ମଙ୍ଗଳବାର ଅର୍ଥମନ୍ତ୍ରୀ ନିର୍ମଣା ସୀତାରମଣଙ୍କ ଦ୍ୱାରା ସଂସଦରେ ବଜେଟ୍ ୨୦୨୨ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ର ମୁଖ୍ୟ ପଏଣ୍ଟଗୁଡ଼ିକୁ ଦେଶ ସମ୍ମୁଖରେ ରଖିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ଭାରତର ପ୍ରଥମ ବଜେଟ୍ କିଏ କରିଥିଲେ?
ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଯାଇଛି। ନ ପିନ୍ଧିଥିବା ଲୋକଙ୍କ ଠାରୁ ପୋଲିସ୍ ଆଦାୟ କରୁଛି ମୋଟା ରକମର ଫାଇନ୍। ଜଣେ ବ୍ୟକ୍ତି ମାସ୍କ ନ ପିନ୍ଧି ଥିବାରୁ ପଡିଛି ୨ ଲକ୍ଷ ଜରିମାନା।
ଏ ବଜେଟ୍ରେ ବି ନିରାଶ ଟ୍ୟାକ୍ସ ପେୟର ଓ ସାଲାରିଡ୍ କ୍ଲାସ୍ । ସେମାନଙ୍କ ପାଇଁ ସ୍ଥିତି ଯଥା ପୂର୍ବଂ ତଥା ପରଂ। ମିଳିଲାନି ଆୟକର ସୀମା ଛାଡ଼ରେ କୌଣସି ରିହାତି। ପୁଣି ଦେବେ ପୁରୁଣା ବର୍ଷ ହିସାବରେ ଇନକମ୍ ଟ୍ୟାକ୍ସ ।
ଚଳିତ ବଜେଟ୍ରେ ଭିତ୍ତିଭୂମି ବିକାଶ ଓ ଶିଳ୍ପ ଅଗ୍ରଗତି ଜରିଆରେ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ ଲାଗି ଲକ୍ଷ୍ୟ ରଖାଯାଇଛି। ପିଏମ୍ ଗତିଶକ୍ତି ମାଷ୍ଟର୍ପ୍ଲାନ୍ ଅନ୍ତର୍ଗତ ୭ଟି ଇଂଜିନ ରୋଡ୍, ରେଲ୍ୱେ, ଏୟାରପୋର୍ଟ, ପୋର୍ଟ, ଜଳମାର୍ଗ, ପରିବହନ ଓ ଲଜିଷ୍ଟିକ ଇନ୍ଫ୍ରା ବିକାଶ ମାଧ୍ୟମରେ ଏହି ଲକ୍ଷ୍ୟ ହାସଲ ହେବ।
ପରିଶ୍ରମ ଓ ଆତ୍ମବିସ୍ୱାସ ଆଗରେ କଠିନ ପରିସ୍ଥିତି ହାର ମାନିଥାଏ। ଏହା ଆମେ କହୁନାହୁଁ, ବରଂ ବିହାର ପାଟଣାର ୧୯ ବର୍ଷୀୟ ଝିଅଙ୍କ ଜୀବନ କାହାଣୀ ଶୁଣିଲେ ଆପଣ ଜାଣି ପାରିବେ। ଭିକ ମାଗିବା ଠାରୁ କ୍ୟାଫେଟେରିଆ ଚଳାଇବା ପର୍ଯ୍ୟନ୍ତ କିପରି ରହିଥିଲା ସଂଘର୍ଷ, ଜାଣନ୍ତୁ
ଶ୍ରୀଦେବୀଙ୍କ ଫଟୋ ହିଁ ପ୍ରମାଣ କରେ, ସେ ଥିଲେ ରୂପର ରାଣୀ। ତାଙ୍କ ଚେହେରାର ଚମକ ସମସ୍ତଙ୍କୁ ପାଗଳ କରୁଥିଲା। ତାଙ୍କର ଏହି ୫ଟି ଫଟୋ ଦେଖିଲେ ଆପଣ ବି କହିବେ ସେ ହିଁ ଥିଲେ ସୌନ୍ଦର୍ଯ୍ୟର ରାଜକୁମାରୀ।
ସମସ୍ତେ ନିଜକୁ ସୁନ୍ଦର ଦେଖିବାକୁ ଚାହିଁଥାନ୍ତି । ବିଶେଷକରି ଆଜିକାଲିର ଯୁବପୀଢି ସବୁବେଳେ ନୂଆ ଟ୍ରେଣ୍ଡ୍ ସହ ତାଳ ଦେଇ ଚାଲିବାକୁ ପସନ୍ଦ କରୁଛନ୍ତି । ଆଜି ଆମେ ଆପଣଙ୍କୁ କିଛି ଟ୍ରେଣ୍ଡି ଫ୍ୟାଶନ୍ ଟିପ୍ସ ଦେବୁ।
ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ହେଉଛି ଚଳିତ ବର୍ଷର ବଜେଟ୍। ଅର୍ଥମନ୍ତ୍ରୀଙ୍କ ବ୍ୟତୀତ ଚଳିତ ବର୍ଷର ବଜେଟ୍ ପଛରେ ତାଙ୍କର ଏକ ଟିମ୍ର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ପାଞ୍ଚଜଣ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ନେଇ ସୀତାରମଣଙ୍କ ଟିମ୍ ଗଠିତ।
ଅପରିବର୍ତ୍ତିତ ରହିଲା ଆୟକର(Income Tax) ସ୍ଲାବ୍। ଚଳିତ ବର୍ଷ ବି କେନ୍ଦ୍ରୀୟ ବଜେଟ୍ରେ ଆୟକର ସୀମାରେ କୌଣସି ପରିବର୍ତ୍ତନ ହୋଇନି।
ବଜେଟ୍କୁ ନେଇ ସମସ୍ତେ ଆଶାବାଦୀ। ବଜେଟ୍ ଉପସ୍ଥାପନ ପରେ ଅନେକ ମଧ୍ୟ ଏହାକୁ ନେଇ ନିରାଶ ହୋଇଥିବେ। ତେବେ ଆପଣଙ୍କ ମନକୁ ହାଲୁକା କରିବା ନେଇ ବଜେଟ୍ ଆଧାରିତ ଏହି ଫିଲ୍ମଗୁଡିକୁ ଥରେ ଦେଖି ନିଅନ୍ତୁ।
ଆଜି ଫେବୃଆରୀର ପ୍ରଥମ କାର୍ଯ୍ୟ ଦିବସ । ଆଜି ଠାରୁ ନୂଆ ନିୟମ ମାନିବାକୁ ଆପଣ ବାଧ୍ୟ । ନଚେତ୍ ଫେବୃଆରୀ ମାସର ନୂଆ ନିୟମ ଆପଣଙ୍କ ଉପରେ ପ୍ରଭାବ ପକାଇପାରେ। ସେଥି ପାଇଁ ଆଜିଠୁ ଜାଣନ୍ତୁ ଏସବୁ ନିୟମ . . .
