ନୂଆଦିଲ୍ଲୀ: ଦିନକ ପରେ ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ମେ’ ୨୧ ତାରିଖ ଦିନ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟି ଥିବାବେଳେ ଗତକାଲି ଏହା ସ୍ଥିର ଥିଲା। ହେଲେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବଢ଼ିଛି। ପେଟ୍ରୋଲ ଲିଟର ପ୍ରତି ୧୭ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୨୯ ପଇସା ବୃଦ୍ଧି ପାଇଛି। ବର୍ତ୍ତମାନ ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୯୩ ଟଙ୍କା ୨୧ […]
ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଚିନ୍ତା ବଢ଼ାଇ ଥିବାବେଳେ ବ୍ଲାକ ଫଙ୍ଗସକୁ ନେଇ ଆହୁରି ଚିନ୍ତା ବଢ଼ିଛି। ଅନେକ ରାଜ୍ୟ ଏହି ରୋଗକୁ ମହାମାରୀ ଘୋଷିତ କରି ସାରିଲେଣି। ଏସବୁ ଭିତରେ ବ୍ଲାକ ଫଙ୍ଗସକୁ ନେଇ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ସ୍ଥିତ ସର ଗଙ୍ଗାରାମ ହସ୍ପିଟାଲରେ mucormycosis ଅର୍ଥାତ ବ୍ଲାକ ଫଙ୍ଗସକୁ ନେଇ ଏହି ବିରଳ ଘଟଣା ସାମ୍ନାକୁ ଆସିଛି। ମେଡିକାଲ ପରୀକ୍ଷଣରୁ ଜଣାପଡ଼ିଛି, ରୋଗୀଙ୍କ ଶରୀରର […]
ନୂଆଦିଲ୍ଲୀ: କରୋନାରୁ ବର୍ତ୍ତିବାକୁ ଭାରତୀୟ ସ୍ଥଳସେନାର ନୂଆ ଷ୍ଟ୍ରାଟେଜି। ମହାମାରୀ କରୋନାରେ ସ୍ଥଳସେନାର କେତେକ ଯବାନ ସଂକ୍ରମିତ ହେବା ପରେ ଅନ୍ୟମାନଙ୍କୁ ଏହାର ପ୍ରଭାବରୁ ସୁରକ୍ଷା ଦେବାକୁ ସେନାର ସମସ୍ତ କର୍ମଚାରୀଙ୍କୁ ବର୍ଗିକରଣ କରାଯାଇଛି। ଯବାନମାନେ ଗ୍ରୀନ୍, ୟେଲୋ ଓ ରେଡ୍ ଭଳି ୩ଟି ବିଭାଗରେ ରହିବେ। ୧୪ ଦିନିଆ କ୍ୱାରେଣ୍ଟାଇନ୍ ପିରିୟଡ ସାରିଥିବା ଯବାନଙ୍କୁ ଗ୍ରୀନ୍, ୧୪ ଦିନିଆ କ୍ୱାରେଣ୍ଟାଇନରେ ଯିବାକୁ ଥିଲେ ୟେଲୋ ଓ କରୋନା ଲକ୍ଷଣ ଥିବା କିମ୍ବା ଚିକିତ୍ସା ଦରକାର କରୁଥିବା […]
ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁସଂଖ୍ୟା ୫୪୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୨୪ ଜଣଙ୍କ ଜୀବନ ଯାଇଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୨୬୫କୁ ବୃଦ୍ଧି ପାଇଛି। ୧୪ ହଜାର ୧୭୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨ହଜାର ୫୪୭ ଜଣ ସୁସ୍ଥ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୪ ହଜାର ୨୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୩ ଜଣଙ୍କ ମୃତ୍ୟୁ ହୋଇଛି। ଦିଲ୍ଲୀରେ ୨ ହଜାର ୩ ଜଣ ଆକ୍ରାନ୍ତ ଥିବା ବେଳେ, […]
