ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏକ ଗହଣା ବ୍ରାଣ୍ଡ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍ ଯାଇଛନ୍ତି। ପ୍ରିୟଙ୍କା ନିଜ ସୌନ୍ଦର୍ଯ୍ୟର ଯାଦୁକୁ ଏଠାରେ ବିସ୍ତାର କରିବାରେ ସଫଳ ହୋଇଛନ୍ତି। ଅନେକ ହଲିଉଡ୍ ସେଲିବ୍ରିଟି ମଧ୍ୟ ପ୍ରିୟଙ୍କାଙ୍କୁ ପ୍ରଶଂସା ନ କରି ରହିପାରି ନାହାନ୍ତି।
ସୋନାକ୍ଷୀ ସିହ୍ନା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ତାଙ୍କ ବାହାଘରକୁ ନେଇ ଚାରିଆଡେ ଚର୍ଚ୍ଚା ଜୋର ଧରିଛି। ଏହାକୁ ନେଇ ସେ ନିଜ ପ୍ରତିକ୍ରିୟା ଦେଇଛନ୍ତି।
ଅନ୍ଲାଇନ୍ ପେମେଣ୍ଟ୍ (Online Payment) ଓ ଟ୍ରାଞ୍ଜାକ୍ସନ (Digital Transaction) ପାଇଁ ୟୁପିଆଇ (UPI) ବ୍ୟବହାର କରୁଥିବା ଲୋକମାନଙ୍କ ପାଇଁ ଖୁସି ଖବର। ଏଣିକି କ୍ରେଡିଟ୍ କାର୍ଡରୁ କରିପାରିବେ UPI ପେମେଣ୍ଟ।
ପାକିସ୍ତାନରେ ଆତ୍ମଘାତୀ ହମଲାର ଚେତାବନୀ
ପାର୍ଲରରେ ପଇସା ଖର୍ଚ୍ଚ ନକରି ଆପଣ ଚାହିଁଲେ ଘରୋଇ ଉପାୟରେ ମଧ୍ୟ ମୁହଁର ଯତ୍ନ ନେଇପାରିବେ । ଖରା ଦିନେ କିପରି ଆମ ତ୍ୱଚାର ଯତ୍ନ ନେବା ତାହା ଏକ ବଡ ସମସ୍ୟା ଭାବେ ଦେଖାଦିଏ । ଏଥିଯୋଗୁ ତ୍ୱଚା କଳା ପଡିଯିବା ସହ ଟ୍ୟାନ୍ ସମସ୍ୟା ଦେଖାଦିଏ । ଆପଣ ଘରୋଇ ଉପାୟରେ ହର୍ବାଲ ଫେସ୍ପ୍ୟାକ ବନେଇ ତ୍ୱଚ୍ଚାରେ ଲଗେଇ ପାରିବେ । ତା’ହେଲେ ଆସନ୍ତୁ ଜାଣିବା ସେହି ଉପାୟ ଗୁଡ଼ିକ ବିଷୟରେ…
ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(RBI) ପକ୍ଷରୁ ରେପୋ ରେଟ୍ ୫୦ ବେସିସ୍ ପଏଣ୍ଟ ବୃଦ୍ଧି କରାଯାଇଛି। ୫ ସପ୍ତାହ ମଧ୍ୟରେ ରେପୋ ରେଟ୍ ୨ଥର ବୃଦ୍ଧି ପାଇଛି।
କ୍ୟାନ୍ସର ଚିକିତ୍ସାରେ ଇତିହାସରେ ପ୍ରଥମ ଔଷଧର ପରୀକ୍ଷଣ ବେଳେ ସମସ୍ତ କ୍ୟାନ୍ସର ରୋଗୀ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଆମେରିକାର ନ୍ୟୁୟର୍କରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ବଜାରକୁ ଆସିଗଲା ହ୍ୱିସ୍କି ଚା’। ପିଇବା ମାତ୍ରେ ରିଫ୍ରେସ ହୋଇଯିବ ମୁଡ୍ ।
