• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

army
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ୨ ଆତଙ୍କବାଦୀ ହିଜବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ବହୁ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଅନନ୍ତନାଗରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀ ଓ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ତେବେ ସର୍ଚ୍ଚ ଅପରେସନ ବେଳେ ଆଜି ଭୋର ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି […]