• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

src
ରବିବାର ଛୁଟି ବାତିଲ୍‌, କାଲି ସବୁ ଅଫିସ୍‌ ଖୋଲା

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାର ସବୁ ସରକାରୀ ଅଫିସ୍‌ ଖୋଲା ରହିବ। ରବିବାର ସତ୍ତ୍ୱେ ସବୁ ଅଫିସ୍‌ ଖୋଲା ନେଇ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ପାଇଁ ରାଜ୍ୟ ସରକାର ରବିବାର ଛୁଟିକୁ ବାତିଲ୍‌ କରିଛନ୍ତି। ଜିଲ୍ଲାର ସଦରମହକୁମା ଓ ଉପଖଣ୍ଡରେ ସବୁ ଅଫିସ୍‌ ଖୋଲା ରଖିବା ପାଇଁ SRC ନିର୍ଦ୍ଦେଶ ଦେଇଛନ୍ତି।  ଦୁଇ ଦିନ ହେଲା ଲଗାଣ ବର୍ଷାରେ ରାଜ୍ୟରେ ସ୍ଥିତି ବେହାଲ ହୋଇଛି । ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ […]

new Rs 100
ନୂଆ ଶହେ ଟଙ୍କିଆ ନୋଟ୍ ପ୍ରଚଳନ ନେଇ ଚିନ୍ତାରେ ଏଟିଏମ୍‌ ଅପରେଟର ସଂଘ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଖୁବ୍‌ ଶୀଘ୍ର ମାର୍କେଟକୁ ଆସୁଛି ନୂଆ ଶହେ ଟଙ୍କିଆ ନୋଟ୍।  କିନ୍ତୁ ଏହି ନୋଟ୍ ପାଇଁ ଏଟିଏମ୍‌ରେ ଯେଉଁ ପରିବର୍ତ୍ତନ କରାଯିବ, ସେଥିପାଇଁ ପ୍ରାୟ ଶହେ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି। କାହିଁକି ନା ଏଟିଏମ୍‌ଗୁଡ଼ିକୁ ରିକାଲିବ୍ରେଟ୍‌ କରିବା ପାଇଁ ଏହି ଖର୍ଚ୍ଚ କରିବାକୁ ପଡ଼ିବ। ଯଦି ଠିକ୍ ଭାବେ ପରିଚାଳନା ନ ହୋଇପାରିଲା ତେବେ ଆହୁରି ଅଧିକ ସମୟ ଲାଗିବ ବୋଲି ଏଟିଏମ୍ ଅପରେଟର ସଂଘ ସତର୍କ କରାଇ ଦେଇଛି।  […]

india
ପାକିସ୍ତାନକୁ ମାତ୍‌ ଦେଲା ଟିମ୍‌ ଇଣ୍ଡିଆ

ପୋଚେଫଷ୍ଟ୍ରୁମ୍‌: ଆଇସିସି ୧୯ ବର୍ଷରୁ କମ୍ କ୍ରିକେଟ ବିଶ୍ୱକପ୍‌ର ଫାଇନାଲରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଜବରଦସ୍ତ ଧୁଲେଇ କରି ଫାଇନାଲରେ ପ୍ରବେଶ କରିଛି ଟିମ୍‌  ଇଣ୍ଡିଆର ଏହି ଜୁନିୟର ବ୍ରିଗେଡ୍ । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା ପାକିସ୍ତାନ। ହେଲେ ଭାରତର ବୋଲିଂ ଆଗରେ ତିଷ୍ଠି ପାରିନଥିଲେ ପାକ୍ ବ୍ୟାଟ୍ସମ୍ୟାନ। ନିୟମିତ ବ୍ୟବଧାନରେ ୱିକେଟ ହରାଇ ପାକିସ୍ତାନ ୧୭୨ ରନରେ ଅଲ ଆଉଟ ହୋଇଥିଲା। ଜବାବରେ ଭାରତର ଗୋଟିଏ ବି ୱିକେଟ ପକାଇ ପାରିନଥିଲେ […]

