• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

milk 1
କଞ୍ଚା କ୍ଷୀର ପିଉଛନ୍ତି କି? ଜାଣି ରଖନ୍ତୁ ଏହି ସବୁ ଜିନିଷ

ଭୁବନେଶ୍ୱର: ପ୍ରତିଦିନ ଗୋଟିଏ ଗ୍ଲାସ୍‌ କ୍ଷୀର ପିଇବା ପାଇଁ ଡାକ୍ତର ପରାମର୍ଶ ଦେଇଥା’ନ୍ତି। କ୍ଷୀରରେ ଭରପୂର ମାତ୍ରାରେ କ୍ୟାଲସିୟମ୍‌ ଓ ପ୍ରୋଟିନ୍‌ ରହିଛି, ଯାହା ହାଡ଼ର ବିକାଶ କରିବା ସହିତ ଶରୀର ପାଇଁ ବହୁ ଉପକାରୀ ହୋଇଥାଏ। କିନ୍ତୁ ଅନେକ ସମୟରେ ଦେଖା ଯାଇଥାଏ ଯେ, କ୍ଷୀରକୁ ନ ସିଝାଇ କିଛି ଲୋକ କଞ୍ଚା ପିଇଥା’ନ୍ତି। ତେବେ କଞ୍ଚା କ୍ଷୀର ପିଇବା ଶରୀର ପାଇଁ କ୍ଷତିକାରକ ବୋଲି ଜଣାପଡ଼ିଛି। କ୍ଷୀରକୁ ସିଝାଇବା ପରେ ଏଥିରୁ ଜରୁରୀ ପୋଷକ […]

kbc
୧୫୦୦ଟଙ୍କା ପାଉଥିବା ପାଚିକା ହେଲେ କୋଟିପତି

ନୂଆଦିଲ୍ଲୀ: କୌନ୍‌ ବନେଗା କରୋଡପତି ସିଜନ୍‌ ୧୧ରେ ଦ୍ୱିତୀୟ କରୋଡପତି ହୋଇଛନ୍ତି ଜଣେ ପାଚିକା। ମହାରାଷ୍ଟ୍ରର ଅମରାବତୀରେ ରହୁଥିବା ଏହି ମହିଳାଙ୍କ ଜୀବନର ସଂଘର୍ଷମୟ ଯାତ୍ରା ସମସ୍ତଙ୍କ ପାଇଁ ପ୍ରେରଣାଦାୟକ କହିଲେ ଅତ୍ୟୁକ୍ତି ହେବନାହିଁ। ବବିତା ତାଡେ ଯିଏକି ଏକ ସରକାରୀ ସ୍କୁଲରେ ୪୫୦ଜଣ ଛାତ୍ରଛାତ୍ରୀଙ୍କ ପାଇଁ ରୋଷେଇ କରନ୍ତି। ଏଥିପାଇଁ ତାଙ୍କୁ ମାତ୍ର ଦେଢ଼ ହଜାର ଟଙ୍କା ମିଳେ। ହେଲେ ସେ ଏହି କାମକୁ ବହୁତ ଭଲ ପାଆନ୍ତି। ଏପରିକି ସ୍କୁଲ୍‌ର ପିଲାମାନେ ମଧ୍ୟ ତାଙ୍କୁ […]

us shooting
ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼; ଜଣେ ମୃତ, ୫ ଆହତ

ୱାଶିଂଟନ୍‌: ଆମେରିକାର ୱାଶିଂଟନ୍‌, ଡିସିର ଷ୍ଟ୍ରିଟସ୍‌ରେ ଦୁର୍ବୃତ୍ତଙ୍କ ଅତର୍କିତ ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ହ୍ୱାଇଟ୍‌ ହାଉସ୍‌ ଠାରୁ ୨ କି.ମି. ଦୂରରେ ଥିବା କଲୋମ୍ବିଆ ରୋଡ୍‌ରେ ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ଏହି ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି। କିଛି ଦୁର୍ବୁତ୍ତ ଅଚାନକ ଆସି ଲୋକଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ […]

pm modi
ପାକିସ୍ତାନ ଆକାଶ ମାର୍ଗରେ ଉଡ଼ିବନି ମୋଦିଙ୍କ ବିମାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ନିଜ ଆକାଶ ମାର୍ଗକୁ ବନ୍ଦ କଲା ପାକିସ୍ତାନ। ମୋଦିଙ୍କ ବିମାନ ଆଗାମୀ ଆମେରିକା ଗସ୍ତବେଳେ ପାକିସ୍ତାନ ଆକାଶ ମାର୍ଗ ଦେଇ ଯାଇ ପାରିବ ନାହିଁ ବୋଲି ପାକ୍ ବୈଦେଶିକ ମନ୍ତ୍ରୀ ଶାହା ମେହମ୍ମୁଦ କ୍ୟୁରେସି ସ୍ପଷ୍ଟ କରିଛନ୍ତି। ଏନେଇ ଭାରତୀୟ ଦୂତାବାସକୁ ଅବଗତ କରାଯାଇଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୧ରୁ ୨୭ ତାରିଖ ଯାଏ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଫଳରେ ମୋଦିଙ୍କ ବିମାନ ପାକିସ୍ତାନ […]

girl
ଜରିମାନା ଭୟରେ ଯୁବତୀ ଦେଲେ ଆତ୍ମହତ୍ୟା ଧମକ

ନୂଆଦିଲ୍ଲୀ: ନୂଆ ମୋଟରଯାନ ସଂଶୋଧିତ ଆଇନ୍‌ ଲାଗୁ ହେବା ପରେ ଏବେ ପୁଲିସ ଓ ପବ୍ଲିକ୍ ମଧ୍ୟରେ ଚାଲିଛି ଛକାପଞ୍ଝା। ଗୋଟିଏପଟେ ସାଧାରଣ ଲୋକେ ଟ୍ରାଫିକ୍  ନିୟମ ଭାଙ୍ଗିଲେ ପୁଲିସ୍‌ ସେମାନଙ୍କ ନିକଟରୁ ଜରିମାନା ଆଦାୟ କରୁଥିବାବେଳେ ଅନ୍ୟପଟେ ପୁଲିସର ଆଇନ ଉଲ୍ଲଂଘନକୁ ବି ଆଙ୍ଗୁଳି ଉଠାଇବାକୁ ପଛାଉ ନାହାନ୍ତି ପବ୍ଲିକ୍। ତେବ ଏସବୁ ଭିତରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। ଦିଲ୍ଲୀର ଜଣେ ଯୁବତୀ ଜରିମାନା ଭୟରେ ପୁଲିସ୍‌କୁ […]

horn
ବୃଦ୍ଧଙ୍କ ମୁଣ୍ଡରେ ଶିଙ୍ଗ; ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଭୋପାଳ: ମଧ୍ୟ ପ୍ରଦେଶର ସାଗର ଜିଲ୍ଲାରେ ଏକ ଅଦ୍ଭୁତ ଚିତ୍ର ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଜଣେ ବୃଦ୍ଧଙ୍କ ମୁଣ୍ଡରେ ଶିଙ୍ଗ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। ବୃଦ୍ଧଙ୍କର  ମୁଣ୍ଡରେ ଥିବା ଶିଙ୍ଗର ଫଟୋ ଏବେ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ବୃଦ୍ଧଙ୍କ ନାଁ ଶ୍ୟାମ ଲାଲ୍‌ ଯାଦବ। ତାଙ୍କୁ ୭୫ ବର୍ଷ ବୟସ ବୋଲି ଜଣାପଡ଼ିଛି। ଶ୍ୟାମଲାଲଙ୍କ କହିବା ଅନୁଯାୟୀ, ୫ ବର୍ଷ ତଳେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଏହାର କିଛି […]

driver change tyre
ଚଳନ୍ତା ଗାଡ଼ିରେ ଏମିତି ଟାୟାର ବଦଳାଇଲେ ଯୁବକ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ପ୍ରତ୍ୟେକ ଦିନ ସୋଶାଲ୍‌ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ଯାହାକୁ ଲୋକମାନେ ବହୁତ ପସନ୍ଦ କରିବା ସହ ଶେଆର୍‌ ମଧ୍ୟ କରୁଛନ୍ତି। ତେବେ ସୋଶାଲ୍‌ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ମଧ୍ୟରୁ ମଜାଳିଆ ଭିଡିଓକୁ ଲୋକମାନେ ଅଧିକ ପସନ୍ଦ କରିଥାନ୍ତି। ଏବେ ଏମିତି ଏକ ଭିଡିଓ ଭାଇରାଲ୍‌ ହେବାରେ ଲାଗିଛି। ଏକ ଚଳନ୍ତା ଗାଡ଼ିରେ ଜଣେ ଯୁବକ କିଭଳି ଭାବରେ ଗାଡ଼ିର ଟାୟାର ବଦଳାଉଛନ୍ତି ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। […]

