ଦୁଇଟି ହାତୀ ମଧ୍ୟ ପରସ୍ପର ଭିତରେ ବନ୍ଧୁତା ସ୍ଥାପନ କରନ୍ତି। ଏକାଠି ରହନ୍ତି। ପରସ୍ପର ସୁଖଦୁଃଖ ବି ବାଣ୍ଟନ୍ତି। ତାମାଲନାଡୁର ମୁଦୁମଲାଇ ହାତୀ ଶିବିରରେ ଥିବା ୭୫ ବର୍ଷୀୟ ଭାମା ଏବଂ ୬୫ବର୍ଷୀୟ କାମାଚିଙ୍କ ବନ୍ଧୁତା ଏହାର ଉଦାହରଣ।
ଅଫିସରେ ମହିଳା ଟେକ୍ନିସିଆନ ରିଙ୍କୁ ଥିଟେ ଥିଲେ। ଏନେଇ ପୂର୍ବରୁ ସେ ଅଭିଯୋଗ ମଧ୍ୟ କରିଥିଲେ। ମାତ୍ର ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିବା ସେ କହିଥିଲେ।
ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ
ରାତି ପାହିଲେ ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟର ୮୯ ଆସନରେ ପଡିବ ଭୋଟ୍ । କେରଳର ସମସ୍ତ ୨୦ଟି ଯାକ ସିଟରେ କାଲି ଭୋଟ୍ ହେବ ।
ଆଜି ମଧ୍ୟପ୍ରଦେଶର ମୋରେନାରେ ବିଜୟ ସଙ୍କଳ୍ପ ରାଲିରେ ସମ୍ବୋଧିତ କରି କଂଗ୍ରେସ "ଶେହଜାଦା" ରାହୁଲ ଗାନ୍ଧିଙ୍କୁ ନେଇ ମନ୍ତବ୍ୟ ଦେଇଛନ୍ତି । ମୋଦିଙ୍କ ପାଇଁ ରାହୁଲଙ୍କ ଦ୍ୱାରା ପ୍ରୟୋଗ ହୋଇଥିବା ଅପମାନଜନକ ଶବ୍ଦକୁ ନେଇ ବିବ୍ରତ ନହେବାକୁ ସେ ଲୋକମାନଙ୍କୁ ଅନୁରୋଧ କରିଛନ୍ତି ।
ଅଗ୍ନିକାଣ୍ଡର ମୁଖ୍ୟ କାରଣ ଏବେ ସୁଦ୍ଧା ଜଣାପଡ଼ି ନାହିଁ । କିନ୍ତୁ ସିଲିଣ୍ଡର ବ୍ଲାଷ୍ଟ କିମ୍ବା ସର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।
ଗତକାଲି ଖେଳା ଯାଇଥିବା ମ୍ୟାଚରେ ଦମଦାର ପ୍ରଦର୍ଶନ କରିଥିଲା ଦିଲ୍ଲୀ କ୍ୟାପିଟାଲ୍ସ । ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଅଧିନାୟକ ଋଷଭ ପନ୍ତ ବଢ଼ିଆ ପ୍ରଦର୍ଶନ କରିଥିଲେ ।
ବୟସ ଖୁବ୍ କମ୍... ହେଲେ ବାଇକ୍ ଚଳାଉଛି ବାଳକ । ଦେଖନ୍ତୁ ଏହି ଭିଡିଓକୁ... ଗାଡ଼ିରେ ବସିବା ପରେ ପିଲାଟିର ଗୋଡ଼ ତଳକୁ ଠିକ୍ ସେ ବି ଲାଗୁନି । ହେଲେ ନିଜେ ବାଇକ୍ ଚଳାଇବା ସହ ପଛରେ ଅନ୍ୟ ଜଣେ ବାଳକକୁ ବସାଇଛି ।
ପିଜା ବର୍ଗର ଦୋକାନୀ ଡିସ୍କାଉଣ୍ଟ ଦେବେ କହିଛନ୍ତି । କେହି କେହି ବିୟର କମ୍ପ୍ଲିମେଣ୍ଟାରୀ ଦେବେ ବୋଲି ବି କହିଛନ୍ତି । ଆଉ କିଛି ଦୋକାନୀ କଫି ସମ୍ପୂର୍ଣ୍ଣ ମାଗଣା କରିଛନ୍ତି ।
ସାରିକା... UPSC ୨୦୨୩ରେ କୃତକାର୍ଯ୍ୟ ହୋଇଥିବା ନାଁଟିଏ । ଘର କେରଳରେ । ୯୨୨ ରାଙ୍କ ପାଇଥିବା ସାରିକାଙ୍କ ସଂଘର୍ଷ ପଛର କାହାଣୀ ଜାଣିବା ପରେ ଆପଣ ବି ତାଙ୍କୁ ସାଲ୍ୟୁଟ୍ କରିବେ । ସାରିକାଙ୍କ ଏ ସଫଳତା ପଛରେ ଦୁଃଖର କାହାଣୀଟିଏ ଯୋଡା ହୋଇଛି ।
ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୨୦୦ ଟଙ୍କା ହୋଇଛି । ସୋହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୨୫୦ ଟଙ୍କା ରହିଛି ।
ପାକିସ୍ତାନୀ ଯୁବତୀଙ୍କୁ ମିଳିଲା ଭାରତୀୟଙ୍କ ହୃଦୟ। ପାଇଲେ ନୂଆ ଜୀବନ। ପାକିସ୍ତାନର କରାଚୀରେ ରହୁଥିବା ଜଣେ ଯୁବତୀଙ୍କ ହୃଦୟରେ ସମସ୍ୟା ଥିବା ସହ ଜୀବନ ବଞ୍ଚାଇବା ପାଇଁ ହୃଦୟ ପ୍ରତିରୋପଣ ହିଁ ଏକମାତ୍ର ବାଟ ବୋଲି କହିଥିଲେ ଡାକ୍ତର।
ଆପଣ ଏବେ ଡେବିଟ୍ କାର୍ଡ ବିନା Google Pay ବ୍ୟବହାର କରିପାରିବେ। ଡେବିଟ୍ କାର୍ଡ ନ ହେଲେ ମଧ୍ୟ ଆପଣ Google Pay ରେ UPI ଆକାଉଣ୍ଟ ସୃଷ୍ଟି କରିପାରିବେ, UPI PIN କୁ ମଧ୍ୟ ପରିବର୍ତ୍ତନ କରିପାରିବେ।
ଗଣତନ୍ତ୍ରରେ ସମସ୍ତେ ନିର୍ବାଚନ ଲଢ଼ିବା ଅଧକାର ରହିଛି, ତେଣୁ ସେ ବି ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ମୃଦୁଳା।
ଚଳିତ ବର୍ଷ, JEE ମେନ୍ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା। ଉଭୟ ସେସନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ ଏବଂ ମେରିଟ ଲିଷ୍ଟ ତାଲିକା ପାଇପାରିବେ।
ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ରାଜନୈତିକ ଆକ୍ରୋଶ ରଖି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଖବର ଲେଖା ହେବା ସୁଦ୍ଧା ଅଭିଯୁକ୍ତମାନେ ଧରାପଡି ନାହାନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।
ଆଜିକାଲି ଅନେକ ଲୋକ ଡାର୍କ ସର୍କଲର ସମସ୍ୟା ଦ୍ୱାରା ଅସୁବିଧାରେ ପଡ଼ୁଛନ୍ତି । ଡାର୍କ ସର୍କଲର ସମସ୍ୟା ଯେକୌଣସି ବୟସରେ ହୋଇପାରେ । ଅନେକ ଥର, ନିଦ ଅଭାବରୁ ଆଖି ତଳେ ଡାର୍କ ସର୍କଲ୍ ଦେଖାଯାଏ । କିନ୍ତୁ ଏହି ସମସ୍ୟାର ଅନ୍ୟ ଅନେକ କାରଣ ଥାଇପାରେ । ତେବେ ଆସନ୍ତୁ ଜାଣିବା ଆଖି ତଳେ ଡାର୍କ ସର୍କଲର ତିନୋଟି ମୁଖ୍ୟ କାରଣ ।
୧୩ ରାଜ୍ୟର ୧୨ ଶହ ୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା । ରାହୁଲ ଗାନ୍ଧୀ, ଅରୁଣ ଗୋବିଲ୍, ଶଶି ଥରୁର, ହେମାମାଳିନୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।
ରାଜ୍ୟରେ ଆହୁରି ବଢିବ ତାତି । ଆସନ୍ତା ୫ ଦିନ ପାଇଁ ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ । ୨୭ ଓ ୨୮ ତାରିଖରେ ହେବ ଅସମ୍ଭାଳ ତାତି ।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ
ମ୍ୟାଲେରିଆ ହେଉଛି ଏମିତି ଏକ ସଂକ୍ରମଣ ଯାହା ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିବର୍ଷ ସମଗ୍ର ବିଶ୍ୱରେ କୋଟି କୋଟି ଲୋକ ମ୍ୟାଲେରିଆର ଶିକାର ହୁଅନ୍ତି। କେବଳ ଏତିକି ନୁହେଁ, ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ମ୍ୟାଲେରିଆ ଯୋଗୁଁ ପ୍ରାଣ ମଧ୍ୟ ହରାନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ଆସନ୍ତୁ କିଛି ଯୋଗ ଶିଖିବା।
UPSCରେ ଉତ୍ତୀର୍ଣ୍ଣ ହୋଇଥିବା ଏହି ଯୁବକଙ୍କ ନାଁ ହେଉଛି କ୍ଷିତିଜ୍ ଗୁରୁଭେଲେ । ଯିଏ କି ତାଙ୍କର ଏହି ଖୁସିର ମୂହୁର୍ତ୍ତର ଭିଡିଓକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଅଲ୍ ଇଣ୍ଡିଆ ରାଙ୍କରେ କ୍ଷିତିଜ୍ ୪୪୧ ସ୍ଥାନରେ ଅଛନ୍ତି ।
ପୂର୍ବରୁ କନୌଜ ସିଟ୍ ପାଇଁ ତେଜ ପ୍ରତାପ ଯାଦବଙ୍କ ନାଁ ଘୋଷଣା କରାଯାଇଥିଲା । ଏବେ କିନ୍ତୁ ନିଜେ ସପା ମୁଖ୍ୟ ଅଖିଳେଶ ଯାଦବ ଏହି ସିଟରୁ ନିର୍ବାଚନ ଲଢିବେ ।
ନୀତିନ ଗଡ଼କରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ପୋଷ୍ଟ କରି କହିଛନ୍ତି ଯେ ପ୍ରବଳ ଗରମ ହେତୁ ସେ ସେ ନିଜକୁ ଅସହଜ ମନେ କରିଥିଲେ ।