hockey-women-759
କାଲିଠୁ ମହିଳା ହକି ବିଶ୍ୱକପ୍

ଲଣ୍ଡନ: କାଲି ଲଣ୍ଡନରେ ବାଜିବ ବିଗୁଲ। ଅାରମ୍ଭ ହେବ ମହିଳା ହକି ବିଶ୍ୱ ମହାକୁମ୍ଭ। ୧୬ଟି ଦେଶକୁ ନେଇ ହେବ ଟାଇଟଲ ଟକ୍କର। ୧୭ ଦିନ ବାଜି ଲାଗିବ ବିଶ୍ୱକପ୍ ଟ୍ରଫିର। ୧୬ ଦେଶ ୪ ଗ୍ରୁପ୍‌। ପ୍ରଥମ ରାଉଣ୍ଡରୁ ଦେଖିବାକୁ ମିଳିବ କଡ଼ା ମୁକାବିଲା। ଚଳିତ ବର୍ଷ ଡିଫେଣ୍ଡିଂ ଚାମ୍ପିଅାନ୍ ନେଦରଲାଣ୍ଡ ସବୁଠୁ ଅାଗରେ ରହିଛି। ଜର୍ମାନୀ, ଅଷ୍ଟ୍ରେଲିଅା, ଅାର୍ଜେଣ୍ଟିନା ଏବଂ ଅାୟୋଜକ ଇଂଲଣ୍ଡ ବି କମ୍ ନୁହନ୍ତି। ହେଲେ କେହି ବି ଚକମା ଦେଇପାରନ୍ତି […]

whatsapp_
ମେସେଜିଂ ବ୍ୟବସ୍ଥା ଉପରେ କଟକଣା ଲଗାଇଲା ହ୍ୱାଟସ ଆପ୍‌

ନୂଆଦିଲ୍ଲୀ: ଏଣିକି ହ୍ୱାଟସ ଆପ୍‌ରେ ଏକ ସମୟରେ ୫ରୁ ଅଧିକ ଚାଟ୍ ଫରଓ୍ୱାର୍ଡ କରିହେବ ନାହିଁ। ଏହା ଦ୍ୱାରା ଅତ୍ୟଧିକ ମେସେଜ, ଫଟୋ, ଭିଡିଓ ପଠାଯିବା ଉପରେ ରୋକ ଲାଗିବ। ଦେଶର ବିଭିନ୍ନ ସ୍ଥାନରେ ସୋଶାଲ୍‌ ମିଡିଆ ଦ୍ୱାରା ପ୍ରଚାରିତ ଖବରରୁ ଗଣ୍ଡଗୋଳ, ଅରାଜକତା ଏପରିକି ହତ୍ୟା ଘଟଣା ସାମ୍ନାକୁ ଆସୁଛି। ଏହାପରେ ହ୍ୱାଟସ ଆପ୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅନେକ ସମୟରେ ସେୟାର କରାଯାଉଥିବା ଖବର ମିଛ ବୋଲି ମଧ୍ୟ ପ୍ରମାଣିତ ହୋଇଛି।  କିଛି […]

madras
ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ : ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ତାମିଲନାଡୁର ପରୀକ୍ଷାର୍ଥୀଙ୍କୁ ଗ୍ରେସ୍ ମାର୍କ ଦେବାକୁ ମାଡ୍ରାସ ହାଇକୋର୍ଟ ଦେଇଥିବା ରାୟକୁ ଖାରଜ କରିଦେଇଛନ୍ତି ସୁପ୍ରିମ୍‌କୋର୍ଟ। ତାମିଲ ପ୍ରଶ୍ନପତ୍ରରେ ଭୁଲ୍‌ ଯୋଗୁଁ ପିଲାଙ୍କୁ ଗ୍ରେସ୍ ମାର୍କ ଦେବାକୁ ମାଡ୍ରାସ ହାଇକୋର୍ଟ ଅାଗରୁ ସିବିଏସ୍ଇକୁ ନିର୍ଦ୍ଦେଶ ଦେଇଥିଲେ। ଇଂରାଜୀ ପ୍ରଶ୍ନପତ୍ରକୁ ଠିକ୍ ଭାବେ ତାମିଲରେ ଅନୁବାଦ କରାଯାଇନଥିବାରୁ ଏଭଳି ପରିସ୍ଥିତି ଉପୁଜିଥିଲା।  ୪୯ ଟି ପ୍ରଶ୍ନର ଭୁଲ୍‌ ଅନୁବାଦ କରାଯାଇଥିଲା। ଏଥିପାଇଁ ପ୍ରତି ପ୍ରଶ୍ନ ପାଇଁ ୪ ମାର୍କ ଲେଖାଏଁ […]

