କରୋନାରେ ସଂକ୍ରମିତ ହେବା ଭୟରେ ତମ୍ଭୁ ଘର ଭିତରେ ପାଖାପାଖି ୧୫ ମାସ ନିଜକୁ ବନ୍ଦ କରି ରଖିଲେ ପରିବାରର ସଦସ୍ୟ। ସବୁଠାରୁ ଆଶ୍ଚର୍ଯ୍ୟ କଥା, ଘଟଣା ସମ୍ପର୍କକରେ ପଡ଼ିଶା ଲୋକଙ୍କୁ ମଧ୍ୟ ଜଣାନଥିଲା।
ମଧ୍ୟପ୍ରଦେଶ : ମା ନୁହେଁ ସେ ପିଶାଚୀ । ୧୦ ମାସ ଗର୍ଭଜାତନା ପାଇଁ କୁନି ପୁଅକୁ ଜନ୍ମ କରି ବି ଏତେ ନିଷ୍ଠୁର ସାଜିପାରିଲା କେମିତି ? ମା’ ନିଜର ଶିଶୁ ପୁତ୍ରକୁ ନିଆଁରେ ଜାଳି ମାରିଦେଲା । ଏପରି ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ବିଶ୍ୱାସ କରିବା ସମ୍ଭବ ନୁହେଁ । ୫ ମାସର କୁନି ପୁଅଟି ବାରମ୍ବାର କାନ୍ଦିବାରୁ ରାଗରେ ରାକ୍ଷସୀ ମା’ ଏପରି କରିଥିବା ଜଣାପଡ଼ିଛି । ମଧ୍ୟପ୍ରଦେଶର […]
ରାଜସ୍ଥାନ : ନର୍ସରୀ ବ୍ୟବସାୟ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ଆୟ କରୁଛନ୍ତି ଯୁବକ । ୪ ବର୍ଷ ପୂର୍ବେ ବ୍ୟବସାୟ କରିବାକୁ ଚାକିରି ମେ।ହ ତ୍ୟାଗ କରି ବ୍ୟବସାୟ ଆରମ୍ଭ କରିଥିଲେ, ଆଉ ଆଜି ସଫଳ ହେଲେ । ରାଜସ୍ଥାନର ଉଦୟପୁର ଜିଲ୍ଲା ନିବାସୀ ଆକାଶଦୀପ ବୈଷ୍ଣବ ନର୍ସରୀ ବ୍ୟବସାୟ କରନ୍ତି । ତାଙ୍କ ନର୍ସରୀରେ ୨ ହଜାରରୁ ଅଧିକ ପ୍ରକାରର ଚାରା ଦେଖିବାକୁ ମିଳେ । କଠିନ ପରିଶ୍ରମ କରି ତିନିରୁ ଚାରି […]
୨୦୨୦ର ସ୍ମୃତି, ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ତାଜା ରହିବ। କିଛି ଖଟା ଓ କିଛି ମିଠାର ଅନୁଭୂତି ନେଇ ଆଗକୁ ବଢ଼ୁଛି ମଣିଷ ସମାଜ । ଅଦୃଶ୍ୟ ଭାଇରସ୍ ଭୟ ସତ୍ତ୍ୱେ ସକରାତ୍ମକ ଦିଗରେ ଚିନ୍ତା କରିବା ମଣିଷର ସାଧାରଣ ପ୍ରବୃତ୍ତି । ଏ ବର୍ଷର ସ୍ମୃତି ସମସ୍ତଙ୍କର ମନରେ ରହିବ । ଭୁଲିବା ପାଇଁ ଚେଷ୍ଟା କଲେ ବି ଭୁଲି ହେବନି । ତେବେ କରୋନା କାଳର ଅସହାୟତାକୁ ମନେ ରଖିବା ଅପେକ୍ଷା ସଫଳତା […]
