• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

sattelite
ଇସ୍ରୋ ପକ୍ଷରୁ ଏମିସାଟ୍‌ ସାଟେଲାଇଟ୍ ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ପକ୍ଷରୁ ଅତ୍ୟାଧୁନିକ ଏମିସାଟ୍‌ ସାଟେଲାଇଟ୍ ଉତ୍‌କ୍ଷେପଣ ହୋଇଛି।  ଏହି ସାଟେଲାଇଟ୍‌ ଇଲେକଟ୍ରୋନିକ୍ ସୂଚନା ଆଧାରରେ ଶତ୍ରୁପକ୍ଷର ରାଡାର ଉପରେ ତୀକ୍ଷଣ ନଜର ରଖିବ।  ଆଜି ଶ୍ରୀହରି କୋଟାସ୍ଥିତ ସତୀଶ ଧାୱନ ସ୍ପେସ୍‌ ସେଣ୍ଟରରୁ PSLV C-45 ଦ୍ୱାରା ଏହାର ଉତ୍‌କ୍ଷେପଣ ହୋଇଛି। ୪୩୬ କେଜି ଓଜନ ବିଶିଷ୍ଟ ଏମିସାଟ୍ ସାଟେଲାଇଟ୍ ସହ ୨୮ଟି ବିଦେଶୀ ସାଟେଲାଇଟ୍ ମଧ୍ୟ ଉତ୍‌କ୍ଷେପଣ ହୋଇଛି। ଏଥିସହ ଇସ୍ରୋ ପକ୍ଷରୁ ଦୀର୍ଘତମ ମିଶନ ହାତକୁ […]