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ଅନେକ ଜିନିଷ ଶସ୍ତା ହୋଇଥିବା ବେଳେ ଆଉ କିଛି ଜିନିଷ ମହଙ୍ଗା ହୋଇଛି। ଏହାସହ ବଜେଟ୍ରେ କିଛି ନୂଆ ମଧ୍ୟ ଘୋଷଣା ହୋଇଛି।
ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । କେନ୍ଦ୍ରୀୟ ଔଦୋଗିକ ସୁରକ୍ଷା ବଳ (CISF) ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । କେନ୍ଦ୍ରୀୟ ଔଦୋଗିକ ସୁରକ୍ଷା ବଳ(CISF) ପକ୍ଷରୁ କନେଷ୍ଚବଳ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ ।
୨୦୨୨-୨୩ବର୍ଷରେ ମଲ୍ଟି ମୋଡାଲ୍ ଲଜିଷ୍ଟିକ୍ ପାର୍କ ମଧ୍ୟ ସ୍ଥାପନ କରାଯିବ ବୋଲି ନିର୍ମଳା ସୀତାରମଣ କହିଛନ୍ତି ।
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ର ବଜେଟ୍ ଉପସ୍ଥାପନ ବେଳେ କ୍ରିପ୍ଟୋ କରେନ୍ସି(Cryptocurrency)କୁ ଟିକସଭୁକ୍ତ କରାଯିବା ନେଇ ଘୋଷଣା କରିଛନ୍ତି।
ସାଧାରଣ ନାଗରିକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୨୦୨୨-୨୩ ବର୍ଷରୁ ଇ-ପାସପୋର୍ଟ ବ୍ୟବସ୍ଥା କରାଯିବ । ଭବିଷ୍ୟତରେ ସୁବିଧା ପାଇଁ ଇ-ପାସପୋର୍ଟରେ ଏକ ଆଧୁନିକ ଚିପ୍ ସଂଯୋଗ କରାଯିବ ।
ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଅର୍ଥମନ୍ତ୍ରୀ ହୀରା ଗହଣା ଉପରେ କଷ୍ଟମ୍ସ ଡ୍ୟୁଟି ୫%କୁ ହ୍ରାସ ନେଇ ଘୋଷଣା କରିଛନ୍ତି।
ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୮୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୩୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା କମି ୬୦,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଭାରତ ନେଟ୍ ପ୍ରୋଜେକ୍ଟ ଜରିଆରେ ୨୦୨୫ ସୁଦ୍ଧା ସବୁ ଗାଁକୁ ଅପ୍ଟିକାଲ ଫାଇବର ବିଛାଯିବ। ୨୦୨୨-୨୩ରେ 5G ସ୍ପେକ୍ଟ୍ରମ ନିଲାମ ପାଇଁ ଆହ୍ୱାନ କରାଯିବ।
ବଜେଟ୍ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟିକସ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରିଛନ୍ତି। କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି।
ପିଏମ ଆୱାସ ଯୋଜନା ଅଧୀନରେ ୮୦ ଲକ୍ଷ ଘର ନିର୍ମାଣ ହେବ । ଏଥିପାଇଁ ୪୮,୦୦୦ କୋଟି ଟଙ୍କା ପାଣ୍ଠି ବ୍ୟୟବରାଦ କରାଯିବ ।
ସମସ୍ତ ଗମନାଗମନ ବ୍ୟବସ୍ଥା ପାଇଁ ପିଏମ୍ ଗତିଶକ୍ତି ଆରମ୍ଭ ହେବା ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ୪୦୦ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ୩ ବର୍ଷରେ କାର୍ଯ୍ୟକ୍ଷମ ହେବା ନେଇ ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।
ଏଥି ସହିତ କ୍ଷୁଦ୍ର ଶିଳ୍ପଗୁଡିକ (MSMEs) କୁ କ୍ରେଡିଟ୍ ଗ୍ୟାରେଣ୍ଟି ସ୍କିମ୍ ସାହାଯ୍ୟ ମିଳିବ । କ୍ଷୁଦ୍ର କୃଷକ ଏବଂ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ନୂତନ ଉତ୍ପାଦ ଏବଂ ଦକ୍ଷ ଲଜିଷ୍ଟିକ୍ ସେବା ପ୍ରସ୍ତୁତ କରିବ ରେଳବାଇ । Udyam, e-shram, NCS ଏବଂ Aseemର ପୋର୍ଟାଲଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ ହେବ
ସ୍କୁଲ୍ ପିଲାଙ୍କ ପାଇଁ ପିଏମ୍ ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ।