ଭୁବନେଶ୍ୱର : ଯାତ୍ରା ମହାକୁମ୍ଭ ଖଣ୍ଡଗିରିରେ ଦେଖିବାକୁ ମିଳିବ ନାହିଁ ରାନୀ ପଣ୍ଡାଙ୍କ ଡ୍ୟାନ୍ସ। କାରଣ ସେ ଅଭିନୟ କରୁଥିବା ଅନୁଷ୍ଠାନ ଯାତ୍ରା ‘ନ୍ୟୁ ସଚ୍ଚିଦାନନ୍ଦ’ ଚଳିତବର୍ଷ ଖଣ୍ଡଗିରିକୁ ଆସୁନାହିଁ। ସେହି ଦୁଷ୍ଟିରୁ ରାନୀଙ୍କ ଡ୍ୟାନ୍ସ ଦେଖିବାକୁ ପାଇବେ ନାହିଁ ଦର୍ଶକ। ତେବେ ଏଥିରେ କ୍ଷୋଭ ପ୍ରକାଶ କରିଛନ୍ତି ଅଭିନେତ୍ରୀ ରାନୀ ପଣ୍ଡା। ତାଙ୍କ ଯୋଗୁ ଯାତ୍ରା ପାର୍ଟିକୁ ବ୍ୟାନ୍ କରାଯାଇଥିବା ସେ ଅଭିଯୋଗ କରି ରାନୀ ଯାତ୍ରା ଆୟୋଜକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ମୁଁ […]
ହାମିଲଟନ୍: ହାମିଲଟନରେ ହାଇଭୋଲଟେଜ୍ ଟି-୨୦ ମ୍ୟାଚରେ ଟିମ୍ ଇଣ୍ଡିଆ ସୁପର୍ ଓଭରରେ ନ୍ୟୁଜିଲ୍ୟାଣ୍ଡକୁ ହରାଇ ଐତିହାସିକ ସିରିଜ୍ ବିଜୟ ହାସଲ କରିଛି। ବୁଧବାର ସେଡନ୍ ପାର୍କରେ ଖେଳାଯାଇଥିବା ରୋମଞ୍ଚକର ମୁକାବିଲାରେ ରୋହିତ୍ ଶର୍ମା ସୁପର୍ ଓଭରରେ ଲଗାତାର ଦୁଇଟି ଛକା ମାରି ନ୍ୟୁଜିଲ୍ୟାଣ୍ଡଠାରୁ ମ୍ୟାଚ୍ ଛଡ଼ାଇ ନେବା ସହ ଭାରତକୁ ଜବରଦସ୍ତ ବିଜୟ ଭେଟି ଦେଇଛନ୍ତି। ମ୍ୟାଚ୍ ନିର୍ଦ୍ଧାରିତ ଓଭରରେ ଟାଇ ରହିବାରୁ ସୁପର୍ ଓଭରର ସହାୟତା ନିଆଯାଇଥିଲା, ଯେଉଁଥିରେ ନ୍ୟୁଜିଲ୍ୟାଣ୍ଡ୍ ୬ ବଲରେ ୧୭ ରନ୍ […]
ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଭାରତର ପ୍ରଦର୍ଶନ ମିଶ୍ରିତ ରହିଥିଲା । ବେଶି ଭଲ ପ୍ରଦର୍ଶନ କରିନାହିଁ କି ଅତ୍ୟନ୍ତ ନିରାଶା ଜନକ ପ୍ରଦର୍ଶନ ନଥିଲା । ତେବେ ଖୁସିର ଖବର ଯେ ତୀରନ୍ଦାଜୀରେ ଦୀପିକା-ପ୍ରବୀଣଙ୍କ ଯୋଡି ବିଜୟ ହୋଇଛି ।
ଖେଳ ମହାକୁମ୍ଭ। ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଆଜି ଭାରତୀୟ ପୁରୁଷ ହକି ଟିମ୍ ନ୍ୟଜିଲାଣ୍ଡକୁ ହରାଇ ତା’ର ଅଭିଯାନ ଆରମ୍ଭ କରିଛି। ଟିମ ଇଣ୍ଡିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କଡ ଟକ୍କର ପରେ ଭାରତ ୩-୨ରେ ନ୍ୟୁଜିଲାଣ୍ଡକୁ ମାତ୍ ଦେଇଛି।
୧୨ ବର୍ଷର ନାବାଳିକାକୁ ଘରେ ଛାଡ଼ିଦେବ ବୋଲି କହି ସାଇକେଲରେ ଆଣିଲା ଦୁର୍ବୃତ୍ତ। ହେଲେ ନିର୍ଦ୍ଦୟ ଭାବେ ଦୁଷ୍କମ କରିବା ସହ ଦେଇଥିଲା ନାରକୀୟ ଯନ୍ତ୍ରଣା। ଶୁଣିଲେ ଆପଣଙ୍କ ହୃଦୟ ବି ଥରିଯିବ।
ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ ଗେମ୍ସର ଦ୍ୱିତୀୟ ଦିନ (୨୪ ଜୁଲାଇ) । ଭାରତୀୟ ଖେଳାଳିଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କାରଣ ଭାରତ ପାଇଁ ପଦକ ଖାତା ଖୋଲିବାର ଏକ ଭଲ ସୁଯୋଗ ରହିଛି ।
