ସବୁ ଆତଙ୍କୀ ଷଡ଼ଯନ୍ତ୍ରରେ ଫେଲ୍ ପାକିସ୍ତାନ, ତଥାପି ନିଜ ଇତିହାସ ଦେଖି କିଛି ବି ଶିଖିପାରିଲାନି। ଆଜି କିଛି ଏଭଳି ଭାବେ ପାକିସ୍ତାନକୁ କଡ଼ା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
୪ ଫୁଟ୍ ୨ ଇଞ୍ଚ ଉଚ୍ଚତା ବିଶିଷ୍ଟ ଦିଶା ପାଣ୍ଡ୍ୟା ଯେତେବେଳେ ପାଠପଢା ସାରି ଚାକିରି ଖୋଜିବାକୁ ବାହାରିଲେ । ସେତେବେଳେ ତାଙ୍କ ଉଚ୍ଚତା ପାଇଁ ୧୭ ଥର ଇଣ୍ଟର୍ଭ୍ୟୁରେ ରିଜେକ୍ଟ ହୋଇଥିଲେ । କିନ୍ତୁ ଏବେ ବ ଣ୍ଟୁଛନ୍ତି ଚାକିରି...
ଆମେ ସମସ୍ତେ ଜାଣୁ ଯେ ସମଗ୍ର ଦେଶ ଶାନ୍ତିରେ ଶୋଇବା ପାଇଁ କାର୍ଗିଲ ଯୁଦ୍ଧ ସମୟରେ ସେନାର ବୀରମାନେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ସେମାନଙ୍କର ସାହସ ଏବଂ ବୀରତ୍ୱର କାହାଣୀ ଜୀବନଠାରୁ ବି ବଡ଼। ତେବେ ଆସନ୍ତୁ ଏମିତି ୫ ଜଣ ବୀରଙ୍କ ବିଷୟରେ ଜାଣିବା ଯିଏ ଦେଶ ପାଇଁ ନିଜକୁ ବଳିଦାନ ଦେଇଛନ୍ତି।
ରାଙ୍କିଙ୍ଗ ରାଉଣ୍ଡରେ ମହିଳା ତୀରନ୍ଦାଜ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଦୀପିକା କୁମାରୀ, ଅଙ୍କିତା ଭକତ ଏବଂ ଭଜନ କୌରଙ୍କୁ ନେଇ ଗଠିତ ମହିଳା ଟିମ୍କୁ ଏହି ସଫଳତା ମିଳିଛି।
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ମହାସମାରୋହରେ ଅନୁଷ୍ଠିତ ହେବ ପ୍ୟାରିସ ଅଲିମ୍ପିକ୍ସର ଉଦଘାଟନୀ ସମାରୋହ। ଏହା ପୂର୍ବରୁ ଅଲିମ୍ପିକ୍ସ ରିଙ୍ଗ୍ ଏବଂ ଚିକମିକ୍ ଆଲୋକରେ ଝଲସିଛି ପ୍ୟାରିସର ବିଶ୍ବପ୍ରସିଦ୍ଧ ଆଇଫିଲ୍ ଟାୱାର୍।
ଆଜି ଭାରତ ପାଇଁ ଏକ ସ୍ମରଣୀୟ ତଥା ଐତିହାସିକ ଦିନ। ୨୫ ବର୍ଷ ତଳେ ଯୁଦ୍ଧଭୂମିରେ ଶତ୍ରୁକୁ ଧୂଳି ଚଟାଇ, ଅସୀମ ଶୌର୍ଯ୍ୟ ଓ ପରାକ୍ରମର ପରିଚୟ ଦେଇଥିଲା ଭାରତୀୟ ସେନା।
ଗୁଗୁଲ୍ ମ୍ୟାପରେ ଯୋଡ଼ିହେବାକୁ ଯାଉଛି ନୂଆ ଫିଚର୍ । ଅଣଓସାରିଆ ଓ ଭିଡ଼ ରାସ୍ତା ବଦଳରେ ଭଲ ରାସ୍ତାରେ ବାଟ କଢ଼େଇନେବ ଗୁଗୁଲ୍ ମ୍ୟାପ୍ । ରାସ୍ତାରେ ଫ୍ଲାଏଓଭର ପଡ଼ିଲେ ପୂର୍ବରୁ ଜାଣିପାରିବେ ଡ୍ରାଇଭର ।
ଭାରତ ସରକାରଙ୍କ ଫୋକସରେ ଖେଲୋ ଇଣ୍ଡିଆ । କ୍ରୀଡା ବଜେଟରେ ଖେଲୋ ଇଣ୍ଡିଆକୁ ମିଳିଲା ସିଂହଭାଗ ରାଶି ।
ରାଷ୍ଟ୍ରପତି ଭବନରୁ ହଟିଲା ବ୍ରିଟିଶ୍ ଛାପ । ବଦଳିଲା ରାଷ୍ଟ୍ରପତି ଭବନର ଐତିହାସିକ ଦରବାର୍ ହଲ୍ ଓ ଅଶୋକ ହଲ୍ର ନାମ ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଛାଡପତ୍ର ପରେ ନତାଶା ଷ୍ଟାନକୋଭିକ୍ ତାଙ୍କ ଇନଷ୍ଟାଗ୍ରାମରେ ପ୍ରଥମ ପୋଷ୍ଟ ସେୟାର କରିଥିଲେ । ଫଟୋରେ ନତାଶା, ଅଗସ୍ତ୍ୟଙ୍କ ସହିତ ସର୍ବିଆର ଥିମ୍ ପାର୍କରେ ବୁଲୁଥିବା ଦେଖିବାକୁ ମିଳିଛି । ସେ ତାଙ୍କ ପୁଅ ସହିତ ବିଭିନ୍ନ ପୋଜରେ ଫଟୋ କ୍ଲିକ୍ କରିଥିବା ଦେଖିବାକୁ ମିଳିଛି ।
ଦିଲ୍ଲୀ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଇଥିଲେ ରାଷ୍ଟ୍ରପତି।
ଆପଣ ଆର୍ଥିକ ଦୃଷ୍ଟିରୁ ଅସୁବିଧାରେ ଅଛନ୍ତି କିମ୍ବା ନଜର ଖର୍ଚ୍ଚ ହ୍ରାସ କରିବାକୁ ଚାହୁଁଛନ୍ତି, ତେବେ କମ୍ରୁ କମ୍ ଜିନିଷ ସହିତ ବଞ୍ଚିବା ଶିଖନ୍ତୁ । ଏହା ଆପଣଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ଏହା ଏକ ଭଲ ଉପାୟ ।
କର୍ମଚାରୀମାନେ ନିଜର ଯୋଗ୍ୟତା ମାନଦଣ୍ଡକୁ ପୂରଣ କରି ପଦୋନ୍ନତି ପାଇଁ ବିବେଚିତ ହେବା ସେମାନଙ୍କ ଅଧିକାର । କୌଣସି କର୍ମଚାରୀଙ୍କର ପଦୋନ୍ନତି ନକରିବା ତାହା ତାଙ୍କର ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରେ ।
Chanakya Niti: ଜଣେ ବ୍ୟକ୍ତି ଆଚାର୍ଯ୍ୟ ଚାଣକ୍ୟଙ୍କ ଦ୍ୱାରା ନୀତିର ଉଲ୍ଲେଖ କରାଯାଇଥିବା ଜିନିଷଗୁଡିକ ଅନୁସରଣ କରନ୍ତି, ସେତେବେଳେ ତାଙ୍କୁ ସଫଳ ହେବା ଏବଂ ସୁଖମୟ ଜୀବନଯାପନ କରିବାକୁ କେହି ଅଟକାଇ ପାରିବେ ନାହିଁ ବୋଲି କୁହାଯାଏ ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଆଜିକାଲି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି । କିଛି ଦିନ ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଘୋଷଣା କରିଥିଲେ ।
ଆର୍ଚେରୀ ଟିମ୍ ଇଭେଣ୍ଟରୁ ଅଭିଯାନ ଆରମ୍ଭ କରିବ ଭାରତ। ଭାରତୀୟ ସମୟ ଅପରାହ୍ନ ୧ଟା ଓ ୫ଟା ୪୫ରେ ପ୍ରତିଯୋଗିତା ଆରମ୍ଭ ହେବ।
ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ପ୍ରତିବର୍ଷ ଦ୍ରୁତ ଗତିରେ ଗାଡ଼ି ଚଳାଇବା ପାଇଁ ଯାଉଛି ଲକ୍ଷାଧିକ ଜୀବନ । ୨୦୧୮ରୁ ୫ ବର୍ଷ ମଧ୍ୟରେ ଦେଶରେ ସବୁଠୁ ଅଧିକ ଦୁର୍ଘଟଣା ୨୦୨୨ରେ ଘଟିଛି ।
ମାତ୍ର କେଇ ସେକେଣ୍ଡ୍ ଭିତରେ ସବୁ ଶେଷ... ନେପାଳରେ ଜଳିଲା ପୁଣି ଗୋଟିଏ ବିମାନର ଚିତା...ଉଡ଼ାଣ ଭରିବା ମାତ୍ରେ ଖାଇରେ ଖସି ଅଗ୍ନିପିଣ୍ଡୁଳା ପାଲଟିଗଲା...।
ଖେଳ ଅପେକ୍ଷା ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ୩୩ ବର୍ଷୀୟ ମହମ୍ମଦ ଶାମିଙ୍କ ବିରୋଧରେ ତାଙ୍କ ପତ୍ନୀ ହସିନ୍ ଜାହାନ ଘରୋଇ ହିଂସା ଓ ମ୍ୟାଚ୍ ଫିକ୍ସିଂର ଅଭିଯୋଗ ଆଣିଥିଲେ । ଯାହାକୁ ନେଇ ଚିନ୍ତାରେ ଥିଲେ ଶାମି ।
ଆପଣ ଯଦି ରେଳବାଇରେ ଚାକିରି କରିବା ନେଇ ସ୍ୱପ୍ନ ଦେଖୁଥାନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର। ଦକ୍ଷିଣ ରେଳବାଇ(SR)ରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ SR ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ୨୪୦୦ରୁ ଅଧିକ ପଦବୀ ପୂରଣ ହେବ।
ଏ ଘଟଣାଟି ଚୀନର । ସେଠାରେ ୨୪ବର୍ଷୀୟା ପ୍ୟାନ୍ ସାଓଟିଙ୍ଗ୍ ବାସ କରନ୍ତି । ବୃତ୍ତିରେ ସେ ଏକ ହୋଟେଲରେ ଓ୍ବେଟର ଭାବେ କାମ କରୁଥିଲେ ।
‘ଘୁଡ୍ଚଡି’ର ଟ୍ରେଲର୍ ରିଲିଜ ହୋଇଛି। ଏହି ଫିଲ୍ମଟି ଦୀର୍ଘ ଦିନ ଧରି ଚର୍ଚ୍ଚାରେ ରହିଆସିଛି। ବିଶେଷ କଥା ହେଉଛି ‘ଘୁଡ୍ଚଡି’ରେ ସଞ୍ଜୟ ଦତ୍ତଙ୍କ ସହ ରବିନା ଟଣ୍ଡନଙ୍କ ରୋମାଣ୍ଟିକ୍ ଯୋଡି ଦେଖିବାକୁ ମିଳିବ। ଏଥିରେ ବୁଢା ବୟସରେ ପ୍ରେମ ହେବାର ଦେଖିବାକୁ ମିଳିବ।
ଯେତେବେଳେ ଜାହ୍ନବୀ ତାଙ୍କ ମା’ଙ୍କଠାରୁ ବ୍ରା ମାଗିଥିଲେ, ସେ ମନା କରିଦେଇଥିଲେ। ଜାହ୍ନବୀ କପୁର ନିଜେ ଏକ ସାକ୍ଷାତକାର ସମୟରେ ଏହି କଥା କହିଛନ୍ତି। ଆଉ କହିଛନ୍ତି କିଏ ତାଙ୍କୁ ପ୍ରଥମେ ବ୍ରା ସହିତ ପରିଚିତ କରେଇଥିଲେ।