ଉହାନ୍: କରୋନା ଭାଇରସର ଉତ୍ପତ୍ତି ସ୍ଥଳ କୁହାଯାଉଥିବା ଚୀନର ଉହାନ ସହରର ସମସ୍ତ ନାଗରିକଙ୍କ ଟେଷ୍ଟ କରିବାକୁ ଯୋଜନା। କିଛି ଦିନର ବିରତି ପରେ ପୁଣି ଥରେ ସହରରେ କରୋନା ପଜିଟିଭ ମାମଲା ସାମନାକୁ ଆସିଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ଯୋଜନା ପ୍ରସ୍ତୁତ ହୋଇଛି। ଉହାନର ୧୧ କୋଟି ଲୋକଙ୍କର ନ୍ୟୁକ୍ଲିକ୍ ଏସିଡ୍ ପରୀକ୍ଷା କରାଯିବ। ୧୦ ଦିନ ଭିତରେ ଏହି କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରବିବାର ଓ ସୋମବାର ଦୁଇ ଦିନରେ ସହରର ଏକ […]
ନୂଆଦିଲ୍ଲୀ: କୋଭିଡ୍-୧୯ ଭୂତାଣୁ ଚିକିତ୍ସା ନେଇ କ୍ଲିନିକାଲ ଟ୍ରାଏଲ ଆରମ୍ଭ। ଦେଶର ପ୍ରମୁଖ ୧୦ଟି ସରକାରୀ ଏବଂ ଘରୋଇ ହସ୍ପିଟାଲରେ ଏହି ପରୀକ୍ଷା ଆରମ୍ଭ ହେବ। ଆସନ୍ତା ଜୁଲାଇ କିମ୍ବା ଅଗଷ୍ଟ ମାସ ମଧ୍ୟରେ ଏହି ପରୀକ୍ଷଣ ଶେଷ ହେବ ବୋଲି ଅନୁମାନ କରାଯାଉଛି। କୋଭିଡ-୧୯ ଭୂତାଣୁର କବଳରୁ ରକ୍ଷା ପାଇବାକୁ ଫାଭିପିରାଭିର ନାମକ ଏକ ଔଷଧର ପରୀକ୍ଷା ଆରମ୍ଭ କରିଛି ଗ୍ଲେନମାର୍କ। କରୋନା ଭାଇରସ ଭୂତାଣୁର ମୁକାବିଲା ପାଇଁ ଏହି ଔଷଧକୁ ପରୀକ୍ଷଣ କରିବାକୁ ଗତ […]
ନୂଆଦିଲ୍ଲୀ: ସବୁ ରାସନ୍ କାର୍ଡ ସହିତ ଆଧାର ନମ୍ବରକୁ ଲିଙ୍କ କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଆସନ୍ତା ସେପଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଏହି ସମୟ ପର୍ଯ୍ୟନ୍ତ ଆଧାର ନମ୍ବର ଲିଙ୍କ କରି ନ ଥିବା କୈଣସି ହିତାଧିକାରୀଙ୍କୁ ସେମାନଙ୍କ କୋଟାର ଖାଦ୍ୟ ଶସ୍ୟରୁ ବଞ୍ଚିତ କରାଯିବ ନାହିଁ। ଏ ନେଇ ସ୍ପଷ୍ଟ କରିଛି ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ। ଆଧାର ନମ୍ବର ସହ ଲିଙ୍କ କରି […]
ଦେଶରେ ୨ ହଜାର ୨ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା। କୋଭିଡ୍ ୧୯ରେ ଆଜି ସୁଦ୍ଧା ଭାରତରେ ମୋଟ୍ ୨ ହଜାର ୨ ଶହ ୬ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ସେହିଭଳି ଆକ୍ରାନ୍ତ ସଂଖ୍ୟା ୬୭ ହଜାର ପାର ହୋଇଛି। ୨୪ ଘଣ୍ଟା ଭିତରେ ସଂକ୍ରମିତ ହୋଇଛନ୍ତି ୪୨ ଶହରୁ ଅଧିକ ଲୋକ। ଏପଟେ ଦିନକରେ ୧ ହଜାର ୫୫୦ ସୁସ୍ଥ ହୋଇଛନ୍ତି। ଆକ୍ରାନ୍ତଙ୍କ ଆରୋଗ୍ୟ ହାର ୩୧.୧୫ […]
