ଅଗ୍ନିପଥ ପାଇଁ ସାରା ଦେଶରେ ପ୍ରତିବାଦ ଜାରି ରହିଥିବା ବେଳେ ୨୦୦ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।
ରାହୁଲଙ୍କୁ ସୁରକ୍ଷିତ ଭାବେ ୧୦୪ ଘଣ୍ଟାର ଅପରେସନ୍ ଉପରେ ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରସ୍ତୁତ କରାଯିବ। ରାହୁଲ ବୋର୍ୱେଲ୍ ଗାତରେ ଫସିବା ପରେ ଘଟିଥିବା ଘଟଣାବଳୀ ଓ ଏହାର ସଂଘର୍ଷକୁ ଲୋକଙ୍କୁ ଅବଗତ କରାଯିବ।
ବିବାହ କରିବା ପରେ ଗର୍ଭବତୀ ହେଲା ସ୍ତ୍ରୀ, ପିଲା କିନ୍ତୁ ସ୍ୱାମୀର ନୁହେଁ ଜଣାପଡ଼ିବା ପରେ ମାମଲା ଥାନାରେ ପହଞ୍ଚିଲା ।
ବିହାରର ବିଭିନ୍ନ ଷ୍ଟେସନରେ ଜୋରଦାର ପ୍ରତିବାଦ କରିବା ସହ ଆନ୍ଦୋଳନକାରୀମାନେ ଟ୍ରେନରେ ନିଆଁ ଲଗାଇ ଦେଇଥିବା ଦେଖିବାକୁ ମିଳିଛି
ହଂକଂ ବିପକ୍ଷରେ ଗୋଟିଏ ଗୋଲ ଦେଇ ସୁନୀଲ ଛେତ୍ରୀ ବିଶ୍ୱର ଶ୍ରେଷ୍ଠ ୫ଜଣ ଗୋଲ ସ୍କୋରର୍ଙ୍କ ତାଲିକାରେ ତାଙ୍କ ନାଁକୁ ସାମିଲ କରିଛନ୍ତି । ବି
ଗୋଟିଏପଟେ ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼ ହୋଇଥିବା ବେଳେ ଅନ୍ୟପଟେ ଆଶ୍ୱସ୍ତି ମିଳିଛି। ଗତକାଲି ଏଲ୍ପିଜି କନେକ୍ସନ ଦର ବୃଦ୍ଧି ପାଇଥିବା ବେଳେ ଖାଇବା ତେଲ ଶସ୍ତା ହୋଇଛି। ଅନ୍ତର୍ଜାତୀୟ ବଜାରରେ ଖାଇବା ତେଲ ଦର କମି ଥିବାରୁ ଗ୍ରାହକଙ୍କୁ ମହଙ୍ଗାରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।
ତାଲିବାନି ଶାସନରେ ବେକାର ଟିଭି ଆଙ୍କର, ରାସ୍ତାରେ ଷ୍ଟ୍ରିଟ୍ଫୁଡ୍ ବିକ୍ରି କରି ପରିବାର ଚଳାଉଛନ୍ତି
ପ୍ରାୟ ୪୮ ହଜାର ଦର୍ଶକ ଷ୍ଟାଡିୟମରେ ରହି ଭାରତୀୟ ଟିମକୁ ସମର୍ଥନ କରିଥିଲେ
ବଢ଼ିଲା ଏଲ୍ପିଜି କନେକ୍ସନ ଦର। ଯଦି ଆପଣ ନୂଆ ଏଲ୍ପିଜି କନେକ୍ସନ ନେବାକୁ ଚାହୁଁଛନ୍ତି, ତା’ହେଲେ ଏଥିପାଇଁ ଆପଣଙ୍କୁ ଏଣିକି ଅତିରିକ୍ତ ୮୫୦ ଟଙ୍କା ଦେବାକୁ ପଡ଼ିବ।
ପୁଣି ଥରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୨,୨୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
‘ଅଗ୍ନିପଥ’ ଯୋଜନାକୁ ନେଇ ଦେଶରେ ଜୋରଦାର ପ୍ରତିବାଦ ପରେ ଆନ୍ଦୋଳନକୁ ପ୍ରଶମିତ କରିବାକୁ କେନ୍ଦ୍ର ସରକାର ପ୍ରୟାସ କରିଛନ୍ତି। ୩ ସେନା ବାହିନୀରେ ଅଗ୍ନିବୀର ଭାବେ ଯୁବକ ଯୁବତୀଙ୍କୁ ଭର୍ତ୍ତି କରିବା ପାଇଁ ୨ ଦିନ ପୂର୍ବେ ‘ଅଗ୍ନିପଥ’ ଯୋଜନା ଘୋଷଣା ହୋଇଥିଲା।
ଭାରତ ପାଇଁ ଆଜି କର ବା ମର ସ୍ଥିତି । ଏଣେ ଆଜିର ମ୍ୟାଚ୍ ଜିତି ସିରିଜ ହାତେଇବାକୁ ଚେଷ୍ଟା କରିବ ଭ୍ରମଣକାରୀ ଦଳ ।
ରାହୁଲଙ୍କୁ ଉଦ୍ଧାର ବେଳେ ଜଗନ୍ନାଥଙ୍କ ନାଁ ନେଇଥିଲେ ଛତିଶଗଡ ଜାଞ୍ଜଗିର ଚାମ୍ପା ଜିଲ୍ଲାପାଳ ଜିତେନ୍ଦ୍ର ଶୁକ୍ଲା
ପ୍ରଥମେ ମୃତ୍ୟୁନେଇ ଗୁଜବ, ଆଉ ଏବେ ସ୍ୱଦେଶ ଫେରିବା ଖବର । ପାକିସ୍ତାନର ପୂର୍ବତନ ମିଲିଟାରୀ ଶାସକ ଜେନେରାଲ ପରଭେଜ୍ ମୁଶାରଫଙ୍କ ପାକିସ୍ତାନ ଫେରିବା ନେଇ ପ୍ରଶସ୍ତ ହୋଇଛି ରାସ୍ତା
ପାକିସ୍ତାନରେ ଚା କପରେ ଝଡ଼ ଦେବାଳିଆ ହୋଇପଡିଛି ଅର୍ଥନୀତି
ବିଶେଷଜ୍ଞଙ୍କ ମଧ୍ୟରେ ବି ଏହାକୁ ନେଇ ପ୍ରକାଶ ପାଇଛି ମିଶ୍ର ପ୍ରତିକ୍ରିୟା । ଅନ୍ୟପକ୍ଷରେ ଏହି ଯୋଜନା ସେନାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ ବୋଲି କହିଥିଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଏବଂ ତିନି ସେନା ମୁଖ୍ୟ ।
କେମିତି ଉଦ୍ଧାର ପାଇଥିଲା ରାହୁଲ ? ଛୋଟ ପିଲା ତାଙ୍କୁ ଉଦ୍ଧାର କରିଥିଲା ନା ଉଦ୍ଧାରକାରୀ ଦଳ ?
ଶେଷ ପର୍ଯ୍ୟାୟ ଖନନ ବେଳେ ରାହୁଲ ଉପରେ ପଥର ଖଣ୍ଡ ପଡ଼ିବାର ଆଶଙ୍କା ଥିଲା । କେମିତି ସେଥିରୁ ତାକୁ ସୁରକ୍ଷା ଦେଇହେବ, ସେଥିପାଇଁ ଏକ ଦେଶୀ ଯୁଗାଡରେ ଆଇଡିଆ ଜୁଟିଥିଲା
ପେଟ୍ରୋଲିୟମ ଉତ୍ପାଦ ଉପରେ ସବସିଡି ପ୍ରଦାନ କରିବା ସ୍ଥିତିରେ ନାହାନ୍ତି ପାକିସ୍ତାନ ସରକାର ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଏହି ୩ ଟି ଶଦ୍ଦର ଇସ୍ତଫା ପତ୍ର....
ବିରୋଧ ପ୍ରଦର୍ଶନ ବେଳେ କଂଗ୍ରେସ କର୍ମୀ ଗୋଟିଏ ସ୍କୁଟର ପୋଡି ଦେଇଥିବା ସହ ୩ଟି ସରକାରୀ ବସ୍ ଭଙ୍ଗାରୁଜା କରିଛନ୍ତି ।
ପୋଡିୟମ ପାଖରେ ଠିଆ ହୋଇଥିବା ବେଳେ ପୁଟିନ ଗୋଡ ହଲାଉଥିବା ନଜର ଆସୁଛନ୍ତି । ପୁଟିନ ଛିଡ଼ା ହେବାରେ ଅସୁବିଧା ଭୋଗୁଥିବା ଜଣାପଡ଼ୁଛି ।
ମୁମ୍ବାଇର ଜୁହୁ ସ୍ଥିତ ଏକ ପଞ୍ଚ ତାରକା ହୋଟେଲ୍ରେ ୩୫ ବର୍ଷୀୟା ଲେଖିକାଙ୍କୁ ବିଜ୍ନେସ୍ମ୍ୟାନ୍ ଦୁଷ୍କର୍ମ କରିଥିବା ଅଭିଯୋଗ ଡୋଇଛି। ଅଣ୍ଡରୱାର୍ଲଡ୍ ଡନ୍ ଦାଉଦ ଇବ୍ରାହିମ୍ଙ୍କ ନାଁ ନେଇ ଅଭିଯୁକ୍ତ ଜଣକ ପୀଡ଼ିତାଙ୍କୁ ଧମକ ଦେଇଥିଲେ।