• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

england
ବିଶ୍ୱକପ୍ କ୍ରିକେଟ୍‌ରେ ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ୍

ବର୍ମିଂହାମ: ବିଶ୍ୱକପ୍ କ୍ରିକେଟ୍‌ରେ ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ୍। ଆଜିର ଲିଗ୍ ମ୍ୟାଟ୍‌ରେ ଘରୋଇ ଦଳ ଇଂଲଣ୍ଡ ଠାରୁ ୩୧ ରନ୍‌ରେ ପରାସ୍ତ ହେଲା ଟିମ୍ ଇଣ୍ଡିଆ। ପରାଜୟ ସତ୍ତ୍ୱେ ଭାରତ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ସୁରକ୍ଷିତ ରହିଛି। ଅପରପକ୍ଷରେ ଏହି ପରାଜୟ ପାକିସ୍ତାନ ଓ ବାଂଲଦେଶକୁ ନିରାଶ କରିଛି। କାରଣ ଭାରତ ମ୍ୟାଚ୍ ଜିତିଥିଲେ, ପାକିସ୍ତାନ ଓ ବାଂଲାଦେଶର ସେମିଫାଇନାଲ୍ ଆଶା ବଳବତ୍ତର ରହିଥାନ୍ତା। କିନ୍ତୁ ଏବେ ପାକିସ୍ତାନକୁ ଇଂଲଣ୍ଡ ଓ ନ୍ୟୁଜିଲ୍ୟାଣ୍ଡ୍ […]

rohit
ଗାଙ୍ଗୁଲିଙ୍କ ରେକର୍ଡର ସମକକ୍ଷ ହେଲେ ରୋହିତ୍

ବର୍ମିଂହାମ: ଚଳିତ ବିଶ୍ୱକପରେ ରବିବାର ଖେଳାଯାଇଥିବା ମ୍ୟାଚରେ ଟିମ୍ ଇଣ୍ଡିଆର ଦୁଇ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ରୋହିତ୍ ଶର୍ମା ଓ ବିରାଟ୍ କୋହଲି ନୂଆ ରେକର୍ଡ କରିଛନ୍ତି। ରୋହିତ୍ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ନିଜର ଶତକୀୟ ଇନିଂସ୍ ମଧ୍ୟରେ ରେକର୍ଡ କରିଛନ୍ତି। ଚଳିତ ବିଶ୍ୱକପରେ ରୋହିତଙ୍କ ଏହା ତୃତୀୟ ଶତକ ଥିଲା। ସେ ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ୍ ଭାବେ ବିଶ୍ୱକପର ଗୋଟିଏ ସଂସ୍କରଣରେ ତିନୋଟି ଶତକ ମାରିଛନ୍ତି। ତାଙ୍କ ପୂର୍ବରୁ ସୌରଭ ଗାଙ୍ଗୁଲି ୨୦୦୩ ବିଶ୍ୱକପରେ ତିନୋଟି ଶତକ […]

lpg
ରାତି ପାହିଲେ ୧୦୦ ଟଙ୍କା ଶସ୍ତାରେ ମିଳିବ ଏଲପିଜି

ନୂଆଦିଲ୍ଲୀ: ଆସନ୍ତାକାଲି ଜୁଲାଇ ପହିଲା ଠାରୁ ଏଲପିଜି ସିଲିଣ୍ଡର ପିଛା ୧୦୦.୫୦ ଟଙ୍କା ହ୍ରାସ ପାଇବ। ଆଜି ଇଣ୍ଡିଆନ ଅଏଲ କର୍ପୋରେସନ୍‌ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହି ପରିବର୍ତ୍ତିତ ଦର ପରେ ରନ୍ଧନ ଗ୍ୟାସ୍‌ ଏଣିକି ସିଲିଣ୍ଡର ପିଛା ୭୩୭.୫୦ ବଦଳରେ ୬୩୭ ଟଙ୍କାରେ ଗ୍ରାହକମାନେ ପାଇପାରିବେ। ଅନ୍ତର୍ଜାତୀୟ ବଜାରରେ ଏଲପିଜି ଦର ହ୍ରାସ ପାଇବାରୁ ଇଣ୍ଡିଆନ୍‌ ଅଏଲ କର୍ପୋରେସନ୍‌ ଏଭଳି ନିଷ୍ପତ୍ତି ନେଇଛି। ଅନ୍ୟପକ୍ଷରେ ସବସିଡି ପାଉଥିବା ଲୋକମାନେ ଗ୍ୟାସ୍‌ ସିଲିଣ୍ଡରକୁ ୪୯୪.୩୫ ଟଙ୍କାରେ […]