Sachin-Tendulkar-
ସଚିନ୍‌ଙ୍କ ଜୀବନୀକୁ ନେଇ ନିଆରା ଲାଇବ୍ରେରୀ

ନୂଆଦିଲ୍ଲୀ: କ୍ରିକେଟ ଜଗତରୁ ସଚିନ୍‌ ତେନ୍ଦୁଲକର୍‌ ସିନା ବିଦାୟ ନେଇଗଲେ। ହେଲେ ଏବେ ବି ପ୍ରଶଂସକ ମାନଙ୍କ ମଧ୍ୟରେ ସଚିନ୍‌ କ୍ରିକେଟ ଗଡ୍‌ ହୋଇ ରହିଛନ୍ତି। ଦେଶ ବିଦେଶରେ ସଚିନଙ୍କୁ ଭଲପାଇବା ସେମିତି ଅତୁଟ ହୋଇ ରହିଛି। ନିକଟରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ସଚିନଙ୍କ ପ୍ରଶଂସକମାନଙ୍କ ଭଲପାଇବାର ପ୍ରମାଣ ଦେଇଛି। କେରଳର ଜଣେ ପ୍ରଫେସର ସଚିନ ତେନ୍ଦୁଲକର୍‌ଙ୍କ ଉପରେ ନିର୍ମାଣ କରିଛନ୍ତି ଏକ ନିଆରା ଲାଇବ୍ରେରୀ। ମାଲବାର୍‌ ଖ୍ରୀଷ୍ଟିଆନ କଲେଜର ଇତିହାସ ପ୍ରଫେସର […]

lightning
ବଜ୍ରପାତରେ ୧୧ ମୃତ୍ୟୁ

ଭୁବନେଶ୍ୱର : ବଢ଼ି ଚାଲିଛି ବଜ୍ରପାତରେ ମୃତ୍ୟୁ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ,ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ଅାହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲାରେ ୪ ଏବଂ ବାଲେଶ୍ୱର ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ବସ୍ତା ବ୍ଲକ ବରୁଣଗଡ଼ଇା ପଞ୍ଚାୟତରେ ବିଲରେ କାମ କରୁଥିବା ବେଳେ ଦୁଇ ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ସୋର ଶିଙ୍ଗାଖୁଣ୍ଟାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ […]

jaga-kalia
ଡିସ୍‌ଚାର୍ଜ ହେବେନି ଜଗା, କାଳିଅା

ଭୁବନେଶ୍ୱର : ଏବେ ଦିଲ୍ଲୀ ଏମ୍‌ସରୁ ଡିସ୍‌ଚାର୍ଜ ହେବେନି ଜଗା, କାଳିଅା। ଅାଜି ଦିଲ୍ଲୀରେ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ୫ ଜଣିଅା ବିଶେଷଜ୍ଞଙ୍କ ଟିମ୍ ଜଗା, କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ଜଗା ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି, କାଳିଅା ଏବେ ବି ଠିକ୍ ହୋଇନି। କାଳିଅା ସୁସ୍ଥ ନହେବା ପର୍ଯ୍ୟନ୍ତ ଉଭୟ ଏମ୍‌ସରେ ରହିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଉଭୟଙ୍କୁ ଏମ୍‌ସରେ ରଖିବାକୁ […]

bjd
କକ୍ଷ ତ୍ୟାଗ କଲା ବିଜେଡି

ନୂଆଦିଲ୍ଲୀ : ଅନାସ୍ଥା ପ୍ରସ୍ତାବ ଉପରେ ଲୋକସଭାରେ ବିତର୍କ ଅାରମ୍ଭ ହେଉ ହେଉ ବିଜେଡି କକ୍ଷ ତ୍ୟାଗ କରିଛି। ବିଜେଡି ସଂସଦୀୟ ଦଳ ନେତା ଭର୍ତ୍ତୃହରି ମହତାବ କହିଛନ୍ତି, ଗତ ୧୪ ବର୍ଷ ମଧ୍ୟରେ ଓଡ଼ିଶା କେନ୍ଦ୍ର ଅବହେଳାର ଶିକାର ହୋଇଛି। ପ୍ରଥମେ ୟୁପିଏ ସରକାର ୧୦ ବର୍ଷ ଏବଂ ଏବେ ଏନ୍‌ଡିଏ ସରକାର ୪ ବର୍ଷ ହେଲା ଓଡ଼ିଶାକୁ ଅବହେଳା କରୁଛନ୍ତି। ଅାଜିର ଅନାସ୍ଥା ଅାଲୋଚନା ରାଜ୍ୟବାସୀଙ୍କ ପାଇଁ କୌଣସି ଫଳପ୍ରଦ ହେବ ନାହିଁ। ସେଥିପାଇଁ […]