• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

rajadhani
ରାଜଧାନୀ ଏକ୍ସପ୍ରେସ୍‌ରେ ଖାଦ୍ୟ ଖାଇ ୨୦ଜଣ ଯାତ୍ରୀ ଅସୁସ୍ଥ

ନୂଆଦିଲ୍ଲୀ : ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ୍‌ରେ ଖାଦ୍ୟ ଖାଇ ୨୦ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ କିଛି ଶିଶୁ ମଧ୍ୟ ଅଛନ୍ତି। ଗତକାଲି ସନ୍ଧ୍ୟାରେ ଟ୍ରେନ୍‌ଟି ନୂଆଦିଲ୍ଲୀ ଷ୍ଟେସନ ଛାଡିବା ପରେ ଯାତ୍ରୀମାନଙ୍କୁ ଖାଦ୍ୟ ପରସା ଯାଇଥିଲା।  କିନ୍ତୁ ଖାଦ୍ୟ ଖାଇବା ପରେ ବି-୩, ବି-୫ , ବି-୭ ଓ ବି -୯ର କିଛି ଯାତ୍ରୀ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ଅସୁସ୍ଥଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା […]

GSAT-6A satellite
ଇସ୍ରୋ ମିଶନକୁ ଝଟ୍‌କା ! ସାଟେଲାଇଟ GSAT-6A ସହ ଯୋଗାଯୋଗ ବିଚ୍ଛିନ୍ନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହୋଇଥିବା ସାଟେଲାଇଟ GSAT-6A ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।  ଏନେଇ ଆଜି ଇସ୍ରୋ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଚୂଡାନ୍ତ କକ୍ଷପଥରେ ଅବସ୍ଥାପିତ ହେବା ପୂର୍ବରୁ ଜିସାଟ୍ 6A ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା ବୋଲି ଇସ୍ରୋ କହିଛି। ତେବେ ସାଟେଲାଇଟ ସହ ସମ୍ପର୍କ ପାଇଁ ଉଦ୍ୟମ ଜାରି ରହିଛି। ୨୦୬୬ଟନ ଓଜନ ବିଶିଷ୍ଟ ଏହି ସାଟେଲାଇଟ ଦ୍ୱାରା ଯୋଗାଯୋଗ କ୍ଷେତ୍ରରେ ଏକ ବଡ଼ ଧରଣର ପରିବର୍ତ୍ତନର ଆଶା କରାଯାଉଥିଲା। କିନ୍ତୁ ଯୋଗାଯୋଗ […]

financial year..
ଆଜିଠାରୁ ଆରମ୍ଭ ହେଉଛି ନୂଆ ଆର୍ଥିକ ବର୍ଷ। ଜାଣନ୍ତୁ କଣ ହେବ ମହଙ୍ଗା, କଣ ହେବ ଶସ୍ତା

ନୂଆଦିଲ୍ଲୀ: ଅଜିଠାରୁ ଆରମ୍ଭ ହେଉଛି ନୂଆ ଆର୍ଥିକ ବର୍ଷ। ସାଧାରଣ ବଜେଟରେ ହୋଇଥିବା ଘୋଷଣା ଅନୁସାରେ କିଛି ଜିନିଷ ଶସ୍ତା ହେବ, କିଛି ମହଙ୍ଗା ହେବ ସେହିପରି କିଛି ଟିକସ ନିୟମରେ ହେବ ପରିବର୍ତ୍ତନ। ଆସନ୍ତୁ ଜାଣିବା କଣ ହେବ ମହଙ୍ଗା, କଣ ହେବ ଶସ୍ତା… ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ସାଧାରଣ ବଜେଟ୍‌ରେ କରିଥିବା ଘୋଷଣା ଅନୁଯାୟୀ, ମହଙ୍ଗା ହେବ ବ୍ରାଣ୍ଡେଡ଼୍‌ ମୋବାଇଲ୍ ଫୋନ୍। ମୋବାଇଲ ଫୋନ୍ ଉପରେ ସୀମା ଶୁଳ୍କ ବୃଦ୍ଧି କରାଯାଇଛି। ଫଳରେ ବାହାରୁ […]

encounter
ଜାମ୍ମୁ କାଶ୍ମୀରରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟ

ଶ୍ରୀନଗର: ଜାମ୍ମୁ କାଶ୍ମୀର ସୋପିଆନ୍‌ରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟ ହୋଇଛି। ଏଥିରେ ଲସ୍କର-ଇ-ତୋଇବାର ମୋଷ୍ଟ ୱାଣ୍ଟେଡ୍ ଟପ୍ କମାଣ୍ଡର ସମେତ ୮ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି। ୪ଜଣ ଯବାନ ମଧ୍ୟ ଏଥିରେ ଆହତ ହୋଇଛନ୍ତି। ପ୍ରଥମେ ଦକ୍ଷିଣ କାଶ୍ମୀରରେ ଆତଙ୍କବାଦୀମାନେ ଘନ ଘନ ହମ୍‌ଲା କରିଥିଲେ। ଏହାପରେ ଯବାନମାନେ ସର୍ଚ୍ଚ ଅପରେସନ୍ କରି ସୋପିଆନ୍ ଓ ଅନନ୍ତନାଗରେ ଭିନ୍ନ ଭିନ୍ନ ସ୍ଥାନରେ ଏନ୍‌କାଉଣ୍ଟର କରିଥିଲେ। ଏଥିରେ […]

