ‘ରେଜଲ୍ଟ ଆବାଉଟ ୟୁ’। ଏହି ନୂଆ ପ୍ରାଇଭେସି ଫିଚର ଦ୍ୱାରା ୟୁଜର୍ସ ସେମାନଙ୍କର ପର୍ସନାଲ ସର୍ଚ୍ଚ କଣ୍ଟେଣ୍ଟକୁ ରିମୁଭ କରିବା ପାଇଁ ଅନୁରୋଧ କରିପାରିବେ।
ଲିଜେଣ୍ତସ୍ କ୍ରିକେଟ୍ର ୧୪ତମ ମ୍ୟାଚ୍ ଇଣ୍ତିଆ ଲିଜେଣ୍ତସ୍ ଓ ଇଂଲଣ୍ତ ଲିଜେଣ୍ତସ୍ ମଧ୍ୟରେ ଦେହରାଡୁନ୍ରେ ଖେଳାଯାଇଥିଲା । ଏହି ମ୍ୟାଚ୍ରେ ଲିଟିଲ୍ ମାଷ୍ଟର ସଚିନ ତେନ୍ଦୁଲକର୍ ନିଜର ପୁରୁଣା ଅନ୍ଦାଜରେ ବିସ୍ଫୋରକ ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି ।
ଟଏଲେଟ୍ର କିଛି ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ପରେ ସମ୍ପୃକ୍ତ କମ୍ପାନୀର ବସ୍ଙ୍କ ସର୍ମ୍ପକରେ ବିଭିନ୍ନ ପ୍ରକାରର ଆଲୋଚନା ଆରମ୍ଭ ହୋଇଯାଇଛି। କମ୍ପାନୀର ବସ୍ଙ୍କ ଏଭଳି ନିଷ୍ପତ୍ତି ପଛରେ ମଧ୍ୟ ଏକ କାରଣ ରହିଛି।
ରାହୁଲ ଓ ସୋନିଆ ଗାନ୍ଧି କଂଗ୍ରେସ ସଭାପତି ନିର୍ବାଚନ ଲଢ଼ିବାକୁ ମନା କରିବା ପରେ ଏବେ ନିର୍ବାଚନ ଲଢ଼ିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ରାଜି ହୋଇଛନ୍ତି। ସେ କଂଗ୍ରେସର ସଭାପତି ନିର୍ବାଚନ ଲଢ଼ିବେ।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୦ ହଜାର ୩୦ ଟଙ୍କା ରହିଛି ।
ଇ-କମର୍ସର ସମସ୍ତ ଡିଲ୍ସ୍କୁ Flipkart ପ୍ଲସ୍ ମେମ୍ବର୍ସ ଆକ୍ସେସ୍ କରିପାରିବେ। ତେବେ ଅନ୍ୟ ୟୁଜର୍ସ ମଧ୍ୟ ଆଜି ରାତି ୧୨ଟାରୁ ଏହି ସେଲ୍ର ଫାଇଦା ଉଠାଇପାରିବେ।
ଅଷ୍ଟ୍ରେଲିଆ ବିପକ୍ଷରେ ଥିବା ୩ଟି ଟି-ଟ୍ୱେଣ୍ଟି ମ୍ୟାଚ୍ରୁ ପ୍ରଥମ ମ୍ୟାଚ୍ଟି ହାରିଯିବା ପରେ ଏବେ ଟିମ୍ ଇଣ୍ତିଆ ପାଇଁ ଅନ୍ୟ ଦୁଇଟି ମ୍ୟାଚ୍ ଜିତିବା ବେଶ୍ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି ।
ବିରୋଧୀ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ନ କରିବାକୁ ଗେହଲଟ ମସୁଧା ଆରମ୍ଭ କରିଛନ୍ତି । ବାଚସ୍ପତି ସିପି ଯୋଶୀଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଗେହଲଟଙ୍କ ଗୋଟି ଚାଳନା କରୁଥିବା କୁହାଯାଉଛି ।