ନୂଆଦିଲ୍ଲୀ: ଦେଶରେ କରୋନା ଗ୍ରାଫ ଧୀରେ ଧୀରେ ତଳମୁହାଁ ହେଉଛି। କିଛିଦିନ ହେବ ଲଗାତାର ଭାବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ବାଲ୍ ସୂଚନା ଦେଇଛନ୍ତି। ମେ ୧୦ରେ ପଜିଟିଭିଟି ହାର ୨୪% ଥିଲା, ଆଜି ଖସି ତାହା ୧୨.୪୫% ରହିଛି। ଗତ ୧୨ ଦିନ ହେଲାଣି ପଜିଟିଭିଟି ହାର ୨୦ % ତଳେ ରହିଛି। ଓଡ଼ିଶାର ୨୮ଟି ଜିଲ୍ଲାରେ ପଜିଟିଭିଟି ହାର ୧୦%ରୁ ଅଧିକ […]
ନୂଆଦିଲ୍ଲୀ: ଦିନକୁ ଦିନ ସାଇବର କ୍ରାଇମ ଘଟଣା ଲଗାତାର ଭାବେ ବଢ଼ିବାରେ ଲାଗିଛି। ତେଣୁ ସାବଧାନ ରହିବା ଜରୁରୀ। କାରଣ ଠକମାନେ ଅତି ସହଜରେ ଲୋକମାନଙ୍କୁ ସେମାନଙ୍କ ଜାଲରେ ଫସାଇବାରେ ସଫଳ ହେଉଛନ୍ତି। କେତେବେଳେ ବିଭିନ୍ନ ପ୍ରକାରର ପ୍ରଲୋଭନ ଦେଖାଇ ତ ଆଉ କେତେବେଳେ କଥା ମାଧ୍ୟମରେ ଠକମାନେ ଲୋକଙ୍କୁ ସେମାନଙ୍କ ଜାଲରେ ଫସାଉଛନ୍ତି। ବାରମ୍ବାର ସତର୍କ ସତ୍ତ୍ୱେ ମଧ୍ୟ ଲୋକମାନେ ସେମାନଙ୍କ ଜାଲରେ ପଡ଼ି ଯାଉଛନ୍ତି ଓ ଠକାମିର ଶିକାର ହେଉଛନ୍ତି। ଏସବୁ ଭିତରେ ଦିଲ୍ଲୀ […]
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୪,୧୯୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା କବଳରୁ ଲୋକଙ୍କୁ ରକ୍ଷା କରୁଥିବା ଡାକ୍ତରମାନେ ମଧ୍ୟ ଏଥିରୁ ବର୍ତ୍ତି ପାରି ନାହାନ୍ତି। କରୋନା କବଳରେ ପଡ଼ି ଡାକ୍ତରମାନେ ମଧ୍ୟ ଜୀବନ ହରାଇବାରେ ଲାଗିଛନ୍ତି। ଦେଶରେ କରୋନାର ଦ୍ଵିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୪୨୦ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। […]
ମେ’ ୨୬ରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଭାରତରେ ଉପଛାୟା ଭଳି ଦେଖାଯିବ ଏହି ଦିନ ବୈଶାଖ ପୂର୍ଣ୍ଣିମା ପଡୁଥିବାରୁ, ଏହି ଚନ୍ଦ୍ର ଗ୍ରହଣ ବହୁତ ଖାସ୍ ବୋଲି କୁହାଯାଉଛି ନୂଆଦିଲ୍ଲୀ: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ମେ’ ୨୬ରେ ଲାଗିବ। ଏହି ଦିନ ବୈଶାଖ ପୂର୍ଣ୍ଣିମା ପଡୁଥିବାରୁ, ଏହି ଚନ୍ଦ୍ର ଗ୍ରହଣ ବହୁତ ଖାସ୍ ବୋଲି କୁହାଯାଉଛି। ଚଳିତ ବର୍ଷର ଏହି ପ୍ରଥମ ଚନ୍ଦ୍ର ଗ୍ରହଣ ପୂର୍ଣ୍ଣ […]