ଗାଈ ଗୁହାଳରୁ ସେସନ କୋର୍ଟର ଜଜ୍। ଗୁହାଳରେ ପାଠ ପଢ଼ି ବିଚାରପତି ହେଲେ ଅଭାବୀ ବାପାର ଗୁଣମତୀ ଝିଅ। ସବୁ ବାଧାବିଘ୍ନକୁ ଆଡ଼େଇ ଉଦୟପୁରର ସୋନଲ ଶର୍ମା ଲେଖିଲେ ସଫଳତାର କାହାଣୀ। ଘର ଘର କ୍ଷୀର ବାଣ୍ଟିବ। ସହ ଖତରେ ଲଟପଟ ହୋଇ ଗୁହାଳ ସଫା କରୁଥିବା ଝିଅ ଯେ ଦିନେ ବିଚାରପତି ହେବ କିଏ ଜାଣିଥିଲା ? ମେଧାକୁ ପାଥେୟ କରି ଗାଈ ଗୁହାଳରୁ ଅସମ୍ଭବକୁ ସମ୍ଭବ କରି ଦେଖାଇଲେ ସୋନଲ୍। ଉଦୟପୁରର ପ୍ରତାପନଗର ଅଞ୍ଚଳ […]
କୃଷକଙ୍କ ବାଡ଼ିରେ ଫଳୁଛି ୩ କେଜିଆ ଲେମ୍ବୁ । ପ୍ରକୃତିର ଚମତ୍କାର କୁହ କିମ୍ବା ଆଶୀର୍ବାଦ । ହରିୟାଣା ହିସାରମଣ୍ଡି କିଶନଗଡ଼ ଗାଁରେ ହେ।ଇଛି ଏପରି ଚମତ୍କାର । ଚାଷୀ ବିଜେନ୍ଦ୍ର ଥେ।ରିଙ୍କ ଜମିରେ ଫଳିଛି ତରଭୁଜ ଆକାରର ଲେମ୍ବୁ । ଏତେ ବଡ଼ ଲେମ୍ବୁ କଥା ଶୁଣି ସମେସ୍ତ ଆଶ୍ଚର୍ଯ୍ୟ ହେ।ଇଯାଉଛନ୍ତି । କଥାଟି ଅବିଶ୍ୱନୀୟ ହେଲେ ମଧ୍ୟ ନିରାଟ ସତ । ଦେଖିବା ଲେ।କ ଘଡ଼ିଏ ଅଟକି ଯାଇ ଲେମ୍ବୁ ବଗିଚାକୁ ଚାହୁଁଛନ୍ତି ।
ବଲିଉଡ଼୍ ସୁପରଷ୍ଟାର ତଥା ଭାଇଜାନ ସଲମାନ ଖାନଙ୍କ ଆଜି ଜନ୍ମଦିନ । ୫୫ ବର୍ଷରେ ପାଦ ଥାପିଲେ ସମସ୍ତଙ୍କ ପ୍ରିୟ ସଲ୍ଲୁ ଭାଇ । ଦୀର୍ଘ ଦିନ ହେବ ବଲିଉଡ଼ରେ ରାଜ କରୁଥିବା ସଲମାନଙ୍କ ନିକଟକୁ ଆଜି ତାଙ୍କର ହାପି ବାର୍ଥଡ଼େ ଅବସରରେ ଦେଶବିଦେଶରୁ ପ୍ରଶଂସକଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି
ଅଳ୍ପ ବୟସରୁ ବିରଳ ସଫଳତା । ଦେଶର ସବୁଠାରୁ କନିଷ୍ଠ ମେୟର ହେବେ ଆର୍ଯ୍ୟା ରାଜେନ୍ଦ୍ରନ୍ । ଜାତୀୟ ସ୍ତରରେ ନିଆରା ରେକର୍ଡ଼ । ନିକଟରେ କେରଳର ମ୍ୟୁନିସିପାଲ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ୨୧ ବର୍ଷିୟା ଆର୍ଯ୍ୟା ମୁଡାବନମୁଗାଲ ଆସନରୁ ବିଜୟୀ ହୋଇଛନ୍ତି । ବାମ ଗଣତାନ୍ତ୍ରିକ ମେଣ୍ଟରୁ ବିଜୟ ଲାଭ କରିଥିବା ଆର୍ଯ୍ୟା ରାଜେନ୍ଦ୍ରନ ଥିରୁବନ୍ତପୁରମ୍ ଜିଲ୍ଲାର ମେୟର ହେବେ । ଦଳର ଜିଲ୍ଲା ସମିତି ଓ ରାଜ୍ୟ ସମିତି ତାଙ୍କୁ ସଭ୍ୟପଦକୁ […]
ଭେ।କିଲାଙ୍କ ପେଟ ଭରୁଛି ନୀଳ ରଙ୍ଗର ଫ୍ରିଜ୍ । ଆଉ ପରଦା ପଛର ନାୟକ ସାଜିଛନ୍ତି ଆହାନ୍ ଖାନ୍ । ପେଟ ପୂରାଇ ଦୁଇ ବେଳା ଦୁଇ ମୁଠା ଖାଇପାରୁନଥିବା ଲେ।କଙ୍କ ପାଇଁ କୌଣସି ଦେବଦୂତଙ୍କ ଠାରୁ କମ୍ ନୁହଁନ୍ତି ଏହି ମହାନ୍ ମଣିଷ ଜଣକ । ମାନବ ସେବା ହିଁ ମାଧବ ସେବା, ଏହି କଥାକୁ ସେ ଭଲଭାବେ ଅନୁଭବ କରିପାରିଛନ୍ତି । ହଂକଂ ଜେ।ର୍ଡ଼ାନର ବୁମନଷ୍ଟ୍ରିଟରେ ଆହାନ ଆରମ୍ଭ କରିଛନ୍ତି ଏହି ଅଭିନବ ପ୍ରୟାସ । […]
ନୂତନ ଆଶା ଓ ଉଦ୍ଦୀପନା ନେଇ ଆସୁଛି ନୂତନ ବର୍ଷ । କରୋନା ଭୂତାଣୁର ଭୟ ଭିତରେ ପାଖାପାଖି ୯ ମାସ ବିତାଇବା ପରେ ନବବର୍ଷକୁ ଜାକଜମକରେ ସ୍ୱାଗତ କରିବାକୁ ଚାହିଁ ବସିଛନ୍ତି ବିଶ୍ୱବାସୀ । ଚଳିତ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେବ ବେ।ଲି ଅନେକ ଆଶା ଥିଲା । ହେଲେ ନବବର୍ଷ ୨୦୨୧କୁ ନେଇ ବୁଲଗେରିଆର ବାବା ଭାଙ୍ଗାଙ୍କ ଭିବଷ୍ୟତବାଣୀ ସମସ୍ତଙ୍କୁ ଚିନ୍ତାରେ ପକାଇଛି । ଏବର୍ଷ ମଧ୍ୟ ବିଶ୍ୱ ଅନକ ପ୍ରାକୃତିକ ବିପର୍ଯ୍ୟୟର […]
ଗାଟିଏ କୁକୁର ପାଇଁ ତିନି ଦଳ ମୁହଁ।ମୁହିଁ : ରକ୍ତରଞ୍ଜିତ ହେଲା ଘଟଣାସ୍ଥଳ
ଶୀତ ଋତୁରେ ବିଭିନ୍ନ ପନିପରିବା ମିଳିଥାଏ । ସେଥିମଧ୍ୟରୁ ମୂଳା ଅନ୍ୟତମ । ଖାଇବାକୁ ଏହା ବହୁତ ଭଲ ଲାଗିଥାଏ । ସାଲାଡ ଓ ତରକାରୀର ସ୍ୱାଦିଷ୍ଟ କରିଥାଏ ମୂଳା । କିନ୍ତୁ ଆପଣଙ୍କୁ ଏକଥା ଜାଣିବାକୁ ପଡ଼ିବ, ଏମିତି କିଛି ଜିନିଷ ରହିଛି ଯାହାକୁ ମୂଳା ସହ ମିଶାଇ ଖାଇଲେ ଶରୀର ପାଇଁ ହାନିକାରକ ହୋଇପାରେ । ମୂଳା ଖାଇବା ବହୁତ ଭଲ , କିନ୍ତୁ କାହା ସହ ଖାଇବେ ନାହିଁ ଜାଣିବା ନିହାତି ଦରକାର […]
ନୂଆଦିଲ୍ଲୀ : ୱେବସାଇଟରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟିକେଟ ବୁକ୍ କରନ୍ତି । ହେଲେ ଅଧିକ ବ୍ୟବହାର ହେତୁ ବେଳେବେଳ ଇ-ଟିକେଟିଂ ୱେବସାଇଟ୍ ହ୍ୟାଙ୍ଗ କିମ୍ବା ସ୍ଲୋ ହୋଇଯାଏ । ଯଦ୍ୱାରା ଟିକେଟ ବୁକ୍ ହେଉ ହେଉ ଅଧାରୁ ଅଟକି ଯାଏ । କିନ୍ତୁ ଭାରତୀୟ ରେଳ (Indian Railways), IRCTC ଇ-ଟିକେଟିଂ ୱେବସାଇଟ୍ ଏବଂ ଆପ୍ ଉଭୟକୁ ଅପଗ୍ରେଡ଼୍ କରିବାକୁ ଯାଉଛି । ଆଜି ଏହି ୱେବସାଇଟକୁ ଲଞ୍ଚ କରିବେ ରେଳମନ୍ତ୍ରୀ ପୀୟୁଷ ଗୋଏଲ୍ […]