ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାର ୫ ଦିନ ପରେ ସରକାର ଏନେଇ ନିଷ୍ପତି ନେଇଛନ୍ତି ।
ଆପଣଙ୍କ ପାନ୍ କାର୍ଡ ସହ ଆଧାର ଲିଙ୍କ୍ ନାହିଁ କି। ତେବେ ଜୁନ୍ ଶେଷ ପର୍ଯ୍ୟନ୍ତ ୫୦୦ ଟଙ୍କା ଜରିମାନା, ପରେ ଡବଲ। ଯଦି କରି ନାହାନ୍ତି ତେବେ ଘରେ ବସି କେମିତି କରିବେ ଜାଣନ୍ତୁ।
୧୦ମ ପାଶ କରିଥିବା ପିଲାଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ବିନା ପରୀକ୍ଷାରେ ରେଳବାଇରେ ଅଛି ଚାକିରି। ପୂରଣ ହେବ ୫୬୩୬ ପଦବୀ। ତୁରନ୍ତ ଆବେଦନ କରନ୍ତୁ।
ବବି ଦେଓଲଙ୍କ‘ଆଶ୍ରମ’ଲୋକଙ୍କ ହୃଦୟକୁ କିଣି ନେଇଥିଲା। ଏହାର ଦୁଇଟା ସିଜନ୍ ପୂର୍ବରୁ ଷ୍ଟ୍ରିମିଂ ହୋଇଥିବା ବେଳେ ଲୋକେ ଏହାର ତୃତୀୟ ସିଜନ୍କୁ ଉତ୍ସାହର ସହ ଚାହିଁ ବସିଛନ୍ତି। ଆଉ କିଛି ଘଣ୍ଟା ପରେ ଏହି ଅପେକ୍ଷାର ଅନ୍ତ ହେବ।
କରୋନା କାରଣରୁ ଗତ ୨ ବର୍ଷ ହେବ IIFA ପୁରସ୍କାର ହୋଇପାରୁ ନଥିଲା। ଏଥର ହେଉଥିବାରୁ ଲୋକେ ସେମାନଙ୍କ ପ୍ରିୟ ତାରକାଙ୍କୁ ଦେଖିବା ନେଇ ଉତ୍ସାହରେ ଅଛନ୍ତି। ଏନେଇ ଆବୁଧାବୀର ଏକ ଦ୍ୱୀପରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ବଲିଉଡ୍ ସେଲିବ୍ରେଟୀମାନେ ଏଠାରେ ପହଞ୍ଚିବାକୁ ଲାଗିଲେଣି।
ଜମ୍ମୁ କାଶ୍ମୀରରେ ଥମୁନି ଟାର୍ଗେଟ କିଲିଂ । ଜଣକ ପରେ ଜଣଙ୍କ ଜୀବନ ନେଉଛନ୍ତି ଆତଙ୍କୀ ।
ଗୁଜୁରାଟ୍ ନିର୍ବାଚନ ପୂର୍ବରୁ ହାର୍ଦ୍ଦିକ ପଟେଲ୍ କଂଗ୍ରେସ ଛାଡ଼ିଥିଲେ। ଗାନ୍ଧିନଗରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ବିଜେପିରେ ମିଶିଲେ ହାର୍ଦ୍ଦିକ ।
ସିଦ୍ଧୁଙ୍କ ଫେରିବା ରାସ୍ତାକୁ ଚାହିଁ ରହିଛନ୍ତି ଦୁଇ ପୋଷା କୁକୁର ।
ପୁଣିଥରେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମହାମାରୀ କରୋନା ତା’ର କାୟାବିସ୍ତାର କରିବା ଆରମ୍ଭ କରିଛି। ପଜିଟିଭିଟି ରେଟ୍ ୮.୪ ପ୍ରତିଶତକୁ ବୃଦ୍ଧିପାଇଛି ।
ହଲିଉଡ଼ ଷ୍ଟାର ଜନି ଡେପ୍ ଏବଂ ତାଙ୍କ ପୂର୍ବତନ ପତ୍ନୀ ତଥା ଅଭିନେତ୍ରୀ ଅମ୍ବର ହର୍ଡଙ୍କ ମଧ୍ୟରେ ଚାଲିଥିବା ହାଇ ପ୍ରୋଫାଇଲ ମାନହାନି ମୋକଦ୍ଦମାର ରାୟ ପ୍ରକାଶ ପାଇଛି। ବୁଧବାର ଏକ ଖଣ୍ଡପୀଠ ଏହାର ଶୁଣାଣି କରି ଜନି ଡେପଙ୍କ ସପକ୍ଷରେ ରାୟ ଦେଇଛନ୍ତି।
ନିଜ ପ୍ରେମରେ ପାଗଳ କ୍ଷମା । ନିଜକୁ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
୬୪ ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନଲାଇନ ଯୋଗେ ମୂଲ୍ୟାୟନ ହେବ । ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ ।
ବିବାହ ପରେ ଶାଶୁଘରୁ ଟଙ୍କା, ସୁନା, ଗହଣା ଧରି ଫେରାର ମାରିଲା କନ୍ୟା ।
'ମୁଁ ଇସ୍ତଫା ଦେଇନି', ବୋଲି କହିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ଏବେ ନୂଆ କିଛି ପ୍ଲାନ କରୁଛି, ଭାବୁଛି ଅନେକ ଲୋକଙ୍କୁ ସାହାଯ୍ୟ କରିବି ।
ଓକ୍ଲାହୋମାରର ତୁଲସା ସହର ସ୍ଥିତ ସିଟି ଫ୍ରାନ୍ସିସ୍ ହସ୍ପିଟାଲରେ ଗତକାଲି ଘଟିଛି ଏପରି ନାରକୀୟ କାଣ୍ଡ
ଅଙ୍ଗନୱାଡ଼ି ସହାୟିକାଙ୍କ ପୁଅ ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଚର୍ଚ୍ଚାର ପରିଧିକୁ ଆସିଛନ୍ତି ।
ସାପ ନା ଶୁଣିଲେ ତ ଲୋକେ ଭୟଭିତ ହେବା ଥୟ। ସେଥିରେ ପୁଣି ଅଜଗର। କିଏ ବା ନ ଡରିବ! କିନ୍ତୁ ଯଦି ଅଜଗରକୁ ଧରି କେହି ଶୋଇବା କଥା କୁହାଯାଏ ତେବେ କିଏ ବା ବିଶ୍ୱାସ କରିବ! କିନ୍ତୁ ଏହା ସତ। ଦେଖନ୍ତୁ ଭିଡିଓ।
ଗତକାଲି ରାତିରେ ମୁମ୍ବାଇ ଅଣାଯାଇଥିଲା କେକେଙ୍କ ମରଶରୀର
ଏସିଡ୍ ଆକ୍ରମଣ ସବୁଦିନ ପାଇଁ ଦେଇଦେଲା ଦାଗ। କିନ୍ତୁ ସେ ହାର ମାନି ନଥିଲେ। ସମାଜ ଆଗରେ ମୁଣ୍ଡ ଟେକି ଚାଲିବା ପାଇଁ ଚଲେଇଲେ ସଂଗ୍ରାମ। ଆସନ୍ତୁ ଜାଣିବା ସେମିତି ଜଣେ ମହିଳାଙ୍କ ବିଷୟରେ।
ଦିନସାରା ଉର୍ଜାବାନ ଓ ଚଳଚଞ୍ଚଳ ରହିବାକୁ କିଏ ବା ନ ଚାହେଁ। କିନ୍ତୁ ଆଜିକାଲିର ସୁସ୍ଥିଆ ଜୀବନ ଏଥିରେ ବାଧା ସୃଷ୍ଟି କରୁଛି। ଆପଣ ଯଦି ଉର୍ଜାବାନ ଓ ଚଳଚଞ୍ଚଳ ରହିବାକୁ ଚାହାନ୍ତି ତେବେ ଏହିସବୁ ଯୋଗ କରନ୍ତୁ।
SSKM ହସ୍ପିଟାଲରେ ପୋଷ୍ଟମର୍ଟମ ପରେ ରବୀନ୍ଦ୍ର ସଦନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ଏହି ମହାନ୍ କଳାକାରଙ୍କ ମରଶରୀରକୁ ଦିଆଯାଇଥିଲା ଗନ୍ ସାଲ୍ୟୁଟ୍ ।
ଭାରତୀୟ ସେନାର ଅସ୍ତ୍ରଶସ୍ତ୍ର, ଚିକିତ୍ସା ସାମଗ୍ରୀ ଯେପରି ଲଦାଖରେ ପହଞ୍ଚି ପାରିବ ନାହିଁ ସେଥିପାଇଁ ପାକିସ୍ତାନ ପକ୍ଷରୁ କାର୍ଗିଲରେ ଥିବା ଏହି ଜାତୀୟ ରାଜପଥର ଉପରେ ବୋମା ମାଡ଼ କରିଥିଲା ପାକିସ୍ତାନ । ଏହି ଜାତୀୟ ରାଜପଥର ଲମ୍ବ ପ୍ରାୟ ୨୧୭.୪ କିଲୋମିଟର ।
ଏଠାରେ ରହିବାକୁ ଘର ବ୍ୟବସ୍ଥା କରାଯିବା ସହ ମାର୍କେଟ କମ୍ପ୍ଲେକ୍ସ, ଅପିସ୍, ରିଟେଲ ଅଫିସ୍ ଆଦି ରହିବ । ଖାଲି ସେତିକି ନୁହେଁ ଏହା ଲାଲ ସାଗର କୂଳେ ମରୁଭୂମିରେ ନିର୍ମାଣ କରାଯିବ ।
ପରବର୍ତ୍ତୀ ଯୋଜନା ନେଇ ନିଜ ଟୁଇଟ୍ରେ ଗାଙ୍ଗୁଲି ସ୍ପଷ୍ଟ କରିଛନ୍ତି।