hernia
ହାର୍ନିଆ କ’ଣ ? ଜାଣନ୍ତୁ ଏହାର ଲକ୍ଷଣ ଓ ଚିକିତ୍ସା ବିଷୟରେ

ଭୁବନେଶ୍ୱର: ହାର୍ନିଆ ବିଷୟରେ ଅଧିକାଂଶ ଲୋକଙ୍କର ଭ୍ରାନ୍ତ ଧାରଣା ରହିଛି। ଶରୀରର ଆଭ୍ୟନ୍ତରୀଣ ଅଂଶରେ  ହାର୍ନିଆ ହେଉଥିବା ବେଳେ କିପରି ଏହାର ଚିକିତ୍ସା କରାଯାଇପାରିବ ସେ ବିଷୟରେ ଆସନ୍ତୁ ଲାପ୍ରୋସ୍କୋପିକ ସର୍ଜନ୍‌ ଡାକ୍ତର ଜଟାଶଙ୍କର ମହାପାତ୍ରଙ୍କଠାରୁ ଜାଣିବା। ୧. ହାର୍ନିଆ କ’ଣ ? ହାର୍ନିଆ ସାଧାରଣତଃ ପେଟ କିମ୍ୱା ଛାତିରେ ହୋଇଥାଏ। ଶରୀରର ଏହି ଅଂଶରେ କୌଣସି ସମସ୍ୟା ଦେଖା ଦେଲେ ପେଟ କିମ୍ୱା ଛାତିରେ ଥିବା ଜିନିଷ ନିଜ ସ୍ଥାନରେ ନ ରହି ବାହାରକୁ ଠେଲି […]

dog
ସନ୍ଧାନୀ କୁକୁର ‘ଡଚ୍‌’କୁ ଭାରତୀୟ ସେନାର ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଦେଶ ପ୍ରେମ କେବଳ ଯେ ମଣିଷଙ୍କ ପାଖରେ ଥାଏ ତା’କୁ ଭୁଲ୍‌ ବୋଲି ପ୍ରମାଣିତ କରିଛି ସନ୍ଧାନୀ କୁକର ‘ଡଚ୍‌’। ଏହି ‘ରିଅଲ ହିରୋ’ର ବିୟୋଗରେ ସେନାବାହିନୀର ଶ୍ରଦ୍ଧାଞ୍ଜଳି ଏବେ ଚର୍ଚ୍ଚାରେ କେନ୍ଦ୍ରବିନ୍ଦୁ ପାଲଟିଛି। ବୁଧବାର ଡଚ୍‌ର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୯ ବର୍ଷ ବୟସ ହୋଇଥିଲା। ଭାରତୀୟ ସେନାର ଇଷ୍ଟର୍ଣ୍ଣ କମାଣ୍ଡରେ ନିଯୁକ୍ତ ହୋଇଥଥିବା ଡଚ୍‌ ବିଭିନ୍ନ ଆତଙ୍କବାଦୀ ବିରୋଧୀ ମିଶନ୍‌ରେ ବିସ୍ଫୋରକ ସାମଗ୍ରୀ ଚିହ୍ନଟ କରିବାରେ ଉତ୍କର୍ଷତା ହାସଲ କରିଥିଲା। ଡଚ୍‌ର  […]

oil plant
ତୈଳ କମ୍ପାନୀ ଉପରେ ଡ୍ରୋନ୍‌ ଆକ୍ରମଣ

ରିୟାଧ: ସାଉଦି ଆରବର ଆରାମକୋ ତୈଳ କମ୍ପାନୀ ଉପରେ ଡ୍ରୋନ୍‌ ଆକ୍ରମଣ ହୋଇଛି।ତୈଳ କମ୍ପାନୀରେ ନିଆଁ ଲାଗିବା ପରେ ସମ୍ପୂର୍ଣ୍ଣ ଆକାଶ ଧୂଆଁରେ ଆଚ୍ଛାଦିତ ହୋଇଯାଇଥିବା ଦେଖିବାକୁ ମିଳିଛି। ଏପରି କି ସେଠାରେ ଗୁଳିମାଡ଼ର ଶବ୍ଦ ମଧ୍ୟ ଶୁଣିବାକୁ ମିଳିଥିବା ସୂଚନା ମିଳିଛି। ଆଜି ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଆଫଗାନିସ୍ତାନର ଗୃହ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ଆରାମକୋ ସାଉଦି ଆରବର ରାଷ୍ଟ୍ରୀୟ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ କମ୍ପାନୀ ଅଟେ। ଅନ୍ୟପକ୍ଷରେ ଏହି ଡ୍ରୋନ୍‌ […]

naggin dance
ଏମିତି ବି ଆସେ ମୃତ୍ୟୁ: ନାଗିନ୍‌ ଡ୍ୟାନ୍ସ କରୁଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ

ଭୋପାଳ: ମୃତ୍ୟୁ କେଉଁଠି କେମିତି ଓ କେତେବେଳେ ଆସେ ତାହା କେହିବି ଜାଣି ନଥାନ୍ତି।ମୃତ୍ୟୁ ଏକ ଏମିତି ଅତିଥି ଯିଏ ବିନା ନିମନ୍ତ୍ରଣରେ ଚାଲିଆସେ। ଅନେକ ସମୟରେ ଏହା ଆକସ୍ମିକ ଢଙ୍ଗରେ ଆସି ପହଞ୍ଚି ଯାଏ। ଏମିତି ଏକ ଆକସ୍ମିକ ମୃତ୍ୟୁର ସାମ୍ନା କରିଛନ୍ତି  ମଧ୍ୟପ୍ରଦେଶ ସିଓନୀ ଜିଲ୍ଲା ଖଟିଆ ଗାଁର ଜଣେ ଯୁବକ। ତାଙ୍କ ନାଁ ଗୁରୁଚରଣ ବୋଲି ଜଣାପଡ଼ିଛି। ଗଣେଶ ବିସର୍ଜନ ସମୟରେ ଗୁରୁଚରଣ ନାଚୁଥିଲେ। ଖୁସିରେ ବିଭୋର ହୋଇ ନାଚୁଥିବା  ସମୟରେ ହଠାତ୍‌ […]

chandrayaan-2
ଭାରତର ଚନ୍ଦ୍ରମିଶନ ଏକ ଗବେଷଣାତ୍ମକ ବିଶ୍ଲେଷଣ

  ଗତ ସେପ୍ଟେମ୍ବର ୭ ତାରିଖ ମଧ୍ୟରାତ୍ରି ସାରା ବିଶ୍ୱର ନଜର ଟେଲିଭିଜନ ପରଦା ଉପରେ ଥାଏ, ମନରେ ଅନେକ ଆଶା ଓ ଆକାଂକ୍ଷା ନେଇ ଅପେକ୍ଷା କରିଥାନ୍ତି ୧୩୩ କୋଟି ଭାରତୀୟ। ହେଲେ ହଠାତ ଏକ ଦୁଃଖ ଖବର ସମସ୍ତଙ୍କ ମନକୁ ଆନ୍ଦୋଳିତ କରିଦେଲା। ଖବର ଥିଲା ଚନ୍ଦ୍ରଯାନ-୨ ସମ୍ବନ୍ଧରେ। ଲୁନାର ଅରବିଟର ଠାରୁ ଅଲଗା ହୋଇ ଚନ୍ଦ୍ରପୃଷ୍ଠ ଆଡକୁ ନିର୍ଦ୍ଧାରିତ ବେଗରେ ଗତି କରୁଥିବା ବିକ୍ରମ ଲାଣ୍ଡର ହଠାତ ଚନ୍ଦ୍ରପୃଷ୍ଠରୁ ମାତ୍ର ୨.୧ କିମି […]

amit_shah_660_062819011756
ଗୋଟିଏ ଦେଶ, ଗୋଟିଏ ଭାଷା ପାଇଁ ଆହ୍ୱାନ ଦେଲେ ଅମିତ ଶାହ

ନୂଆଦିଲ୍ଲୀ: ଆଜି ଜାତୀୟ ହିନ୍ଦୀ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ଅନ୍ୟାନ୍ୟ ନେତା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଗୋଟିଏ ଦେଶ, ଗୋଟିଏ ଭାଷାକୁ ଗୁରୁତ୍ୱ ଦେଇଛନ୍ତି ଶ୍ରୀ ଶାହ। ଜାତିର ପିତା ମହାତ୍ମା ଗାନ୍ଧି, ଲୌହ ମାନବ ସର୍ଦ୍ଦାର ବଲ୍ଲଭ ପାଇ ପଟେଲଙ୍କ ସ୍ୱପ୍ନ ସାକାର କରିବା ପାଇଁ ହିନ୍ଦୀ ଭାଷାକୁ ଗୁରୁତ୍ୱ ଦେବାକୁ କହିଛନ୍ତି ଅମିତ ଶାହ। ଅମିତ ଶାହ ଟ୍ୱିଟ୍‌ କରି […]

pak
ଧଳା ପତାକା ଦେଖାଇ ଯବାନଙ୍କ ମୃତଦେହ ନେଲା ପାକ୍‌ ସେନା

ନୂଆଦିଲ୍ଲୀ: ଅସ୍ତ୍ରବିରତି ଉଲ୍ଲଂଘନ ଭାରତ ପକ୍ଷରୁ ପ୍ରଥମେ ହେଉଛି ବୋଲି ପାକିସ୍ତାନ ବାରମ୍ୱାର ଅଭିଯୋଗ କରୁଥିଲେ ମଧ୍ୟ ପ୍ରକୃତ ସତ କ’ଣ ତାହା ଏବେ ସାମ୍ନାକୁ ଆସିଛି। ନିକଟରେ ଜମ୍ମୁ କଶ୍ମୀରର ହାଜିପୁର ସେକ୍ଟରରେ ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା। ଯାହାର କଡ଼ା ଜବାବ ଭାରତୀୟ ଯବାନ ଦେଇଥିଲେ। ଭାରତୀୟ ସେନାର ଜବାବରେ ପାକିସ୍ତାନର ୨ ଜଣ ସେନାଙ୍କ ମୃତ୍ୟୁ ଘଟିଥିଲା। ଏବେ ସେହି ମୃତଦେହକୁ ନେବା ପାଇଁ ପାକିସ୍ତାନ ଧଳା ପତାକା ଦେଖାଇଛି। ଏଭଳି […]

rt
ରାନୀ ପଣ୍ଡାଙ୍କ ଜୀବନୀକୁ ନେଇ ଆସିଛି ନୂଆ ନାଟକ “ଆଇଟ୍‌ମ ଗର୍ଲ ରାନୀ”

କଅଁଳ ବୟସରେ ନାଚିବାର ସଉକ ରଖିଥିଲେ ରାନୀ ପଣ୍ଡା। ଆଉ ବଡ଼ ହେଲେ ଜଣେ ଭଲ କଳାକାର ହେବାର ସ୍ୱପ୍ନ ଦେଖିଥିଲେ। ସେଥିପାଇଁ ପରିବାର ଲୋକଙ୍କ ଅଗୋଚରରେ ଘର ଛାଡ଼ି ପଳାଇ ଆସିଥିଲେ ରାଜଧାନୀ। ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଆରମ୍ଭ ହୋଇଥିଲା ତାଙ୍କର ସଂଘର୍ଷର ଜୀବନ। ଅଙ୍କାବଙ୍କା ନଈଟି ପରି ବହୁ ବାଧାବିଘ୍ନକୁ ସାମ୍ନା କରି ଆଜି ସେ ଓଡ଼ିଶାର ଜଣେ ଚର୍ଚ୍ଚିତ ଚେହେରା ପାଲଟିଯାଇଛି। ଆଉ ଅଜଣା ଅଚିହ୍ନା ଜଣେ ନାୟିକାରୁ ରାତାରାତି ହୋଇଯାଇଛନ୍ତି ସେଲେବ୍ରିଟି। […]

mobile lost
ଏବେ ସହଜରେ ମିଳିପାରିବ ଚୋରି ହୋଇଯାଇଥିବା ମୋବାଇଲ୍‌

ନୂଆଦିଲ୍ଲୀ: ମୋବାଇଲ୍‌ ଚୋରି ହୋଇଗଲେ ଆମକୁ ବହୁତ ଦୁଃଖ ଲାଗିଥାଏ। ଆଉ ଯଦି ତାହା ନୂଆ ମୋବାଇଲ୍‌ ହୋଇଥାଏ ତେବେ ଆହୁରି ମନ ଖରାପ ହୋଇଥାଏ। ଏବେ ନା ଆପଣଙ୍କୁ ଆଉ ଦୁଃଖ ଲାଗିବ ନା ମନ ଖରାପ ହେବ। କାହିଁକି ନା ଏବେ ଚୋରି କିମ୍ବା ହଜି ଯାଇଥିବା ମୋବାଇଲ୍‌ ଆପଣଙ୍କୁ ସଜଜରେ ମିଳିପାରିବ। ଏନେଇ ଖୁବ୍‌ଶୀଘ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଯଦି ଆପଣଙ୍କର ମୋବାଇଲ୍‌ ହଜି ଯାଇଛି ତେବେ […]

bank strike
ଦେଶବ୍ୟାପୀ ୨ ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର: ପବ୍ଲିକ୍‌ ସେକ୍ଟର ବ୍ୟାଙ୍କର ୪ଟି ଅଫିସର୍ସ ୟୁନିୟନ ପକ୍ଷରୁ ଆସନ୍ତା ୨୬ ଓ ୨୭ ତାରିଖରେ ବ୍ୟାଙ୍କ ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। ସରକାରଙ୍କ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଫିସର୍ସ ୟୁନିୟନ ସାରା ଦେଶରେ ଏହି ଧର୍ମଘଟ ଡାକରା ଦେଇଛି। ଅଲ୍‌ ଇଣ୍ଡିଆ ବ୍ୟାଙ୍କ୍‌ ଅଫିସର୍ସ କନ୍‌ଫେଡ୍ରେସନ୍‌(ଏଆଇବିଓସି), ଅଲ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏସନ୍‌(ଏଆଇବିଓଏ), ଇଣ୍ଡିଆନ୍‌ ନ୍ୟାସନାଲ୍‌ ବ୍ୟାଙ୍କ୍‌ ଅଫିସର୍ସ କଂଗ୍ରେସ(ଆଇଏନ୍‌ବିଓସି), ନ୍ୟାସନାଲ୍‌ ଅର୍‌ଗାନାଇଜେସନ୍ ଅଫ୍‌ ବ୍ୟାଙ୍କ୍‌ ଅଫିସର୍ସ(ଏନ୍‌ଓବିଓ) ପକ୍ଷରୁ ଏହି ବନ୍ଦ ଡାକରା […]

woman
ମହିଳା ଜଣକ ଏତେ ଜୋର୍‌ରେ ହସିଲେ ଯେ, ବାହାରିଗଲା...

ବେଜିଂ: ହସ ସବୁବେଳେ ସ୍ୱାସ୍ଥ୍ୟ ପାଇଁ ଭଲ, ଏହା ସମସ୍ତେ ଜାଣନ୍ତି। ହେଲେ ହସ ବି ଏମିତି ଘାତକ ହୋଇପାରେ..!  ଜଣେ ମହିଳାଙ୍କ ସହ ଏମିତି କିଛି ଘଟିଛି ଯାହା ଜାଣିଲେ ଆପଣ ବିଶ୍ୱାସ କରିପାରିବେ ନାହିଁ। ମହିଳା ଜଣକ ଏତେ ଜୋର୍‌ରେ ହସିଲେ ଯେ ତାଙ୍କର ମାଢ଼ି ବାହାରି ଯାଇଥିଲା। ଫଳରେ ପାଟି ଖୋଲା ଅବସ୍ଥାରେ ରହି ଯାଇଥିଲା। ଚୀନ୍‌ରେ ଏଭଳି ଅଜବ ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ, ଚୀନ୍‌ର ଗୁୱାଡୋଙ୍ଗ୍‌ ପ୍ରଦେଶରେ […]

egg
ଅଣ୍ଡା ସିଝାଇବା ପରେ ପାଣି ଫିଙ୍ଗି ଦେଉଛନ୍ତି କି ? ଜାଣନ୍ତୁ କେଉଁ କାମରେ ଏହା ଆସିପାରେ

ଭୁବନେଶ୍ୱର: ଅଣ୍ଡା ସିଝାଇବା ପରେ ସାଧାରଣତଃ ସମସ୍ତେ ବଳକା ପାଣିକୁ ଫିଙ୍ଗି ଦିଅନ୍ତି। ଯଦି ଆପଣ ବି ଏମିତି କରୁଥିବେ, ତା’ହେଲେ ଏ ଅଭ୍ୟାସ ବଦଳାଇ ଦିଅନ୍ତୁ। କାରଣ ଏହି ପାଣି ଗଛ ପାଇଁ ସାର ଭାବେ କାର୍ଯ୍ୟ କରିଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ଅଣ୍ଡା ସିଝାଇବା ପରେ ଆପଣ ବଳକା ପାଣିକୁ ଥଣ୍ଡା ହେବା ପରେ ଚାରା ଗଛ ମୂଳରେ ଦେଇ ପାରିବେ। ଏଥିରେ ଏପରି ପୋଷକ ତତ୍ତ୍ୱ ରହିଛି, ଯାହା ଚାରା ଗଛ […]