cbse qus paper leak
ସିବିଏସ୍‌ଇ ପ୍ରଶ୍ନପତ୍ର ଲିକ୍‌ ମାମଲାରେ ୩ଜଣ ଗିରଫ

ନୂଆଦିଲ୍ଲୀ: CBSE ପ୍ରଶ୍ନପତ୍ର ଭାଇରାଲ ମାମଲାରେ ୩ ଜଣ ଗିରଫ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ଏକ ବେସରକରୀ ସ୍କୁଲ ଶିକ୍ଷକ ଥିବାବେଳେ ଜଣେ କୋଚିଂ ସେଣ୍ଟର ମାଲିକ ମଧ୍ୟ ଅଛନ୍ତି। ଏହି ୩ ଜଣଙ୍କୁ ଅଟକ ରଖି  ପଚରାଉଚରା କରୁଥିଲା ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ। ଆଜି ସେମାନଙ୍କୁ  ଗିରଫ କରାଯାଇଛି।  CBSE ଦ୍ୱାଦଶ ଶ୍ରେଣୀ ଅର୍ଥନୀତି ପ୍ରଶ୍ନପତ୍ର ଭାଇରାଲ କରିଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି। ପୋଲିସ କହିବା ଅନୁଯାୟୀ ଦୁଇ ଜଣ ଶିକ୍ଷକ […]

building collapse
ଭୁଶୁଡ଼ିଲା ଚାରି ମହଲା ବିଲଡିଂ: ୧୦ଜଣ ମୃତ, ୫ ଗୁରୁତର ଆହତ

ଭୋପାଳ: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଚାରି ମହଲା ବିଲଡିଂ ଭୁଶୁଡି ୧୦ଜଣଙ୍କ ମୃତ୍ୟୁ ହୋଇଛି।  ଏଥିସହ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଇନ୍ଦୋରର ଏମୱାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ବି ଭଗ୍ନାବଶେଷ ତଳେ କିଛି ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି।  ଅଗ୍ନିଶମ ବିଭାଗ ଓ ପୋଲିସ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତକାଲି ରାତିରେ ବିଲଡିଂକୁ ଏକ ଭାରୀଯାନ ଧକ୍କା ଦେବାରୁ ଭୁଶୁଡି ପଡିଥିଲା।  ଏହି ବିଲଡିଂଟି ୫୦ବର୍ଷ […]

ANANDI
ଭାରତର ପ୍ରଥମ ମହିଳା ଡାକ୍ତର ଆନନ୍ଦି ଗୋପାଲ୍‌ ଯୋଶୀଙ୍କ ପ୍ରେରଣାଦାୟୀ କାହାଣୀ  

  ନୂଆଦିଲ୍ଲୀ: ଭାରତର ପ୍ରଥମ ମହିଳା ଡାକ୍ତର ଆନନ୍ଦି ଗୋପାଲ୍‌ ଯୋଶୀ । ଆଜି ତାଙ୍କର ୧୫୩ତମ ଜୟନ୍ତୀ।୧୮୬୫ ମସିହା ମାର୍ଚ୍ଚ ୩୧ ତାରିଖରେ ମହାରାଷ୍ଟ୍ର ଥାନେ ଜିଲ୍ଲାର କଲ୍ୟାଣ ଅଞ୍ଚଳରେ ଆନନ୍ଦି ଗୋପାଲ୍‌ ଯୋଶୀ ଜନ୍ମ ହୋଇଥିଲେ। ସେ ହେଉଛନ୍ତି ଭାରତର ପ୍ରଥମ ମହିଳା ଡାକ୍ତର, ଯିଏ ଆମେରିକାରେ ଡାକ୍ତରୀ ଡିଗ୍ରୀ ହାସଲ୍ କରିଥିଲେ। ଏଥିସହିତ ଦେଶର ପ୍ରଥମ ମହିଳା ଭାବେ ସେ ଆମେରିକା ଯାଇଥିଲେ। ସ୍ୱାମୀଙ୍କ ପ୍ରେରଣା ପାଇ ପାଠ ପଢିଥିଲେ: ଆନନ୍ଦି ମାତ୍ର ୯ ବର୍ଷ […]