ନୂଆଦିଲ୍ଲୀ: କରୋନା ମହାମାରୀ ଥମିବାର ନାଁ ନେଉନାହିଁ। ସାରା ଦୁନିଆରେ ଏହି ମହାମାରୀ ତା’ର କାୟା ବିସ୍ତାର କରିବାରେ ଲାଗିଛି ଏବଂ ୨୪ ଘଣ୍ଟାରେ ପୁଣିଥରେ ରେକର୍ଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ଅନୁଯାୟୀ, ଦିନକ ମଧ୍ୟରେ ସମଗ୍ର ବିଶ୍ୱରେ ୨ଲକ୍ଷ ୩୦ହଜାର କରୋନାରେ ସଂକ୍ରମିତ ହୋଇଛନ୍ତି। କରୋନା ମାମଲାରେ ଆମେରିକା ପୁଣିଥରେ ଏକ ନମ୍ବର ସ୍ଥାନରେ ରହିଛି, ଯେଉଁଠାରେ ଗତ ୨୪ ଘଣ୍ଟା ଭିତରେ ରେକର୍ଡ ୬୬ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ […]
ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ଦେଶରେ ବର୍ତ୍ତମାନ ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇଛି। କିନ୍ତୁ ଏହା ମଧ୍ୟରେ ଗୁଗଲ୍ ବଡ଼ ପଦକ୍ଷେପ ଉଠାଇ ଭାରତରେ ୧୦ ବିଲିୟନ୍ ଡଲାର୍ ଅର୍ଥାତ୍ ୭୫ହଜାର କୋଟି ଟଙ୍କାର ନିବେଶ କରିବା ନେଇ ଘୋଷଣା କରିଛି। ଗୁଗଲର ସିଇଓ ସୁନ୍ଦର ପିଚାଇ ସୋମବାର ‘ଗୁଗଲ୍ ଫର୍ ଇଣ୍ଡିଆ’ ବାର୍ଷିକ କାର୍ଯ୍ୟକ୍ରମରେ ଏହି ବଡ଼ ଘୋଷଣା କରିଛନ୍ତି। Today at #GoogleForIndia we announced a new $10B digitization fund to […]
ନୂଆଦିଲ୍ଲୀ: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ୍ସ ପକ୍ଷରୁ ଫାବି ଫ୍ଲୁ ମେଡିସିନର ମୂଲ୍ୟ ହ୍ରାସ କରାଯାଇଛି। କମ୍ପାନୀ ପକ୍ଷରୁ ଫାବି ଫ୍ଲୁ ମେଡିସିନର ମୂଲ୍ୟରେ ୨୭ ପ୍ରତିଶତ କମାଇ ଦିଆଯାଇଛି। ପୂର୍ବରୁ ଗୋଟିଏ ଟାବ୍ଲେଟର ଦାମ୍ ୧୦୩ ଟଙ୍କା ଥିବା ବେଳେ ଏବେ ଏହା ୭୫ ଟଙ୍କାକୁ କମି ଆସିଛି। ଏହି ମେଡିସିନକୁ କରୋନାର ସାମାନ୍ୟ କିମ୍ବା ମଧ୍ୟମ ଧରଣର ଲକ୍ଷଣ ଥିବା ରୋଗୀଙ୍କୁ ଚିକିତ୍ସା ପାଇଁ ଦିଆଯାଇଥାଏ। ଫାବିପିରାବିର ବର୍ଗର ଏହି ଫାବି ଫ୍ଲୁ କ୍ଲିନିକାଲ୍ ଟ୍ରାଏଲରେ ସଫଳ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଗଲ୍ ସିଇଓ ସୁନ୍ଦର ପିଚାଇଙ୍କ ସହ ଭିଡିଓ କନଫରେନ୍ସି କରିଛନ୍ତି। ପିଚାଇଙ୍କ ସହ କଥାବାର୍ତ୍ତା ନେଇ ଖୋଦ୍ ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟରରେ ଲେଖିଛନ୍ତି, ‘ଆଜି ସକାଳେ ସୁନ୍ଦର ପିଚାଇଙ୍କ ସହ ଏକ ସଫଳ ଆଲୋଚନା ହୋଇଛି। ଆମେ ଭାରତୀୟ କୃଷକ, ଯୁବବର୍ଗ ଏବଂ ଉଦ୍ୟୋକ୍ତାଙ୍କ ଜୀବନକୁ ବଦଳିବା ପାଇଁ ଆବଶ୍ୟକ ଟେକ୍ନୋଲୋଜିର ଶକ୍ତିର ଉପଯୋଗ ବ୍ୟତୀତ ଅନ୍ୟ କିଛି ବିଷୟ ଉପରେ ଆଲୋଚନା […]
