ଦେଶର ୪୯ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଲଳିତ
ପୂର୍ବରୁ ସୋନାଲିଙ୍କ ଦୁଇ ସହଯୋଗୀ ସୁଖବିନ୍ଦର ଓ ସୁଧୀରକୁ ଗିରଫ କରିଥିଲା ଗୋଆ ପୋଲିସ ।
ଅଫିସ୍ ଅଫ୍ ପ୍ରଫିଟ୍ ଅଭିଯୋଗ ଆଧାରରେ ଝାଡ଼ଖଣ୍ଡର ରାଜ୍ୟପାଳଙ୍କୁ ସୋରେନ୍ଙ୍କ ବିଧାୟକ ପଦ ରଦ୍ଦ ପାଇଁ ନିର୍ବାଚନ ଆୟୋଗ ସୁପାରିଶ ପଠାଇଛନ୍ତି। ଚର୍ଚ୍ଚା ହେଉଛି ଯେ, ଖୁବ୍ଶୀଘ୍ର ରାଜ୍ୟପାଳ ତାଙ୍କ ନିଷ୍ପତ୍ତି ନିର୍ବାଚନ କମିଶନଙ୍କୁ ଜଣାଇବେ
ପ୍ରଥମ ଭାରତୀୟ ଜାଭଲିନ୍ ଥ୍ରୋୟର ଭାବେ ଅଲିମ୍ପିକ୍ସ ବିଜେତା ନୀରଜ ଚୋପ୍ରା ଡାଇମଣ୍ଡ ଲିଗ୍ ଜିତିଛନ୍ତି। ଟାଇଟଲ୍ ଜିତି ସେ ଭାରତ ପାଇଁ ଗର୍ବ ଓ ଗୌରବ ଆଣିବା ସହ ଇତିହାସ ରଚିଛନ୍ତି।
ଇସ୍ତଫାପତ୍ରରେ ରାହୁଲଙ୍କ ପିଲାଳିଆମୀ ଓ ଅପରିପକ୍ୱତାକୁ କଡ଼ା ସମାଲୋଚନା
ସୋନାଲିଙ୍କ ଦୁଇ ସହଯୋଗୀ ଗିରଫ , ସିସିଟିଭି ଫୁଟେଜରୁ ମିଳିବ କି ସୁରାକ ?
ବିଜେପିର ଅପରେସନ୍ ଲୋଟସ୍ ଫେଲ୍: ଆପ୍
ଗେହଲୋଟ୍ ଗାନ୍ଧୀ ପରିବାରର ଅତି ବିଶ୍ୱସ୍ତ ହୋଇଥିବା ବେଳେ ଦଳର ବି ଜଣେ ସର୍ବମାନ୍ୟ ନେତା । ତେଣୁ ତାଙ୍କୁ ଆଗରେ ରଖି ଦଳ ପରିଚାଳନା ଲାଗି ଗାନ୍ଧୀ ପରିବାର ଚିନ୍ତା କରୁଥିବା କୁହଯାଉଛି ।
ସେପ୍ଟେମ୍ବର ୨ରେ ନୌସେନାରେ ହେବ ସାମିଲ
ସାଧାରଣତଃ ଲୋକମାନେ ଲାଲ୍ ଆପଲ୍ ଖାଆନ୍ତି ଏବଂ ଏହାର ଉପକାରିତା ବିଷୟରେ ଜାଣନ୍ତି। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ସବୁଜ ଆପଲ୍ ବା ଗ୍ରୀନ୍ ଆପଲ୍ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ।
ଘରକୁ ଆସିଲେ ଗାଳିଗୁଲଜ କରିବା ସହିତ ମାରପିଟ୍ କରୁଛି ସ୍ତ୍ରୀ । ଭୟରେ ଗଛ ଉପରେ ରହୁଛନ୍ତି ସ୍ୱାମୀ ।
ରବିବାର ଅପରାହ୍ନ ୨ଟା ୩୦ ମିନିଟରେ ଭଂଗାଯିବ ଟ୍ୱିନ୍ ଟାଓ୍ୱାର । ୟୁପି ନୋଏଡା ସେକ୍ଟରରେ ରହିଛି ଏହି ବିଲ୍ଡିଂ ।
କପିଲ ସିବଲଙ୍କଠୁ ଗୁଲାମନବୀ ଯାଏଁ ଦଳ ଛାଡ଼ିଛନ୍ତି ।
ହତ୍ୟା ମାମଲାରେ ଦୁଇ ଜଣ ବିଜେପି ନେତାଙ୍କୁ ଏବେ ପଚରାଉଚରା କରାଯାଉଛି।