ମୁମ୍ବାଇ: ମୁମ୍ବାଇରେ କରୋନା ସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସରବରାହ ସଂସ୍ଥାରୁ ଜଣାପଡିଛି। ହଫିଙ୍ଗପୋଷ୍ଟ ନାମକ ଏକ ଖବର ସଂସ୍ଥା ଦେଇଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର ହଟ୍ସ୍ପଟ୍ କୁହାଯାଉଥିବା ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏପରିକି ଏହି ସଂଖ୍ୟା ପରେ ବୃଦ୍ଧି ପାଇପାରେ ବୋଲି ଏହି ରିପୋର୍ଟରେ କୁହାଯାଇଛି। ଶିବସେନା ନେତା ଏବଂ ବ୍ରିହନ୍ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ୍ର ସ୍ୱାସ୍ଥ୍ୟ […]
ନୂଆଦିଲ୍ଲୀ: ସମୁଦ୍ରରେ ଜାରି ରହିଛି ସେନାର ମେଗା ସର୍ଚ୍ଚ ଅପରେସନ। ସାମୁଦ୍ରିକ ଝଡ଼ ତାଉତେ ପ୍ରଭାବରେ ବୁଡି ଯାଇଥିବା ଭାସମାନ ଆଶ୍ରୟସ୍ଥଳୀ ବା ବାର୍ଜରେ ଥିବା ONGC କର୍ମଚାରୀଙ୍କୁ ଠାବ କରିବା ଲାଗି ଅହରହ ଉଦ୍ୟମ ଚାଲିଛି । ବର୍ତ୍ତମାନ ସୁଦ୍ଧା ୫୧ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେବି ୨୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଅପରେସନରେ ସାମିଲ ହୋଇଛନ୍ତି ନୌସେନାର ଏକାଧିକ ଯୁଦ୍ଧ ଜାହାଜ। INS Beas, ଆଇଏନ୍ଏସ୍ ବେଟଓ୍ୱା […]
ଦୁଇ ଦିନ ପରେ ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପ୍ରତି ୧୯ ପଇସା ବୃଦ୍ଧି ମୁମ୍ବାଇରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଭୋପାଳରେ ପେଟ୍ରୋଲ ଲିଟର ପ୍ରତି ୧୦୧ ଟଙ୍କା ୧୧ ପଇସା ମେ’ ୪ରୁ ବର୍ତ୍ତମାନ ସୁଦ୍ଧା ୧୧ ଥର ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ନୂଆଦିଲ୍ଲୀ: ଦୁଇ ଦିନର ବ୍ୟବଧାନ ପରେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି […]
ଚଣ୍ଡୀଗଡ଼: ଭାରତୀୟ ବାୟୁ ସେନାର ମିଗ(MiG) 21 ଫାଇଟର ବିମାନ ପଞ୍ଜାବର ମୋଗା ଜିଲ୍ଲା ସ୍ଥିତ ଲଙ୍ଗିୟାନା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଅଭିନବ ଚୌଧୁରୀଙ୍କ ମୃତ୍ୟୁ ଘଟିଛି। ବିମାନଟି ରାଜସ୍ଥାନର ସୁରତଗଡ଼ ଏୟାରବେସରୁ ଉଡାଣ ଭରି ଥିଲା। ହେଲେ ପଞ୍ଜାବର ଲଙ୍ଗିୟାନା ନିକଟରେ କ୍ରାଶ ହୋଇଯାଇଥିଲା। ବିମାନଟି କ୍ରାଶ ହୋଇ ଆବାସିକ ଅଞ୍ଚଳରୁ କିଛି ମିଟର ଦୂରରେ ଏକ କ୍ଷେତରେ ଯାଇ ପଡ଼ିଥିଲା। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏନେଇ ବାୟୁ […]
ନୂଆଦିଲ୍ଲୀ: ପ୍ରସିଦ୍ଧ ସିଙ୍ଗର ଅରିଜିତ ସିଂଙ୍କ ମା’ ଆଦିତି ସିଂଙ୍କ ଦେହାନ୍ତ ହୋଇଛି। ବୁଧବାର କୋଲକାତାର ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। Cerebral ଷ୍ଟ୍ରୋକ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। କରୋନାରେ ଆକ୍ରାନ୍ତ ହୋଇ ଆଦିତି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସୋମବାର ଦିନ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା। ହେଲେ ବୁଧବାର ଦିନ Cerebral ଷ୍ଟ୍ରୋକରେ […]
