• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

kushwaha
ମହାମେଣ୍ଟରେ ସାମିଲ୍ ହେବେ ଉପେନ୍ଦ୍ର କୁଶଓ୍ୱାହ !

ନୂଆଦିଲ୍ଲୀ: ବିରୋଧୀ ମହାମେଣ୍ଟରେ ସାମିଲ୍‌ ହୋଇପାରନ୍ତି ଏନ୍‌ଡିଏରୁ ଇସ୍ତଫା ଦେଇଥିବା ଉପେନ୍ଦ୍ର କୁଶଓ୍ୱାହ। ଏନେଇ ସୂଚନା ଦେଇଛନ୍ତି ବିହାର ବିରୋଧି ଦଳ ନେତା ତେଜସ୍ୱୀ ଯାଦବ। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକାଠି କରିବାରେ ଲାଗିଛନ୍ତି RJD(ରାଷ୍ଟ୍ରୀୟ ଜନତା ଦଳ) ନେତା ତେଜସ୍ୱୀ ଯାଦବ। ଆଜି ଦିଲ୍ଲୀରେ ବସୁଥିବା ବୈଠକରେ ଏନ୍‌ଡିଏରୁ ଇସ୍ତଫା ଦେଇଥିବା ଉପେନ୍ଦ୍ର କୁଶଓ୍ୱାହଙ୍କୁ ନିମନ୍ତ୍ରଣ କରାଯାଇଛି। ମହାଗଠବନ୍ଧନରେ ସାମିଲ ହେବା ପାଇଁ ତାଙ୍କୁ ନିମନ୍ତ୍ରଣ ଦେଇଛନ୍ତି ତେଜସ୍ୱୀ ଯାଦବ। ସମସ୍ତ ଆଞ୍ଚଳିକ […]

baji rout
ଫିଲ୍ମରେ ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କ କାହାଣୀ

ଭୁବନେଶ୍ୱର : ଫିଲ୍ମରେ ବାଜି ରାଉତଙ୍କ କାହାଣୀ । ତାଙ୍କ ବଳିଦାନ ଓ ଜୀବନୀଙ୍କୁ ନେଇ ଚଳଚ୍ଚିତ୍ର ମାଧ୍ୟମରେ ଚିତ୍ରଣ କରିଛନ୍ତି ରେଭେନ୍ସା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ୧୯୩୮ ମସିହାର ପ୍ରଜାମଣ୍ଡଳ ଅାନ୍ଦୋଳନ, ଇଞ୍ଚୁଡ଼ି ଲବଣ ସତ୍ୟାଗ୍ରହ ସହ ବିଟ୍ରିଶ ଶାସନର କିଛି ଚିତ୍ରକୁ ମଧ୍ୟ ସ୍ଥାନ ଦିଅାଯାଇଛି । ତେବେ ଫିଲ୍ମଟି ହିନ୍ଦୀ ଭାଷାରେ ନିର୍ମିତ ହୋଇଥିବା ବେଳେ ଏହା ସାରା ଦେଶରେ ବେଶ ଅାଦୃତ ଲାଭ କରିବ ବୋଲି ଅାଶା ରଖିଛନ୍ତି ଛାତ୍ରଛାତ୍ରୀ । […]

pak
ଧରାପଡ଼ିଲା ପାକିସ୍ତାନର ମିଛ

ନୂଆଦିଲ୍ଲୀ : ଧରାପଡ଼ିଛି ପାକିସ୍ତାନର ମିଛ । ସାରା ବିଶ୍ୱ ସମ୍ମୁଖରେ ମିଛି କହିଛନ୍ତି ପାକିସ୍ତାନ ବୈଦେଶିକ ବ୍ୟାପର ମନ୍ତ୍ରୀ ଶାହା ମେହେମୁଦ୍ କୁରେଶୀ । ୨୦୧୪ ପେଶାୱର୍ ହମଲା ପଛରେ ଥିବା ଅାତଙ୍କବାଦୀଙ୍କୁ ପ୍ରୋତ୍ସାହନ ଭାରତ ଯୋଗାଇ ଥିବା ଭଳି ସାଂଘାତିକ ମିଛି କହିଛନ୍ତି ପାକ୍ ମନ୍ତ୍ରୀ । ଯାହାକୁ ରାଇଟ୍ ଟୁ ରିପ୍ଲାଏ ଜରିଅାରେ କଡ଼ା ଜବାବ ରଖିଛି ଭାରତ । ପାକିସ୍ତାନ ମନ୍ତ୍ରୀଙ୍କ ଏପରି ବୟାନ ଅାଦୌ ଶୋଭନୀୟ ନୁହଁ । ପାକ୍‌ର […]

oil price
ପୁଣି ଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି

ଭୁବନେଶ୍ୱର : ଅାଜି ପୁଣି ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦର । ଦେଶର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ପ୍ରାୟ ୧୦ ପଇସା ଲେଖାଏଁ ବୃଦ୍ଧି ହୋଇଛି। ଫଳରେ ମୁମ୍ବାଇରେ ୯୦ ଟଙ୍କା ପାର କରିଛି ପେଟ୍ରୋଲ। ମୁମ୍ବାଇରେ ୯ ପଇସା ବଢି ପେଟ୍ରୋଲ ଲିଟର ପ୍ରତି ୯୦ ଟଙ୍କା ୮୪ ପଇସାରେ ପହଞ୍ଚିଛି । ଦିଲ୍ଲୀରେ ମଧ୍ୟ ୯ ପଇସା ବଢି ପେଟ୍ରୋଲ ଲିଟର ୮୩ ଟଙ୍କା ୪୯ […]

cong
ନିର୍ବାଚନୀ ଇସ୍ତାହାର ଜାରି କଲା କଂଗ୍ରେସ

ଜୟପୁର: ଡିସେମ୍ବର ୭ ତାରିଖରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। କୃଷିଋଣ ଛାଡ଼, ମହିଳାଙ୍କୁ ମାଗଣା ଶିକ୍ଷା ଓ ଯୁବକଙ୍କୁ ଚାକିରୀର ଭରସା ଦେଇଛି କଂଗ୍ରେସ। ରାଜ୍ୟ କଂଗ୍ରେସ ସଭାପତି ସଚିନ ପାଇଲଟ୍, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଇସ୍ତାହାର କମିଟିର ଅଧ୍ୟକ୍ଷ ହରୀଶ ଚୌଧୁରୀ ଇସ୍ତାହାର ପ୍ରକାଶ କରିଛନ୍ତି। ଲୋକଙ୍କ ପରାମର୍ଶରେ ଇସ୍ତାହାର କରାଯିବା ସହ ସାଧାରଣ ଲୋକଙ୍କ ଦାବିକୁ ଏଥିରେ ଗୁରୁତ୍ୱ […]