ତୀରନ୍ଦାଜୀରେ ଦେଶକୁ ପ୍ରଥମ ଅଲିମ୍ପିକ୍ ପଦକ ଉପହାର ଦେବା ଲକ୍ଷ୍ୟରେ ଥିବା ଭାରତୀୟ ତୀରନ୍ଦାଜଙ୍କୁ ଆଗକୁ କଡ଼ା ମୁକାବିଲାର ସାମ୍ନା କରିବାକୁ ପଡ଼ିବ ।
ପ୍ରବଳ ବର୍ଷା, ଭୟଙ୍କର ବିପତ୍ତି। କେଉଁଠି ପାହାଡ଼ ଧସିଛି ତ କେଉଁଠି ତାଣ୍ଡବ ରଚୁଛି ବନ୍ୟା। ଗତ ୨୪ ଘଣ୍ଟା ଧରି ଅବିଶ୍ରାନ୍ତ ବର୍ଷା ପରେ ବେହାଲ ସାରା ମହାରାଷ୍ଟ୍ର। ରତ୍ନଗିରିରୁ ରାଇଗଡ଼, କୋହ୍ଲାପୁରରୁ ମୁମ୍ବାଇ। ବର୍ଷା ବିତ୍ପାତରେ ସବୁଠି ହାହାକାର ସ୍ଥିତି। ଆଖି କେବେ ନଦେଖିଲା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୁମ୍ବାଇରେ।
ଅମରିନ୍ଦର ବେଶ୍ ମଜାଳିଆ ଢଙ୍ଗରେ ସିଦ୍ଧୁଙ୍କୁ ନେଇ କିଛି ମନ୍ତବ୍ୟ ଦେଇଛନ୍ତି। ସେ, କହିଛନ୍ତି ଯେ ସିଦ୍ଧୁ ଯେଉଁ ବର୍ଷ ଜନ୍ମ ହୋଇଥିଲେ, ସେ ସୀମାରେ ଦେଶ ସେବା କରୁଥିଲେ। ଏହି ଅବସରରେ ଅମରିନ୍ଦର ସିଂ କହିଛନ୍ତି ଯେ ସେ ସିଦ୍ଧୁଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବେ ଏବଂ କେମିତି ବିନା କୌଣସି ରାଜନୈତିକ ବାଧାରେ ପଞ୍ଜାବର ଉନ୍ନତି ହୋଇପାରିବ ସେନେଇ ସେ କାମ କରିବେ ବୋଲି କହିଛନ୍ତି।
ଟୋକିଓ ଅଲିମ୍ପିକ୍ସ ଉଦଘାଟନୀ ସମାରୋହ ପୂର୍ବରୁ ଟୋକିଓରେ ପ୍ରବଳ ହଙ୍ଗାମା । ଅଲିମ୍ପିକ୍ସ ବନ୍ଦ କରିବା ପାଇଁ ଜମିଲା ଲୋକଙ୍କ ଭିଡ଼ ।
ଦେଶରେ ଲଗାତାର ଭାବରେ କମୁଛି ସଂକ୍ରମଣ। ଆଉ ଏହାରି ମଧ୍ୟରେ ଧୀରେ ଧୀରେ ରାଜ୍ୟ ଗୁଡ଼ିକ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଉଛନ୍ତି। ତେବେ ଦିଲ୍ଲୀରେ ମଧ୍ୟ ସ୍କୁଲ ଖୋଲିବା ନେଇ ସରକାରୀ ସ୍ତରରେ ପ୍ରସ୍ତୁତି ଚାଲିଥିବା ନେଇ ଜଣାପଡ଼ିଛି। କିନ୍ତୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ କହିଛନ୍ତି, ସ୍କୁଲ ଖୋଲିବା ନେଇ ଆମେ ଅନେକ ବୈଠକ କରିଛୁ
କୋଭିଡ -୧୯ ମହାମାରୀର ଭୟ ମଧ୍ୟରେ ଶୁକ୍ରବାର ଏକ ରଙ୍ଗାରଙ୍ଗ ଉଦଘାଟନୀ ସମାରୋହରେ ଟୋକିଓରେ ୩୨ ତମ ଅଲିମ୍ପିକ୍ସ ଗେମ୍ସ ଆରମ୍ଭ ହୋଇଯାଇଛି । ଏହି କରୋନା ପାଇଁ ପ୍ରାୟ ଏକ ବର୍ଷ ବିଳମ୍ବରେ ଆଲିମ୍ପିକ୍ସ ଆୟୋଜନ କରଯାଇଛି ।
ପଶ୍ଚିମବଙ୍ଗ ସର୍କଲରେ ଗ୍ରାମିଣ ଡାକ ସେବକ (ଜିଡିଏସ୍) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଇଚ୍ଛୁକ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିପାରିବେ । ଆଗ୍ରହୀ ପ୍ରାର୍ଥୀମାନେ ୧୯ ଅଗଷ୍ଟ, ୨୦୨୧ ପୂର୍ବରୁ ଏହି ପଦବୀ ପାଇଁ ଆବେଦନ କରିପାରିବେ ।