ନୂଆଦିଲ୍ଲୀ: ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ସେଲ୍ଫ କ୍ୱାରେଣ୍ଟାଇନ୍କୁ ଗଲେ ସିଆରପିଏଫ ଡିଜି ଏ ପି ମାହେଶ୍ୱରୀ। ପରୋକ୍ଷ ଭାବେ ସେ ସିଆରପିଏଫ୍ର ଚିଫ୍ ମେଡିକାଲ ଅପିସରଙ୍କ ସଂସ୍ପର୍ଶରେ ଆସିଥିଲେ। ପରବର୍ତ୍ତୀ ସମୟରେ ସଂପୃକ୍ତ ମେଡିକାଲ ଅଧିକାରୀ ଜଣଙ୍କ କରୋନା ପଜିଟିଭ୍ ଟିହ୍ନଟ ହୋଇଥିଲେ। ଏହା ଜଣାପଡ଼ିବା ପରେ ସିଆରପିଏଫ୍ ଡିଜି ନିଜେ ସେଲ୍ଫ କ୍ୱାରେଣ୍ଟାଇନରେ ରହିଛନ୍ତି। ସିଆରପିଏଫର ଯେଉଁ ଯବାନ ସଂପୃକ୍ତ ମେଡିକାଲ ଅଧିକାରୀଙ୍କ ସଂସ୍ପର୍ଶରେ ଆସିଥିଲେ ତାଙ୍କ ରକ୍ତ ନମୁନା କିନ୍ତୁ […]
ୱାସିଂଟନ୍: ମହାମାରୀ କରୋନା କବଳରେ ପୃଥିବୀର ୨୦୫ ଦେଶ ସବୁଠୁ ଅଧିକ ପ୍ରଭାବିତ ହୋଇଛି ସୁପରପାୱାର୍ ଆମେରିକା। ଗତ ୨୪ ଘଣ୍ଟାରେ ଆମେରିକାରେ ପ୍ରାଣ ହରାଇଲେ ପ୍ରାୟ ୧୫ ଶହ ଲୋକ। ଗତକାଲି କେବଳ ୧୪ ଶହ ୮୦ ଲୋକ ଏହି ଭୟାନକ ରୋଗରେ ଜୀବନ ହରାଇଛନ୍ତି। ଆମେରିକାର ନ୍ୟୁୟର୍କ, କାଲିଫର୍ଣ୍ଣିଆ, ନ୍ୟୁଜର୍ସି, ଓ୍ବାସିଂଟନ୍ ଡିସିରେ ପରିସ୍ଥିତି ଅଣାୟତ୍ତ ଆଡ଼କୁ ଗଲାଣି। ଏହି ସବୁ ଅଞ୍ଚଳରୁ ପ୍ରତି ଘଣ୍ଟାରେ ହଜାର ହଜାର ଲୋକେ କରୋନାରେ ଆକ୍ରାନ୍ତ ହେଉଥିବା […]
ନୂଆଦିଲ୍ଲୀ: ଲକ୍ଡାଉନ୍ ଯୋଗୁଁ ଚାଷ କାର୍ଯ୍ୟ ପ୍ରଭାବିତ ହୋଇଛି। ଚାଷ କାମକୁ ଚାଲୁ ରଖିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଲକ୍ଡାଉନ୍ ସମୟରେ ଦେଶରେ ଚାଷକାମ ଓ ବିହନ ବୁଣିବା ସୁନିଶ୍ଚିତ କରିବାକୁ ରାଜ୍ୟଗୁଡିକୁ ଚିଠି ଲେଖିଲା କେନ୍ଦ୍ର ଗୃହମନ୍ତ୍ରାଳୟ। କରୋନାକୁ ନେଇ ସାରା ଦେଶରେ ବର୍ତ୍ତମାନ ଲକ୍ଡାଉନ୍ ଜାରି ହୋଇଥିବାବେଳେ କୃଷି କାର୍ଯ୍ୟକୁ ଏଥିରୁ ବାଦ ଦେବାକୁ ଅନୁମତି ଦେବାକୁ ରାଜ୍ୟଗୁଡିକୁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି। ଏଥିରେ ଚାଷୀ […]
