କରନ୍ ଜୋହରଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍ ଦି ଇୟର ୨’ର ଫାଷ୍ଟ ଗୀତ ‘ଜବାନି’ ରିଲିଜ ହୋଇଯାଇଛି। ୭୦ ଦଶକରେ ଆସିଥିବା କିଶୋର କୁମାର ଓ ଆର . ଡି ବର୍ମନଙ୍କ ଲୋକପ୍ରିୟ ଗୀତ ‘ଜବାନି’ କୁ ରିକ୍ରିଏଟ କରାଯାଇ ଦର୍ଶକଙ୍କ ସମ୍ମୁଖରେ ନୂଆ ଭାବେ ଉପସ୍ଥାପନ କରାଯାଇଛି। ଗୀତଟି ଏବଏ ୟ୍ୟୁଟ୍ୟୁବ୍ର ଟପ୍ ଟ୍ରେଣ୍ଡରେ ରହିଛି। ବର୍ତ୍ତମାନ ସୁଧା ଗୀତଟିକୁ ୨ କୋଟିରୁ ଅଧିକ ଥର ଦେଖାସରିଲାଣି। ୧୯୭୨ ମସିହାରେ ଆସିଥିବା ଫିଲ୍ମ […]
ସାଧାରଣତଃ ଦହିକୁ ଆମେ ଖାଇବା ସହ ରୂପଚର୍ଯ୍ୟାରେ ମଧ୍ୟ ବ୍ୟବହାର କରିଥାଉ। ହେଲେ ଆପଣ ଜାଣିଛନ୍ତି କି ପ୍ରତିଦିନ ଦହି ଖାଉଥିବା ଲୋକଙ୍କ ପାଖ ମାଡ଼ିବନି ରୋଗ। ଦହି ପ୍ରୋବାୟୋଟିକ ହୋଇଥିବାରୁ ଏହା ପେଟ ସମସ୍ୟା ଭଲ କରିବା ସହ ପାଚନ କ୍ରିୟାକୁ ମଧ୍ୟ ତ୍ୱରିତ କରିଥାଏ। ଦହି ଖାଇବା ଦ୍ୱାରା ଗ୍ୟାସ୍ ପରି ସମସ୍ୟା ହୋଇ ନ ଥାଏ। ଏଥିରେ ଥିବା ବ୍ୟାକ୍ଟେରିଆ ଶରୀର ଲାଗି ଖୁବ୍ ଲାଭପ୍ରଦ ହୋଇଥାଏ। ଦହିରେ ପ୍ରୋଟିନ, କ୍ୟାଲସିୟମ ସହ […]