କରୋନା ସ୍ଥିତି ସଙ୍ଗୀନ। ହୁ ହୁ ହୋଇ ବଢୁଛି ସଂକ୍ରମଣ। ବିଶ୍ୱର ଅଧିକାଂଶ ରାଷ୍ଟ୍ର ଏବେ ଏହି ଅଦୃଶ୍ୟ ମହାମାରୀରେ ଜୁଝି ହେଉଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହାରି ମଧ୍ୟରେ ବିଶ୍ୱରେ ୩୦ ଲକ୍ଷ ପାର୍ ହେଲାଣି କରୋନା ଜନିତ ସଂକ୍ରମଣର ସଂଖ୍ୟା।
ଚିନ୍ତା ବଢାଉଛି କରୋନା। ଦେଶରେ ଦୈନିକ ରେକର୍ଡ ପରେ ରେକର୍ଡ କରୁଛି ସଂକ୍ରମିତଙ୍କ ସଂଖ୍ୟା। ସ୍ଥିତି ଏମିତି ହେଲାଣି ଯେ, ଅନେକ ସ୍ଥାନରେ ଲୋକେ ଘରୁ ବାହାରିବା ପୂର୍ବରୁ ଶହେ ଥର ଚିନ୍ତା କରୁଛନ୍ତି।
କରୋନା ନାଁ ଶୁଣିଲେ ଏବେ ସମସ୍ତେ ଛାନିଆଁ ହୋଇଯାଉଛନ୍ତି। କାରଣ ଏହି ଅଦୃଶ୍ୟ ମହାମାରୀ ଯେପରି ଭାବରେ ବଢୁଛି ତାହାକୁ ନେଇ ଏବେ ସମସ୍ତେ ଚିନ୍ତାରେ ଅଛନ୍ତି। ତେବେ ଏଠାରେ ସାଧାରଣରେ ଏକ ପ୍ରଶ୍ନ ଆସେ, କାହିଁକି କରୋନା ମହାମାରୀ ଏତେ ମାତ୍ରାରେ ବଢିଲା?
କରୋନାର ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଦିନକୁ ଦିନ ମୃତକଙ୍କ ସଂଖ୍ୟା ବି ବଢିବାରେ ଲାଗିଛି। ମେଡିକାଲରେ ରୋଗୀଙ୍କୁ ଚିକିତ୍ସା କରାଇବାକୁ ଜାଗା ବି ମିଳୁନାହିଁ। ଆମ୍ବୁଲାନ୍ସରେ ଆସୁଥିବା ରୋଗୀଙ୍କୁ ସାଙ୍ଗେ ସାଙ୍ଗେ ଚିକିତ୍ସା ମିଳିବା ତ ଦୂର କଥା ମେଡିକାଲ ଭିତରକୁ ପଶିବାକୁ ବି ଅନୁମତି ମିଳିପାରୁନାହିଁ।
ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି। ଏଣିକି ନିର୍ବାଚନ ହେବାକୁ ଥିବା ଦିନର ୭୨ ଘଂଟା ପୂର୍ବରୁ ପ୍ରଚାର ଉପରେ ରୋକ ଲଗାଇଲେ କମିଶନ। କୋଭିଡ଼ ଦୃଷ୍ଟିରୁ କଟକଣା ଲାଗୁ କଲେ ନିର୍ବାଚନ କମିଶନ। ଏଣିକି ଭୋଟ ଗ୍ରହଣର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହେବ।
ବୋଲ ମାନୁନାହିଁ କରୋନା। ସ୍ଥିତି ଭୟଙ୍କର ହେଲାଣି। କରୋନା କବଳରେ ତ୍ରାହି ତ୍ରାହି ଡାକିଲେଣି ଲୋକେ। କିନ୍ତୁ ମହାମାରୀ କୋପରୁ କାହାକୁ ମିଳୁନାହିଁ ରକ୍ଷା
