ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରକ ରୂପ ଧାରଣ କରିସାରିଛି । ମହାମାରୀ ଅନିୟନ୍ତ୍ରିତ ମନେ ହେଉଛି । ପ୍ରତିଦିନ କୋଭିଡ ସଂକ୍ରମଣର ନୂଆ ରେକର୍ଡ ସାମ୍ନାକୁ ଆସୁଛି। ଆଜି ଦିନକରେ ସର୍ବାଧିକ ୧୫୦୧ କରୋନା ସଂକ୍ରମିତ ପ୍ରାଣ ହରାଇଥିବା ବେଳେ ଦେଶରେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦କୁ ବୃଦ୍ଧି ପାଇଛି । ସେହିପରି ଆଜି ଦିନକରେ ସର୍ବାଧିକ ୨.୬୧ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ […]
ନୂଆଦିଲ୍ଲୀ : ଦେଶରେ ବଢୁଥିବା କରୋନା ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶ । କୋଭିଡ ସ୍ଥିତି ନେଇ ଗତକାଲି ସମୀକ୍ଷା ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୋଦି । ରୋଗୀଙ୍କ ପାଇଁ ଔଷଧ, ଅକ୍ସିଜେନ୍, ଭେଣ୍ଟିଲେଟର ଏବଂ ଟିକାକରଣ ଉପରେ ଗୁରୁତ୍ୱ ଦେଇ ସମୀକ୍ଷା ବୈଠକ ବସିଥିଲା । ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନକୁ ଅଧିକ ସକ୍ରିୟ ଏବଂ ସମ୍ବେଦନଶୀଳ ହେବାକୁ ପଡ଼ିବ, […]
ଅଭିନେତା ସୋନୁ ସୁଦଙ୍କ କରୋନା ରିପୋର୍ଟ ପଜିଟିଭ୍ ଟ୍ୱିଟ୍ କରି ସୂଚନା ଦେଲେ ସୋନୁ ହୋମ୍ କ୍ୱାରେଣ୍ଟିନରେ ରହି ଲୋକଙ୍କ କାମ କରିବି ଘରେ ବସି ଏବେ ଅଧିକ ସମୟ ଲୋକଙ୍କ ସହାୟତା କରିପାରିବି ଅଭିନେତା ସୋନୁ ସୁଦଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ରହିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି […]
କୁମ୍ଭମେଳାକୁ ଅଧିକ ସଂଖ୍ୟାରେ ଲୋକ ନ ଆସିବାକୁ ଅନୁରୋଧ କୁମ୍ଭମେଳାକୁ ଆସିଥିବା ୬୮ ସାଧୁ କରୋନା ଆକ୍ରାନ୍ତ ସପ୍ତାହକ ମଧ୍ୟରେ ୨ହଜାର ଶ୍ରଦ୍ଧାଳୁ କୋଭିଡ୍ ପଜିଟିଭ୍ ୨ ରାଜସ୍ନାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ ନୂଆଦିଲ୍ଲୀ : କରୋନା ସଂକ୍ରମଣ ବଢୁଥିବାରୁ ବଢୁଛି ଚିନ୍ତା । ତେଣୁ କୁମ୍ଭମେଳାକୁ ପ୍ରତୀକାତ୍ମକ ଭାବେ ପାଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପିଲ୍ କରିଛନ୍ତି । ଏହାଫଳରେ କରୋନା ବିରୋଧରେ ଲଢେଇକୁ ବଳ ମିଳିବ ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରିଛନ୍ତି […]
ବନାସକାଣ୍ଠା : ମନ୍ଦିରର ଦେଶ ଭାରତ । ଆମ ଦେଶରେ ଏତେ ମନ୍ଦିର ଅଛି ଯେ ଗଣିବା ସମ୍ଭବପର ନୁହେଁ । ବିଭିନ୍ନ ମନ୍ଦିର ଗୁଡିକରେ ପଛରେ ଲୁଚି ରହିଛି ଭିନ୍ନ ଭିନ୍ନ ରହସ୍ୟମୟୀ ତଥ୍ୟ, ଯାହାକୁ ବୁଝିବାକୁ ମନୁଷ୍ୟ ଆଜି ଯାଏଁ ଅସମର୍ଥ । ସେହିପରି ଭାବେ ଭାରତରେ ମା’ ଦୁର୍ଗାଙ୍କର ଅନେକ ମନ୍ଦିର ରହିଛି । ଦେବୀ ସତୀଙ୍କ ଶରୀରକୁ କୌଣସି ନା କୌଣସି ଅଂଶ ଖସିଥିବା ସ୍ଥାନରେ ତିଆରି ହୋଇଛି ଏପରି କିଛି […]
ବାରାଣାସୀ : ଗଙ୍ଗା ସ୍ନାନ ଜରିଆରେ କରୋନା ସଂକ୍ରମଣର ଆଶଙ୍କା ରହିଛି । ପବିତ୍ର ଗଙ୍ଗା ନଦୀ ନିକଟସ୍ଥ ବିଭିନ୍ନ ଅଞ୍ଚଳରେ ଅଦୃଶ୍ୟ ଭାଇରସ୍ ବିକଟାଳ ରୂପ ନେଇପାରେ ବୋଲି ଚେତାବନୀ ଦେଇଛନ୍ତି ବୈଜ୍ଞାନିକ । ତେବେ ଏହାକୁ ଦୃଷ୍ଟିରେ ରଖି ଆଗାମୀ ୧୫ ଦିନ ପାଇଁ ଗଙ୍ଗା ସ୍ନାନରୁ ଦୂରେଇ ରହିବାକୁ ଅପିଲ କରିଛନ୍ତି ଗଙ୍ଗା ନଦୀ ବିକାଶ ଏବଂ ଜଳ ଉତ୍ସ ପରିଚାଳନା ଅନୁସନ୍ଧାନ କେନ୍ଦ୍ରର ଅଧ୍ୟକ୍ଷ ତଥା ନଦୀ ବିଜ୍ଞାନୀ ପ୍ରଫେସର ଡ। […]
କୋଲକାତା : ଆଜି ପଶ୍ଚିମବଙ୍ଗରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେଉଛି । ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛିଅ ଯାହା ସଂଧ୍ୟା ୬ଟା ଯାଏ ଚାଲିବ । ପଞ୍ଚମ ପର୍ଯ୍ୟାୟରେ ଆଜି ୬ଟି ଜିଲ୍ଲାର ୪୫ଟି ଆସନରେ ଭୋଟ୍ ଗ୍ରହଣ ହେଉଛି । ଆଜି ୩୯ ଜଣ ମହିଳାଙ୍କ ସମେତ ୩୧୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୦୧୯ ଲୋକସଭା ନିର୍ବାଚନରେ ଏହି ସବୁ ନିର୍ବାଚନମଣ୍ଡଳୀରେ ବିଜେପି ଭଲ […]
ମୁମ୍ବାଇ : ମୋ ବାପାଙ୍କୁ ଗୋଟିଏ ବେଡ଼୍ ଦିଅ, ନହେଲେ ମାରି ଦିଅ । ଆମ୍ବୁଲାନ୍ସରେ ପଡ଼ି ପଡ଼ି ମୃତ୍ୟୁକୁ ଅପେକ୍ଷା କରିଥିବା ବାପାକୁ ବଞ୍ଚାଇବାକୁ କାନ୍ଦି କାନ୍ଦି ଗୁହାରୀ ଜଣାଉଛି ଅସହାୟ ପୁଅ । କରୋନା ସଂକ୍ରମଣରେ ଅଣନିଶ୍ୱାସୀ ହୋଇଯାଉଥିବା ବାପାଙ୍କୁ ହସ୍ପିଟାଲରୁ ହସ୍ପିଟାଲକୁ ନେଇ ଥକିଗଲେଣି ଯୁବକ, କୋଉଠି ହେଲେ ବେଡ଼ ଗୋଟିଏ ମିଳୁନି । ବୋଉ ସିଆଡ଼ୁ ଫୋନ୍ କରି କରି ଅଥୟ କରିଦେଉଛି । ହେଲେ ଅଭାଗା ପୁଅ ବାପା ବିଷୟରେ […]
ମାମୁନି ଖାତୁନ୍ । ଯିଏ ମୁସଲିମ୍ ହୋଇ ବି ଗାଇପାରନ୍ତି ଅନର୍ଗଳ ସଂସ୍କୃତ ଶ୍ଲୋକ। କେତେବେଳେ ଗଶେଶ ବନ୍ଦନା ତ କେତେବେଳେ ଗାୟତ୍ରୀ ମନ୍ତ୍ର ଆଉ ଶିବ ସ୍ତ୍ରୋତ୍ର।