ହାତ ଟିପକୁ ନକଲ କରିବାକୁ ପ୍ରୟାସ । ବନ୍ଧୁ ପାଇଁ ପରୀକ୍ଷା ଦେଇଗଲେ । ଶେଷରେ ଉଭୟ ବନ୍ଧୁ ବନ୍ଧା ହୋଇଛନ୍ତି ।
ଅଭିଯୋଗ ପରେ ଆକ୍ରମଣକାରୀକୁ ଗିରଫ କଲା ଟେକ୍ସାସ ପୋଲିସ୍
ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି, ଜନତାଙ୍କୁ କଲବଳ କରୁଛି ଭୟଙ୍କର ବର୍ଷା
ଜଣେ ବୃଦ୍ଧାଙ୍କ ଅନ୍ତିମସଂସ୍କାର ବେଳେ ତାଙ୍କ ପରିବାର ସଦସ୍ୟ କାନ୍ଦିବା ବଦଳରେ ହସ ହସ ମୁହଁରେ ମୃତଦେହ ସହ ଫଟୋ ଉଠାଇଛନ୍ତି। ଏ ଫଟୋକୁ ଦେଖିଲାପରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କୁ ଏହା ବିବ୍ରତ କରିଛି।
‘ସୋନିଆ ଗାନ୍ଧି ସଭାପତି ଥିଲେ ମଧ୍ୟ ରାହୁଲଙ୍କ ଇଚ୍ଛା ଅନୁସାରେ ହିଁ ସବୁ ଚାଲେ। ଏପରିକି ରାହୁଲଙ୍କ ପିଏ ଓ ସୁରକ୍ଷାକର୍ମୀ ମଧ୍ୟ ନିଷ୍ପତ୍ତି ନେଇଥାନ୍ତି।’ ଏହାସହ କଂଗ୍ରେସରେ କିଛି ଠିକ୍ ଚାଲିନି ବୋଲି ଇସ୍ତଫାପତ୍ରରେ ଗୁଲାମନବୀ ଜଣାଇଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ, ଯେଉଁଠି ଦୁଇଟି ବିରାଟାକାୟ ଗୋଧି ରାସ୍ତା ମଝିରେ କୁସ୍ତି ଲଢ଼ୁଛନ୍ତି ।
ଆତଙ୍କବାଦୀଙ୍କ ଅନୁପ୍ରବେଶ ବେଳର ଭିଜୁଆଲ୍କୁ ଭାରତୀୟ ସେନା ସାର୍ବଜନୀନ କରିଛି। ପାକିସ୍ତାନ କିଭଳି ଅସ୍ଥିରfତା ସୃଷ୍ଟି ପାଇଁ ଉଦ୍ୟମ କରୁଛି ତାହା ଏଥିରୁ ସ୍ପଷ୍ଟ ହେଉଛି।
ଗୁଲାମନବୀ, ରାହୁଲ ଗାନ୍ଧିଙ୍କୁ ଟାର୍ଟେଟ କରିବା ସହ କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ‘ରାହୁଲ ଗାନ୍ଧିଙ୍କ ପ୍ରବେଶ ପରେ କଂଗ୍ରେସରେ ସବୁ ଗଡ଼ବଡ଼ି ଆରମ୍ଭ ହେଲା।
ସାମାନ୍ୟ ବଢିଲା ସୁନା ଦର। ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩,୪୦୦ ରହିଛି ।
ଦୁର୍ଘଟଣାରେ ଯୋଗୀ ଆଦିତ୍ୟନାଥଙ୍କ OSD ମୋତିଲାଲ୍ ସିଂଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଓ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। କୌଣସି ଜନ୍ତୁକୁ ବଞ୍ଚାଇବାକୁ ଯାଇ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।