ହାଇଦ୍ରାବାଦ: ତେଲେଙ୍ଗାନର ଏକ ପ୍ରାଇମେରୀ ସ୍କୁଲର ଜଣେ ଶିକ୍ଷୟିତ୍ରୀ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏପ୍ରିଲ ୧୭ରେ ତେଲେଙ୍ଗାନାର ନାଗାର୍ଜୁନସାଗର ବିଧାନସଭା ଉପନିର୍ବାଚନରେ ସେ ନିର୍ବାଚନୀ ଡ୍ୟୁଟିରେ ଥିଲେ। ଏହାପରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଶେଷରେ ମହାମାରୀ କରୋନାରେ ଚାଲି ଯାଇଥିଲା ତାଙ୍କ ଜୀବନ। ତାଙ୍କର ୮ ବର୍ଷର ଜଣେ ଝିଅ ଅଛି। ଏପ୍ରିଲ ୨୦ରେ ଶିକ୍ଷୟିତ୍ରୀ ସନ୍ଧ୍ୟାଙ୍କୁ ଜ୍ୱର ଆସିଥିଲା। ଏହାପରେ ସେ କରୋନା ଟେଷ୍ଟ କରାଇଥିଲେ ଓ ରିପୋର୍ଟ ପଜିଟିଭ ଆସିଥିଲା। ସପ୍ତାହକ […]
ହାଇଦ୍ରାବାଦ: ମାଇକ୍ରୋସଫ୍ଟ(Microsoft)ରେ ଚାକିରି ପାଇଁ ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କୁ ମିଳିଲା ୨ କୋଟି ଟଙ୍କା ପ୍ୟାକେଜର ଅଫର। ହାଇଦ୍ରାବାଦର ଜଣେ ଯୁବ ସଫ୍ଟୱେର ଇଞ୍ଜିନିୟର ମଲ୍ଟି ନ୍ୟାସନାଲ ଟେକ କମ୍ପାନୀ ମାଇକ୍ରୋସଫ୍ଟରେ ଚାକିରି ପାଇଛନ୍ତି। ତାଙ୍କର ବାର୍ଷିକ ଦରମା ୨ କୋଟି ଟଙ୍କା। ଦୀପ୍ତି ନାରକୁଟି ମାଇକ୍ରୋସଫ୍ଟରେ ସଫ୍ଟୱେର ଡେଭଲପମେଣ୍ଟ ଇଞ୍ଜିନିୟର(Software Development Engineer), ଗ୍ରେଡ-୨ରେ ଚାକିରି ପାଇଛନ୍ତି। The Hans Indiaର ରିପୋର୍ଟ ଅନୁସାରେ, ଦୀପ୍ତି ଏବେ ଆମେରିକାର Seattleରେ ଥିବା କମ୍ପାନୀର ମୁଖ୍ୟାଳୟରେ କାର୍ଯ୍ୟ […]
ନ୍ୟୁୟର୍କ: କରୋନା କବଳରେ ସାରା ବିଶ୍ୱ। ୨୧୦ ଦେଶରେ ୨୩ ଲକ୍ଷ ୫୦ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଏଯାଏଁ ଏହି ମହାମାରୀରେ ଗଲାଣି ଲକ୍ଷେ ୬୧ ହଜାରରୁ ଅଧିକ ଜୀବନ। କୋଭିଡ ୧୯ ମହାମାରୀରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ଯୁକ୍ତରାଷ୍ଟ୍ର ଆମେରିକା। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୮ ହଜାର ଟପିଥିବା ବେଳେ ୩୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ଆକ୍ରାନ୍ତ ସଂଖ୍ୟାରେ ସ୍ପେନ୍ ଦ୍ୱିତୀୟରେ ଥିବା ବେଳେ […]
ଝାଡ଼ଖଣ୍ଡରେ ହଟିଆ-ରାଉରକେଲା ପାସେଞ୍ଜର ଟ୍ରେନ ଦୁର୍ଘଟଣାଗ୍ରସ୍ତ ଟ୍ରେନର ସ୍ପିଡ କମ ଥିବାରୁ ଟ୍ରେନର ୭ଟି ବଗିରୁ କୌଣସି ଗୋଟିଏ ବଗି ଟ୍ରାକରୁ ବାହାରକୁ ବାହାରି ନଥିଲା ଦୁର୍ଘଟଣା ସମୟରେ ଟ୍ରେନରେ ୮୪ ଜଣ ଯାତ୍ରୀ ଥିଲେ ଟ୍ରେନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ଆଉ ଏକ ଇଞ୍ଜିନ ଲଗାଯାଇଥିଲା ରାଞ୍ଚି: ଝାଡ଼ଖଣ୍ଡରେ ହଟିଆ-ରାଉରକେଲା ପାସେଞ୍ଜର ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ରାତି ୮ଟା ୨୦ରେ କନାରାଓଁ ରେଲୱେ ଷ୍ଟେସନ ନିକଟରେ ପାସେଞ୍ଜର ଟ୍ରେନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କେବଳ ଇଞ୍ଜିନ […]
ନୂଆଦିଲ୍ଲୀ: କୋଭିଡ୍ ଭ୍ୟାକ୍ସିନ ଓ ଔଷଧ ପରୀକ୍ଷଣ ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କଲେ କେନ୍ଦ୍ର ସରକାର। ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଭ୍ୟାକ୍ସିନ ପ୍ରସ୍ତୁତି ପାଇଁ ଚାଲିଥିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏହି ଟାସ୍କ ଫୋର୍ସ କାର୍ଯ୍ୟ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ। ନୀତି ଆୟୋଗ ସଦସ୍ୟ ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତାଙ୍କ ନେତୃତ୍ୱରେ ଏହି ଟାସ୍କଫୋର୍ସ କାର୍ଯ୍ୟ କରିବ। […]
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିପାରୁନି। ଲଗାତାର କିଛିଦିନ ଧରି ଦେଶରେ ପ୍ରତିଦିନ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହାଛଡା ଲୋକମାନେ କରୋନା ଟେଷ୍ଟ କରାଇବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଅଧିକ ସଂକ୍ରମିତ ଚିହ୍ନଟ ସହ ଟେଷ୍ଟ ରିପୋର୍ଟ ଆସିବାରେ ମଧ୍ୟ ବିଳମ୍ବ ହେଉଥିବା ନଜର ଆସୁଛି। ଏସବୁ ଭିତରେ ICMR(Indian Council of […]
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ଲକଡାଉନ୍ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ପରୀକ୍ଷା ସ୍ଥଗିତ ରହିଛି। UPSC ଓ SSC କେବେ ପରୀକ୍ଷା ହେବ, ଏନେଇ ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମେ ୩ ପରେ ହେବ UPSC ଓ SSC ପରୀକ୍ଷା ତାରିଖ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଲକଡାଉନ୍ ଉଠିବା ପରେ ହିଁ ପରୀକ୍ଷା ହେବ। ଏନେଇ ଆବଶ୍ୟକ ସମୟ ସମସ୍ତ ଆଶାୟୀଙ୍କୁ ଦିଆଯିବ। ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ। […]