ନୂଆଦିଲ୍ଲୀ : କରୋନାର ବଢ଼ୁଥିବା ସଙ୍କଟକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସପ୍ତାହାନ୍ତ କର୍ଫ୍ୟୁ ଘୋଷଣା ହୋଇଛି । ଶୁକ୍ରବାର ରାତି ୧୦ଟାରୁ ଆରମ୍ଭ ହୋଇ ସୋମବାର ୬ ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ପ୍ରେସ କନଫରେନ୍ସ ଜରିଆରେ ନୂଆ କଟକଣା ସମ୍ପର୍କରେ ଘୋଷଣା କରିଛନ୍ତି । ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଂଟା ମଧ୍ୟରେ ୧୭ ହଜାରରୁ ଅଧିକ ନୂଆ ମାମଲା ଚିହ୍ନଟ ହେବାପରେ ଏପରି ନିଷ୍ପତ୍ତି ନିଆଯାଇଛି […]
ଚଣ୍ଡିଗଡ଼ : କରୋନା କାଳରେ ସରକାରୀ ଚାକିରି ପାଇବା ଲୋକଙ୍କ ପାଇଁ ସ୍ୱପ୍ନ ପାଲଟିଯାଇଛି । ବେସରକାରୀ ଚାକିରି ଟିଏ ପାଇଲେ, ସେତିକିରେ ଖୁସି ହେବାକୁ ପଡ଼ୁଛି । ତାଲାବନ୍ଦ ସମୟରେ ଅନେକ ଛୋଟଛୋଟ କମ୍ପାନୀ ବନ୍ଦ ହୋଇଯିବାକୁ ହଜାର ହଜାର ଲୋକ ଚାକିରି ହରାଇ ଘରେ ବସିଛନ୍ତି । ଯାହାର ସଠିକ ସଂଖ୍ୟା ନା ସରକାରଙ୍କ ପାଖରେ ଅଛି ନା କୌଣସି ସଂସ୍ଥା ପାଖରେ । ଏପରିସ୍ଥଳେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଏକ ପ୍ରେରଣା ଭରିବା ଭଳି […]
ନୂଆଦିଲ୍ଲୀ : ସଂକ୍ରମଣ ବଢ଼ୁଥିବା ବେଳେ ମାସ୍କ ନପିନ୍ଧିବା ମୃତ୍ୟ ସହ ଖେଳିବା ସହ ସମାନ । ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟରେ କରୋନାର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ତେବେ ଏସବୁ ମଧ୍ୟରେ ବିଶେଷଜ୍ଞଙ୍କ ମତ ଅନୁସାରେ ମାତ୍ର ଏକ ମିନିଟ ପାଇଁ ମଧ୍ୟ ସଂକ୍ରମିତଙ୍କଙ୍କ ସମ୍ପର୍କରେ ଆସିଲେ କରୋନା ସଂକ୍ରମଣ ହେବାର ଅନେକ ସମ୍ଭାବନା ରହିଛି । ଏଥିପାଇଁ ଘରୁ ବାହାରିବା ପୂର୍ବରୁ ମନେକରି ମାସ୍କ […]
ଦ୍ୱାରିକା : ବର୍ଷା ନେହେବାରୁ ସଙ୍କଟମୋଚନ ହନୁମାନଙ୍କ ଉପରେ ରାଗ ଶୁଝାଇଲେ ଯୁବକ । ଖରାରେ ଜନଜୀବନ ସନ୍ତୁଳି ହେଉଥିବା ବେଳେ ଦିଲ୍ଲୀର ଦ୍ୱାରିକା ଜିଲ୍ଲାର କକରୋଲା ଗାଁରେ ନବରାତ୍ରିର ପ୍ରଥମ ଦିନରେ ଏକ ମନ୍ଦିରରେ ହନୁମାନଙ୍କ ସମେତ ଅନେକ ଦେବାଦେବୀଙ୍କ ମୂର୍ତ୍ତି ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି । ମହେଶ ନାକମ ଯୁବକ ଏପରି କରିଥିବା ଜଣାପଡ଼ିଛି । ତେବେ ଏ ସମ୍ପର୍କରେ ଜଣାପଡ଼ିବା ପରେ ବଜରଙ୍ଗ ଦଳ ସମେତ ଅନେକ ହିନ୍ଦୁ ସଂଗଠନ ବିରୋଧ ପ୍ରଦର୍ଶନ […]