ଦେଶରେ କରୋନା ହାଲ ସଙ୍ଗୀନ ହେଲାଣି। ସ୍ଥିତି ଏମିତି ହେଲାଣି ଯେ, ଅନେକ ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ କଲେଣି ରାଜ୍ୟ ସରକାର। ଆଉ କେହି କେହି ରାଜ୍ୟରେ ପୁଣି ଥରେ ଲକଡାଉନ କରିବା ପରି ଚରମ ନିଷ୍ପତ୍ତି ନେବାକୁ ଚିନ୍ତା କରୁଛନ୍ତି।
ଟାଇଟେନିକ୍ ଜାହାଜ ବୁଡ଼ିବାକୁ ନେଇ ଏବେ ବି ଅନେକ କଳ୍ପନା ଓ ଜଳ୍ପନା ଲାଗି ରହିଛି। ଜାହାଜ କେମିତି ବୁଡ଼ିଲା ଓ କାହିଁକି ବୁଡ଼ିଲା ତାହାକୁ ନେଇ ଆଜି ବି ବିତର୍କ ଚାଲୁଛି। ବିଶ୍ୱର ବୁଠୁ ବଡ଼ ଜାହାଜକୁ ନେଇ ବର୍ତ୍ତମାନ ସମୟରେ ବି ଚାଲିଛି ଆଲୋଚନା। ତେବେ ଆସନ୍ତୁ ଜାଣିବା ବିଶ୍ୱର ସବୁଠୁ ବଡ଼ ଜାହାଜ କେମିତି ଓ କାହିଁକି ବୁଡ଼ିଥିଲା?
ଭୟଙ୍କର ହେବାରେ ଲାଗିଛି କରୋନା। ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ। ଆଉ ଏହାରି ମଧ୍ୟରେ ଗୁଜୁରାଟ୍ରେ ସ୍ଥିତି ଅଣାୟତ୍ତ ରହିଛି
ବଙ୍ଗରେ ଥମିବାରେ ନା ନେଉନାହିଁ ମୋଦି-ଦିଦି ରାଜନୀତି। ପ୍ରତିଦିନ ଉଭୟ ଉଭୟଙ୍କୁ ସମାଲୋଚନା କରିବାରେ ବ୍ୟସ୍ତ ଅଛନ୍ତି। ତେବେ ଏହାରି ମଧ୍ୟରେ ମମତାଙ୍କ ଉପରେ ପ୍ରତିବନ୍ଧକ ଲଗାଇଥିଲେ ନିର୍ବାଚନ କମିଶନ
ଆସନ୍ତାକାଲିଠାରୁ ମହାରାଷ୍ଟ୍ରରେ ଲାଗିବ କର୍ଫ୍ୟୁ। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଏହି ସମୟରେ କେବଳ ଜରୁରୀ ସେବା ଓ ସାମଗ୍ରୀକୁ ଛାଡ଼ି ଆଉ ସବୁ କିଛି ବନ୍ଦ ରହିବ। କେବଳ ଜରୁରୀ ସେବାରେ ଥିବା ଲୋକମାନେ ସାଧାରଣ ପରିବହନ ବ୍ୟବହାର କରିପାରିବେ ବୋଲି ସୂଚନା ମିଳିଛି।
ଆଉ ବୋଲ ମାନୁନାହିଁ କରୋନା। ଦେଶରେ ଲାଗାତାର ଭାବରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ମହାମାରୀ। ତେବେ ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଯେପରି ସାମାଜିକ ଦୂରତା ଓ ମାସ୍କ ପିନ୍ଧିବାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ସରକାର
ନୂଆଦିଲ୍ଲୀ: ଆମେରିକାରେ କରୋନା ଟିକା ଜନସନ ଆଣ୍ଡ ଜନସନକୁ ସାମୟିକ ବନ୍ଦ କରାଯାଇଛି। ଟିକା ନେବା ପରେ ୬ ଜଣଙ୍କ ଠାରେ ରକ୍ତ ଜମାଟ ବାନ୍ଧିବାରୁ ଏମିତି ପଦକ୍ଷେପ ନେଇଛନ୍ତି ଆମେରିକା ସରକାର। ଆମେରିକା ଫୁଡ୍ ଆଣ୍ଡ ଡ୍ରଗ୍ ଆଡମିନିଷ୍ଟ୍ରେସନ ପକ୍ଷରୁ ଟିକା ବନ୍ଦ ସମ୍ପର୍କରେ ସୂଚନା ଦିଆଯାଇଛି। ଆମେରିକାରେ ଏଯାଏଁ ୬୮ ଲକ୍ଷ ଲୋକଙ୍କୁ ଜନସନ ଟିକା ଦିଆଯାଇଛି।ତେବେ ଟିକା ବନ୍ଦ ସମ୍ପର୍କରେ ଆମେରିକାର ଫୁଡ ଆଣ୍ଡ ଆଡମିଷ୍ଟ୍ରେସନ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। […]
ଲୋକଙ୍କ ଲାଗି ସରକାର ଅନେକ ସମୟରେ ଯୋଜନା କରନ୍ତି। ଯାହାଦ୍ୱାରା ଦେଶର ନାଗରିକମାନେ ଅନେକ ଲାଭ ମଧ୍ୟା ପାଆନ୍ତି। ଏହାରି ମଧ୍ୟରେ ସରକାର ପୁଣି ଥରେ ଏକ ନୂଆ ଯୋଜନା କରିଛନ୍ତି ଯାହାଦ୍ୱାରା ଆପଣ ବି ମାସକୁ ପାଇପାରିବେ ୫ ହଜାର ଟଙ୍କା।
ଆସିଲାଣି ଖରାଦିନ। ଏବେ ବଜାରରେ ଭଳିକି ଭଳି ଦେଖିବାକୁ ମିଳିବ ଆମ୍ବ। ଅବଶ୍ୟ ଏବେ ପ୍ରତିମାସରେ ବଜାରରେ ଆମ୍ବ ମିଳୁଛି। କିନ୍ତୁ ସୁଆଦିଆ ଦେଶୀ ଆମ୍ବ କେବଳ ଖରାଦିନରେ ସୁଲଭ ମୂଲ୍ୟରେ ବଜାରରେ ବିକ୍ରି ହୋଇଥାଏ। କହିବାକୁ ଗଲେ, ଆମ ସମସ୍ତଙ୍କ ବାଡ଼ିରେ ପ୍ରାୟ ଆମ୍ବ ଗଛ ରହିଛି
ଦେଶରେ ବଢିବାରେ ଲାଗିଛି କରୋନା। ସ୍ଥିତି ଏମିତି ହେଲାଣି, ଶତାଧିକ ଲୋକଙ୍କୁ ଜୀବନ ନେବାରେ ଲାଗିଛି କରୋନା। ତେବେ ଏହି ସମୟରେ ଦେଶରେ ଟିକାର ଅଭାବ ଥିବା ବି ଜଣାପଡ଼ିଛି
ହୃଦୟ ବିଦାରକ ଛାତି ଫାଟିଲା ଭଳି, ମନକୁ ବିଚଳିତ କରିବା ଭଳି ଚିତ୍ର ଦେଖିବାକୁ ମିଳିଛି ଛତିଶଗଡ଼ ଦୁର୍ଗର ଏକ ଶ୍ମଶାନର। ଏକା ସାଙ୍ଗରେ ଦାହ ହେଉଛି ବହୁ ସଂଖ୍ୟାରେ ମୃତଦେହ
ମମତା ବାନାର୍ଜୀଙ୍କୁ ପ୍ରଚାର କରିବାକୁ ବ୍ୟାନ ଲଗାଇଲେ ଭାରତୀୟ ନିର୍ବାଚନ କମିଶନ। ଆଜି ରାତି ୮ଟାରୁ କାଲି ରାତି ୮ଟା ପର୍ଯ୍ୟନ୍ତ ବ୍ୟାନ କରିଛନ୍ତି କମିଶନ। ୨୪ ଘଂଟା ଲାଗି ବ୍ୟାନ କରିଛନ୍ତି ନିର୍ବାଚନ କମିଶନ। ତେବେ ଏହି ସମୟରେ ଦିଦି ପ୍ରଚାର ମୈଦାନକୁ ଓହ୍ଲାଇପାରିବେ ନାହିଁ ସୂଚନା ମିଳିଛି।