ନୂଆଦିଲ୍ଲୀ: କରୋନା ଯୋଗୁଁ ଦେଶବ୍ୟାପୀ ଲକ୍ଡାଉନ୍। ଏହା ଯୋଗୁଁ ଘରୋଇ ହିଂସା ବୃଦ୍ଧି ପାଇଛି। କାରଣ ଜାତୀୟ ମହିଳା କମିଶନଙ୍କ ସୂଚନା ଅନୁସାରେ, ଦେଶବ୍ୟାପୀ ଲକ୍ଡାଉନ୍ ଲାଗୁ ହେବା ପରଠୁ ୨୫୦ରୁ ଅଧିକ ଅଭିଯୋଗ କମିଶନଙ୍କ ହସ୍ତଗତ ହୋଇଛି। ସେଥିମଧ୍ୟରୁ ୬୯ଟି ଘରୋଇ ହିଂସା ସମ୍ପର୍କିତ ରହିଛି। ଏଭଳି ମାମଲାରେ ଆଶାତୀତ ବୃଦ୍ଧିକୁ ଚିନ୍ତାପ୍ରକଟ କରିଛନ୍ତି ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ରେଖା ଶର୍ମା। ମାର୍ଚ୍ଚ ୨୪ ପରଠୁ ମହିଳାଙ୍କ ବିରୋଧରେ ୨୫୭ଟି ଅଭିଯୋଗ କମିଶନଙ୍କ ହସ୍ତଗତ […]
ନୂଆଦିଲ୍ଲୀ: ଦିଲ୍ଲୀ ନିଜାମୁଦ୍ଦିନ ତବଲଗି ଜମାତ କାର୍ଯ୍ୟକ୍ରମରେ ସାମିଲ ଥିବା ୯୬୦ ବିଦେଶୀ ନାଗରିକଙ୍କୁ କଳା ତାଲିକା ଭୁକ୍ତ ଘୋଷଣା କଲେ କେନ୍ଦ୍ର ସରକାର। ଟୁରିଷ୍ଟ ଭିସାରେ ଭାରତ ଆସିଥିବା ଏହି ବିଦେଶୀ ନାଗରିକମାନେ ତବଲିଗ୍ ଜମାତ କାର୍ଯ୍ୟକ୍ରମ ସଂପୃକ୍ତ ଥିବାରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରିବ କେନ୍ଦ୍ର ଗୃହ ମନ୍ତ୍ରାଳୟ। ଏ ନେଇ ଦେଶର ସମସ୍ତ ରାଜ୍ୟ ସରକାର, କେନ୍ଦ୍ର ଶାସିତ ଅଞ୍ଚଳ ଓ ଦିଲ୍ଲୀ ପୋଲିସ କମିଶନରଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
ନୂଆଦିଲ୍ଲୀ: ଚିନ୍ତା ବଢାଇଲାଣି ନିଜାମୁଦ୍ଦିନ ଫେରନ୍ତା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସବୁଠାରୁ ସାଂଘାତିକ ଅବସ୍ଥା ଦିଲ୍ଲୀରେ ଦେଖିବାକୁ ମିଳିଛି। କରୋନା ସଂକ୍ରମଣରେ ଦିଲ୍ଲୀରେ ଆଜି ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଉଭୟ ମୃତକ ମରକଜ ଧର୍ମସଭା ସହ ଲିଙ୍କ ଥିବା ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ। ସେହିଭଳି ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ ନିଜାମୁଦ୍ଦିନ ଧର୍ମସଭା ସହ ସମ୍ପର୍କ ରଖିଥିବା କେଜରିଓ୍ୱାଲ କହିଛନ୍ତି। ରାଜ୍ୟର ଏବେ ମୋଟ ୨୦୮ ଜଣ ବିଭିନ୍ନ ହସ୍ପିଟାଲରେ […]