ଟ୍ରାଫିକ୍ ପୋଷ୍ଟରେ ଡ୍ୟୁଟି କରୁଥିଲେ। ଦେଖିଲେ ଯେ, ଏକ ଖାଲ ପାଇଁ ଲୋକେ ଅସୁବିଧାରେ ପଡୁଛନ୍ତି। ଟ୍ରାଫିକ୍ ସମସ୍ୟା ବଢୁଛି। ଏହା ପରେ ତୁରନ୍ତ ହାତରେ ଏକ କୋଦାଳ ଧରି ସେ ଓହ୍ଲାଇ ପଡ଼ିଲେ ରାସ୍ତାକୁ। ଆଉ ତା ପରର ଦୃଶ୍ୟ ଦେଖିଲେ ଆପଣଙ୍କୁ ବି ସେହି ଟ୍ରାଫିକ୍ ପୋଲିସ୍ ବାବୁଙ୍କୁ ସାଲ୍ୟୁଟ୍ ମାରିବାକୁ ଇଚ୍ଛା ହେବ।
ଲୁଧିଆନା : ଦେହରେ ଧୋବ ଫରଫର ଧଳା ଧୋତି ସାଙ୍ଗକୁ ମୁଣ୍ଡରେ ପଗଡ଼ି ଆଉ ମୁହଁରେ ସୂତି କପଡ଼ାର ମାସ୍କ । ମଫସଲି ମଣିଷ ପରି ହାତରେ ଦା’ ଧରି ଜମିରେ କାମ କରୁଛନ୍ତି ଆଇଏଏସ୍ ଅଫିସର । ସହରୀ ଜୀବନର ଚାକଚକ୍ୟ ତାଙ୍କୁ ମା’ ମାଟି ଠାରୁ ଦୂରେଇ ରଖିପାରିନି । ଚାକିରି କରିବା ସହ ଜମିରେ ଚାଷ କରୁଛନ୍ତି ୨୦୦୯ ବ୍ୟାଚର ଆଇଏଏସ୍ ଅଫିସର ରାମବୀର ସିଂ । ସେ ଏବେ ପଞ୍ଜାବର ସଙ୍ଗରୁରରେ […]
ନୂଆଦିଲ୍ଲୀ : ସାରା ଦେଶରେ ବେକାବୁ ହେଉଛି କରୋନା ମହାମାରୀ । ଦିନକୁ ଦିନ ହୁ ହୁ ହୋଇ ବଢ଼ୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୮୪ ହଜାର ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଦେଶରେ ଦୈନିକ କରୋନାଜନିତ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୦୨୭ ଜଣଙ୍କ ଜୀବନ ନେଇଛି ଭାଇରସ୍ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ […]
କଟିହାର : ଚୋରି କରୁଥିବାବେଳେ ଧରା ପଡ଼ିବାରୁ ଲଣ୍ଡା କରି ନିସ୍ତୁକ ମାଡ଼ । ମାନବିକତା ଭୁଲିଗଲେ ଲୋକେ । ବିହାର କଟିହାରରେ ଛେଳି ଚୋରି ଅଭିଯୋଗରେ ଦୁଇ ମହିଳା ଓ ଦୁଇ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବାର ବର୍ବର ଚିତ୍ର ସାମ୍ନାକୁ ଆସିଛି । ଚୋରକୁ ଶାସ୍ତି ଦେବା ଆଳରେ ନିଜେ ଅଭିଯୁକ୍ତ ସାଜିଗଲେ । ଦୁଇ ମହିଳାଙ୍କୁ ମାଡ଼ ମାରିବା ପରେ ଲଣ୍ଡା କରିବା ସହ ସାରା ଗାଁରେ ବୁଲାଇଛନ୍ତି ସ୍ଥାନୀୟ ଲୋକେ । […]