ରୀତିନୀତି ଅନୁସାରେ ରାତିରେ ବିବାହ କାର୍ଯ୍ୟ ସମ୍ପନ୍ନ ହେଲା, ହେଲେ ସକାଳ ହେଲା ବେଳକୁ ସବୁକିଛି ଓଲଟପାଲଟ ହୋଇଗଲା। ବିବାହର କିଛି ଘଣ୍ଟା ପରେ ନବବିବାହିତା ନିଜ ନୂଆ ଜୀନବସାଥୀ ସହ ସମ୍ପର୍କ ତୁଟାଇ ଦେଇଥିଲେ।
ସ୍ୱାମୀ ଛାଡିଦେବା ପରେ ଆରମ୍ଭ ହୋଇଗଲା ସଂଘର୍ଷ। ପିଲାମାନଙ୍କୁ ମଣିଷ କରିବା ପାଇଁ ଠେଲା ଲଗେଇ ଦିନକୁ ରୋଜଗାର କରୁଥିଲେ ମାତ୍ର ୫୦ ଟଙ୍କା। ଆଜି ସେ ଦିନକୁ କରୁଛନ୍ତି ୨ ଲକ୍ଷ ଟଙ୍କା ରୋଜଗାର।
ହଳାସନ ଉଭୟ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟକୁ ବଜାୟ ରଖିବା ପାଇଁ ଏହି ଆସନ ଅଭ୍ୟାସ କରାଯାଏ। ଏହା ସହିତ ରକ୍ତଚାପର ଉନ୍ନତି, ରକ୍ତରେ ଶର୍କରା ସ୍ତରର ନିୟନ୍ତ୍ରଣ ବଜାୟ ରଖିବା ଏବଂ ଶାରୀରିକ ସୁସ୍ଥତାକୁ ବଢେଇବା ନେଇ ଏହି ଆସନ ଅତ୍ୟନ୍ତ ଉପକାରୀ।
ନୂଆ ଗାଇଡଲାଇନରେ କୁହାଯାଇଛି ଯେ ନିକଟରେ ୩ ସେନା ମୁଖ୍ୟ କିମ୍ବା ଉପ ମୁଖ୍ୟ ପଦରୁ ଅବସର ନେଇଥିବା ଅଧିକାରୀମାନେ ମଧ୍ୟ ସିଡିଏସ୍ ପଦ ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ। କିନ୍ତୁ ସେମାନଙ୍କ ବୟସ ୬୨ ବର୍ଷରୁ କମ ହୋଇଥିବା ଅପରିହାର୍ଯ୍ୟ ।
ପୁଣି ସୀମାରେ ଦେଖାଗଲା ଡ୍ରୋନ୍ । ଷଡ଼ଯନ୍ତ୍ର ଜାରି ରଖିଛି ପାକିସ୍ତାନ ।
ଓଭର-ଦି-କାଉଣ୍ଟର ବିକ୍ରିର ଅର୍ଥ ହେଉଛି ଯେ, ଏକ ଔଷଧକୁ ଖୁଚୁରା ବଜାରରେ ବିନା କୌଣସି ଡାକ୍ତରୀ ପ୍ରେସକ୍ରିପସନରେ କିଣାଯାଇପାରିବ । ଦେଶରେ ଯେଉଁଠି ଆଣ୍ଟିବାୟୋଟିକ୍ ସମେତ ଅନେକ ଔଷଧ ସାଧାରଣ ଭାବେ କାଉଣ୍ଟରରେ ବିକ୍ରି ହୁଏ ।
ଏମ୍ବର ହର୍ଡ ମାମଲାରେ କୋର୍ଟଙ୍କ ରାୟ ଜନି ଡେପ୍ଙ୍କ ସପକ୍ଷରେ ଯିବା ପରେ ସେ ବିଜୟ ଉତ୍ସବ ମନାଇଛନ୍ତି । ଇଂଲଣ୍ଡରେ ଏହି ରେସ୍ତୋରାଂ ଭାରତୀୟ ଖାଦ୍ୟ ପରିବେଷଣ କରିଥାଏ । ଯେଉଁଠି ୪୮ ଲକ୍ଷ ଖର୍ଚ୍ଚ କରିଛନ୍ତି ସେ ।
ଭାରତୀୟ ନୋଟରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚିତ୍ର ବଦଳାଇବାକୁ କୌଣସି ପ୍ରସ୍ତାବ ନାହିଁ : ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ
ବଲିଉଡ୍ ଭାଇଜାନ୍ ସଲମାନ୍ ଖାନ୍ଙ୍କ ଘର ବାହାରୁ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଦିଲ୍ଲୀ ପୋଲିସ୍ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋୟୀଙ୍କୁ ପଚରାଉଚରା କରି ଅନେକ ତଥ୍ୟ ଓଗାଳିଛି। ପଚରାଉଚରା ବେଳେ ଲରେନ୍ସ କହିଛି ଯେ, ଏଥିରେ ତାର କୌଣସି ହାତ ନାହିଁ।
ସାଉଥ୍-ବଲିଉଡ୍ ବିବାଦକୁ ଡେଇଁଛନ୍ତି ନୀରଜ ପାଣ୍ଡେ। ବଲିଉଡ୍କୁ ମଧ୍ୟ ସାଉଥ୍ ବାଲା କପି କରନ୍ତି ବୋଲି ସେ କହିଛନ୍ତି। ଏହା ଏକ ଟ୍ରାଞ୍ଜିସନ ଫେଜ୍ ଏବଂ ଆମେ ଯେଉଁଭଳି ବିଷୟବସ୍ତୁ ତିଆରି କରୁଛୁ ସେଥିରେ ସୁଧାର ଆଣିବାର ଅଛି ବୋଲି ସେ କହିଛନ୍ତି।
ଫ୍ଲାଟ୍ ଭିତରୁ ମିଳିଲା ବୃଦ୍ଧ ଦମ୍ପତିଙ୍କ ମୃତଦେହ। ତା’ବି ପୁଣି ମୁଖ୍ୟମନ୍ତ୍ରୀଙ୍କ ଘର ପାଖରେ ଏହି ଘଟଣା ଘଟିଛି। ବୃଦ୍ଧ ଦମ୍ପତି ଯେଉଁ ଫ୍ଲାଟ୍ରେ ରହୁଥିଲେ ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘର ପାଖରେ। ଯାହାକି ହାଇ ସିକ୍ୟୁରିଟି ଜୋନ୍।
ଏକାକୀ ପ୍ରଶାନ୍ତ ମହାସାଗର ଯାତ୍ରା କରି ରେକର୍ଡ କରିଛନ୍ତି ୮୩ ବର୍ଷୀୟ ବୃଦ୍ଧ...
ଜଣେ ବ୍ରିଟିଶ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ସ୍ୱାମୀଙ୍କ ସହ ଗୋଆ ବୁଲିବାକୁ ଆସିଥିଲେ। ଦୁଷ୍କର୍ମ ନେଇ ଅଭିଯୋଗ ପରେ ପୋଲିସ୍ ଛାନ୍ଭିନ୍ କରି ଅଭିଯୁକ୍ତକୁ ଧରିଥିଲା।
ସିଦ୍ଧୁ ମୁସେୱାଲାଙ୍କ ପରେ ଗ୍ୟାଙ୍ଗଷ୍ଟରଙ୍କର ଟାର୍ଗେଟରେ ସଲମାନ୍ ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୭ ତାରିଖ ମଙ୍ଗଳବାର, ତିଥି – ୭ମୀ ପ୍ରାତଃ ୦୭/୫୫/୧୯ ୮ମୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ,ମକର ରାଶିର ଅହୋରାତ୍ର, ଘାତ ବାର - ମକର ରାଶିର, ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ଗତେ ୨ ପାଦ -କୃଷି ଓ ପଶୁହାନି ପ୍ରାତଃ ୦୭/୫୫/୧୯ ଗତେ୧ ପାଦ କୃଷିହାନି, ଭୂମିହାନ - ତିଳକାଞନ ଦାନ ।
ଜାମ୍ମୁ କାଶ୍ମୀରର କୁପୱାରାରେ ସୁରକ୍ଷାକର୍ମୀ- ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା…