ପ୍ରଧାନମନ୍ତ୍ରୀ ଏବେ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । ଏହି ଅବସରରେ ଗୁଜରାଟ ଗସ୍ତ ବେଳେ ମାଆଙ୍କୁ ଭେଟି ଆଶିଷ ଭିକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୨ ତାରିଖ, ଶନିବାର, କୁମ୍ଭ୨୮ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ନବମୀତିଥି, ଆଦ୍ରା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ବୈଜ୍ଞାନିକମାନେ ବ୍ରହ୍ମାଣ୍ଡରେ ପୃଥିବୀ ପରି ଗ୍ରହ ଆବିଷ୍କାର କରିଛନ୍ତି। ସମ୍ପ୍ରତି ଏକ ଅନୁସନ୍ଧାନରୁ ପ୍ରକାଶ ପାଇଛି ଯେଉଁଥିରେ ଏହି କଥା କୁହାଯାଇଛି। ବୈଜ୍ଞାନିକମାନେ ଏହି ଗ୍ରହରେ ଜୀବନର ସମ୍ଭାବନା ପ୍ରକାଶ କରିଛନ୍ତି।
ମଣିଷ ପରି ପଶୁପକ୍ଷୀମାନେ ମଧ୍ୟ ଭଲରେ ରହିବାକୁ ଚାହାନ୍ତି। ହେଲେ ସେମାନଙ୍କ ପାଖରେ ନଥାଏ ଏକ ସ୍ଥାୟୀ ଘର। ଜଣେ ବ୍ୟକ୍ତି ପକ୍ଷୀମାନଙ୍କ ପାଇଁ ବହୁତଳ କୋଠା ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।
ଏବେ ସୋସିଆଲ୍ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ କୁନି ପୁଅ ତା’ ମାଆକୁ ଖୋଜୁଛି। ବିଶ୍ୱାସ କରାଯାଏ ଯେ, ମାଆ ପାଇଁ ପିଲା ପ୍ରେମଠାରୁ ଆଉ କିଛି ବଡ଼ ନୁହେଁ।
ଖାର୍କିଭ୍, ଖେରସନ୍, ଚନୋବିଲ୍, ମାରିଉପୋଲ, ମେଲିଟପୋଲ ଏବଂ ଓଡେଶା, ୟୁକ୍ରେନ୍ର ୫-୬ଟି ପ୍ରମୁଖ ସହରକୁ କବ୍ଜା କରିବା ପରେ, ଋଷ ଟାର୍ଗେଟ୍ରେ କ୍ୟାପିଟାଲ୍ ସିଟି କିଭ୍ ।
ୟୁପିରେ ଖାଲି ଯୋଗୀ ରାଜ ଫେରିନି ବରଂ ଦୀର୍ଘ ୩୭ବର୍ଷ ପରେ କୌଣସି ଦଳକୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ରାଜ୍ୟରେ କ୍ଷମତାସୀନ କରାଇବାର ଗୌରବ ବି ଦେଇଛନ୍ତି ଯୋଗୀ । ତାସହ ଜଣେ ୟୁପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୂର୍ଣ୍ଣ ୫ବର୍ଷ କ୍ଷମତାରେ ରହିବା ସହ ପୁଣି ମୁଖ୍ୟମନ୍ତ୍ରୀ ପଦ ଅଳଙ୍କୃତ କରିବାକୁ ଯାଉଛନ୍ତି ।
ସ୍କୁଲ ଦୀର୍ଘଦିନ ଧରି ବନ୍ଦ ଥିବାରୁ ପରୀକ୍ଷାରେ ଅଧିକ ଦିନ ବ୍ୟବଧାନ ରଖିବାକୁ ପଦକ୍ଷପ ନେଇଛି ସିବିଏସଇ । ସେପଟେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ହୋଇଥିବା ଟର୍ମ ୱାନ୍ ପରୀକ୍ଷାର ଫଳାଫଳ ଖୁବଶୀଘ୍ର ଘୋଷଣା ସମ୍ଭାବନା ରହିଛି ।
ହରିୟାଣାର ଶିର୍ସାରୁ ଭୁଲ୍ରେ ମିଜାଇଲ ଫାୟାର ହୋଇ ପାକିସ୍ତାନରେ ପଡ଼ିଲା । ଭାରତ ସୀମା ଠାରୁ ୧୨୪ କିମି ଦୂର ପାକିସ୍ତାନ ଭିତରେ ପଡ଼ିଲା ଏହି ମିଜାଇଲ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜୁରାଟ ଗସ୍ତରେ। ପଞ୍ଚାୟତିରାଜ ଅନୁଷ୍ଠାନର ନିର୍ବାଚିତ ପ୍ରତିନିଧିଙ୍କ ଏକ ସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି ଯେ ଏହା ବାପୁଙ୍କ ଦେଶ, ଏହା ହେଉଛି ସର୍ଦ୍ଦାର ପଟେଲଙ୍କ ଦେଶ।
ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ ବରଫପାତ ହେଉଥିବା ଜମ୍ମୁ ଓ କାଶ୍ମୀରର ଗୁରେଜ ସେକ୍ଟରର ବରାଉମ୍ ଅଂଚଳରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି।
ପୁନମ୍ଙ୍କୁ ଯେତେବେଳେ ୧୮ ବର୍ଷ ହୋଇଥିଲା ସେ ଇଣ୍ଡଷ୍ଟ୍ରିରେ ପାଦ ଦେଇଥିଲେ। ତାଙ୍କ ପରିବାର ଅତି ସାଧାରଣ। ସେ ଫିଲ୍ମରେ ଅଭିନେତା ହେବାର ସ୍ୱପ୍ନ ନେଇ ଇଣ୍ଡଷ୍ଟ୍ରୀରେ ପାଦ ଦେଇଥିଲେ। କିନ୍ତୁ ଏମିତି କ’ଣ ହେଲା ଯେ ସେ ଆଡଲ୍ଟ ଫିଲ୍ମ କରିବାକୁ ବାଧ୍ୟ ହେଲେ?
ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜମ୍ମୁ-କାଶ୍ମୀର ଗୁରେଜ୍ ସେକ୍ଟର ବରାଉମ୍ ଅଞ୍ଚଳରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।
ଟ୍ରେନ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ଖୁସି ଖବର। ଏଣିକି ପୂର୍ବଭଳି ଯାତ୍ରୀଙ୍କୁ ଏସି କୋଚ୍ରେ କମ୍ବଳ ଏବଂ ଚଦର ମିଳିବ। ଭାରତୀୟ ରେଲ୍ୱେ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି।
କେଜରିଓ୍ୱାଲଙ୍କ ସହିତ ଆଲୋଚନା ପରେ କେବେ ଶପଥ ନିଆଯିବ, ତାହା ଜଣାପଡ଼ିବ । ଆଜି ସଂଧ୍ୟା ସୁଦ୍ଧା ତାହା ସ୍ପଷ୍ଟ ହେବ ବୋଲି କହିଛନ୍ତି ମାନ୍ । କାଲି ସରକାର ଗଠନ ନେଇ ସେ ରାଜ୍ୟପାଳଙ୍କୁ ଭେଟି ଆଲୋଚନା କରିବେ ।
ବିଜେପିର ସିଟ୍ ତଳକୁ ଖସାଇ ହେବ, ତାହା ଆମେ କରି ଦେଖାଇଛୁ । ଆଗକୁ ଏହା ଆହୁରି ଜାରି ରହିବ । ଗତ ଥର ଅପେକ୍ଷା ଆସନ ସଂଖ୍ୟା ବୃଦ୍ଧି ପାଇବା ଓ ଭୋଟ୍ ହାର ବୃଦ୍ଧି ପାଇଥିବାରୁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଉଛି ବୋଲି କହିଲେ ଅଖିଳେଶ ।
ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୮୮୦ ଟଙ୍କା ରହିଛି। ଆଜି ରୁପାର ମୂଲ୍ୟ କିଲୋଗ୍ରାମ ପ୍ରତି ୬୯,୪୦୦ ଟଙ୍କା ରହିଛି।
ଆପଣ ଭାରତୀୟ ସେନାରେ ଚାକିରି କରିବାକୁ ଚାହୁଁଛନ୍ତି କି ? ଭାରତୀୟ ସେନା ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତୀୟ ସେନାରେ ସର୍ଟ ସର୍ଭିସ କମିସନର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ତୁରନ୍ତ କରନ୍ତୁ ଆବେଦନ ।
ପଞ୍ଜାବରେ ଆମ୍ ଆଦମୀ ପାର୍ଟି(ଆପ୍)ର ସୁପର ଶୋ’ ଝାଡ଼ୁର ଝଡ଼ରେ ଧ୍ୱସ୍ତବିଧ୍ୱସ୍ତ ସବୁ ବିରୋଧୀଙ୍କ ଗଡ଼। ପଞ୍ଜାବ ରାଜନୈତିକ ଇତିହାସରେ ପ୍ରଥମ ଥର ପାଇଁ କଂଗ୍ରେସ-ଅକାଳୀ ପାଳି ରାଜ୍କୁ ଖତମ୍ କରି ବିପୁଳ ବିଜୟ ସହ କ୍ଷମତାକୁ ଆସିଛି ଆପ୍।
ୟୁକ୍ରେନ୍ରୁ ଫେରିଲେ ଓଡ଼ିଆ ଡାକ୍ତରୀ ଛାତ୍ରୀ । କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅଳତି ଗାଁର ଡାକ୍ତରୀ ଛାତ୍ରୀ ଶୁଭଲଷ୍ମୀ ବରାଳ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଘରେ ପହଞ୍ଚିଛନ୍ତି ।
୧୬ ଦିନରେ ପହଞ୍ଚିଲାଣି ଋୁଷ-ୟୁକ୍ରେନ୍ ଯୁଦ୍ଧ । ଯୁଦ୍ଧରେ ଦେଶର ୨୮୦ଟି ଶିକ୍ଷାନୁଷ୍ଠାନ ଧ୍ୱଂସ ହୋଇଥିବାର ୟୁକ୍ରେନ ପକ୍ଷରୁ ସୂଚନା ଦିଆଯାଇଛି । ଏମିତିକି ସୈନ୍ୟଙ୍କ ଅପେକ୍ଷା ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବାର ମଧ୍ୟ ୟୁକ୍ରେନ ପକ୍ଷରୁ ସ୍ପଷ୍ଟ କୁହାଯାଇଛି ।
ସୈନ୍ୟଙ୍କ ଅପେକ୍ଷା ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ମଧ୍ୟ କହିଛି ୟୁକ୍ରେନ । ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଋଷ ସେନାର ଅମାନବୀୟ ଓ ନିଷ୍ଠୁରପଣକୁ ସ୍ପଷ୍ଟ କରୁଛି କହିଲେ ଅତ୍ୟୁକ୍ତି ହେବ ନାହିଁ ।
ଟିମ୍ ଇଣ୍ଡିଆ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ୨ ଟେଷ୍ଟ୍ ସିରିଜ୍ର ଶେଷ ମୁକାବିଲା ମାର୍ଚ୍ଚ ୧୨ରେ ବେଙ୍ଗାଲୁରୁରେ ଖେଳା ଯିବ। ଶତପ୍ରତିଶତ ଦର୍ଶକଙ୍କୁ ନେଇ ଏହି ମ୍ୟାଚ୍ ଖେଳାଯିବ। ଅର୍ଥାତ୍ ଶତପ୍ରତିଶତ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ରହି ଏହି ମ୍ୟାଚ୍ ଦେଖି ପାରିବେ।
୫ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟକୁ ନେଇ ସାଂସଦ ଅପରାଜିତା ଷଡଙ୍ଗୀଙ୍କ କଟାକ୍ଷ ଭରା ଟ୍ୱିଟ୍ । ନିର୍ବାଚନର ଫଳାଫଳ ପ୍ରସଙ୍ଗକୁ ନେଇ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଏକ ଉକ୍ତିକୁ ମନେ ପକାଇ ଟ୍ୱିଟ୍ କରିଛନ୍ତି ।
ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୧ ତାରିଖ, ଶୁକ୍ରବାର, କୁମ୍ଭ୨୭ ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ,ନବମୀତିଥି, ମୃଗଶିରା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...