କାଙ୍କେର : ଭାଲୁ ଖାଉଛି ଆଇସକ୍ରିମ । ଟାଇଁ ଟାଇଁ ଖରାରେ ଲୋକଙ୍କ ତଣ୍ଟି ଶୁଖି ଯାଉଥିବା ବେଳେ ଜଙ୍ଗଲୀ ଭାଲୁକୁ ଆଇସକ୍ରିମ ଖିଆ ନିଶା ଲାଗିଛି । ଛତିଶଗଡ଼ର କାଙ୍କେର ସହରରେ ଶିତଲାପାରା ଅଞ୍ଚଳରେ କିଛିଦିନ ହେବ ଜଙ୍ଗଲୀ ଭାଲୁ ଆଇସକ୍ରିମ ଲୋଭରେ ଜନବସତି ଆଡ଼କୁ ପଳାଇ ଆସୁଥିବା ଦେଖିବାକୁ ମିଳୁଛି । ଠେଲାରେ ଥିବା ସମସ୍ତ ଆଇସକ୍ରିମ ଖାଇଯାଉଥିବାରୁ ଆଇସକ୍ରିମ ଦୋକାନୀ ବିରକ୍ତ ହେଉଛନ୍ତି । ଭାଲୁମାନେ ଏପର୍ଯ୍ୟନ୍ତ ପାଖାପାଖି ପଚାଶ ହଜାର ମୂଲ୍ୟର […]
ନୂଆଦିଲ୍ଲୀ: ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ନେଇ ନିଜେ ସଚିନ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସାମାନ୍ୟ ଲକ୍ଷଣ ସହ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସେ କହିଛନ୍ତି। ତେବେ ଘରର ଅନ୍ୟ ସଦସ୍ୟମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ସଚିନ୍ କହିଛନ୍ତି। ବର୍ତ୍ତମାନ ସେ ଘରେ କ୍ୱାରେଣ୍ଟିନ୍ରେ ଅଛନ୍ତି। ପ୍ରୋଟୋକଲ ସବୁ ପାଳନ କରିବା ସହ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରୁଥିବା ସଚିନ୍ ତେନ୍ଦୁଲକର କହିଛନ୍ତି। […]
ରୁଷରେ ପ୍ରସ୍ତୁତ କରୋନା ଟିକା ସ୍ପୁଟନିକ୍-ଭିକୁ ବ୍ୟବହାର ଲାଗି କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି । କୋଭାକ୍ସିନ, କୋଭିସିଲ୍ଡ ପରେ ଦେଶରେ ତୃତୀୟ କରୋନା ଟିକା ଭାବେ ସ୍ପୁଟନିକ୍ ଭି ପହଞ୍ଚିଯାଇଛି । ବିଶ୍ୱର ପ୍ରଥମ କରୋନା ଟିକା ଭାବେ ସ୍ପୁଟନିକ୍ ଭିକୁ ରୁଷ ରାଷ୍ଟ୍ରପତି ସମର୍ଥନ ଦେଇଥିଲେ ତେବେ ଏହି ଟିକାର ନାଁ ସ୍ପୁଟନିକ୍ କାହିଁକି ରଖାଗଲା, ଆସନ୍ତୁ ଜାଣିବା … ଗତବର୍ଷ ଅଗଷ୍ଟ ମାସ ବିଶ୍ୱ ଯେତେବେଳେ କରୋନା କବଳରୁ ତ୍ରାହି ତ୍ରାହି ଡାକୁଥିଲା, […]
ନୂଆଦିଲ୍ଲୀ : ନୂଆ ମୁଖ୍ୟ ନିର୍ବାଚନ କମିଶନର ହେବେ ସୁଶୀଲ ଚନ୍ଦ୍ରା । ଆଜି ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ମୁଖ୍ୟ ଇସି ଭାବେ କାର୍ଯ୍ୟ କରୁଥିବା ସୁନୀଲ ଅରୋରାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ । ସବୁଠାରୁ ବରିଷ୍ଠ ନିର୍ବାଚନ କମିସନରଙ୍କୁ ମୁଖ୍ୟ ନିର୍ବାଚନ କମିସନର ନିଯୁକ୍ତି କରିବାର ପରମ୍ପରା ହିସାବରେ ସୁଶିଲ ଚନ୍ଦ୍ରା ହିଁ ଦେଶର ନୂଆ ସିଇସି ଭାବେ ନିଯୁକ୍ତି ପାଇଛନ୍ତି । ପଶ୍ଚିମବଙ୍ଗରେ ବାକି ଥିବା […]