mumbai
ମୁମ୍ବାଇରେ ବର୍ଷା ବିତ୍ପାତ; ସ୍କୁଲ୍‌, କଲେଜ ଛୁଟି ଘୋଷଣା

ମୁମ୍ବାଇ: ବର୍ଷାରେ ବେହାଲ ହୋଇପଡ଼ିଛି ମାୟାନଗରୀ ମୁମ୍ବାଇ। ପ୍ରବଳ ବର୍ଷା ହେବା ଯୋଗୁ ମୁମ୍ବାଇବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଆଜି ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ମିଳିବା ପରେ ଏହାକୁ ନେଇ ସାଧାରଣ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳ ଗୁଡ଼ିକରେ ଥିବା ସମସ୍ତ ସ୍କୁଲ ଓ ଜୁନିଅର୍‌ କଲେଜକୁ ଆଜି ଛୁଟି ଘୋଷଣା କରାଯାଇଛି। ଗତକାଲି ମଧ୍ୟ ଛୁଟି […]

facebook
ଖୁବ୍‌ ଶୀଘ୍ର ଫେସ୍‌ବୁକ୍‌ରେ ବନ୍ଦ ହେବାକୁ ଯାଉଛି ଆପଣଙ୍କର ସବୁଠୁ ପସନ୍ଦର ଫିଚର

ନୂଆଦିଲ୍ଲୀ: ବିଶ୍ୱର ବଡ଼ ସୋଶାଲ୍‌ ମିଡିଆ ପ୍ଲାଟ୍‌ପର୍ମ କୁହାଯାଉଥିବା ‘ଫେସ୍‌ବୁକ୍‌’ରେ ବହୁତ ଶୀଘ୍ର ବନ୍ଦ ହେବାକୁ ଯାଉଛି ଏମିତି ଏକ ଫିଚର ଯାହାକୁ ୟୁଜର୍ସ ମାନେ ଅଧିକ ପସନ୍ଦ କରନ୍ତି। ଏହି ଫିଚର ବନ୍ଦ ହେବା ଫଳରେ ଆପଣମାନଙ୍କ ପୋଷ୍ଟରେ ମିଳୁଥିବା ‘ଲାଇକ୍‌’ ସଂଖ୍ୟା ଆପଣମାନଙ୍କର ସାଙ୍ଗ ଓ ଅନ୍ୟ ୟୁଜର୍ସ ମାନେ ଆଉ ଦେଖିବାକୁ ପାଇବେ ନାହିଁ। କାହିଁକି ନା ଫେସୁବୁକ୍‌ ତା’ର ପ୍ଲାଟ୍‌ଫର୍ମରୁ ‘Like Count’ ହଟାଇବାକୁ ଯାଉଛି ବୋଲି ଜଣାପଡ଼ିଛି। ଏଭଳି ହେବା […]

delhi
ଚେନ୍‌ ଲୁଟେରାଙ୍କୁ ଏମିତି କାବୁ କଲେ ମା’ ଓ ଝିଅ

ନାଙ୍ଗ୍‌ଲୋଇ: ଚେନ୍‌ ଲୁଟେରାଙ୍କୁ କାବୁ କଲେ ମା’ ଓ ଝିଅ। ରାସ୍ତାରେ ଉଭୟ ଠିଆ ହୋଇଥିବା ବେଳେ ବାଇକ୍‌ରେ ୨ଜଣ ଲୁଟେରା ଆସି ମହିଳାଙ୍କ ବେକରୁ ଚେନ୍‌ ଟାଣି ନେଇଥିଲେ। ଏହି ସମୟରେ ମହିଳା ଜଣକ ଲୁଟେରାଙ୍କୁ କାବୁ କରି ନେଇଥିଲେ। ଦିଲ୍ଲୀର ନାଙ୍ଗ୍‌ଲୋଇ ଅଞ୍ଚଳରେ ଅଗଷ୍ଟ ୩୦ରେ ଏହି ଘଟଣା ଘଟିଛି। ଏସବୁ ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଜଣେ ମହିଳା ତାଙ୍କ ଝିଅଙ୍କ ସହ ରାସ୍ତାରେ ଠିଆ ହୋଇଥିବା ବେଳେ ବାଇକ୍‌ରେ ୨ […]