england
ଆଇସିସି ବିଶ୍ୱକପ୍: ଇଂଲଣ୍ଡର ଦମଦାର ଆରମ୍ଭ

ବର୍ମିଂହାମ୍: ଚଳିତ ଆଇସିସି ବିଶ୍ୱକପରେ ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି । ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଆୟୋଜକ ଇଂଲଣ୍ଡ ଭଲ ଆରମ୍ଭ କରିଛି । ଟିମକୁ ପ୍ରତ୍ୟାବର୍ତ୍ତନ କରିଥିବା ଜେସନ୍ ରୟ ଓ ଜନ୍ନି ବେୟାରଷ୍ଟୋଙ୍କ ସହ ଇନିଂସ୍ ଓପନ୍ କରିଛନ୍ତି । ଦୁହେଁ ଭଲ ବ୍ୟାଟିଂ କରି ୧୦ ଓଭର ସୁଦ୍ଧା ଦଳକୁ ବିନା କ୍ଷତିରେ ୪୭ ରନରେ ପହଞ୍ଚାଇଛନ୍ତି । ରୟ […]

ipl
ଆଇପିଏଲ୍ ମହାସମର: ଫାଇନାଲରେ ଚେନ୍ନାଇ-ହାଇଦ୍ରାବାଦ ଟକ୍କର

ନୂଆଦିଲ୍ଲୀ: ଆଇପିଏଲ -୧୧ ଫାଇନାଲ୍‌ରେ ହେବ ଚେନ୍ନାଇ-ହାଇଦ୍ରାବାଦ ଟକ୍କର।  ଗତକାଲି ଦ୍ୱିତୀୟ କ୍ୱାଲିଫାୟରରେ କୋଲକାତା ନାଇଟ୍ ରାଇଡର୍ସକୁ ୧୩ ରନ୍‌ରେ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ଇଡ଼େନ୍ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭର୍‌ରେ ୭ ଓ୍ୱିକେଟ୍ ହରାଇ ୧୭୪ ରନ୍ ସଂଗ୍ରହ କରିଥିଲା।  ଏହାପରେ ୧୭୫ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ୨୦ ଓଭର୍‌ରେ ୯ ଓ୍ୱିକେଟ୍ ବିନିମୟରେ ୧୬୧ ରନ୍ […]

Modi-1-1
ଚାରି ବର୍ଷର ଚର୍ଚ୍ଚିତ ମୋଦି ସରକାର

ଅଛେ ଦିନର ନାରା ଦେଇ ପ୍ରଧାନମନ୍ତ୍ରୀ ହୋଇଥିବା ନରେନ୍ଦ୍ର ମୋଦି ଦେଶ ପାଇଁ କଣ କରିଛନ୍ତି ତାହା ସବୁ ଭାରତୀୟଙ୍କ ପାଇଁ ବଡ଼ ପ୍ରଶ୍ନ । ୨୦୧୪ ମେ ମାସରେ ଶାସନ ଭାର ଗ୍ରହଣ କରିଥିବା ମୋଦି ସରକାର ପାଳନ କରୁଛନ୍ତି ସଫଳତାର ୪ ବର୍ଷ । ଏହି ଚାରି ବର୍ଷ ମଧ୍ୟରେ କେଉଁ କେଉଁ ପଦେକ୍ଷପ ନେଇ ନରେନ୍ଦ୍ର ମୋଦି ଚର୍ଚ୍ଚାରେ ରହିଛନ୍ତି ସେ ସମ୍ପର୍କରେ ଏକ ଅନୁଶୀଳନ ।   ବିମୁଦ୍ରାକରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

win
ଆସ୍ଥା ଭୋଟରେ ଜିତିଲେ କୁମାରସ୍ୱାମୀ, ୟେଦ୍ୟୁରପ୍ପାଙ୍କ ତାତ୍ସଲ୍ୟ

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ କୁମାରସ୍ୱାମୀ ସରକାର ଆସ୍ଥା ଭୋଟରେ ବିଜୟୀ ହୋଇଛି। କୁମାର ସ୍ୱାମୀଙ୍କୁ ମ୍ୟାଜିକ୍‌ ନମ୍ବର ୧୧୨ ଆବଶ୍ୟକ ଥିବା ବେଳେ କଂଗ୍ରେସ ମେଣ୍ଟକୁ ମିଶାଇ ତାଙ୍କୁ ୧୧୭ ବିଧାୟକ ସମର୍ଥନ କରିଥିଲେ। ଆସ୍ଥା ଭୋଟ ପୂର୍ବରୁ ବିଜେପି କକ୍ଷ ତ୍ୟାଗ କରିଥିଲା। ୟେଦ୍ୟୁରପ୍ପା କକ୍ଷ ତ୍ୟାଗ ପୂର୍ବରୁ ତାତ୍ସଲ୍ୟ କରି କହିଥିଲେ ଯେ “ ତୁମ ପାଖରେ ବହୁମତ ଅଛି , ଦେଖାଯାଉ କେତେଦିନ ସରକାର ତିଷ୍ଠୁଛି। ସୂଚନାକୁ ଥାଉ କି, ମୁଖ୍ୟମନ୍ତ୍ରୀ ପଦରୁ […]