ସାଉଥମ୍ପଟନ୍: ଦମଦାର ବୋଲିଂ ଓ ବ୍ୟାଟିଂ ବଳରେ ୱେଷ୍ଟଇଣ୍ଡିଜ୍ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଆୟୋଜକ ଇଂଲଣ୍ଡକୁ ୪ ୱିକେଟରେ ପରାସ୍ତ କରି ତିନିମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଛି। କରୋନା ମହାମାରୀ ଯୋଗୁ ବିନା ଦର୍ଶକରେ ଖେଳାଯାଉଥିବା ଏହି ମ୍ୟାଚରେ ଇଣ୍ଡିଜ୍ ସବୁ ବିଭାଗରେ ପ୍ରଶଂସନୀୟ ପ୍ରଦର୍ଶନ କରିଛି। ଘରୋଇ ଟିମ୍ ଇଣ୍ଡିଜ୍ ଆଗରେ ୨୦୦ ରନର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ୱେଷ୍ଟଇଣ୍ଡିଜ୍ ୬ ୱିକେଟ୍ ହରାଇ ଏହି ଲକ୍ଷ୍ୟକୁ ହାସଲ […]
କରୋନା ଟିକାକୁ ନେଇ ବଢ଼ୁଛି ଆଶା। ପ୍ରଥମ ସମ୍ଭାବ୍ୟ ଭ୍ୟାକସିନ୍ ଭାବେ କ୍ଲିନିକାଲ୍ ଟ୍ରାଏଲ୍ ସଫଳ ହୋଇଥିବା ଦାବି କଲା ଋଷ୍ର ସେଚେନୋଭ୍ ବିଶ୍ୱବିଦ୍ୟାଳୟ। ଏହା ମଣିଷର ସ୍ୱାସ୍ଥ୍ୟ ପ୍ରତି ନିରାପଦ ବୋଲି ସୁନିଶ୍ଚିତ ହୋଇଥିବା ଦାବି କରାଯାଇଛି। ଏନେଇ ଦିଲ୍ଲୀ ସ୍ଥିତ ଋଷ ଦୂତାବାସ ପକ୍ଷରୁ ମଧ୍ୟ ଟୁଇଟ୍ କରାଯାଇଛି। ଜୁନ୍ ୧୮ରୁ ୨ଟି ପର୍ଯ୍ୟାୟରେ ଏହି ସମ୍ଭାବ୍ୟ ଟିକାର କ୍ଲିନିକାଲ୍ ଟ୍ରାଏଲ୍ ସେଚେନୋଭ୍ ଫାଷ୍ଟ୍ ମସ୍କୋ ଷ୍ଟେଟ୍ ମେଡିକାଲ୍ ୟୁନିଭର୍ସିଟିରେ ହୋଇଥିଲା। ଜୁନ୍ ୧୮ରେ […]
ନୂଆଦିଲ୍ଲୀ: ରାଜସ୍ଥାନରେ ଚାଲିଛି ହାଇ ପଲିଟିକାଲ ଡ୍ରାମା। ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସଚିନ ପାଇଲଟ ସାକ୍ଷାତ କରିଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଉଭୟଙ୍କ ମଧ୍ୟରେ ୪୦ ମିନିଟ ଧରି ଆଲୋଚନା ହୋଇଥିବା ସୂଚନା ମିଳିଛି। ଏହି ସାକ୍ଷାତକାରର ଅନେକ ଅର୍ଥ ବାହାରିବାରେ ଲାଗିଛି। କୁହାଯାଉଛି ଯେ କ’ଣ ସଚିନ୍ ପାଇଲଟ୍ ସିନ୍ଧିଆଙ୍କ ବାଟରେ ଚାଲିବେ କି ଏବଂ କଂଗ୍ରେସରୁ ଇସ୍ତଫା ଦେଇ ବିଜେପିରେ ସାମିଲ୍ ହେବେ କି? ତେବେ ଏହା ତ କେବଳ ଚର୍ଚ୍ଚାର […]