anil kapoor
ଇମୋସ୍‌ନାଲ୍ ପୋଷ୍ଟ୍‌ ଶେଆର୍‌ କଲେ ଅନୀଲ୍‌ କପୁର୍‌

ମୁମ୍ବାଇ: ଅନୀଲ କପୁର ବଲିଉଡ୍‌ର ସେହି ଷ୍ଟାର୍‌ମାନଙ୍କ ମଧ୍ୟରୁ ଜଣେ ଯାହାଙ୍କର ଅନେକ ଫିଲ୍ମ ସୁପରହିଟ୍‌ ହୋଇଛି। ଏବେ ମଧ୍ୟ ସେ ଆକ୍ଟିଭ୍ ଅଛନ୍ତି। ଏମିତି ଦିନ ଥିଲା ଯେତେବେଳେ ତାଙ୍କ ଫିଲ୍ମ ପରଦାକୁ ଆସିବା ପୂର୍ବରୁ ତାକୁ ସୁପର୍‌ହିଟ୍ ବୋଲି ଘୋଷଣା କରି ଦିଆଯାଉଥିଲା। ହେଲେ ଏମିତି ବି ସମୟ ଥିଲା ଯେତେବେଳେ ସେ ଗୋଟିଏ ହିଟ୍ ଫିଲ୍ମ ପାଇଁ ଝୁରି ହେଉଥିଲେ। ଆଉ ସେ ଦିନର କଥାକୁ ମନେ ପକାଇ ଅନୀଲ ଏକ ଟ୍ୱିଟ୍ […]

Chandrayaan-2
ଚନ୍ଦ୍ରପୃଷ୍ଠର ଆହୁରି ନିକଟତର ହେଲା ଲ୍ୟାଣ୍ଡର ବିକ୍ରମ୍‌

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠର ଆଉ ଟିକେ ନିକଟତର ହୋଇଛି ଲ୍ୟାଣ୍ଡର ବିକ୍ରମ୍‌। ଆଜି ଭୋରୁ ପୁଣି ଥରେ ଲ୍ୟାଣ୍ଡର ବିକ୍ରମ୍‌କୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି। ଭୋର ୩ଟା ୪୨ ମିନିଟ୍‌ ସମୟରେ ଲ୍ୟାଣ୍ଡରକୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି। ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ମାତ୍ର ୯ ସେକେଣ୍ଡ ଲାଗିଥିଲା। ଲ୍ୟାଣ୍ଡର ବିକ୍ରମ୍‌ ଏବେ ଚନ୍ଦ୍ରର ନିକଟବର୍ତ୍ତୀ ୩୫ କିଲୋମିଟର ଓ ଦୂରତା ୧୦୧ କିଲୋମିଟର କକ୍ଷପଥରେ ପରିଭ୍ରମଣ କରୁଛି। ଗତକାଲି ସକାଳ ୮ଟା ୫୦ ମିନିଟ୍‌ରେ […]

kulabhusan
କୁଳଭୂଷଣ ଯାଦବ ମାମଲାରେ ନରମିଲା ପାକିସ୍ତାନ

ଇସଲାମାବାଦ୍‌: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ କନ୍ସୁଲାର ଆକ୍ସେସ୍‌ ପାଇଁ ପାକିସ୍ତାନ ପ୍ରସ୍ତାବ ଦେଇଛି। ଆଜି ଏହି ଅନୁମତି ଦିଆଯିବ ବୋଲି ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯିବା ପରେ ଭାରତ ମଧ୍ୟ ଉତ୍ତର ରଖିଛି। ଭାରତ ପକ୍ଷରୁ କୁହାଯାଇଛି ‘କଟକଣା ବିହୀନ’ ଏବଂ ‘ଅବାଧ’ ଅନୁମତି ନ ମିଳିଲେ ଏହାକୁ ଭାରତ ଗ୍ରହଣ କରିବନି। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜଲ ପୂର୍ବରୁ କହିଥିଲେ, ୨୦୧୯ ସେପ୍ଟେମ୍ବର ୨ ତାରିଖରେ କୁଳଭୂଷଣ […]