ଆଗକୁ ଏହି ଟେଲିକମ୍ ସ୍ପେକଟ୍ରମ୍ କ୍ଷେତ୍ରରେ ଅଧିକ ନିବେଶ ହେବ ବୋଲି ମଧ୍ୟ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି । ଯାହାଦ୍ୱାରା ଲୋକଙ୍କୁ ଅଧିକ ସୁବିଧା ଯୋଗାଇ ଦିଆଯିବ ।
ଗତ ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା।
୧୫୫ ଟଙ୍କିଆ ପ୍ୟାକେଜ ୨୨% ମହଙ୍ଗା ହୋଇଛି। କମ୍ପାନୀ ପକ୍ଷରୁ ୧୯ଟି ପ୍ଲାନ୍ସର ଟାରିଫ ବୃଦ୍ଧି କରାଯାଇଛି। ଏହା ମଧ୍ୟରେ ୧୭ଟି ପ୍ରିପେଡ୍ ଓ ୨ଟି ପୋଷ୍ଟପେଡ୍ ପ୍ଲାନ୍ ରହିଛି।
ଭଗବାନଙ୍କୁ ଦର୍ଶନ କରି ଏକ ଟ୍ରାଭେଲରରେ ଫେରୁଥିଲେ ତୀର୍ଥଯାତ୍ରୀ । ଏହି ସମୟରେ ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଟ୍ରାଭେଲର । ସେତେବେଳେ ସମୟ ପ୍ରାୟ ଭୋର ୪ଟା ହୋଇଥିଲା ।
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ବିଟରେ ଉଲ୍ଲେଖ କରିଛନ୍ତି, ଛାତ ଭୁଶୁଡିବା ଘଟଣାରେ ନିଜେ ସେ ଏନେଇ ମନଟରିଂ କରୁଛନ୍ତି । ଯଥାସମ୍ଭବ ଭଶୁଡିବା ସାଇଟରେ କାମ ଚାଲିଛି ।
୧୦ ବର୍ଷ ପରେ ବିଶ୍ବକପ୍ ଫାଇନାଲକୁ ଯାଇଛି ଟିମ୍ ଇଣ୍ଡିଆ। ଶେଷ ଥର ୨୦୧୪ରେ ଫାଇନାଲ୍ ଖେଳିଥିଲା। ଆସନ୍ତାକାଲି ଟି-ଟ୍ବେଣ୍ଟି ବିଶ୍ବକପ୍ ଟାଇଟଲ ପାଇଁ ଲଢ଼ିବେ ଭାରତ-ଦକ୍ଷିଣ ଆଫ୍ରିକା।
ଫଟୋ ଫ୍ରେମ୍ ଭଳି ବକ୍ସ ଭିତରେ ଥାକ ଥାକ ହୋଇ ରହିଛି ନିମନ୍ତ୍ରଣ କାର୍ଡ । ସବୁଠାରୁ ସୁନ୍ଦର ଆଉ ମନକୁ ଛୁଇଁଲା ଭଳି ଏକ ହାତ ଲେଖା ପତ୍ର ମଧ୍ୟ ସେଥିରେ ରହିଛି ।
ସୂଚନା ଅନୁସାରେ ଯେ ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ତାଙ୍କୁ ଗତକାଲି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ AIIMS ର ଜିରିଆଟ୍ରିକ୍ ବିଭାଗ (ବୃଦ୍ଧମାନଙ୍କୁ ଚିକିତ୍ସା କରୁଥିବା ବିଭାଗ) ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା ।
ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।
ନିଟ୍-ୟୁଜି ପରୀକ୍ଷା ପେପର ଲିକ୍ର ନିରପେକ୍ଷ ଯାଞ୍ଚ ହେବ ବୋଲି କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ।
ମୋ ସରକାର ଆରମ୍ଭରୁ ଏମ୍ଏସ୍ପି ବୃଦ୍ଧି କରିଛନ୍ତି । ଫଳରେ ଚାଷୀଙ୍କ ଖାତାକୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି । ସେହିପରି ଆୟୁଷ୍ମାନ ଯୋଜନାର ଲାଭ ୭୦ ବର୍ଷର ଊର୍ଦ୍ଧ୍ୱ ଲୋକଙ୍କୁ ବି ମିଳିବ ବୋଲି କହିଛନ୍ତି ରାଷ୍ଟ୍ରପତି।
ଅମରନାଥ ଯାତ୍ରା ଜୁନ୍ ୨୯ରୁ ଆରମ୍ଭ ହେବ । ଏହି ଯାତ୍ରା ଅଗଷ୍ଟ ୧୯ ପର୍ଯ୍ୟନ୍ତ ଚାଲିବ । ତେବେ ୫୨ ଦିନ ଧରି ଶ୍ରଦ୍ଧାଳୁ, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ଅମରନାଥ ଯାତ୍ରାର ସୁଯୋଗ ମିଳିବ।
ଫାଇନାଲରେ ପହଞ୍ଚିଛି ଦକ୍ଷିଣ ଆଫ୍ରିକା । ଅତି ଦୟନୀୟ ପ୍ରଦର୍ଶନ କରି ସେମି ଫାଇନାଲରୁ ବିଦା ହୋଇଛି ଆଫଗାନିସ୍ତାନ ।
ଆଫଗାନିସ୍ତାନକୁ ୯ ୱିକେଟରେ ହରାଇ ଟି ଟ୍ବେଣ୍ଟି ବିଶ୍ବକପ ଫାଇନାଲ ଗଲା ଦ. ଆଫ୍ରିକା ଟିମ୍ । ୫୭ ରନ୍ର ସହଜ ଟାର୍ଗେଟକୁ ୮.୫ ଓଭରରେ ହାସଲ କରି ନେଇଛି ।