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ। ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ଏହି ଆଲୋଚନା ହୋଇଥିଲା। ତେବେ ଟ୍ରେନ୍, ବିମାନ ଚଳାଚଳକୁ ନେଇ କିଛି ରାଜ୍ୟ ବିରୋଧ କରିଥିବାବେଳେ ଲକ୍ଡାଉନ ବଢାଇବା ନେଇ ଦାବି କରାଯାଇଛି। ଆଜିର ବୈଠକରେ ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଳି ପଡିଥିଲା। କରୋନା ସଂକଟକୁ ନେଇ କେନ୍ଦ୍ର ରାଜନୀତି କରୁଥିବା ଓ ରାଜ୍ୟଙ୍କ ଭିତରେ ବାଛବିଚାର କରୁଥିବା ମମତା ଅଭିଯୋଗ କରିଥିବା […]
ଭୁବନେଶ୍ୱର: କୋଭିଡ୍ ସଙ୍କଟ ସତ୍ତ୍ୱେ ଦେଶର ଅଧିକାଶ ଅଞ୍ଚଳରେ ଅର୍ଥନୈତିକ କାର୍ଯ୍ୟକଳାପ ଗତିଶୀଳ ହେବାରେ ଲାଗିଛି। ତେବେ କୋଭିଡ୍ ବିରୋଧୀ ଲଢେଇକୁ ଏଣିକି ଅଧିକ ଗୁରୁତ୍ୱ ଦେବାକୁ ପଡିବ। ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭି଼ଡିଓ କନଫରେନ୍ସିଂରେ ଆଲୋଚନା ବେଳେ ଏହି ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୋଭିଡ ସଙ୍କଟରୁ ଗ୍ରାମାଞ୍ଚଳକୁ ଯେଭଳି ମୁକ୍ତ ରଖାଯିବ ସେଥିପ୍ରତି ଧ୍ୟାନ ଦିଆଯିବା ଦରକାର ବୋଲି ମୋଦି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ପଞ୍ଚମ ଭର୍ଚୁଆଲ୍ ଆଲୋଚନା ବେଳେ […]
ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର। କରୋନା ଆକ୍ରାନ୍ତ ଆରୋଗ୍ୟ ହାର ୩୧.୧୫%କୁ ବୃଦ୍ଧି ହୋଇଥିବା ନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ। ଏପର୍ଯ୍ୟନ୍ତ ଦେଶରେ ୬୭ ହଜାର ୧୫୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ପ୍ରାୟ ୨୧ ହଜାର ସୁସ୍ଥ ହୋଇଛନ୍ତି। ଆଜି ଗୋଟିଏ ଦିନରେ ୧୫୫୯ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଥିବା ସ୍ୱାସ୍ଥ୍ୟ ସଚିବ କହିଛନ୍ତି। ସେପଟେ ବିଭିନ୍ନ ରାଜ୍ୟରେ ଫସିଥିବା […]
ଉପକୂଳ ମୁହାଁ ବାତ୍ୟା ୟାସ୍। ସମୁଦ୍ରରୁ ସ୍ଥଳଭାଗ ଆଡ଼କୁ ଗର୍ଜନ କରି ମାଡ଼ି ଆସୁଛି ବାତ୍ୟା। ତେବେ ଆପଣଙ୍କ ମନରେ ସାଧାରଣ ଭାବରେ ପ୍ରଶ୍ନ ଉଙ୍କି ମାରୁଥିବ ଏହି ବାତ୍ୟାର ସୃଷ୍ଟି ସମୁଦ୍ରରେ କେମିତି ସୃଷ୍ଟି ହୁଏ ଓ ତାହାର ନାମକରଣ କେମିତି ହୁଏ?