ଅଯୋଧ୍ୟା ରାମ ମନ୍ଦିରରେ ପାଣି ଲିକ୍ ଖବର ପରେ ସ୍ପଷ୍ଟୀକରଣ । ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ‘ଏକ୍ସ’ରେ ସ୍ପଷ୍ଟୀକରଣ ।
ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ସିବିଆଇ । ରିମାଣ୍ଡ ଅନୁମତି ଦେଲେ ରାଉଜ୍ ଆଭେନ୍ୟୁ କୋର୍ଟ । ଆଜି ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍ ।
ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀ ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେପଟେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।
ଅଧିକାଂଶ ଲୋକ ବର୍ଷାରେ ଚା’ ସହିତ ପକୁଡି ଖାଇବାକୁ ପସନ୍ଦ କରନ୍ତି। ତେଣୁ ବର୍ଷ ଋତୁରେ ପକୁଡିର ଚାହିଦା ବହୁତ ବଢିଯାଏ ଏବଂ ଲୋକମାନେ କେବଳ ଘରେ ନୁହେଁ ବାହାରେ ମଧ୍ୟ ଏହାର ମଜ୍ଜା ଉପଭୋଗ କରନ୍ତି। ଲୋକମାନେ ଭାବନ୍ତି ଯେ ଚା’ ସହିତ ପକୁଡି ଖାଇବା ଏକ ଉତ୍ତମ ଖାଦ୍ୟ ମିଶ୍ରଣ, କିନ୍ତୁ ଏହା ଏକ ଭୁଲ ଧାରଣା।
ମାତ୍ର ୨୬ ବର୍ଷ ବୟସରେ ହୋଇଛନ୍ତି କୋଟିପତି । ଆସାମର ଜଣେ ଯୁବକ ପ୍ରସ୍ତୁତ କରିଥିବା ମେସେଜିଂ ଆପ୍ଲିକେସନକୁ ଆମେରିକାର ଏକ ପ୍ରତିଷ୍ଠିତ କମ୍ପାନୀ ୪୧୬ କୋଟି ଟଙ୍କାରେ କିଣିଛି ।
ନିଟ୍ ବିବାଦ ଯେତେ ଘନଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ପେପର ଲିକ୍ ନେଟୱର୍କର ଜଣେ ପ୍ରମୁଖ ସଦସ୍ୟ ଅପରେସନର ବିଷୟରେ ବୁଝାଇଛନ୍ତି । କେମିତି ହୁଏ ପେପର ଲିକ୍...
ଭାରତୀୟ ହକି ଦଳ ଘୋଷିତ ହୋଇଛି । ହରମନପ୍ରୀତ ସିଂଙ୍କ ନେତୃତ୍ବରେ ୧୯ ଜଣିଆ ହକି ଟିମ୍ ଘୋଷଣା ହୋଇଛି । ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଅମିତ ରୋହିଦାସଙ୍କୁ ମିଳିଛି ସୁଯୋଗ ।
BELରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ସ୍ଥାୟୀ ଭିତ୍ତିରେ ଏହି ନିଯୁକ୍ତି କରାଯିବ। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଆପଣ ଯଦି ଏଠି ଚାକିରି କରିବାକୁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ଦେଖନ୍ତୁ।
ଆଦିତ୍ୟ ସତ୍ୟପୋଦର ଏବଂ ଦୀନେଶ ଭିଜନ୍ ଅନ୍ୟ ଏକ ଅନନ୍ୟ ହରର୍-କମେଡି କରିବାକୁ ଆଗ୍ରହ ଦେଖାଇଛନ୍ତି। ସେ 'ୱେମ୍ପାୟାର୍ସ ଅଫ୍ ବିଜୟ ନଗର' ଶୀର୍ଷକରେ ଏକ ଫିଲ୍ମ କରିବାକୁ ଯାଉଛନ୍ତି। ଏଥିରେ ଆୟୁଷ୍ମାନ ଖୁରାନା ଏବଂ ରଶ୍ମିକା ମନ୍ଦାନାଙ୍କ ରୋମାନ୍ସ ଦେଖିବାକୁ ମିଳିବ।
ସଲମାନ ଖାନଙ୍କ ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସଲମାନ ତାଙ୍କର ଫାଷ୍ଟ୍ କ୍ରସ୍ ବିଷୟରେ କହୁଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ ଯାହାଙ୍କ ନାଁ କହିଛନ୍ତି ତାହା ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଦେଖନ୍ତୁ ଏହି ଭିଡିଓ…
ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ଭାବ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।